Home

ଆଇଭିଏଫ୍‌ ଶିଶୁ ଉପରେ କେବଳ ମା’ଙ୍କର ଅଧିକାର, ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ…

କୋଚି,୧୮।୮: କେରଳ ହାଇକୋର୍ଟରେ ଆଇଭିଏଫ୍‌ ଦ୍ୱାରା ଜନ୍ମ ହୋଇଥିବା ଶିଶୁ ମାମଲାର ଶୁଣାଣି ସମୟରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ କରାଯାଇଛି। ହାଇକୋର୍ଟ କହିଛନ୍ତି ଯେ ଆଇଭିଏଫ୍‌ ମାଧ୍ୟମରେ ଜନ୍ମ ହୋଇଥିବା ଶିଶୁ ଉପରେ କେବଳ ମା’ଙ୍କର ହିଁ ଅଧିକାର ରହିବ।…

ସବୁ ଦୁଃଖର କାରଣ ହେଉଛି ପ୍ରେମ: ଜାଣନ୍ତୁ ଏପରି କାହିଁକି କହିଛନ୍ତି ଚାଣକ୍ୟ…

ମହାନ ରାଜନୀତିଜ୍ଞ ଏବଂ ଅସ୍ତ୍ରଶାସ୍ତ୍ର ବିଶାରଦ ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତିଶାସ୍ତ୍ରରେ ସଫଳ ଜୀବନକୁ ନେଇ ଅନେକ ନୀତି ଉଲ୍ଲେଖ କରିଛନ୍ତି। ପ୍ରେମ ସମ୍ପର୍କକୁ ନେଇ ଚାଣକ୍ୟ ଏପରି କିଛି କହିଛନ୍ତି, ଯାହା ସାଧାରଣ ଚିନ୍ତାଧାରାରୁ ଅଲଗା ଅଟେ। ଆସନ୍ତୁ ଜାଣିବା…

ଏହିସବୁ ଭୁଲ୍‌ କରୁଛନ୍ତି ବିରାଟ କୋହଲି

ନୂଆଦିଲ୍ଲୀ,୧୮।୮: ଇଂଲଣ୍ଡ ଗସ୍ତରେ ଦମଦାର ଖେଳ ପ୍ରଦର୍ଶନ କରି ଭାରତୀୟ କ୍ରିକେଟ ଦଳ ଲର୍ଡସ ଟେଷ୍ଟ ଜିତିଛି, କିନ୍ତୁ ବିରାଟ କୋହଲିଙ୍କ ଫର୍ମ ତାଙ୍କ ପାଇଁ ଚିନ୍ତାର ବିଷୟ ପାଲଟିଛି। ନଟିଂହାମରେ ଫ୍ଲପ ହେବା ପରେ ଅଧିନାୟକ କୋହଲି ଦ୍ୱିତୀୟ ଟେଷ୍ଟରେ…

ଗାଡ଼ି ଟାଙ୍କିରେ ପେଟ୍ରୋଲ ବଦଳରେ ‘ମଦ’ ପକାଇଲେ ଏହି ବ୍ୟକ୍ତି; ପରେ ଯାହା ହେଲା ଦେଖିଲେ…

ଆଜିକାଲିର ଲୋକମାନଙ୍କ ପାଇଁ ସୋସିଆଲ ମିଡିଆ ଏପରି ଏକ ମାଧ୍ୟମ ପାଲଟିଛି, ଯେଉଁଠାରେ ଲୋକେ ନିଜର ପ୍ରତିଭାକୁ ଦର୍ଶାଇ ଖୁବ୍‌ ସହଜରେ ପରିଚିତ ହୋଇପାରୁଛି। କିଛି ଲୋକ ଏଥିରେ ସଫଳ ହେଉଥିବା ବେଳେ କିଛି ଲୋକ ଥଟ୍ଟାରେ ପରିଣତ ହୁଅନ୍ତି। ସେଭଳି…

