ବନ୍ୟାବିପନ୍ନଙ୍କ ମୁହଁରେ ହସ ଫୁଟାଇଲା ଗଞ୍ଜାମ ପୋଲିସ, ମାନବିକତାର ଆଲୋକ ଜଳାଇଲେ ଏସ୍ପି
ପୁରୁଷୋତ୍ତମପୁର,୬ା୧୧(ସବିତା ମିଶ୍ର): ବନ୍ୟାର କରାଳ ବିଭୀଷିକାରେ ଛାରଖାର ହୋଇଯାଇଛି ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ଅଞ୍ଚଳ। ବନ୍ୟା ସବୁକିଛି ଛଡ଼ାଇ ନେଇ ଅନେକ ପରିବାରଙ୍କୁ ନିଃସହାୟ କରିଦେଇଛି। ଏଭଳି ଦୁଃଖଦ ସ୍ଥିତିରେ ବନ୍ୟାବିପନ୍ନଙ୍କ ମୁହଁରେ ହସ ଫୁଟାଇବାକୁ ଆଗେଇ ଆସିଛି ଗଞ୍ଜାମ ପୋଲିସ।…
କିଡ୍ନୀ ରୋଗ ନେଲା ଆଉ ଜଣଙ୍କ ଜୀବନ, ଚିକିତ୍ସାରେ ସର୍ବସ୍ବାନ୍ତ ବସୁଦେବଙ୍କ ପରିବାର
ଅମରପାଲି,୬ା୧୧(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଅଞ୍ଚଳରେ କିଡ୍ନୀ ରୋଗ ଦିନକୁ ଦିନ ଉଦ୍ବେଗଜନକ ରୂପ ନେଉଛି। ଏହି ରୋଗରେ ଆକ୍ରାନ୍ତ ହୋଇ ଆଉ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବାବେଳେ ତାଙ୍କ ପରିବାର ଏବେ ଅସହାୟ ହୋଇପଡ଼ିଛି। ଦୀର୍ଘଦିନ ଧରି ରୋଗ…
ସେହୱାଗଙ୍କ ପୁଅ ଆର୍ଯ୍ୟବୀରଙ୍କ ଦମଦାର ଇନିଂସ; ନେପାଳକୁ ଧୂଳି ଚଟାଇ୧୦ ୱିକେଟରେ ଜିତିଲା ଭାରତ
ନୂଆଦିଲ୍ଲୀ,୬।୧୧: ୨୦୨୬ ଅଣ୍ଡର-୧୯ ଏସିଆ କପରେ, ଭାରତୀୟ ଦଳ ନେପାଳ ବିପକ୍ଷରେ ନିଜର ପ୍ରଥମ ମ୍ୟାଚ ଖେଳିଥିଲା। ଶୁକ୍ରବାର (ନଭେମ୍ବର ୬) ‘ଅଲ ଆମେରାଟ କ୍ରିକେଟ ଗ୍ରାଉଣ୍ଡ’ (ମିନିଷ୍ଟ୍ରି ଟର୍ଫ ୧) ଠାରେ ଅନୁଷ୍ଠିତ ଏହି ମ୍ୟାଚରେ ଭାରତୀୟ ଦଳ ୧୦…
ବକ୍ସ ଅଫିସରେ ଧମାଲ କଲା ‘ରାମାୟଣ’, ରିଲିଜର ପ୍ରଥମ ଦିନରେ କଲା ୭ ବଡ଼ ରେକର୍ଡ
ମୁମ୍ବାଇ,୬।୧୧: ରଣବୀର କପୁର, ସାଇ ପଲ୍ଲବୀ ଏବଂ ୟଶଙ୍କ ଅଭିନୀତ ‘ରାମାୟଣ’ ମୁଭି ବକ୍ସ ଅଫିସରେ ଏକ ଚମତ୍କାର ଆରମ୍ଭ କରିଛି ଏବଂ ପ୍ରଥମ ଦିନରେ ହିଁ ଅନେକ ରେକର୍ଡ ସ୍ଥାପନ କରିଛି। ଏହି ରିପୋର୍ଟରୁ ଆପଣ ଜାଣିପାରିବେ ଯେ ‘ରାମାୟଣ’…
ବସ ଭଡ଼ା ବୃଦ୍ଧି ପରେ ଶିବକୁମାରଙ୍କୁ ଶିଶୁ ଭାବରେ ଚିତ୍ରଣ କଲା ଭାଜପା, ଶେୟାର କଲା AI-ନିର୍ମିତ ଭିଡିଓ, ଦେଖନ୍ତୁ…
