Home

କେନାଲକୁ ଖସିଲା ବସ୍‌: ଚାଲିଗଲା ୯ ଜୀବନ

ହାଇଦ୍ରାବାଦ୍‌,୧୫।୧୨: ଆନ୍ଧ୍ରପ୍ରଦେଶର ପଶ୍ଚିମ ଗୋଦାବରୀ ଜିଲାରେ ବୁଧବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଏଠାରେ ଏକ ବସ୍‌ ବ୍ରିଜ୍‌ ଉପରୁ କେନାଲକୁ ଖସି ଯିବାରୁ ୯ ଜଣଙ୍କର ମୃତ୍ୟୁ ଘଟିଛି। ଏଥିରେ ୨୨ ଜଣ ଆହତ ହୋଇଥିବା କୁହାଯାଉଛି। ତେଲେଙ୍ଗାନାର ଆସୱାରାପେଟରୁ…

କେନ୍ଦ୍ର କ୍ୟାବିନେଟର ଐତିହାସିକ ନିଷ୍ପତି

ନୂଆଦିଲ୍ଲୀ,୧୫।୧୨: ସେମିକଣ୍ଡକ୍ଟର ଏବଂ ଡିସ୍‌ପ୍ଲେ ବୋର୍ଡର ଉତ୍ପାଦନକୁ ପ୍ରୋତ୍ସାହିତ କରିବା ପାଇଁ କେନ୍ଦ୍ର କ୍ୟାବିନେଟ ପିଏଲ୍‌ଆଇ ଯୋଜନାକୁ ଅନୁମୋଦନ କରିଛି। ଏହି ଯୋଜନା ସମ୍ପର୍କରେ ସୂଚନା ଦେଇ କେନ୍ଦ୍ର ଆଇଟି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଛନ୍ତି , ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ଗାଙ୍ଗୁଲିଙ୍କ କଥାରେ ଏକମତ ନୁହଁନ୍ତି କୋହଲି

ମୁମ୍ବାଇ,୧୫।୧୨: “ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ୍‌ ଲାଗି ଦଳ ଘୋଷଣା କରାଯିବାର ଦେଢ଼ ଘଣ୍ଟା ପୂର୍ବରୁ ମୋତେ ଚୟନକର୍ତ୍ତା ଜଣାଇଥିଲେ, ତୁମେ ଆଉ ଦିନିକିଆ ଦଳର ଅଧିନାୟକ ହେବ ନାହିଁ। ଏଥିପୂର୍ବରୁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ପକ୍ଷରୁ…

ଗାଙ୍ଗୁଲିଙ୍କ ଦାବି ଉପରେ ପ୍ରଶ୍ନ ଉଠାଇଲେ କୋହଲି

ମୁମ୍ବାଇ,୧୫।୧୨: ଦକ୍ଷିଣ ଆଫ୍ରିକା ଗସ୍ତ ପୂର୍ବରୁ ଭାରତୀୟ ଦଳରେ ମତଭେଦ ସୃଷ୍ଟି ହୋଇଛି। ବୁଧବାର ଭାରତୀୟ ଟେଷ୍ଟ ଅଧିନାୟକ ବିରାଟ କୋହି ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଦକ୍ଷିଣ ଆଫ୍ରିକା ବିପକ୍ଷରେ ହେବାକୁ ଥିବା ଦିନିକିଆ ସିରିଜରେ ସେ ଚୟନ ପାଇଁ…

ଜାନୁୟାରୀ-ଫେବୃୟାରୀରେ ଭାରତରେ ହୋଇପାରେ ଓମିକ୍ରନ୍‌ ବିସ୍ଫୋରଣ !…

ନୂଆଦିଲ୍ଲୀ, ୧୫।୧୨: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ପୃଥିବୀର ୭୭ ଦେଶରେ ଓମିକ୍ରନ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଜାନୁଆରୀ-ଫେବୃଆରୀ ମାସରେ ଭାରତରେ ଓମିକ୍ରନ ସଂକ୍ରମଣ ବୃଦ୍ଧି ପାଇପାରେ ବୋଲି ଆଶଙ୍କା କରାଯାଉଛି।…

ବିବାଦକୁ ନେଇ ପ୍ରଥମଥର ମୁହଁ ଖୋଲିଲେ କୋହଲି

ମୁମ୍ବାଇ,୧୫।୧୨: ଦକ୍ଷିଣ ଆଫ୍ରିକା ଗସ୍ତ ପୂର୍ବରୁ ଭାରତୀୟ ଦଳରେ ମତଭେଦ ସୃଷ୍ଟି ହୋଇଛି। ବୁଧବାର ଭାରତୀୟ ଟେଷ୍ଟ ଅଧିନାୟକ ବିରାଟ କୋହଲି ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଦକ୍ଷିଣ ଆଫ୍ରିକା ବିପକ୍ଷରେ ହେବାକୁ ଥିବା ଦିନିକିଆ ସିରିଜରେ ସେ ଚୟନ ପାଇଁ…

ସୂର୍ଯ୍ୟକୁ ଛୁଇଁଲା ପାର୍କର ପ୍ରୋବ୍‌, ମହାକାଶ ଇତିହାସରେ ପ୍ରଥମ ଘଟଣା…

ନୂଆଦିଲ୍ଲୀ, ୧୫।୧୨: ଆମେରିକାର ସ୍ପେସ ଏଜେନ୍ସି ନାସାର ମହାକାଶଯାନ ‘ପାର୍କର ସୋଲାର ପ୍ରୋବ’ ସୂର୍ଯ୍ୟଙ୍କୁ ସ୍ପର୍ଶ କରିବାର ଏକ ଅଦ୍ୱିତୀୟ କାର୍ଯ୍ୟ କରିଛି। ଏହି ସଫଳତା, ଥରେ ଅସମ୍ଭବ ବୋଲି ବିବେଚନା କରାଯାଉଥିଲା। ମାତ୍ର ଏହା ସତ୍ୟରେ ପରିଣତ ହୋଇପାରିଛି। ଆଠ…

ସାର୍ବଜନୀକ ହେବ ନାହିଁ ଜାତିଗତ ଜନଗଣନା ତଥ୍ୟ…

ନୂଆଦିଲ୍ଲୀ, ୧୫।୧୨: ଦେଶରେ ୨୦୧୧ ଜନଗଣନାରେ ପ୍ରକାଶିତ ସାମାଜିକ-ଆର୍ଥିକ ପଛୁଆବର୍ଗର ପରିସଂଖ୍ୟାନ ତଥ୍ୟ ସାର୍ବଜନୀକ ହେବ ନାହିଁ। ଏହି ପରିପ୍ରେକ୍ଷୀରେ ସୁପ୍ରିମକୋର୍ଟ କେନ୍ଦ୍ରର ଯୁକ୍ତିକୁ ଗ୍ରହଣ କରିଛନ୍ତି। ଓବିସିଙ୍କ ସଂଖ୍ୟା ଜାଣିବା ପାଇଁ ୨୦୧୧ରେ ଜାତି ଜନଗଣନା କରାଯାଇ ନାହିଁ ବୋଲି…

ଶେଷରେ ଆଖିବୁଜିଲେ ଗ୍ରୁପ୍‌ କ୍ୟାପ୍‌ଟେନ୍‌ ବରୁଣ ସିଂ

ବେଙ୍ଗାଲୁରୁ,୧୫।୧୨: ଭୟଙ୍କର ହେଲିକପ୍ଟର କ୍ରାଶ ଘଟଣାରେ ଜୀବିତ ଅବସ୍ଥାରେ ଉଦ୍ଧାର ହୋଇଥିବା ଗ୍ରୁପ କ୍ୟାପ୍ଟେନ ବରୁଣ ସିଂହ ଶେଷରେ ଆଖି ବୁଜିଛନ୍ତି। ଭାରତୀୟ ବାୟୁସେନା ପକ୍ଷରୁ ବୁଧବାର ଏହି ସୂଚନା ଦିଆଯାଇଛି। କ୍ରାସ୍‌ ସମୟରେ ତାଙ୍କ ଶରୀରର ୪୦% ଅଂଶ ପୋଡି…

ଭିକାରିଙ୍କ ପୋଷାକରୁ ଟଙ୍କା ବର୍ଷା, ଭିଡ଼ିଓ ଭାଇରାଲ…

ନାଗଡା, ୧୫।୧୨: ମଧ୍ୟପ୍ରଦେଶର ଉଜ୍ଜୟନୀ ଜିଲାର ନାଗଡା ଜଙ୍କଶନରେ ଜଣେ ଭିକାରୀଙ୍କ ଭିଡିଓ ଏବେ ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ମାନସିକ ବିକୃତ ଭିକାରି ଜଣଙ୍କ ଭିକ ମାଗୁଥିବା ବେଳେ କ୍ରୋଧରେ ନିଜର ପୋଷାକ ଫିଙ୍ଗିଥିବାର ଭିଡ଼ିଓରେ ଦେଖିବାକୁ ମିଳୁଛି।…

ଓମିକ୍ରନ୍‌ ବିରୋଧରେ ଟିକା କାମ ଦେବନି, ନୂଆ ଟିକା ଆବଶ୍ୟକ…

ନୂଆଦିଲ୍ଲୀ, ୧୫।୧୨: ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଅପରପକ୍ଷରେ ନୂଆ ଭାରିଆଣ୍ଟର ସଂକ୍ରମଣ ବଢ଼ିଚାଲିଛି। ଏପରିସ୍ଥଳେ ସର୍ବାଧିକ ଟିକାକରଣ ଉପରେ ଧ୍ୟାନ ଦିଆଯାଉଛି। ଅପରପକ୍ଷରେ, ନୀତି ଆୟୋଗର ସଦସ୍ୟ ଡ.ଭି.କେ ପଲଙ୍କ ବିବୃତ୍ତି ନେଇ ଅଜଣା ବିପଦର…

‘କୋହଲି-ରୋହିତ ଏକାଠି ନ ଖେଳିଲେ ଭାରତ ପାଇଁ ହେବ ବଡ଼ କ୍ଷତି’

ନୂଆଦିଲ୍ଲୀ,୧୫।୧୨: ଦକ୍ଷିଣ ଆଫ୍ରିକା ଗସ୍ତ ପୂର୍ବରୁ ଟିମ କ୍ରିକେଟ୍‌ ଦଳରେ ମତଭେଦ ଉପୁଜିଛି। ଆଘାତ ହେତୁ ରୋହିତ ଶର୍ମା ଟେଷ୍ଟ ସିରିଜରୁ ବାଦ ପଡିଛନ୍ତି। ଏହା ପରେ ବିରାଟ କୋହଲି ଦକ୍ଷିଣ ଆଫ୍ରିକା ବିପକ୍ଷରେ ଦିନିକିଆ ସିରିଜ ଖେଳିବେ ନାହିଁ ବୋଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?