ବାଦ୍ ପଡ଼ିବ ୩ ହଜାର ଏଫ୍ପିଏସ୍ କାଉଣ୍ଟର
ଭୁବନେଶ୍ୱର,୩ା୭(ବ୍ୟୁରୋ): ଶ୍ରମିକମାନେ କାମଧନ୍ଦା ପାଇଁ ଅନ୍ୟ ରାଜ୍ୟକୁ ଚାଲିଯାଉଛନ୍ତି। ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନାରେ ସେହି ଲୋକମାନେ କିପରି ଅନ୍ୟ ରାଜ୍ୟରେ ନିଜର ରାଶନ ପାଇପାରିବେ ସେନେଇ କେନ୍ଦ୍ର ସରକାର ‘ୱାନ୍ ନେଶନ ୱାନ୍ ରାଶନ’ ବ୍ୟବସ୍ଥା କରିବାକୁ ସମସ୍ତ ରାଜ୍ୟ…
ବେଜୋସ୍ଙ୍କ ପୂର୍ବରୁ ମହାକାଶ ଯିବେ ବ୍ରାନ୍ସନ
ବ୍ଲୁ ଅରିଜିନ୍ ତଥା ଆମାଜନ ପ୍ରତିଷ୍ଠାତା ଜେଫ୍ ବେଜୋସ୍ ଜୁଲାଇ ୨୦ରେ ମହାକାଶ ଯାତ୍ରା ପାଇଁ ଯୋଜନା କରିଥିବାବେଳେ ଏହା ପୂର୍ବରୁ ଅନ୍ୟ ଜଣେ ଅରବପତି ଉଦ୍ୟୋଗୀ ରିଚାର୍ଡ ବ୍ରାନ୍ସନ ଭିର୍ଜିନ୍ ଗାଲାକ୍ଟିକ୍ ହୋଲ୍ଡିଂସ୍ ଆଇଏନ୍ଏସ୍ର (ଏସ୍ପିସିଇ.ଏନ୍)ର ପରୀକ୍ଷାମୂଳକ ଉଡ଼ାଣରେ ମହାକାଶ…
ୟାମି ଗୌତମଙ୍କୁ ଇଡି ସମନ
ବିଦେଶୀ ବିନିମୟ ପରିଚାଳନା ଆଇନ (ଫେମା) ଉଲ୍ଲଂଘନ ମାମଲାରେ ସମ୍ପୃକ୍ତ ଅଭିନେତ୍ରୀ ୟାମି ଗୌତମଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପକ୍ଷରୁ ସମନ ଜାରି କରାଯାଇଛି। ଇଡି କାର୍ଯ୍ୟାଳୟରେ ହାଜର ହୋଇ ଜେରାର ସମ୍ମୁଖୀନ ହେବା ଲାଗି ଏହି ‘ଭିକି ଡୋନର’ ଅଭିନେତ୍ରୀଙ୍କୁ…
ଗଞ୍ଜାମ ଜିଲାରେ ଦିଆଯିବ କୋଭାକ୍ସିନ
ଭୁବନେଶ୍ୱର, ୩ା୭(ବ୍ୟୁରୋ): ଚଳିତ ମାସରୁ ଗଞ୍ଜାମ ଜିଲାରେ ୧୮ ବର୍ଷରୁ ଉର୍ଦ୍ଧ୍ୱ ବ୍ୟକ୍ତିଙ୍କୁ କୋଭାକ୍ସିନ ଟିକା ଦିଆଯିବ। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ଶୁକ୍ରବାର ଗଞ୍ଜାମ ଜିଲାପାଳ, ବ୍ରହ୍ମପୁର…
ଥମୁନି ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ ଗଲା ୪୫ ଜୀବନ
ଭୁବନେଶ୍ୱର,୩।୭(ବ୍ୟୁରୋ): ରାଜ୍ୟରେ ଶନିବାର ଦୈନିକ ସଂକ୍ରମଣ ହ୍ରାସ ପାଇଥିବା ବେଳେ କିନ୍ତୁ ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍। ଶନିବାର ରାଜ୍ୟରେ ଗତ ୨୪ଘଣ୍ଟାରେ କରୋନାଜନିତ ୪୫ ଜଣଙ୍କ ପ୍ରାଣହାନୀ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୪,୦୧୫୪କୁ ବୃଦ୍ଧି ପାଇଛି।…
ରାଜ୍ୟରେ କମିଲା ସଂକ୍ରମଣ:ଗତ ୨୪ଘଣ୍ଟାରେ ୩ହଜାର ତଳେ ରହିଛି ଆକ୍ରାନ୍ତଙ୍କ ସଂଖ୍ୟା
ଭୁବନେଶ୍ୱର,୩।୭(ବ୍ୟୁରୋ): ଗତ କିଛି ଦିନରୁ ଓଡ଼ିଶାରେ କରୋନା ଗ୍ରାଫ୍ ଉପରମୁହାଁ ହୋଇଥିବା ବେଳେ ଦୈନିକ ସଂକ୍ରମଣ ୩ହଜାରରୁ ଉପରେ ରହୁଥିଲା। ଯାହା ସମସ୍ତଙ୍କ ପାଇଁ ଚିନ୍ତାର କାରଣ ପାଲଟିଥିଲା। ତେବେ ଶୁକ୍ରବାର ରାଜ୍ୟରେ ୩,୨୨୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ…
ଗର୍ଭବତୀମାନେ ନେଇ ପାରିବେ କରୋନା ଟିକା: ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ
ନୂଆଦିଲ୍ଲୀ,୨ ।୭: କରୋନା ସଂକ୍ରମଣକୁ ରୋକିବା ପାଇଁ ଏବେ ଟିକାକରଣ ଉପରେ ଗୁରୁତ୍ୱ ଦିଆଯାଉଛି । ପୂର୍ବରୁ ଗର୍ଭବତୀଙ୍କୁ ଏହି ଟିକା ନେବାକୁ ବାରଣ କରାଯାଉଥିବା ବେଳେ ଏବେ କିନ୍ତୁ ଏମାନେ କରୋନା ଟିକା ନେଇପାରିବେ ବୋଲି କହିଛି ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ…
ପତ୍ନୀଙ୍କ ଓଢ଼ଣୀକୁ ଧରି ଡ୍ୟାନ୍ସ କଲେ ବିରାଟ
ନୂଆଦିଲ୍ଲୀ,୨।୭: ଭାରତୀୟ କ୍ରିକେଟର ଅଧିନାୟକ ବିରାଟ କୋହଲି ଓ ବଲିଉଡ୍ ଅଭିନେତ୍ରୀ ଅନୁଷ୍ମା ଶର୍ମା ବେଷ୍ଟ କପଲ ଭାବେ ଜଣାଯାଏ। ଦୁହେଁ ସୋସିଆଲ ମିଡିଆରେ ବେଶ୍ ଆକ୍ଟିଭ ରହିଥାନ୍ତି। ପ୍ରାୟ ସମୟରେ ନିଜ କାର୍ଯ୍ୟକଳାପ ହେଉ କି ଫଟୋ ଓ ଭିଡିଓ…
ହେମାଙ୍କୁ ବିବାହ କରି ବି କୌଣସି ଅଭିନେତ୍ରୀଙ୍କୁ ଘରର ବୋହୂ କରିବାକୁ ଚାହିଁ ନ ଥିଲେ ଧର୍ମେନ୍ଦ୍ର; ଏପରି ଭାଙ୍ଗିଥିଲା ବବିଙ୍କ ହୃଦୟ…
ବମ୍ବେ: ଦିନ ଥିଲା ଭାଇଙ୍କ ବନ୍ଧୁଙ୍କୁ ଭଲପାଇ ବସିଥିଲେ। ହେଲେ ପ୍ରେମ ତାର ଶେଷ ଠିକଣାରେ ପହଞ୍ଚିପାରିଲା ନାହିଁ। ଆମେ କଥା ହେଉଛୁ ଦେଓଲ ପରିବାରର ଦାୟାଦ ବବି ଦେଓଲଙ୍କ କଥା। ଏବେ ବବି ବିବାହିତ। ତାଙ୍କର ଛୁଆ ବଡ଼ ହେଲେଣି।…
ବଢ଼ୁଛି ସୁସ୍ଥ ସଂଖ୍ୟା, ହ୍ରାସ ପାଉଛି ସକ୍ରିୟ ମାମଲା: ସ୍ବାସ୍ଥ୍ୟମନ୍ତ୍ରଣାଳୟ
ନୂଆଦିଲ୍ଲୀ,୨।୭: ଦେଶରେ କରୋନା ଭାଇରସ୍ର ଦ୍ୱିତୀୟ ଲହରରେ ଦୈନିକ ସଂକ୍ରମଣ ମାମଲା ହ୍ରାସ ପାଇବାରେ ଲାଗିଛି। ଏପ୍ରିଲ ଓ ମେ’ରେ ଦେଶରେ କରୋନା ଆତଙ୍କ ଖେଳାଇବା ପରେ ଏବେ ସ୍ଥିତି ନିୟନ୍ତ୍ରଣକୁ ଆସୁଛି। କରୋନା ପିକ୍ରେ ରହିବା ପରେ ଏବେ ସକ୍ରିୟ…
ଯାତ୍ରା ଉପରେ ପ୍ରତିବନ୍ଧକ ଲଗାଇଲା ୟୁଏଇ
ଆବୁଧାବି,୨।୭: ଭାରତକୁ ୟୁନାଇଟେଡ୍ ଆରବ ଏମିରେଟ୍ସ (ୟୁଏଇ) ପକ୍ଷରୁ ଏକ ବଡ଼ ଝଟ୍କା ମିଳିଛି। ଭାରତୀୟ ନାଗରିକଙ୍କ ଯାତ୍ରା ଉପରେ ୟୁଏଇ ପ୍ରତିବନ୍ଧକ ଲଗାଇଛି। ଭାରତ ସମେତ ୧୩ଟି ଦେଶର ଯାତ୍ରା ଉପରେ ୟୁଏଇ ସରକାର ପ୍ରତିବନ୍ଧକ ଲଗାଇଛନ୍ତି। ଶୁକ୍ରବାର ୟୁଏଇର…
ଗାଧୋଇବା ବେଳେ ବି ଚାଟ୍ କରୁଥିଲେ ବ୍ୟକ୍ତି; ଭାଇରାଲ ହେଲା ଫଟୋ: ଲୋକେ କହୁଛନ୍ତି…
ସୋସିଆଲ ମିଡିଆରେ ପ୍ରତିଦିନ କିଛି ନା କିଛି ଫଟୋ ନଚେତ ଭିଡିଓ ଭାଇରାଲ ହୋଇଥାଏ। ସେଥିରୁ କିଛି ଓଠରେ ହସ ଫୁଟାଇଥାଏ। ସେଭଳି ଏକ ଫଟୋ ଏବେ ସୋସିଆଲ ମିଡିଆରେ ଘୁରି ବୁଲୁଛି। ଏଥିରେ ଜଣେ ବ୍ୟକ୍ତି ଗାଧୋଇବା ସମୟରେ ହ୍ବାଟ୍ସଆପ୍ରେ…
Archives


