ସତ ହୋଇଥିଲା ଧୋନୀଙ୍କ ଭବିଷ୍ୟବାଣୀ
ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କର ଖେଳକୁ ଭଲ ଭାବେ ପଢିବା ଏବଂ ଖେଳାଳିଙ୍କୁ ସେମାନଙ୍କର ଶକ୍ତି ଏବଂ ଦୁର୍ବଳତା ଅନୁସାରେ ବ୍ୟବହାର କରିବାର ଅତ୍ୟନ୍ତ ଦକ୍ଷତା ଅଛି। ପଡିଆରେ ତାଙ୍କ ରଣନୀତିର ଏପରି ଅନେକ ଉଦାହରଣ ଅଛି। ସେ…
୫୬ଦିନ ପରେ ଇନ୍ଷ୍ଟାଗ୍ରାମ୍କୁ ଫେରିଲେ ଦୀପିକା
ମୁମ୍ବାଇ: ବଲିଉଡ୍ ଡିଭା ଦୀପିକା ପାଦୁକନ ହେଉଛନ୍ତି ସେହି ସେଲିବ୍ରିଟିଙ୍କ ମଧ୍ୟରୁ ଜଣେ, ଯେଉଁମାନେ ସୋସିଆଲ ମିଡିଆରେ ବେଶ୍ ଆକ୍ଟିଭ୍ ନୁହଁନ୍ତି। ସୋସିଆଲ ମିଡିଆରେ ପ୍ରାୟ ତାଙ୍କୁ ଦେଖିବାକୁ ମିଳେ ନାହିଁ। ଗତ ଥର ଦୀପିକା ପ୍ରାୟ ୨ମାସ ପୂର୍ବରୁ ଅର୍ଥାତ୍…
ବିଶାଳକାୟ ଗେଣ୍ଡାର ଦାମ୍ ୧୮ହଜାର
ହାଇଦ୍ରାବାଦ,୨୯।୬: ଆନ୍ଧ୍ରପ୍ରଦେଶର ପୂର୍ବ ଗୋଦାବରୀ ଜିଲାର ଏକ ନଦୀ ମୁହାଣରୁ ଏକ ବିଶାଳକାୟ ସମୁଦ୍ର ଗେଣ୍ଡା ଉଦ୍ଧାର ହୋଇଛି। ଏହି ସାମୁଦ୍ରିକ ଗେଣ୍ଡାକୁ ୧୮ହଜାର ଟଙ୍କାରେ ନିଲାମ କରାଯାଇଛି। ଏହି ଗେଣ୍ଡାକୁ ସିରିନକ୍ସ ଆର୍ୟୁନସ ଭାବେ ଚିହ୍ନଟ କରାଯାଇଛି। ଏହା ବିଶ୍ୱର…
ଖରାପ ବ୍ୟାଟିଂ ସତ୍ତ୍ୱେ ଶୁଭମନ ଗିଲ୍ଙ୍କୁ ମିଳିଲା ଖାସ୍ ସମ୍ମାନ
ଲଣ୍ଡନ,୨୯।୬: ଭାରତୀୟ କ୍ରିକେଟ୍ ଦଳର ଓପନର୍ ଶୁଭମନ ଗିଲ ବିଶ୍ୱ ଟେଷ୍ଟ ଚାମ୍ପିଅନସିପର ଫାଇନାଲରେ ବ୍ୟାଟ୍ସମ୍ୟାନ ଭାବେ ବିଫଳ ହୋଇଥାଇ ପାରନ୍ତି, କିନ୍ତୁ ଫିଲ୍ଡିଂ ପାଇଁ ତାଙ୍କୁ ନିଶ୍ଚିତ ଭାବେ ଏକ ବିଶେଷ ସମ୍ମାନ ମିଳିଛି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ ଦ୍ୱାରା…
ଚାରିଧାମ ଯାତ୍ରା: ରାଜ୍ୟ ସରକାରଙ୍କ ୟୁ-ଟର୍ନ
ଡେରାଡୁନ,୨୯।୬: ଉତ୍ତରାଖଣ୍ଡରେ ଚାରିଧାମ ଯାତ୍ରାକୁ ନେଇ ରାଜ୍ୟ ସରକାର ଏବେ ୟୁ-ଟର୍ନ ନେଇଛନ୍ତି। ଆଗାମୀ ଆଦେଶ ଆସିବା ପର୍ଯ୍ୟନ୍ତ ଚାରିଧାମ ଯାତ୍ରାକୁ ଉତ୍ତରାଖଣ୍ଡ ସରକାର ସ୍ଥଗିତ ରଖିଛନ୍ତି। ସୋମବାର ଉତ୍ତରାଖଣ୍ଡ ହାଇକୋର୍ଟ ଯାତ୍ରା ଉପରେ ରୋକୋ ଲଗାଇବାକୁ ନିର୍ଦ୍ଦେଶ ଦେବା ପରେ…
ନିଜଠୁ ୧୧ ବର୍ଷ ବଡ ଗର୍ଲଫ୍ରେଣ୍ଡ୍ଙ୍କ ପାଇଁ ଭାବପ୍ରବଣ ହେଲେ ଏହି ଅଭିନେତା
ବଲିଉଡରରେ ଏବେ ଅଭିନେତା ଅର୍ଜୁନ କପୁର ଏବଂ ମଲାଇକା ଆରୋରାଙ୍କ ପ୍ରେମ ସମ୍ପର୍କକୁ ନେଇ ଜୋରଦାର ଚର୍ଚ୍ଚା ହେଉଛି। ଉଭୟ ସେମାନଙ୍କ ସମ୍ପର୍କକୁ ନେଇ ଖୁଲାସା କରିଛନ୍ତି। ଅରବାଜ ଖାନଙ୍କଠାରୁ ଅଲଗା ହେବା ପରେ ମଲାଇକା ଆରୋରା ଏବଂ ଅର୍ଜୁନ କପୁରଙ୍କ…
କେଜରିଓ୍ବାଲଙ୍କ ମିଶନ ପଞ୍ଜାବ
ଚଣ୍ଡିଗଡ଼,୨୯।୬: ଆସନ୍ତା ବର୍ଷ ପଞ୍ଜାବରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ଏବେଠାରୁ ନିର୍ବାଚନୀ ବିଗୁଲ ବାଜିସାରିଲାଣି। ନିଜ ଦଳକୁ ମଜଭୁତ କରିବା ପାଇଁ ବିଭିନ୍ନ ରାଜନୈତିକ ଦଳ ଏବେଠାରୁ କସ୍ରତ ଆରମ୍ଭ କଲେଣି। ଇତିମଧ୍ୟରେ ବିଧାନସଭା ନିର୍ବାଚନ ପୂର୍ବରୁ ଆମ୍…
୧୦ ବର୍ଷ ନାବାଳିକା ହେଲେ ଗର୍ଭବତୀ,ଶିଶୁ ପୁତ୍ରଙ୍କୁ ଦେଲେ ଜନ୍ମ…
ଲଣ୍ଡନ,୨୯।୬: ବ୍ରିଟେନ୍ରେ ଜଣେ ୧୦ ବର୍ଷ ନାବାଳିକା ଗର୍ଭବତୀ ହେବା ଏବଂ ପରେ ଶିଶୁପୁତ୍ରଙ୍କୁ ଜନ୍ମ ଦେବା ଘଟଣା ଏବେ ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ନାବାଳିକା ଜଣକ ୩୦ ସପ୍ତାହ ଗର୍ଭ ପରେ ୧୧ ବର୍ଷ ବୟସରେ ପ୍ରସବ…
ଗର୍ଭବତୀଙ୍କ ପାଇଁ ସୁରକ୍ଷିତ ଭାକ୍ସିନ୍, ମାର୍ଗଦର୍ଶିକା ଜାରି କଲା ସ୍ବାସ୍ଥ୍ୟ ମନ୍ତ୍ରଣାଳୟ…
ନୂଆଦିଲ୍ଲୀ,୨୯।୬: ଭାରତରେ କରୋନା ମହାମାରୀ ସଂକ୍ରମଣରୁ ଦୂରେଇ ରହିବା ଲାଗି ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ତୃତୀୟ ଲହରକୁ ଦୃଷ୍ଟିରେ ରଖି କେନ୍ଦ୍ରୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଗର୍ଭବତୀମାନେ ଭାକ୍ସିନ୍ ନେବାକୁ ନେଇ ମାର୍ଗଦର୍ଶିକା ଜାରି କରାଯାଇଛି। ଭାକ୍ସିନ୍ ଗର୍ଭବତୀଙ୍କ…
କୋଭାକ୍ସିନ୍-କୋଭିଶିଲ୍ଡ ତୁଳନାରେ ଅଧିକ ପ୍ରଭାବଶାଳୀ ଫାଇଜର-ମଡର୍ନା …
ଓ୍ବାଶିଂଟନ,୨୯।୬: ଭାରତ ବାୟୋଟେକ୍ ଦ୍ୱାରା ପ୍ରସ୍ତୁତ ହୋଇଥିବା କୋଭାକ୍ସିନ୍ ଏବଂ ସିରମ୍ ଇନଷ୍ଟିଚ୍ୟୁଟର କୋଭିଶିଲ୍ଡ ଭାକ୍ସିନ୍ ତୁଳନାରେ ଫାଇଜର-ମଡର୍ନା ଅଧିକ ପ୍ରଭାବଶାଳୀ ବୋଲି ଏକ ଗବେଷଣା ରିପୋର୍ଟରେ ଉଲ୍ଲେଖ କରାଯାଇଛି। ଫାଇଜର ଏବଂ ମଡର୍ନା ଭାକ୍ସିନ୍ ଜୀବନବ୍ୟାପି ସୁରକ୍ଷା ପ୍ରଦାନ କରିବାକୁ…
୩୧ ଜୁଲାଇ ପର୍ଯ୍ୟନ୍ତ ଓ୍ବାନ୍ ନେଶନ୍-ଓ୍ବାନ୍ ରାଶନ କାର୍ଡ ସୁବିଧା ପାଇଁ ସୁପ୍ରିମ୍କୋର୍ଟଙ୍କ ନିର୍ଦ୍ଦେଶ…
ନୂଆଦିଲ୍ଲୀ,୨୯।୬: ଭାରତରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଲକ୍ଡାଉନ୍ ଜାରି ରହିଛି। ଏପରିସ୍ଥଳେ ପ୍ରବାସୀ ଶ୍ରମିକଙ୍କ ସୁବିଧା ପାଇଁ ଦେଶରେ ଓ୍ବାନ୍ ନେଶନ୍-ଓ୍ବାନ୍ ରାଶନ କାର୍ଡ ସୁବିଧା ୩୧ ଜୁଲାଇ ପର୍ଯ୍ୟନ୍ତ ଉପଲବ୍ଧ କରାଇବା ଲାଗି ସୁପ୍ରିମ୍କୋର୍ଟଙ୍କ ମଙ୍ଗଳବାର ନିର୍ଦ୍ଦେଶ ଦେଇଛନ୍ତି।…
କୋଭିଶିଲ୍ଡର ୨ ଡୋଜ୍ର ସମୟ ସୀମା ୧୦ ମାସ ରହିଲେ ମିଳିବ ଅଧିକ ସୁଫଳ…
ଲଣ୍ଡନ,୨୯।୬: ଭାରତରେ ସିରମ୍ ଇନଷ୍ଟିଚ୍ୟୁଟ୍ ଦ୍ୱାରା ପ୍ରସ୍ତୁତ କରାଯାଇଥିବା କୋଭିଶିଲ୍ଡ ଭାକ୍ସିନ୍ର ୨ ଡୋଜ୍ ମଧ୍ୟରେ ସମୟ ସୀମା ୧୦ ମାସ ରହିଲେ ଅଧିକ ସୁଫଳ ମିଳିବ ବୋଲି ଏକ ଗବେଷଣା ରିପୋର୍ଟରେ ଉଲ୍ଲେଖ କରାଯାଇଛି। ବ୍ରିଟେନ୍ର ଅକ୍ସଫୋର୍ଡ ବିଶ୍ୱବିଦ୍ୟାଳୟ ପକ୍ଷରୁ…
Archives


