୫୦ ବର୍ଷ ପୂର୍ବେ ଆଜିର ଦିନରେ ଭାରତୀୟ କ୍ରିକେଟ୍ ଦଳ ରଚିଥିଲା ଇତିହାସ
ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲିଙ୍କ ନେତୃତ୍ୱରେ ଟିମ ଇଣ୍ଡିଆକୁ ୨୫ ଅଗଷ୍ଟରୁ ହେଡିଙ୍ଗଲିରେ ଇଂଲଣ୍ଡ ବିପକ୍ଷରେ ତୃତୀୟ ଟେଷ୍ଟ ଖେଳିବ। ଲର୍ଡସ ଟେଷ୍ଟ ଜିତିବା ପରେ ଭାରତ ଏହି ସିରିଜକୁ ୧-୦ରେ ଆଗେଇ ନେଇଛି। କିନ୍ତୁ କିଛି ଦଶନ୍ଧି…
ଦୈନିକ ସଂକ୍ରମଣ ୩୦ ହଜାର ତଳେ…
ନୂଆଦିଲ୍ଲୀ,୨୪।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୨୫ ହଜାର ୪୬୭ରେ ପହଞ୍ଚିଛି। ଲଗାତାର ୨…
୬୭ ଏମ୍ପି-୨୯୬ ବିଧାୟକ ଅଯୋଗ୍ୟ ଘୋଷିତ ହେବା ଆଶଙ୍କା…
ନୂଆଦିଲ୍ଲୀ,୨୪।୮: ଦେଶର ୬୭ ଏମ୍ପି ଏବଂ ୨୯୬ ବିଧାୟକଙ୍କୁ ଏବେ ଅଯୋଗ୍ୟ ଘୋଷିତ ହେବା ଆଶଙ୍କା ଘାରିଛି। ସେମାନଙ୍କ ବିରୋଧରେ ଅପରାଧୀକ ମାମଲା ରହିଛି। ଦୋଷୀ ସାବ୍ୟସ୍ତ ହେଲେ ଏମ୍ପି ଏବଂ ବିଧାୟକଙ୍କୁ ଅଯୋଗ୍ୟ ଘୋଷଣା କରାଯିବାର ଆଶଙ୍କା ରହିଛି। ଆସୋସିଏସନ…
‘ୟୁଏପିଏରେ ଗିରଫ ଏକ ଚକ୍ରାନ୍ତ’
ନୂଆଦିଲ୍ଲୀ, ୨୪ା୮: ଉତ୍ତର-ପୂର୍ବ ଦିଲ୍ଲୀ ଦଙ୍ଗା ଘଟଣାରେ ଷଡ଼ଯନ୍ତ୍ର କରାଯାଇ ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟ(ଜେଏନ୍ୟୁ)ର ପୂର୍ବତନ ଛାତ୍ରନେତା ଉମର ଖଲିଦ୍ଙ୍କୁ ଗିରଫ କରାଯାଇଥିଲା ବୋଲି ସୋମବାର ଦିଲ୍ଲୀର ଏକ ଅଦାଲତରେ ତାଙ୍କ ଓକିଲ କହିଛନ୍ତି। ବେଆଇନ କାର୍ଯ୍ୟକଳାପ ନିରୋଧୀ ଆଇନ (ୟୁଏପିଏ)ରେ…
ଆତଙ୍କ ସୃଷ୍ଟିରେ ନିୟୋଜିତ ହୋଇଥିଲେ ଜେଏନ୍ୟୁ୍ ଛାତ୍ର
ମୁମ୍ବାଇ, ୨୪।୮(ଆଇଏଏନ୍ଏସ୍): ଭୀମା-କୋରେଗାଁଓ ଏବଂ ଏଲ୍ଗାର ପରିଷଦ ମାମଲାରେ ଅଭିଯୁକ୍ତମାନେ ଦୁଇଟି ପ୍ରମୁଖ ବିଶ୍ୱବିଦ୍ୟାଳୟର ଛାତ୍ରମାନଙ୍କୁ ମହାରାଷ୍ଟ୍ର ଏବ ଦେଶରେ ଆତଙ୍କବାଦୀ କାର୍ଯ୍ୟରେ ନିୟୋଜିତ କରିଥିଲେ। ଉକ୍ତ ମାମଲାର ତଦନ୍ତ କରୁଥିବା ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍ଆଇଏ) ଏହା ଜାଣିବାକୁ ପାଇଛି।…
ଆସେଟ୍ ମନିଟାଇଜେଶନ ପ୍ଲାନ୍ ଘୋଷଣା, ୨୦୨୫ ସୁଦ୍ଧା ୬ ଲକ୍ଷ କୋଟି ଟଙ୍କା ସଂଗ୍ରହ ଲକ୍ଷ୍ୟ
ନୂଆଦିଲ୍ଲୀ,୨୪।୮: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ୪ ବର୍ଷିଆ ଆସେଟ୍ ମନିଟାଇଜେଶନ ପ୍ଲାନ୍ ସମ୍ପର୍କରେ ସୋମବାର ଘୋଷଣା କରିଛନ୍ତି। ନ୍ୟାଶନାଲ ମନିଟାଇଜେଶନ ପାଇପଲାଇନ(ଏନ୍ଏମ୍ପି) ଅଧୀନରେ ୨୦୨୫ ସୁଦ୍ଧା ୬ ଲକ୍ଷ କୋଟି ଟଙ୍କା ସଂଗ୍ରହ କରିବାକୁ ସରକାର ଲକ୍ଷ୍ୟ ରଖିଥିବା ଜଣାପଡ଼ିଛି। ଚଳିତ…
କ୍ୟାନ୍ସର ଚିହ୍ନଟ କରିବ ‘ଡି-୩’
କଥାରେ ଅଛି ‘କ୍ୟାନ୍ସର ନୋ ଆନ୍ସର’। ହେଲେ ଏବେ ଏହି ରୋଗକୁ ପ୍ରାରମ୍ଭିକ ଅବସ୍ଥାରେ ଚିହ୍ନଟ କରି ଉପଯୁକ୍ତ ଚିକିତ୍ସା କରାଇପାରିଲେ ସେଥିରୁ ଆରୋଗ୍ୟ ମିଳିପାରୁଛି। ଏଥିରେ ବିଳମ୍ବ ହେଲେ ତାହା ଗୁରୁତର ଆକାର ଧାରଣ କରିବା ସହ ଅକାଳ ମୃତ୍ୟୁର…
ହାଇଟେକ୍ ବ୍ରେସ୍ଲେଟ୍
ଆଜିକାଲି ଚିକିତ୍ସା ବିଜ୍ଞାନରେ ଦିନକୁ ଦିନ ନୂଆ ନୂଆ କଥା ଆବିଷ୍କାର ହେଉଛି। ସେହି ଅନୁସାରେ ରୋଗର ନିଦାନ ପ୍ରଣାଳୀ ମଧ୍ୟ ସହଜ ଏବଂ ସରଳ ହୋଇପାରୁଛି। ନିକଟରେ ଜର୍ମାନୀର ବୈଜ୍ଞାନିକମାନେ ଏକ ହାଇଟେକ୍ ବ୍ରେସ୍ଲେଟ୍ ତିଆରି କରିଛନ୍ତି। ଏହାଦ୍ୱାରା ବ୍ଲଡପ୍ରେସର,…
ଛାଡପତ୍ର ପରେ ସ୍ବାମୀଙ୍କଠାରୁ ଭରଣପୋଷଣ ନେବାକୁ ଚାହୁଁନାହାନ୍ତି ଏହି ଅଭିନେତ୍ରୀ
ଦୁଇ ମାସ ପୂର୍ବେ ଟିଭି ଅଭିନେତ୍ରୀ ନିଶା ରାୱଲ ଏବଂ କରଣ ମେହେରାଙ୍କ ମଧ୍ୟରେ ବହୁତ ଝଗଡା ହୋଇଥିଲା ଏବଂ ଏହା ପରେ ଉଭୟ ଅଲଗା ହୋଇଯାଇଥିଲେ। ପାରିବାରିକ ହିଂସା ଏବଂ ପ୍ରତାରଣା ଅଭିଯୋଗରେ ନିଶା କରଣ ମେହେରାଙ୍କ ବିରୋଧରେ ମାମଲା…
ବିରାଟ କୋହଲିଙ୍କଠାରୁ ଅଧିକ ଦରମା ନିଅନ୍ତି ଏହି ୨ କ୍ରିକେଟର୍
ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ଏବେ ବିଶ୍ୱର ସବୁଠାରୁ ଧନୀ କ୍ରିକେଟରଙ୍କ ମଧ୍ୟରୁ ଜଣେ। ବିରାଟ ଗୋଟିଏ ବର୍ଷରେ କେତେ ଟଙ୍କା ରୋଜଗାର କରନ୍ତି ତାହା ସାଧାରଣ ଲୋକ କଳ୍ପନା ମଧ୍ୟ କରିପାରନ୍ତି ନାହିଁ। ବିସିସିଆଇ ମଧ୍ୟ ବିରାଟଙ୍କୁ…
ବ୍ୟାଟ୍ରେ ଏହି କ୍ରିକେଟର୍ଙ୍କ ମୁଣ୍ଡ ଫଟାଇବାକୁ ଚାହୁଁଥିଲେ ଶୋଏବ ଅଖତର
ଲାହୋର,୨୪।୮: ପାକିସ୍ତାନର ପୂର୍ବତନ ଅଧିନାୟକ ଶାହିଦ ଆଫ୍ରିଦି ତାଙ୍କ ସାଥୀ ଖେଳାଳି ତଥା ପୂର୍ବତନ ଦ୍ରୁତ ବୋଲର ଶୋଏବ ଅଖତରଙ୍କ ବିଷୟରେ ଏକ ବଡ଼ ଖୁଲାସା କରିଛନ୍ତି। ନିକଟରେ ଆଫ୍ରିଦି ଏକ ସାକ୍ଷାତକାରରେ ଅଖତର ଏକ କଥାକୁ ନେଇ ଏତେ ରାଗିଯାଇଥିଲେ…
ତୃତୀୟ ଟେଷ୍ଟ ପୂର୍ବରୁ ଇଂଲଣ୍ଡକୁ ବଡ଼ ଝଟ୍କା
ଲଣ୍ଡନ,୨୩।୮: ଭାରତ ବିପକ୍ଷ ତୃତୀୟ ଟେଷ୍ଟ ପୂର୍ବରୁ ଇଂଲଣ୍ଡ କ୍ରିକେଟ ଦଳ ଏକ ବଡ଼ ଝଟ୍କାର ସମ୍ମୁଖୀନ ହୋଇଥିଲା। କାନ୍ଧରେ ଆଘାତ ଲାଗିଥିବାରୁ ଦ୍ରୁତ ବୋଲର ମାର୍କ ଉଡ୍ ହେଡିଙ୍ଗଲି ଟେଷ୍ଟରୁ ବାଦ ପଡିଛନ୍ତି। ଲର୍ଡସ ଟେଷ୍ଟର ଚତୁର୍ଥ ଦିନରେ ଫିଲ୍ଡିଂ…
Archives