‘୫୦% ପିଲାଙ୍କଠାରେ ରୋଗ ପ୍ରତିରୋଧକ ଶକ୍ତି ବଢିଛି’

ଭୁବନେଶ୍ୱର, ୧୮।୮(ବ୍ୟୁରୋ):ଓଡ଼ିଶା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ ପକ୍ଷରୁ ମଙ୍ଗଳବାର ‘କୋଭିଡର ତୃତୀୟ ଲହର ଓ ପିଲାଙ୍କ ଉପରେ ଏହାର ପ୍ରଭାବ’କୁ ନେଇ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି। ଆୟୋଗର ଅଧ୍ୟକ୍ଷା ସାବତୀ ପ୍ରଧାନ କୋଭିଡରୁ ପିଲାଙ୍କ ସୁରକ୍ଷାକୁ…

ବଢୁଛି ଇକୋ-ଫ୍ରେଣ୍ଡ୍‌ଲି ରାଖୀର ଚାହିଦା

ଭୁବନେଶ୍ୱର, ୧୮।୮(ବ୍ୟୁରୋ):ଆଉ ୪ଦିନ ପରେ ରାଖୀ ପୂର୍ଣ୍ଣିମା। ଭାଇ ହାତରେ ଭଉଣୀ ବାନ୍ଧିବ ସ୍ନେହ ସମ୍ପର୍କର ଅତୁଟ ଡୋରି। ତେଣୁ ରାଜଧାନୀର ବିଭିନ୍ନ ସ୍ଥାନରେ ଖୋଲିଲାଣି ରାଖୀ ଦୋକାନ। ଲୋକଙ୍କ ଚାହିଦାକୁ ନଜରରେ ରଖି ଚଳିତ ବର୍ଷ ବିଭିନ୍ନ ରକମର ରାଖୀ…

୬୩, ୫୦୦ ଶିକ୍ଷକ ପାଇବେ ପଦୋନ୍ନତି

ଭୁବନେଶ୍ୱର, ୧୮।୮(ବ୍ୟୁରୋ):ଏଣିକି ଜିଲା ଶିକ୍ଷା ଅଧିକାରୀମାନେ ସମ୍ପୃକ୍ତ ଜିଲାରେ ଥିବା ଓଡ଼ିଶା ଆଦର୍ଶ ବିଦ୍ୟାଳୟଗୁଡ଼ିକର ସମସ୍ୟା ତଦାରଖ କରିବେ। ବିଭାଗର ନିର୍ଦ୍ଦେଶକୁ କାର୍ଯ୍ୟକାରୀ କରାଇବେ। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ସମୀକ୍ଷାବେଳେ ପ୍ରମୁଖ ଶାସନ ସଚିବ ସତ୍ୟବ୍ରତ ସାହୁ ଏହି ସୂଚନା…

ଗୁପ୍ତଯୁଗ ସଭ୍ୟତାର ସନ୍ଧାନ

ସମ୍ବଲପୁର,୧୮ା୮(ବ୍ୟୁରୋ):ସମ୍ବଲପୁର ଜିଲାରେ ଗୁପ୍ତଯୁଗୀୟ ସଭ୍ୟତାର ସନ୍ଧାନ ମିଳିଛି। ସମ୍ବଲପୁର ବିଶ୍ୱବିଦ୍ୟାଳୟ (ଏସ୍‌ୟୁ) ସ୍ନାତକୋତ୍ତର ଇତିହାସ ବିଭାଗ ଗବେଷଣାରୁ ଏହା ଜଣାପଡ଼ିଛି। ଜିଲାର ଯୁଯୁମୁରା ନିକଟ ବଡ଼ମାଳ ଓ ମହାନଗର ନିଗମର ଦୁର୍ଗାପାଲିଠାରୁ ବଡ଼ବଜାର ପର୍ଯ୍ୟନ୍ତ ୨କି.ମି. ଅଞ୍ଚଳରେ ଭଗ୍ନାବଶେଷ ଠାବ ହୋଇଛି।…

‘ପଛୁଆବର୍ଗଙ୍କୁ ସାମ୍ବିଧାନିକ ଅଧିକାରରୁ ବଞ୍ଚିତ କରୁଛନ୍ତି ସରକାର’

ଭୁବନେଶ୍ୱର, ୧୮ା୮(ବ୍ୟୁରୋ):ରାଜ୍ୟ ସରକାର ଜାଣିଶୁଣି ପଛୁଆବର୍ଗଙ୍କୁ ତାଙ୍କ ସାମ୍ବିଧାନିକ ଅଧିକାରରୁ ବଞ୍ଚିତ କରୁଛନ୍ତି ବୋଲି ଭାଜପା ଓବିସି ମୋର୍ଚ୍ଚା ରାଜ୍ୟ ସଭାପତି ସୁରଥ ବିଶ୍ୱାଳ ଅଭିଯୋଗ କରିଛନ୍ତି । ମଙ୍ଗଳବାର ଭାଜପା ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ସୁରଥ କହିଛନ୍ତି,…

ଲଘୁଚାପ ଉତ୍ତର ଭାରତ ମୁହାଁ

ଭୁବନେଶ୍ୱର,୧୮ା୮(ବ୍ୟୁରୋ):ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ମଙ୍ଗଳବାର ଓଡ଼ିଶା ଉପକୂଳ ଛୁଇଁଛି । ଏହାର ପ୍ରଭାବରେ ସୋମବାର ରାତିଠାରୁ ଦକ୍ଷିଣ ଓଡ଼ିଶାର ଅଧିକାଂଶ ସ୍ଥାନ ଓ ଉପକୂଳ ଓଡ଼ିଶାର କେତେକ ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ରେକର୍ଡ କରାଯାଇଛି। ଆସନ୍ତା…

ରାଜନୀତିରେ ଯୋଗଦେବିନି

ଓଡ଼ିଆ ସଙ୍ଗୀତ ଦୁନିଆରେ ଜଣେ ଆଗଧାଡ଼ିର ବ୍ୟକ୍ତିତ୍ୱ ହେଉଛନ୍ତି ଅଭିଜିତ୍‌ ମଜୁମ୍‌ଦାର। ୧୯୮୯ରେ ସମ୍ବଲପୁରୀ ଗୀତରୁ କ୍ୟାରିୟର ଆରମ୍ଭ କରିଥିବା ଅଭିଜିତ୍‌ ୧୯୯୬ରେ କଟକ ଆସି ସଙ୍ଗୀତ ଜଗତରେ କାମ କରିଥିଲେ। ପ୍ରଥମେ ତାଙ୍କୁ ଅନେକ ବିଫଳତାର ସମ୍ମୁଖୀନ ହେବାକୁ ପଡ଼ିଥିଲା,…

ଯୁକ୍ତ୩ ନାମଲେଖା ପାଇଁ ୨୦ରୁ ଆବେଦନ

ଭୁବନେଶ୍ୱର, ୧୮।୮(ବ୍ୟୁରୋ):ରାଜ୍ୟର ଡିଗ୍ରୀ କଲେଜଗୁଡ଼ିକରେ ଯୁକ୍ତ୩ ଶ୍ରେଣୀରେ ନାମ ଲେଖା ପାଇଁ ଆସନ୍ତା ୨୦ ତାରିଖରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ। ଛାତ୍ରୀଛାତ୍ରମାନେ ୨୦ ତାରିଖ ପୂର୍ବାହ୍ନ ୧୧ଟାରୁ ସେପ୍ଟେମ୍ବର ୪ ତାରିଖ ରାତି ୧୧ଟା ୪୫ ମିନିଟ୍‌ ପର୍ଯ୍ୟନ୍ତ ଅନଲାଇନ୍‌ରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri