Home

ସ୍ତ୍ରୀଙ୍କ ଇଛା ବିରୋଧରେ ଶାରୀରିକ ସମ୍ପର୍କ ନୁହେଁ ବଳାତ୍କାର: ହାଇକୋର୍ଟ…

ରାୟପୁର,୨୬।୮: ଛତିଶଗଡ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। କୋର୍ଟ କହିଛନ୍ତି ଯେ, ସ୍ବାମୀ ସ୍ତ୍ରୀଙ୍କ ଇଛା ବିରୋଧରେ ଶାରୀରିକ ସମ୍ପର୍କ ସ୍ଥାପନ କଲେ ଏହାକୁ ବଳାତ୍କାର କୁହାଯିବ ନାହିଁ। ଏକ ମାମଲାର ଶୁଣାଣି ସମୟରେ ସ୍ବାମୀଙ୍କୁ ବଳାତ୍କାର ଅଭିଯୋଗରୁ ମୁକ୍ତ…

କାର୍ଟୁନ ଦେଖି ସୁପରହିରୋ ପାଲଟିଲେ ଏହି ଶିଶୁ, ଟିଭିର ଅବସ୍ଥା କଲେ ଏମିତି; ଭିଡିଓ ଦେଖିଲେ…

ଟିଭିରେ ନିଜ ମନପସନ୍ଦର କାର୍ଟୁନ ଦେଖିବାକୁ ଅନେକ ଶିଶୁ ଭଲପାଆନ୍ତି। କେବେ କେବେ କାର୍ଟୁନ କ୍ୟାରେକ୍ଟରକୁ ନକଲ କରନ୍ତି ତ ଆଉ କେବେ ଆକ୍ସନ ଜରିଆରେ ପରିବାର ଲୋକଙ୍କ ମନୋରଞ୍ଜନ କରନ୍ତି। ଏହି ନକଲ କରିବା ବେଳେବେଳେ ମାତାପିତାଙ୍କୁ ମହଙ୍ଗା ପଡ଼ିଥାଏ।…

ଭାରତୀୟ ବ୍ୟାଟ୍ସମ୍ୟାନଙ୍କ ମଜା ଉଡାଇଲେ ଭାଓନ: ଲୋକେ କହିଲେ ପଡ଼ୋଶୀ ଘରର ମାଉସୀ…

ନୂଆଦିଲ୍ଲୀ,୨୬।୮: ଭାରତ ବିପକ୍ଷ ଟେଷ୍ଟ ସିରିଜର ତୃତୀୟ ମ୍ୟାଚ୍‌ରେ ଇଂଲଣ୍ଡ ନିଜର ଦବ୍‌ଦବା ଜାହିର କରିଛି। ଦଳର ବୋଲର୍‌ ଜେମ୍ସ ଆଣ୍ଡରସନ, କ୍ରେଗ୍‌ ଓଭରଟନ, ଓଲି ରବିନସନ, ସାମ କୁରାନ ପ୍ରମୁଖଙ୍କ ଯୋଗୁ ଭାରତ ପ୍ରଥମ ପାଳିରେ ମାତ୍ର ୭୮ ରନ୍‌ରେ…

ଭୋକରେ ରହିବେ କୋଟିଏରୁ ଅଧିକ ଆଫଗାନୀ ଶିଶୁ…

ଜେନେଭା,୨୬।୮: ଆଫଗାନିସ୍ତାନରେ ତାଲିବାନ ଶାସନ ଯୋଗୁଁ ସୃଷ୍ଟି ହୋଇଥିବା ଶରଣାର୍ଥୀ ସଙ୍କଟ ମଧ୍ୟରେ ମହିଳା ଏବଂ ଶିଶୁଙ୍କ ସ୍ବାସ୍ଥ୍ୟ ସମ୍ପର୍କରେ ଜାତିସଂଘର ୟୁନିସେଫ୍‌ ପକ୍ଷରୁ ଏକ ରିପୋର୍ଟ ଜାରି ହୋଇଛି। ରିପୋର୍ଟରେ ଉଲ୍ଲେଖ କରାଯାଇଛି ଯେ, ଏହି ମାନବୀୟ ସଙ୍କଟ ଯୋଗୁ…

ବିବାହିତ ସତ୍ତ୍ୱେ ପ୍ରେମରେ ପଡିଥିଲେ ଏହି ଅଭିନେତ୍ରୀ

ବି-ଟାଉନର ସବୁଠୁ ଚର୍ଚ୍ଚିତ ଦମ୍ପତିଙ୍କ ମଧ୍ୟରେ ଅଭିନେତା ଅନୁପମ ଖେର ଏବଂ କିରନ ଖେର ଅନ୍ୟତମ। ଉଭୟ ପ୍ରେମ କାହାଣୀ ବେଶ୍‌ କୌତୁହଳପୂର୍ଣ୍ଣ। ୨୬ ଅଗଷ୍ଟ ୨୦୨୧ରେ ତାଙ୍କ ବିବାହକୁ ୩୬ ବର୍ଷ ପୂରଣ ହୋଇଛି। ଉଭୟ ୧୯୮୫ରେ ବିବାହ କରିଥିଲେ।…

ଫେବୃଆରୀରେ ପଞ୍ଚାୟତ ନିର୍ବାଚନ: ସଂରକ୍ଷଣ ନେଇ ବିଧାନସଭାରେ ଆସିବ ପ୍ରସ୍ତାବ

ଭୁବନେଶ୍ୱର,୨୬ା୮(ବ୍ୟୁରୋ): ଫେବୃଆରୀରେ ପଞ୍ଚାୟତ ନିର୍ବାଚନ ହେବା ନିଶ୍ଚିତ ହୋଇଯାଇଛି। ଏନେଇ ରାଜ୍ୟ ସରକାର ଆବଶ୍ୟକୀୟ ପଦକ୍ଷେପ ଆରମ୍ଭ କରିଦେଇଛନ୍ତି । ବିଧାନସଭାରେ ସଂରକ୍ଷଣ ସଂକ୍ରାନ୍ତୀୟ ସଂଶୋଧନ ଆସିବାକୁ ଯାଉଛି । ସେପ୍ଟେମ୍ବର ପହିଲାରୁ ବିଧାନସଭାର ମୌସୁମୀ ଅଧିବେଶନ ବସିବ। ତେବେ ପଞ୍ଚାୟତ…

ପ୍ରଧାନମନ୍ତ୍ରୀଙ୍କ ରାଗ ଦେଖି ସରକାରୀ ବାବୁ ଛାନିଆ, ପ୍ରସ୍ତୁତ ହେବ ଖାମଖିଆଲି ଅଧିକାରୀଙ୍କ ତାଲିକା…

ନୂଆଦିଲ୍ଲୀ,୨୬।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୩୭ ତମ ପ୍ରଗତି(ପ୍ରୋଟେକ୍ଟିଭ୍‌ ଗଭର୍ନାସ୍‌ ଆଣ୍ଡ୍‌ ଟାଇମ୍‌ଲି ଇମ୍ପ୍ଲିମେଣ୍ଟେଶନ) ବୈଠକରେ ଯୋଗଦେଇ ସରକାରୀ ବାବୁଙ୍କ ଉପରେ ବର୍ଷିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ରାଗ ଦେଖି ସରକାରୀ ବାବୁ ଛାନିଆ ହୋଇଯାଇଛନ୍ତି। ସେମାନଙ୍କ ମନରେ ଏବେ ଛନକା ପଶିଛି। ବୈଠକରେ…

ବର୍ଷା-ଅନୁଭବ ପାରିବାରିକ ବିବାଦର ଅନ୍ତ

କଟକ ଅଫିସ,୨୬ା୮: ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଏବଂ ଏମ୍‌ପି ତଥା ଅଭିନେତା ସ୍ବାମୀ ଅନୁଭବଙ୍କ ପାରିବାରିକ ବିବାଦର ଅନ୍ତ ଘଟାଇଛନ୍ତି ହାଇକୋର୍ଟ। ତ୍ୱରିତ ଶୁଣାଣି ପାଇଁ ଅନୁଭବ ଆବେଦନ କରିଥିବାରୁ ଏହି ମାମଲାର ଆଜି ଅନ୍ତ ଘଟାଇଛନ୍ତି ହାଇକୋର୍ଟ। ସୂଚନାଯୋଗ୍ୟ, ବିବାହ…

ଗୁରୁଙ୍କ ଶରଣରେ ତେଜ ପ୍ରତାପ

ପାଟନା,୨୬।୮: ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବଙ୍କ ବଡ଼ ପୁଅ ତଥା ଆରଜେଡି ନେତା ତେଜ ପ୍ରତାପ ନିଜ ଗୁରୁଙ୍କ ଶରଣରେ ପଶିଛନ୍ତି। ପାରିବାରିକ କଳହଠାରୁ ଦୂରରେ ରହିବାକୁ ସେ ନିଜ ଆଧ୍ୟାତ୍ମିକ ଗୁରୁ ବଲ୍ଲଭାଚାର୍ଯ୍ୟଙ୍କୁ ଭେଟି ଆଶୀର୍ବାଦ ନେଇଛନ୍ତି।…

ଆସୁଛି ତୃତୀୟ ଲହର: ପ୍ରସ୍ତୁତ ରହିବାକୁ ସ୍ବାସ୍ଥ୍ୟ ସଚିବଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୨୬ା୮(ବ୍ୟୁରୋ): ତୃତୀୟ ଲହରକୁ ଦୃଷ୍ଟିରେ ରଖି ସବୁ ଜିଲାପାଳଙ୍କୁ ସ୍ବାସ୍ଥ୍ୟ ସଚିବ ଚିଠି ଲେଖିଛନ୍ତି। ପ୍ରତ୍ୟେକ ଜିଲା ହସ୍ପିଟାଲରେ ଆରଟିପିସିଆର୍‌ ଟେଷ୍ଟ କିଟ୍‌, ଆଣ୍ଟିଜେନ କିଟ୍‌, ଆରଟିପିସିଆର୍‌ ଟେଷ୍ଟ ଲ୍ୟାବ ସହ ୮ ପ୍ରକାର ଜରୁରୀ ଔଷଧ ମହଜୁଦ ରଖିବା ପାଇଁ…

ଆଫଗାନିସ୍ତାନ ପ୍ରସଙ୍ଗରେ ଦେଶ ଏକଜୁଟ, କଂଗ୍ରେସ କହିଲା ଆମେ ସରକାରଙ୍କ ସାଥିରେ ରହିଛୁ…

ନୂଆଦିଲ୍ଲୀ,୨୬।୮: ଆଫଗାନିସ୍ତାନ ପ୍ରସଙ୍ଗକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ପକ୍ଷରୁ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଛି। ପଡ଼ୋଶୀ ଦେଶରେ ଦେଖାଦେଇଥିବା ମାନବୀୟ ସଙ୍କଟ ସମୟରେ ଭାରତ ଏକଜୁଟ ହୋଇଛି। ସର୍ବଦଳୀୟ ବୈଠକରେ ବିରୋଧୀ କଂଗ୍ରେସ ପକ୍ଷରୁ କୁହାଯାଇଛି ଯେ, ଆମେ…

ଭୁଲ୍‌ କରିଦେଲେ କି କୋହଲି, ପନ୍ତ କହିଲେ ଏମିତି

ଲିଡ୍ସ,୨୬।୮: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ତୃତୀୟ ଟେଷ୍ଟ ହେଡିଙ୍ଗଲେରେ ଖେଳାଯାଉଛି। ଭାରତ ପ୍ରଥମ ଦିନ ମାତ୍ର ୭୮ ରନ୍‌ରେ ଅଲଆଉଟ୍‌ ହୋଇଯାଇଛି। ଟସ ଜିତିବା ପରେ ବିରାଟ କୋହଲି ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଦଳ ଏକ ସମୟରେ ୭୮…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri