Home

ଆଇଏସ୍‌ଆଇ ନିର୍ଦ୍ଦେଶରେ ୨୦୦ ଲୋକଙ୍କ ହିଟ୍‌ ଲିଷ୍ଟ୍‌ ପ୍ରସ୍ତୁତ କରିଛନ୍ତି ଆତଙ୍କବାଦୀ…

ଶ୍ରୀନଗର,୧୭।୧୦: ଜମ୍ମୁ-କଶ୍ମୀରରେ ଆତଙ୍କବାଦୀମାନେ ସାଧାରଣ ଲୋକଙ୍କୁ ଟାର୍ଗେଟ କରି ଆତଙ୍କ ସୃଷ୍ଟି କରିବାକୁ ଚେଷ୍ଟା କରୁଛନ୍ତି। ବିଶେଷକରି ଅଣ-ମୁସଲମାନ ଏବଂ ଅଣ-କାଶ୍ମୀରବାସୀଙ୍କୁ ଟାର୍ଗେଟ କରାଯାଉଛି। ପାକିସ୍ତାନ ଗୁପ୍ତଚର ସଂସ୍ଥା ଆଇଏସ୍‌ଆଇ ନିର୍ଦ୍ଦେଶରେ ଏକ ଷଡ଼ଯନ୍ତ୍ର ରଚାଯାଇଛି। ଏନେଇ ଭାରତୀୟ ଗୋଇନ୍ଦା ସଂସ୍ଥା…

ମହାପ୍ରଭୁଙ୍କ ଚେତନାରେ ଜୀବନ ହୁଏ ମଧୁମୟ: ସଂସ୍କୃତିର ଗବେଷକ ଡ. ସୁରେନ୍ଦ୍ର ନାଥ ଦାଶ

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସଂସ୍କୃତିର ପ୍ରଚାରପ୍ରସାର ଓ ଗବେଷଣାରେ ମନୋନିବେଶ କରି ସେ ବହୁ ବିରଳ ତଥା ପୁରାତନ ପୁସ୍ତକ ଓ ପୋଥିକୁ ସଂଗ୍ରହ କରିଛନ୍ତି। ତଥ୍ୟସମ୍ବଳିତ ଏକାଧିକ ଗବେଷଣାଧର୍ମୀ ଆଧ୍ୟାତ୍ମିକ ଓ ପୌରାଣିକ ପୁସ୍ତକ ରଚନା କରି ସେ ଆତ୍ମସନ୍ତୋଷ ଲାଭ…

ଭାରତ ରଚିବ ଇତିହାସ, ଆସନ୍ତା ସପ୍ତାହକୁ ଅପେକ୍ଷା…

ନୂଆଦିଲ୍ଲୀ,୧୭।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଆସନ୍ତା ସପ୍ତାହରେ କରୋନା ମହାମାରୀ ବିରୋଧରେ ଟିକାକରଣ ଅଭିଯାନରେ ଭାରତ ଇତିହାସ ରଚିବା ସହିତ ୧୦୦ କୋଟି ଲୋକଙ୍କୁ ଟିକାକରଣ ଲକ୍ଷ୍ୟ ପୂରଣ କରିବାକୁ ଯାଉଛି। ଭାରତ ୧୦ ମାସରେ ଏହି…

ଗଛ ବଦଳାଇ ଦେବ ଭାଗ୍ୟ

ଘରେ ଶାନ୍ତି ବଜାୟ ରହିବା ସହ ସୁଖସମୃଦ୍ଧି ବୃଦ୍ଧି କରିବାକୁ କାହାର ବା ଇଚ୍ଛା ନୁହେଁ! ସେଥିପାଇଁ କିଏ କେତେ ପ୍ରକାରର ବିଧିବିଧାନକୁ ଆପଣେଇଥା’ନ୍ତି। ହେଲେ ଜାଣିଛନ୍ତି କି, ବାସ୍ତୁଶାସ୍ତ୍ର ଅନୁସାରେ ଏମିତି ଏକ ଗଛ ଅଛି, ଯାହାକୁ ଘରେ ଲଗାଇବା…

ଜଳରେ କୌଶଳ

ଶରୀରର ନାନା କାର୍ଯ୍ୟକଳାପ ମଧ୍ୟରେ ସାମଞ୍ଜସ୍ୟ ରଖିବା ପାଇଁ ଯୋଗ ଓ ପ୍ରାଣାୟାମ ଖୁବ୍‌ ଉପକାରୀ। ତେବେ ଯୋଗାସନରେ ଶରୀର ସୁସ୍ଥ ରହେ। ନୀରୋଗ ରହିବାର ଏହା ହେଉଛି ସବୁଠୁ ବଳିଷ୍ଠ ମାଧ୍ୟମ। ମାତ୍ର ମୁକ୍ତବାୟୁ ଚଳାଚଳ କରୁଥିବା ସ୍ଥାନରେ ଯୋଗାଭ୍ୟାସ…

ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଭୁବନେଶ୍ୱର,୧୭ା୧୦(ବ୍ୟୁରୋ): ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ରବିବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ଟାଟାରେ ଚାକିରି ଦେବା ନାଁରେ ଭାବି ଜ୍ୱାଇଁଙ୍କ ସହ ମିଶି ଠକେଇ ମାମଲାରେ ଏହି ଚଢ଼ାଉ କରାଯାଇଛି। ପ୍ରଦୀପଙ୍କ ସହ ତାଙ୍କ ମୁଖ୍ୟ ସହଯୋଗୀ…

ସବୁବେଳେ ଘରେ କଳହ ଲାଗି ରହୁଛି କି…ଏପରି ବାସ୍ତୁଦୋଷ ହୋଇପାରେ କାରଣ; ଜାଣନ୍ତୁ ଉପାୟ..

ଘରେ କଳହ ହେବାର ଅନେକ କାରଣ ରହିଛି। ବାସ୍ତୁଦୋଷ ଏବଂ ଗ୍ରହଦୋଷ ଏଥିପାଇଁ ମଧ୍ୟ ଦାୟୀ। ଘରର ରଙ୍ଗ, ଘରର ଉର୍ଜା(ଶକ୍ତି), ଘରେ ରହୁଥିବା ଲୋକ ଯଦି ଠିକ୍‌ ଥାନ୍ତି ତେବେ ଘରେ ସୁଖଶାନ୍ତି ରହିଥାଏ। ହେଲେ ଯଦି ଏଥିରୁ କୌଣସିଟି…

୧୭ ଆମେରିକୀୟ ମିଶନାରୀଙ୍କୁ ଅପହରଣ…

ପୋର୍ଟ-ଓ-ପ୍ରିନ୍ସ୍‌,୧୭।୧୦: ହାଇତିରେ ୧୭ ଜଣ ଆମେରିକୀୟ ମିଶନାରୀଙ୍କୁ ଅପହରଣ କରାଯାଇଛି। ମାରଣାସ୍ତ୍ର ଧରି କିଛି ଅଜଣା ଲୋକ ଖ୍ରୀଷ୍ଟଧର୍ମର ମିଶନାରୀ ଏବଂ ତାଙ୍କ ପରିବାର ସଦସ୍ୟଙ୍କୁ ଅପହରଣ କରିନେଇଥିବା ଖବର ମିଳିବା ପରେ ସର୍ଚ୍ଚ ଅପରେଶନ୍‌ ଆରମ୍ଭ ହୋଇଛି। ସେମାନଙ୍କ ମଧ୍ୟରେ…

ମତ୍ସ୍ୟଜୀବୀଙ୍କ ଜାଲରେ ପଡ଼ିଲା ବିଶାଳକାୟ ମାଛ, ଓଜନ ଜାଣିଲେ…

ମାଛ ତ ସମସ୍ତେ ଦେଖିଥିବେ। ମାତ୍ର ଏକ ବିଶାଳକାୟ ମାଛ ଦେଖିଲେ ଯିଏ ବି ହେଉନା କାହିଁକି ଆଶ୍ଚର୍ଯ୍ୟ ହେବ। ଏପରି ଏକ ବିରାଟକାୟ ମାଛ ଦେଖିବାକୁ ମିଳିଛି ଏନ୍‌ରିକ ଓଷ୍ଟେଲ ସେଓଟାର ଭୂମଧ୍ୟସାଗରୀୟ ତଟରେ। ଏହି ମାଛଟି ମତ୍ସ୍ୟଜୀବୀଙ୍କ ଜାଲରେ…

ମୁଷଳଧାରା ବର୍ଷା, ୧୮ଜଣଙ୍କ ମୃତ୍ୟୁ…

ଥିରୁଭାନନ୍ତପୁରମ୍‌,୧୭।୧୦: କରୋନା ମହାମାରୀ ସଂକ୍ରମଣ ଯୋଗୁ କେରଳରେ ସଙ୍କଟ ସୃଷ୍ଟି ହୋଇଥିଲା। ଏବେ ପ୍ରବଳ ବର୍ଷା ଯୋଗୁ ରାଜ୍ୟରେ ବନ୍ୟା ସ୍ଥିିତି ସୃଷ୍ଟି ହୋଇଛି। ମୁଷଳଧାରା ବର୍ଷାରେ ଭାସିଯାଇ ଇତିମଧ୍ୟରେ ରାଜ୍ୟରେ ୧୮ ଜଣଙ୍କ ମୃତ୍ୟୁ ଘଟିଛି। ଯୁଦ୍ଧକାଳୀନ ଭିତ୍ତିରେ ଉଦ୍ଧାର…

ପୋତାଗଡ଼ରୁ ଉଦ୍ଧାର ନାଗ ଦେବତାଙ୍କ ମୂର୍ତ୍ତି କାଶୀ ବିଶ୍ୱନାଥ ମନ୍ଦିରରେ ପାଇବେ ପୂଜା

ଗଞ୍ଜାମ,୧୭ା୧୦(ଡି.ଏନ୍‌.ଏ.): ଗଞ୍ଜାମ ସହରସ୍ଥିତ ଐତିହାସିକ ପୋତାଗଡ଼ ଦୁର୍ଗ ନିକଟରୁ ଏକ ସପ୍ତଫେଣୀ ନାଗ ଦେବତାଙ୍କ ପ୍ରାଚୀନ ପିତ୍ତଳ ମୂର୍ତ୍ତି ଉଦ୍ଧାର ହୋଇଥିଲା l ସୁରିଆ ପ୍ରଧାନ, କାହ୍ନୁ ତରାଇ ପ୍ରମୁଖ ଉକ୍ତ ମୂର୍ତ୍ତିକୁ ଦେଖି ପୋତାଗଡ଼ ଉନ୍ନତିକରଣ କାର୍ଯ୍ୟରେ ନିୟୋଜିତ ସୁଧୀର…

ଆଉ ୩ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୨୮୫କୁ ବୃଦ୍ଧି

ଭୁବନେଶ୍ୱର,୧୭ା୧୦(ବ୍ୟୁରୋ): ରବିବାର ରାଜ୍ୟରୁ ଆଉ ୩ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୮୨୮୫କୁ ବୃଦ୍ଧି ପାଇଥିବା ଜଣାପଡ଼ିଛି। ଆଜି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri