Home

ରୋଗୀଙ୍କ ସମ୍ପର୍କୀୟ ଧମକଚମକ ଦେଲେ ଡାକ୍ତରଙ୍କ ପାଇଁ କାମ କରିବା କଷ୍ଟକର ହେବ: କୋର୍ଟ…

ଚଣ୍ଡିଗଡ଼,୧୪।୧୦: ଯଦି ଡାକ୍ତରମାନେ ସବୁବେଳେ ରୋଗୀଙ୍କୁ ସମ୍ପର୍କୀୟଙ୍କ ଦ୍ୱାରା ମାଡ ମାରାଯିବା, ନିର୍ଯାତନା ଦିଆଯିବା ସହ ଧମକ ଚମକ ଦିଆଯାଏ, ତେବେ ସେମାନଙ୍କ କାମ କରିବା କଷ୍ଟକର ହେବ ବୋଲି ପଞ୍ଜାବ ଏବଂ ହରିୟାଣା ହାଇକୋର୍ଟ କହିଛନ୍ତି। ବିଚାରପତି ବିକାଶ ବାହଲଙ୍କ…

ଅଖିଳେଶଙ୍କ ଦୃଢ଼ୋକ୍ତି, ସାଇକେଲ ବୋହି ନେବ ୪୦୦ ଆସନ…

ଲକ୍ଷ୍ନୌ,୧୪।୧୦: ଉତ୍ତରପ୍ରଦେଶରେ ୨୦୨୨ରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ସମାଜବାଦୀ ପାର୍ଟି (ଏସ୍‌ପି) ପକ୍ଷରୁ ଅଖିଳେଶ ଯାଦବ କହିଛନ୍ତି ଯେ, ରାଜ୍ୟର ଭାଜପା ନେତୃତ୍ୱାଧୀନ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସରକାର ଦୁର୍ନୀତିରେ ବୁଡ଼ି ରହିଛନ୍ତି। ଚାଷୀଙ୍କ ପ୍ରତି ତାଙ୍କର ଦରଦ ନାହିଁ।…

ପୁଣି ବଢ଼ିଲା ତୈଳଦର, ଭୁବନେଶ୍ୱରରେ…

ନୂଆଦିଲ୍ଲୀ,୧୪।୧୦: ପୁଣି ବଢ଼ିଲା ତୈଳଦର। ଦଶହରାର ଗୋଟିଏ ଦିନ ପୂର୍ବରୁ ଗୁରୁବାର ପେଟ୍ରୋଲ ଓ ଡିଜେଲ ଦାମ ବୃଦ୍ଧି ପାଇଛି। ରାଜଧାନୀ ଦିଲ୍ଲୀରେ ଉଭୟ ତୈଳ ୩୫ ପଇସା ଲେଖାଏ ବଢ଼ିଛି। ଫଳରେ ଲିଟର ପିଛା ପେଟ୍ରୋଲର ଦାମ ୧୦୪.୭୯ ଟଙ୍କା…

କିନ୍ନାର ଜିଲାରେ ଶତପ୍ରତିଶତ ଟିକାକାରଣ…

ଶିମ୍‌ଲା,୧୪।୧୦: ହିମାଚଳ ପ୍ରଦେଶର କିନ୍ନାର ଜିଲ୍ଲା ଏକ ନୂଆ ରେକର୍ଡ ସୃଷ୍ଟି କରିଛି। କିନ୍ନର ଦେଶର ପ୍ରଥମ ଜିଲା ଭାବେ ଶତପ୍ରତିଶତ ଟିକାକରଣ ଲକ୍ଷ୍ୟ ହାସଲ କରିପାରିଛି। ଜିଲାର ସମସ୍ତ ଲୋକଙ୍କୁ କରୋନା ଟିକାର ଉଭୟ ଡୋଜ୍‌ ଦିଆଯାଇଛି। ଏସମ୍ପର୍କରେ ଜିଲା…

