ନାବାଳିକା ଦେହରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ
ପିପିଲି,୧୯ା୭: ପୁରୀ ଜିଲା ବଳଙ୍ଗା ଥାନା ବାୟାବର ଗାଁରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ନାବାଳିକାଙ୍କ ଦେହରେ ଦୁର୍ବୃତ୍ତମାନେ ନିଆଁ ଲଗାଇ ଦେଇଛନ୍ତି। ୩ ଜଣ ଦୁର୍ବୃତ୍ତ ଏହି କାଣ୍ଡ ଘଟାଇଥିବା ଜଣାପଡ଼ିଛି। ନାବାଳିକାଙ୍କୁ ଗୁରୁତର ଅବସ୍ଥାରେ ନାବାଳିକାଙ୍କୁ…
ଭାରତ-ପାକିସ୍ତାନ ଯୁଦ୍ଧକୁ ନେଇ ପୂର୍ବରୁ ଯାହା କେହି କହି ନ ଥିଲେ, ତାହା କହିଦେଲେ ଟ୍ରମ୍ପ: ବିଶ୍ୱରେ ଖେଳିଗଲା…
ଓ୍ବାଶିଂଟନ୍,୧୯।୭: ଭାରତ-ପାକିସ୍ତାନ ଯୁଦ୍ଧକୁ ନେଇ ପୁଣି ଏକ ବଡ଼ ଦାବି କରିଛନ୍ତି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ। ସେ କହିଛନ୍ତି, ମେ ମାସରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧ ସମୟରେ ୪-୫ଟି ଯୁଦ୍ଧ ବିମାନ ଖସାଇ ଦିଆଯାଇଥିଲା। ସେ ବାଣିଜ୍ୟ…
ଟ୍ରକ୍ ପଛରେ ପିଟିହେଲା ବସ୍, ୩୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ
ବାଲେଶ୍ୱର,୧୯ା୭(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ୬୦ ନମ୍ବର ଜାତୀୟ ରାଜପଥର ବସ୍ତା ଥାନା ଅନ୍ତର୍ଗତ ଜୁଣବଳଦା ଛକ ନିକଟରେ ଏକ ଟ୍ରକ୍ ପଛପଟରେ ଯାତ୍ରୀବାହୀ ବସ୍ ଧକ୍କା ଦେବାରୁ ୩୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ ହୋଇଥିବା ଜଣାପଡ଼ିଛି। ସେମାନଙ୍କୁ ଜିଲା ମୁଖ୍ୟ…
ପୁଣି ଧରାପଡ଼ିଲା ପାକିସ୍ତାନର ମିଛ: PoKରେ ଖୋଳିଖୋଲି ବୁଲୁଛନ୍ତି ମାସୁଦ ଆଝାର
ନୂଆଦିଲ୍ଲୀ,୧୯ା୭:ଭାରତର ମୋଷ୍ଟ ଓ୍ବାଣ୍ଟେଡ୍ ଆତଙ୍କବାଦୀ ତଥା ଜୈଶ-ଇ-ମହମ୍ମଦର ମୁଖ୍ୟ ମାସୁଦ ଆଝାରଙ୍କୁ ପାକିସ୍ତାନ ଅଧିକୃତ କଶ୍ମୀର (ପିଓକେ)ର ଗିଲ୍ଗିଟ-ବାଲଷ୍ଟାନ୍ ଅଞ୍ଚଳର ସ୍କାର୍ଦୁସ୍ଥିତ ସଦପାରା ରୋଡ୍ରେ ଥିବା ଗୋଇନ୍ଦା ରିପୋର୍ଟରୁ ଜଣାପଡ଼ିଛି। ଶୁକ୍ରବାର ଏକ ଜାତୀୟ ଗଣମାଧ୍ୟମରେ ଏନେଇ ରିପୋର୍ଟ ପ୍ରକାଶ ପାଇଛି।…
କ୍ରାଇମବ୍ରାଞ୍ଚ ଟିମ୍କୁ ବଡ଼ ସୁରାକ୍, ଜଣାପଡ଼ିଲା FM ଛାତ୍ରୀଙ୍କୁ କିଏ ଆଣି ଦେଇଥିଲା ପେଟ୍ରୋଲ
ବାଲେଶ୍ୱର,୧୯ା୭: ଫକୀର ମୋହନ କଲେଜ ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣାରେ ଦିନକୁ ଦିନ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ଶୁକ୍ରବାର ଏଫ୍ଏମ୍ ଛାତ୍ରୀ ମୃତ୍ୟୁର ତନାଘନା କରୁଥିବା କ୍ରାଇମବ୍ରାଞ୍ଚ ଟିମ୍କୁ ଏକ ବଡ଼ ସୁରାକ୍ ମିଳିଛି। ଘଟଣା ଦିନ ପେଟ୍ରୋଲ କେଉଁଠୁ…
ଘରକୁ ଡାକି ସାଙ୍ଗକୁ ହତ୍ୟା କଲେ ସାଙ୍ଗ
ଦେବଗଡ଼,୧୯ା୭(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନା ଅଧୀନ ନୂଆଗାଁରେ ହତ୍ୟାକାଣ୍ଡ। ଶୁକ୍ରବାର ବିଳମ୍ବିତ ରାତିରେ ଘର ଭିତରକୁ ଡାକି ହତ୍ୟା କରିଛନ୍ତି ଜଣେ ଅଭିଯୁକ୍ତ। ହତ୍ୟା ପରେ ଦେବଗଡ଼ ଥାନାରେ ଆତ୍ମସମର୍ପଣ କରିଛନ୍ତି ହତ୍ୟାକାରୀ। ରତନ ପ୍ରଧାନଙ୍କୁ ହତ୍ୟା କରିଛନ୍ତି ପଞ୍ଚାନନ…
ପାକିସ୍ତାନକୁ ବଡ଼ ଝଟ୍କା ଦେଲା ବନ୍ଧୁ ଚାଇନା: ସାଥ୍ ଦେବାକୁ ସିଧା ସିଧା ମନା କରିଦେଲା
ବେଜିଂ,୧୯।୭: ଚାଇନା ବିଭିନ୍ନ ଦେଶକୁ ଆଞ୍ଚଳିକ ସୁରକ୍ଷା ପାଇଁ ଆତଙ୍କବାଦ ବିରୋଧରେ ସହଯୋଗ ବୃଦ୍ଧି କରିବାକୁ ଆହ୍ବାନ କରିଛି। ଆମେରିକା ପାକିସ୍ତାନର ଆତଙ୍କବାଦୀ ସଂଗଠନ ଲସ୍କର-ଏ-ତୋଇବାର ଏକ ଛାମୁଆ ସଂଗଠନ ଦି ରେଜିଷ୍ଟାନ୍ସ ଫ୍ରଣ୍ଟ (TRF)କୁ ଏକ ବିଶ୍ୱ ଆତଙ୍କବାଦୀ ସଂଗଠନ…
ରାତିରେ ଶୋଇଥିଲେ ଭାଜପା ନେତା, ସକାଳୁ ମିଳିଲା ରକ୍ତ ଜୁଡୁବୁଡୁ ମୃତଦେହ
ଭୋପାଳ, ୧୯ା୭:ମଧ୍ୟପ୍ରଦେଶର ମନ୍ଦସୌର ଜିଲାରେ ଶ୍ୟାମଲାଲ ଧାକଡ଼ (୪୫) ନାମକ ଜଣେ ଭାଜପା ନେତା ନିଜ ଘରେ ଶୋଇଥିବା ସମୟରେ ତାଙ୍କୁ ଜଣେ ଅଚିହ୍ନା ଆକ୍ରମଣକାରୀ ଏକ ଧାରୁଆ ଅସ୍ତ୍ରରେ ହତ୍ୟା କରିଛନ୍ତି। ରାତିରେ ତାଙ୍କର ହତ୍ୟା ହୋଇଥିବା ବେଳେ ଶ୍ୟାମଲାଲଙ୍କ…
ଏଇ ଭାରତରେ
ପରିବେଶ ସ୍ବଚ୍ଛ ରଖିବା ପାଇଁ ଜୈବ ଇନ୍ଧନ ବ୍ୟବହାର ସମ୍ପୂର୍ଣ୍ଣ ବନ୍ଦ କରି କେବଳ ସୌର ଶକ୍ତିରେ ରୋଷେଇ କରି ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛି ରାଜସ୍ଥାନସ୍ଥିତ ବ୍ରହ୍ମାକୁମାରୀର ଶାନ୍ତିବନ କମ୍ପ୍ଲେକ୍ସ। ଏଠାରେ ବିନା ଜୈବ ଇନ୍ଧନ ଓ ଜାଳେଣି କାଠରେ…
ଆତ୍ମବିଶ୍ୱାସ
ନିଜ ମନକୁ ଜାଣିବା ପାଇଁ ଆତ୍ମବିଶ୍ୱାସର ଆବଶ୍ୟକତା ଅଛି। ଆତ୍ମବିଶ୍ୱାସ ମନର ସୀମାସରହଦର ବ୍ୟାପ୍ତକୁ ଦର୍ଶାଇଥାଏ। ଆଗକୁ ଯିବାର ଶକ୍ତି ଦିଏ। ମନର ଦୁର୍ବଳତା କ୍ରମଶଃ ଦୂରେଇଯାଏ। ମନ ଭିତରେ ନୂତନ ଶକ୍ତିର ସଂଚାର ହୁଏ। ଆତ୍ମବିଶ୍ୱାସ ମନେହେଉଥିବା କଥାଟି ବିଶ୍ୱାସରେ…
ଜଳବାୟୁ ପାଣ୍ଠିର ଭୂମିକା
ସାମ୍ପ୍ରତିକ ସମୟର ପ୍ରମୁଖ ଆହ୍ବାନକାରୀ ସମସ୍ୟା ମଧ୍ୟରେ ଅନ୍ତର୍ଭୁକ୍ତ ରହିଛି ବିଶ୍ୱ ତାପମାତ୍ରା ବୃଦ୍ଧି ଏବଂ ଜଳବାୟୁ ପରିବର୍ତ୍ତନ। ଏସବୁ ମାନବ ସ୍ବାସ୍ଥ୍ୟ, ବିଶ୍ୱ ଅର୍ଥନୀତି ଏବଂ ପ୍ରାକୃତିକ ପରିସଂସ୍ଥା ନିମନ୍ତେ ଗମ୍ଭୀର ବିପଦର ସୂତ୍ରପାତ କରୁଛି। ଏହି ପରିବେଶୀୟ ସମସ୍ୟାର…
୩୩ ବର୍ଷ ପରେ ରାୟ ପ୍ରକାଶ: ଦୋଷୀଙ୍କ ଦଣ୍ଡବିଧାନକୁ ଦେଖିପାରିଲେନି ପୀଡ଼ିତ
ନୀଳଗିରି,୧୯ା୭(ପ୍ରଶାନ୍ତ ବିଶ୍ୱାଳ):ରାଜନୈତିକ ଆକ୍ରୋଶର ଶିକାର ହୋଇ ମରଣସହ ସଂଗ୍ରାମ କରୁଥିବା ଜଣେ ବ୍ୟକ୍ତିଙ୍କୁ ଶେଷରେ ୩୩ବର୍ଷ ପରେ ନ୍ୟାୟ ମିଳିଥିବା ବେଳେ ଦୋଷୀଙ୍କୁ ଦଣ୍ଡ ମିଳିଛି। ମାତ୍ର ଏହି ଖୁସିର ମୁହୂର୍ତ୍ତକୁ ଦେଖିବାକୁ ପୀଡ଼ିତ ଜଣକ ଆଉ ନାହାନ୍ତି। ଏଭଳି ଘଟଣା…
Archives