ବେଙ୍ଗାଲୁରୁ,୬।୧୧: ସାଧାରଣ ପରିବହନ ଭଡ଼ା ଏବଂ କ୍ଷୀର ଦର ବୃଦ୍ଧିକୁ ନେଇ କର୍ନାଟକ ଭାଜପା କଂଗ୍ରେସ ସରକାରଙ୍କ ଉପରେ ତୀବ୍ର ଆକ୍ରମଣ କରିଛି। ଭାଜପା ମୁଖ୍ୟମନ୍ତ୍ରୀ ଡିକେ ଶିବକୁମାରଙ୍କୁ ନେଇ ଏକ ବ୍ୟଙ୍ଗାତ୍ମକ, AI ଜେନେରେଟେଡ ଭିଡିଓ ଜାରି କରିଛି। ଭାଜପାର…
‘ଘର ଖାଲି ଖାଲି ଲାଗୁଛି,’ଦୀପାବଳି ପୂର୍ବରୁ ନିଜ ମନ ତଳର କଷ୍ଟ ବଖାଣିଲେ ଗୋବିନ୍ଦାଙ୍କ ପତ୍ନୀ ସୁନିତା, କହିଲେ…
ମୁମ୍ବାଇ: ବଲିଉଡର ‘ହିରୋ ନମ୍ବର ୧’ ଗୋବିନ୍ଦା ଏବଂ ତାଙ୍କ ପତ୍ନୀ ସୁନିତା ଆହୁଜା ନିକଟରେ ନିଜ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ଅଛନ୍ତି। ୩୯ ବର୍ଷର ଦାମ୍ପତ୍ୟ ଜୀବନରେ ସବୁକିଛି ଠିକ ଚାଲୁନଥିବା ପରି ମନେହେଉଛି। ଏହି ପରିପ୍ରେକ୍ଷୀରେ, ଦୀପାବଳି…
ବିବାହକୁ ୪ ମାସ ନ ପୂରୁଣୁ ଘର ଛାଡ଼ିଲେ ଅମିର ଖାନ: ତୃତୀୟ ସ୍ତ୍ରୀଙ୍କ ସହ….
ବଲିଉଡ୍ର ମିଷ୍ଟର ପରଫେକ୍ସନିଷ୍ଟ ମିର ଖାନ ପୁଣି ଚର୍ଚ୍ଚାରେ। ପ୍ରଥମ ଦୁଇଟି ବିବାହରେ ବିଚ୍ଛେଦ ପରେ ଅଭିନେତା ନିଜ ଜୀବନର ତୃତୀୟ ଅଧ୍ୟାୟ ଆରମ୍ଭ କରିଛନ୍ତି। ପ୍ରେମିକା ଗୌରୀ ସ୍ପ୍ରାଟଙ୍କ ସହ ରେଜିଷ୍ଟ୍ରି ମ୍ୟାରେଜ କରିବା ପରେ ଦୁହେଁ ନୂଆ ଜୀବନ…
ଏତିକି ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ ମହିଳା ସବ୍-ରେଜିଷ୍ଟ୍ରାର, ଚାକିରି ଜୀବନ ଆରମ୍ଭରୁ ଦୁର୍ନୀତି ପଙ୍କରେ…
ବାଲିଆପାଳ,୬ା୧୧: ଜମି ପଞ୍ଜୀକରଣ ପାଇଁ ଲାଞ୍ଚ ନେବା ମହିଳା ଅଧିକାରୀଙ୍କୁ ପଡ଼ିଛି ଭାରି। ସାଧାରଣ ଲୋକଙ୍କଠାରୁ ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଓଡ଼ିଶା ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ବାଲେଶ୍ୱର ଜିଲା ବାଲିଆପାଳ ସବ୍ରେଜିଷ୍ଟ୍ରାର୍ ମନୀଷା ମିଶ୍ର। ସବୁଠାରୁ ଆଶ୍ଚର୍ଯ୍ୟର…
ବଡ଼ ଟ୍ରେନ ଦୁର୍ଘଟଣା: ‘କର୍ମଭୂମି ଏକ୍ସପ୍ରେସ’ର ୪ ବଗିରେ ଭୟଙ୍କର ନିଆଁ, ଅନେକ ଯାତ୍ରୀ ଆହତ ହୋଇଥିବା ଆଶଙ୍କା
ଚଣ୍ଡିଗଡ଼,୬।୧୧: ପଞ୍ଜାବରେ ଏକ ବଡ଼ ଧରଣର ଟ୍ରେନ ଦୁର୍ଘଟଣା ଘଟିଛି। ପଞ୍ଜାବର ରାଜପୁରା ଠାରେ ‘କର୍ମଭୂମି ଏକ୍ସପ୍ରେସ’ରେ ନିଆଁ ଲାଗିଯାଇଥିଲା, ଯାହା ଟ୍ରେନର ଚାରୋଟି ବଗିକୁ ବ୍ୟାପି ଯାଇଥିଲା। ନିଜ ଜୀବନ ବଞ୍ଚାଇବା ପାଇଁ ଯାତ୍ରୀମାନେ ଟ୍ରେନରୁ ଓହ୍ଲାଇବାକୁ ବ୍ୟାକୁଳ ହୋଇପଡ଼ିଥିଲେ।…
ଟିମ୍ଇଣ୍ଡିଆକୁ ମିଳିଗଲା ନୂଆ ସୁପରଷ୍ଟାର: ସେହ୍ବାଗ-ଦ୍ରାବିଡଙ୍କ ପୁଅ ଉପସ୍ଥିତି ସତ୍ତ୍ୱେ କଲେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ
ନୂଆଦିଲ୍ଲୀ,୬।୧୧: ଅଣ୍ଡର-୧୯ ଏସିଆ କପ ୨୦୨୬ରେ ଭାରତୀୟ ଯୁବ ବୋଲର ଇଶାନ ସୁଦଙ୍କଚମତ୍କାର ପ୍ରଦର୍ଶନ। ଭାରତ ଅଣ୍ଡର-୧୯ ଓ ନେପାଳ ଅଣ୍ଡର-୧୯ ମଧ୍ୟରେ ଆଲ ଆମିରାତ୍ରେ ଖେଳାଯାଉଥିବା ଟୁର୍ନାମେଣ୍ଟର ଚତୁର୍ଥ ମ୍ୟାଚ୍ରେ ଇଶାନ ନିଜ ଘାତକ ବୋଲିଂରେ ନେପାଳକୁ ତିନିଟି ଝଟକା…
ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ଦୀପକ
ବଞ୍ଚୋ,୬ା୧୧(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ପାଇଁ ଗୌରବ ଆଣିଛନ୍ତି ଯୁବ ଶିକ୍ଷାବିତ୍ ଦୀପକ କୁଅଁର। ଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ଓ ଉତ୍କୃଷ୍ଟ ପ୍ରଦର୍ଶନ ପାଇଁ ସେ ୨୦୨୫-୨୬ ବର୍ଷର ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ନିମନ୍ତେ ମନୋନୀତ ହୋଇଛନ୍ତି।…
ଓଜନ କମାଇବାକୁ ଚାହୁଁଛନ୍ତି କି? ଡାଏଟ୍ରେ ସାମିଲ୍ କରନ୍ତୁ ପ୍ରୋଟିନ୍, ଜାଣନ୍ତୁ କାହିଁକି ଜରୁରୀ
ଆଜିକାଲି ଓଜନ କମାଇବା ପାଇଁ ଅନେକ ଲୋକ ବ୍ୟାୟାମ ସହ ନିଜ ଖାଦ୍ୟପେୟ ଉପରେ ବିଶେଷ ଧ୍ୟାନ ଦେଉଛନ୍ତି । କିଛି ଲୋକ ଓଜନ ହ୍ରାସ କରିବା ଲକ୍ଷ୍ୟରେ ଖାଦ୍ୟ ତାଲିକାରୁ ପ୍ରୋଟିନ୍କୁ ମଧ୍ୟ ବାଦ୍ ଦେଉଛନ୍ତି । କିନ୍ତୁ ଏହା…