ବାତ୍ୟା ଭୟ ନାହିଁ, କେବଳ ବର୍ଷିବ

ଭୁବନେଶ୍ୱର,୧୪।୧୦(ବ୍ୟୁରୋ): ଆଉ ବାତ୍ୟା ଭୟ ନାହିଁ। କେବଳ ବର୍ଷିବ। ପୂର୍ବରୁ ଦଶହରା ପରେ ପରେ ରାଜ୍ୟରେ ବାତ୍ୟା ସମ୍ଭାବନା ଥିବା ନେଇ କୁହାଯାଉଥିଲା। ହେଲେ ଏବେ କେବଳ ବର୍ଷା ହେବ ବୋଲି ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି) ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ଗୁରୁବାର…

କେକେଆର୍‌ର ବାଜିଗର୍‌ ରାହୁଲ; ପ୍ରଶଂସକ କହିଲେ ହାରିକରି ଜିତୁଥିବା…

ଦୁବାଇ,୧୪।୧୦: ବଲିଉଡ୍‌ ଅଭିନେତା ଶାହାରୁଖ ଖାନ୍‌ଙ୍କ ସହ ମାଲିକାନାରେ ଥିବା କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌) ଟିମ୍‌ ଦିଲ୍ଲୀ କ୍ୟାପିଟାଲ୍ସକୁ ୩ ଉଇକେଟରେ ହରାଇ ଫାଇନାଲରେ ପ୍ରବେଶ କରିଛି। ବୁଧବାର ଖେଳାଯାଇଥିବା କ୍ୱାଲିଫାୟର-୨ର ରୋମାଞ୍ଚକର ମୁକାବିଲାରେ କେକେଆର୍‌ ବାଜିମାତ କରିଥିଲା। ଏକ ସମୟରେ…

୫ ଦିନରେ ୯ ଟପ୍‌ ଆତଙ୍କବାଦୀ କମାଣ୍ଡରଙ୍କ ମୁଣ୍ଡ ଗଡ଼ିଛି…

ଶ୍ରୀନଗର,୧୪।୧୦: ଜମ୍ମୁ-କଶ୍ମୀରରେ ଅପରେଶନ୍‌ ଅଲ୍‌ ଆଉଟ୍‌ ଅନ୍ତର୍ଗତ ମିଳିତ ସୁରକ୍ଷାକର୍ମୀଙ୍କୁ ବଡ଼ ଧରଣର ସଫଳତା ମିଳିଛି। ଅକ୍ଟୋବର ୮ରୁ ୧୩ ଗତ ୫ ଦିନ ମଧ୍ୟରେ ୯ ଜଣ ଟପ୍‌ ଆତଙ୍କବାଦୀ କମାଣ୍ଡରଙ୍କ ମୁଣ୍ଡ ଗଡ଼ିଛି। ସେମାନେ ମୋଷ୍ଟ ଓ୍ବାଣ୍ଟେଡ୍‌ ତାଲିକାରେ…

ଏହି ୪ ମାମଲାରେ ମହିଳା ପୁରୁଷଙ୍କଠାରୁ ଆଗରେ; ଜାଣନ୍ତୁ ଏପରି କାହିଁକି କହିଛନ୍ତି ଚାଣକ୍ୟ…

ଚାଣକ୍ୟ ଭାରତର ମହାନ ରାଜନୈତିଜ୍ଞ, କୁଟନିତିଜ୍ଞ ଏବଂ ଅର୍ଥଶାସ୍ତ୍ରୀ ଥିଲେ। ଚନ୍ଦ୍ରଗୁପ୍ତ ମୌର୍ଯ୍ୟଙ୍କୁ ରାଜା କରିବାରେ ଚାଣକ୍ୟଙ୍କ ବଡ଼ ଯୋଗଦାନ ଥିଲା। ଆଜିର ସମୟରେ ମଧ୍ୟ ତାଙ୍କର ନୀତି ବେଶ ପ୍ରଭାବଶାଳୀ। କୁହାଯାଏ ଯେଉଁ ବ୍ୟକ୍ତି ଏହି ନୀତିଗୁଡ଼ିକୁ ଅନୁସରଣ କରେ…

ଅକ୍ଷର ଆଉଟ୍‌, ଶାର୍ଦ୍ଦୁଳ ଇନ୍‌

ନୂଆଦିଲ୍ଲୀ,୧୪।୧୦: ଆସନ୍ତା ୧୭ରୁ ଓମାନ ଓ ୟୁଏଇରେ ଆରମ୍ଭ ହେବାକୁ ଯାଉଛି ଟି-୨୦ ବିଶ୍ୱକପ୍‌। ଏହାପୂର୍ବରୁ ଭାରତୀୟ ଟିମ୍‌ରେ ପରିବର୍ତ୍ତନ କରାଯାଇଛି। ବିସିସିଆଇ ୧୫ ଜଣିଆ ସ୍କ୍ବାର୍ଡରୁ ବାମହାତୀ ସ୍ପିନର ଅକ୍ଷର ପଟେଲଙ୍କୁ ବାଦ୍‌ ଦେଇଛି। ତାଙ୍କ ସ୍ଥାନରେ ଅଲରାଉଣ୍ଡର ଶାର୍ଦ୍ଦୁଳ…

ଫାଇନାଲରେ ପହଞ୍ଚି ବି ଅଧିକ ଖୁସି ନାହାନ୍ତି କେକେଆର୍‌ ଅଧିନାୟକ; କହିଲେ ‘କିଛି ବି ହୋଇପାରେ’

ଦୁବାଇ,୧୪।୧୦: ଚେନ୍ନାଇ ସହ ଫାଇନାଲ ଖେଳିବ କେକେଆର୍‌। ବୁଧବାର ଖେଳାଯାଇଥିବା ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ ରୋମାଞ୍ଚକର ବିଜୟ ହାସଲ କରିଥିଲା। ୧୩୫ ରନ୍‌ର ବିଜୟ ଲକ୍ଷ୍ୟକୁ କୋଲକାତା ୧୯.୫ ଓଭରରେ ୭ ଉଇକେଟ ହରାଇ ହାସଲ…

ରାଜ୍ୟ ସରକାରଙ୍କୁ ରାସ୍ତାରେ ବୁଲୁଥିବା ବେଘର-ରୋଗାକ୍ରାନ୍ତଙ୍କ ରିପୋର୍ଟ ତଲବ…

ଚେନ୍ନାଇ,୧୪।୧୦: ରାସ୍ତାରେ ବୁଲୁଥିବା ବେଘର ମାନସିକ ରୋଗୀ ତଥା ରୋଗାକ୍ରାନ୍ତଙ୍କ ରିପୋର୍ଟ ସରକାରଙ୍କୁ ତଲବ କରିଛନ୍ତି ମାଡ୍ରାସ୍‌ ହାଇକୋର୍ଟ। ଏହା ସହିତ ସରକାରୀ ଆଶ୍ରୟ ଶିବିରର ନବୀକରଣ ଏବଂ ନିର୍ମାଣ ସମ୍ପର୍କିତ ସବିଶେଷ ତଥ୍ୟ ରାଜ୍ୟ ସରକାରଙ୍କଠାରୁ ମାଗିଛନ୍ତି। ଏସବୁ ଲୋକଙ୍କୁ…

“ପାପର ପ୍ରାୟଶ୍ଚିତ ପାଇଁ ସମାଜ ସେବା କର”: ଦିଲ୍ଲୀ ହାଇକୋର୍ଟ…

ନୂଆଦିଲ୍ଲୀ,୧୪।୧୦: ଜଣେ ମହିଳାଙ୍କୁ ପିଛା କରିବା ଏବଂ ତାଙ୍କ ମୁହଁରେ ଏସିଡ ଫିଙ୍ଗିବାକୁ ଧମକ ଦେଇଥିବା ବ୍ୟକ୍ତିଙ୍କ ବିରୋଧରେ ଦାଖଳ କରାଯାଇଥିବା ଏକ ଆବେଦନର ବିଚାର କରି ଦିଲ୍ଲୀ ହାଇକୋର୍ଟ କହିଛନ୍ତି ଯେ, “ପାପର ପ୍ରାୟଶ୍ଚିତ ପାଇଁ ସମାଜ ସେବା କର”।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri