Home

ଦହି କିଣିବା ପାଇଁ ରାସ୍ତା ମଝିରେ ଟ୍ରେନ୍‌ ଅଟକାଇଦେଲେ ଚାଳକ, ଆଉ ତା’ ପରେ…

ଇସଲାମାବାଦ,୯ା୧୨: ପାକିସ୍ତାନରେ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ଏକ ପାସେଞ୍ଜର ଟ୍ରେନ୍‌ ଚାଳକଙ୍କ ଅଦ୍ଭୁତ କାର୍ଯ୍ୟ ପାଇଁ ଚର୍ଚ୍ଚାରେ ରହିଛି। ଏହି ଚାଳକ ଜଣକ ଟ୍ରେନ୍‌ ଚାଲୁଥିବା ସମୟରେ ତାଙ୍କର ଦହି ଖାଇବାକୁ ଇଚ୍ଛା ହେଲା। ତେଣୁ ସେ ମଝି…

ଗୋଟିଏ ଗଛରେ ୬ ଫୁଲକୋବି, ଭାଇରାଲ ହେଉଛି ଫଟୋ

ଉତ୍ତରପ୍ରଦେଶର ଶାହାଜାହାଁପୁରର ଜଣେ କୃଷକ ନିଜ କ୍ଷେତରେ କୋବିଚାଷ କରିଛନ୍ତି। ଏହି ଚାଷ ଖୁବ୍‌ ଭଲ ବି ହୋଇଛି। ସବୁଠୁ ଆଶ୍ଚର୍ଯ୍ୟଜନକ କଥା ହେଲା ଚାଷୀ ଜଣକ ଯେଉଁ କୋବି ଲଗାଇଛନ୍ତି, ଗୋଟିଏ ଗଛରେ ଏକାବେଳକେ ୬ଟି କୋବି ଫଳିଛି। ଏହା…

ୟୁପିଏ ହାତ ଧରିବ କି ଶିବସେନା ? କଳ୍ପନା ଜଳ୍ପନା ଜାରି…

ମୁମ୍ବାଇ,୯।୧୨: ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ୟୁପିଏକୁ ଦୁର୍ବଳ ବୋଲି କହିବା ପରେ ଶିବସେନା କଂଗ୍ରେସର କ୍ଷତକୁ ଭଲ କରିବା ପାଇଁ କାର୍ଯ୍ୟ କରୁଛି। କାରଣ ଶିବସେନା ଏମ୍‌ପି ସଞ୍ଜୟ ରାଉତ ଏକ ଘରୋଇ ଟିଭି ଚ୍ୟାନେଲକୁ ଦେଇଥିବା ସାକ୍ଷାତକାରରେ କଂଗ୍ରେସ…

ଘରକୁ ଫେରିବେ ଚାଷୀ , ଟ୍ରିପିଲ-ଏମ୍‌କୁ ଥିଲା ଅପେକ୍ଷା…

ନୂଆଦିଲ୍ଲୀ,୯।୧୨: ଦିଲ୍ଲୀର ସିଙ୍ଗୁ ଏବଂ ଗାଜିପୁର ସୀମାରେ ଆନ୍ଦୋଳନ ଜାରି ରଖିଥିବା ଚାଷୀ ମାନେ ଗୁରୁବାରଠାରୁ ଘରକୁ ଫେରିପାରିବେ। ବୁଧବାର ସନ୍ଧ୍ୟାରେ ଏମଏସପି, କ୍ଷତିପୂରଣ ଏବଂ ମକଦ୍ଦମା ଆଦି ଟ୍ରିପିଲ-ଏମ୍‌ ସମେତ କେତେକ ପ୍ରସଙ୍ଗରେ କେନ୍ଦ୍ର ସରକାର ଚାଷୀଙ୍କ ଦାବିକୁ ଗ୍ରହଣ…

ମିଳିଲା ବ୍ଲାକ୍‌ ବକ୍ସ: ଏବେ ଖୋଲିବ କୁନ୍ନୁର ଦୁର୍ଘଟଣାର ସତ କାହାଣୀ

ନୂଆଦିଲ୍ଲୀ,୯ା୧୨: ତାମିଲନାଡୁ କୁନ୍ନୁରରେ ବୁଧବାର ମଧ୍ୟାହ୍ନରେ ଘଟିଥିବା ଚପର ଦୁର୍ଘଟଣାର ଗୁମର ଖୋଲିବ ବ୍ଲାକ୍‌ ବକ୍ସ। ଘଟଣାସ୍ଥଳରୁ ଉଦ୍ଧାରକାରୀ ଟିମ୍‌ ଏହି ବକ୍ସକୁ ଉଦ୍ଧାର କରିଛନ୍ତି। କିପରି ହେଲିକପ୍ଟର ଦୁର୍ଘଟଣା ହେଲା, ଏହା ପଛରେ କାରଣ କ’ଣ ରହିଛି। ସେନେଇ ସମସ୍ତ…

ମାଡ୍ରାସ୍‌ ରେଜିମେଣ୍ଟାଲ ସେଣ୍ଟରରେ ଶେଷ ବିଦାୟ…

ନୂଆଦିଲ୍ଲୀ,୯।୧୨: ତାମିଲନାଡୁର କୁନ୍ନୁରରେ ବାୟୁସେନା ହେଲିକପ୍ଟର ଦୁର୍ଘଟଣାରେ ଦେଶର ପ୍ରଥମ ଚିଫ୍‌ ଅଫ୍‌ ଡିଫେନ ଷ୍ଟାଫ୍‌(ସିଡିଏସ୍‌) ଜେନେରାଲ ବିପିନ ରାୱତଙ୍କ ସମେତ ୧୧ ଜଣ ଅଧିକାରୀ ଶହୀଦ୍‌ ହୋଇଛନ୍ତି। ରାଓ୍ବତଙ୍କ ସ୍ତ୍ରୀ ମଧୁଲିକା ରାଓ୍ବତଙ୍କର ମଧ୍ୟ ମୃତ୍ୟୁ ଘଟିଛି। ଏହି ଘଟଣାରେ…

ଟ୍ରାଇ-ସର୍ଭିସ୍‌ ତଦନ୍ତ ନିର୍ଦ୍ଦେଶ ଜାରି…

ନୂଆଦିଲ୍ଲୀ,୯।୧୨: ତାମିଲନାଡୁର କୁନ୍ନୁରରେ ବାୟୁସେନା ହେଲିକପ୍ଟର ଦୁର୍ଘଟଣା ଲାଗି ଟ୍ରାଇ-ସର୍ଭିସ୍‌ ତଦନ୍ତ ନିର୍ଦ୍ଦେଶ ଜାରି ହୋଇଛି। ଏନେଇ ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ ଗୁରୁବାର ଲୋକ ସଭାରେ ସୂଚନା ଦେଇଛନ୍ତି। ଏନେଇ ରାଜନାଥ ସିଂ ୪ ମିନିଟ୍‌ ଧରି ସୂଚନା ଦେଇଛନ୍ତି। ଦୁର୍ଘଟଣାସ୍ଥଳରେ…

ହେଲିକପ୍ଟର ଦୁର୍ଘଟଣାରେ ବିପିନ ରାଓ୍ବତଙ୍କ ସହ ଥିଲେ ଜଣେ ଓଡ଼ିଆ ପୁଅ

ଅନୁଗୋଳ ଅଫିସ,୯ା୧୨: ତାମିଲନାଡୁରେ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏଥିରେ ପ୍ରାଣ ହରାଇଥିବା ଯବାନଙ୍କ ମଧ୍ୟରେ ରହିଛନ୍ତି ଜଣେ ଓଡ଼ିଆ ଯବାନ। ସହିଦ ଯବାନ ତାଳଚେର କଣ୍ଢାଳ ପଞ୍ଚାୟତ କୃଷ୍ଣଚନ୍ଦ୍ରପୁର ଗାଁର ଶ୍ରୀବତ୍ସ ଦାସଙ୍କ ପୁଅ ରାଣାପ୍ରତାପ ଦାସ। ଯାହାଙ୍କ ଦେହାନ୍ତରେ…

ଆଜି ବି ଚାଲିପାରିଲାନି ବିଧାନସଭା, ଅପରାହ୍ନ ୪ଟା ପର୍ଯ୍ୟନ୍ତ ଗୃହ ମୁଲତବୀ

ଭୁବନେଶ୍ୱର,୯ା୧୨(ବ୍ୟୁରୋ): ଆଜି ହେଉଛି ବିଧାନସଭା ଶୀତକାଳୀନ ଅଧିବେଶନର ୮ମ ଦିନ। ଆଜି ବି ଗୃହକାର୍ଯ୍ୟ ଚାଲିପାରିଲାନି। ତେଣୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଗୃହକୁ ମୁଲତବୀ ରଖିଛନ୍ତି ବାଚସ୍ପତି। କୁନ୍ନୁର ହେଲିକପ୍ଟର ଦୁର୍ଘଟଣାରେ ପ୍ରାଣ ହରାଇଥିବା ଯବାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହ…

ସିଡିଏସ୍‌ ବିପିନ ରାଓ୍ବତଙ୍କ ବିୟୋଗରେ ବିଧାନସଭାରେ ଶୋକ ପ୍ରସ୍ତାବ

ଭୁବନେଶ୍ୱର,୯ା୧୨(ବ୍ୟୁରୋ): ସିଡିଏସ୍‌ ବିପିନ ରାଓ୍ବତ ଏବଂ ତାଙ୍କ ସ୍ତ୍ରୀ ମଧୁଲିକାଙ୍କ ସମେତ ଅନ୍ୟ ୧୧ ଜଣ ସେନା ଅଧିକାରୀଙ୍କ ବିୟୋଗରେ ଆଜି ବିଧାନସଭାରେ ଶୋକ ପ୍ରସ୍ତାବ ଆଗତ ହୋଇଛ। ଶୀତ ଅଧିବେଶନର ଅଷ୍ଟମ ଦିନରେ ଗୃହ ଆରମ୍ଭରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…

ପାର୍ଲାମେଣ୍ଟରେ ସୂଚନା ଦେଲେ ପ୍ରତିରକ୍ଷାମନ୍ତ୍ରୀ, କେବଳ ଗ୍ରୁପ୍‌ କ୍ୟାପଟେନ୍‌ ଜୀବିତ…

ନୂଆଦିଲ୍ଲୀ,୯।୧୨: ତାମିଲନାଡୁର କୁନ୍ନୁରରେ ହେଲିକପ୍ଟର ଦୁର୍ଘଟଣା ନେଇ ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ ପାର୍ଲାମେଣ୍ଟରେ ସୂଚନା ଦେଇଛନ୍ତି। ଏହି ଘଟଣାରେ ସିଡିଏସ ଜେନେରାଲ ବିପିନ ରାୱତ ଏବଂ ଅନ୍ୟ ୧୧ ଅଧିକାରୀମାନେ ଶହୀଦ୍‌ ହୋଇଛନ୍ତି। ରାଓ୍ବତଙ୍କ ସ୍ତ୍ରୀ ମଧୁଲିକା ରାଓ୍ବତଙ୍କର ମଧ୍ୟ ମୃତ୍ୟୁ…

୨୦୨୪ ମାର୍ଚ୍ଚ ପର୍ଯ୍ୟନ୍ତ ଜାରି ରହିବ ପିଏମ୍‌ଏଓ୍ବାଇ-ଜି ଯୋଜନା, କ୍ୟାବିନେଟ୍‌ ନିଷ୍ପତ୍ତି…

ନୂଆଦିଲ୍ଲୀ,୯।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟରେ ଗ୍ରାମ୍ୟ ଉନ୍ନୟନ ବିଭାଗର ପ୍ରସ୍ତାବକୁ ମଞ୍ଜୁରୀ ପ୍ରଦାନ କରାଯାଇ ମାର୍ଚ୍ଚ ୨୦୨୧ ପରେ ମଧ୍ୟ ଜାରି ରଖିବାକୁ ନିଷ୍ପତ୍ତି ଗ୍ରହଣ କରାଯାଇଛି। ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ଆୱାସ ଯୋଜନା-ଗ୍ରାମିନ (ପିଏମ୍‌ଏଓ୍ବାଇ-ଜି )…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?