Home

ଚାଲାଣକୁ ନୁହେଁ, ଯମରାଜଙ୍କୁ ତ ଟିକେ ଡର

ଲକ୍ଷ୍ନୌ,୧୬ା୮: ଉତ୍ତରପ୍ରଦେଶରେ ଏକ ବାଇକ୍‌ରେ ୭ ଜଣ ଲୋକ ଯାଉଥିବାର ଦେଖି ପୋଲିସ ଆଶ୍ଚର୍ଯ୍ୟ ହୋଇଯାଇଛି। ୟୁପି ପୋଲିସ ଏହି ବାଇକ୍‌ରେ ଯାଉଥିବା ଲୋକଙ୍କ ଫଟୋ ସୋସିଆଲ ମିଡିଆରେ ଶେୟାର କରି ଲୋକଙ୍କୁ ସଚେତନ କରୁଛି। ୟୁପି ପୋଲିସ ନିଜ ଟୁଇଟର…

କେଜ୍‌ରିଓ୍ବାଲଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୧୬।୮: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲ ଆଜି ୫୩ ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ ଦେଶର ଅନେକ ସେଲିବ୍ରିଟି କେଜ୍‌ରିୱାଲଙ୍କୁ ତାଙ୍କ ଜନ୍ମଦିନ ଅଭିନନ୍ଦନ ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ତାଙ୍କୁ ଜନ୍ମଦିନରେ ଅଭିନନ୍ଦନ ଜଣାଇବା ସହ…

କାବୁଲ ବିମାନବନ୍ଦରରେ ଭୟଙ୍କର ପରିସ୍ଥିତି

କାବୁଲ,୧୬।୮: ଆଫଗାନିସ୍ତାନକୁ ତାଲିବାନ ଦଖଲ କରି ନେବାପରେ ଦେଶରେ ପରିସ୍ଥିତି ଭୟଙ୍କର ରହିଛି। ଲୋକମାନେ କୌଣସି ଜିନିଷ ନ ନେଇ ଦେଶ ଛାଡି ପଳାଉଛନ୍ତି। ଅନ୍ୟପକ୍ଷରେ କାବୁଲ ବିମାନବନ୍ଦରରେ ବହୁ ସଂଖ୍ୟାରେ ଜନସମାଗମ ହୋଇଛି। ଏହି କାରଣରୁ ସେଠାରେ ଦଳଚକଡା ପରିସ୍ଥିତି…

ମୁଖ୍ୟମନ୍ତ୍ରୀଙ୍କ ଘର ଉପରକୁ ପେଟ୍ରୋଲ ବୋମା ଆକ୍ରମଣ

ଶିଲୋଙ୍ଗ,୧୬।୮: ମେଘାଳୟର ମୁଖ୍ୟମନ୍ତ୍ରୀ କୋରାଡ ସାଙ୍ଗମାଙ୍କ ବାସଭବନରେ ପେଟ୍ରୋଲ ବୋମା ଆକ୍ରମଣ ହୋଇଛି। ତେବେ ଘରଟି ସମ୍ପୂର୍ଣ୍ଣ ଖାଲି ଥିବାରୁ ଏଥିରେ କୌଣସି କ୍ଷତି ନାହିଁ। ପୂର୍ବତନ ବିଦ୍ରୋହୀ ନେତାଙ୍କ ମୃତ ପରେ ଶିଲୋଙ୍ଗରେ ଅଶାନ୍ତି ଓ ବିରୋଧ ଜାରି ରହିଛ।…

ଏଣିକି ସ୍ବର୍ଗଦ୍ୱାରରେ ମୃତଦେହ ସତ୍କାର

ପୁରୀ ଅଫିସ,୧୬ା୮: ଦୀର୍ଘ ୪ ମାସ ପରେ ସୋମବାରଠାରୁ ସ୍ବର୍ଗଦ୍ୱାରରେ ପୁରୀ ଜିଲା ବାହାର ଲୋକଙ୍କ  ମୃତଦେହ ସତ୍କାର କରାଯାଇପାରିବ। ସରକାରଙ୍କ ନିୟମ ଅନୁଯାୟୀ, କେବଳ କୋଭିଡ୍‌ ନେଗେଟିଭ୍‌ ବ୍ୟକ୍ତିଙ୍କର ହିଁ ମୃତଦେହ ସତ୍କାର କରାଯାଇପାରିବ। ଏଥିସହ ସମ୍ପୂର୍ଣ୍ଣ କୋଭିଡ୍‌ କଟକଣାରେ…

ଦେଶ ଛାଡିବା ପରେ ଏମିତି କହିଲେ ରାଷ୍ଟ୍ରପତି

କାବୁଲ,୧୬।୮: ଆମେରିକାର ସୈନ୍ୟବାହିନୀ ଯିବାର କିଛି ଦିନ ମଧ୍ୟରେ ଆଫଗାନିସ୍ତାନକୁ ନିଜ ଅଧୀନକୁ ନେଇଛି ତାଲିବାନ। ଏବେ ସମଗ୍ର ଆଫଗାନିସ୍ତାନକୁ ତାଲିବାନ ଦଖଲ କରିନେଇଛି ତାଲିବାନ। ବିପଦ ଦେଖି ରାଷ୍ଟ୍ରପତି ଅଶରଫ ଘନି ମଧ୍ୟ ଦେଶ ଛାଡି ପଳାଇଛନ୍ତି। ଏବେ ସେ…

ଆଜିଠୁ ସ୍କୁଲରେ ଆରମ୍ଭ ହେଲା ୯ମ ଶ୍ରେଣୀ ପାଠପଢ଼ା

ଭୁବନେଶ୍ୱର,୧୬ା୮(ବ୍ୟୁରୋ): ସୋମବାରଠାରୁ ରାଜ୍ୟରେ ନବମ ଶ୍ରେଣୀ ପିଲାଙ୍କ ପାଇଁ ଶ୍ରେଣୀକକ୍ଷରେ ପାଠପଢ଼ା ଆରମ୍ଭ ହୋଇଛି। କରୋନା ସଂକ୍ରମଣ କମିବା ପରେ ସ୍ଥିତିକୁ ଦୃଷ୍ଟିରେ ରଖି ଅଭିଭାବକଙ୍କ ଅନୁମତି ନେଇ ପିଲାମାନେ ସ୍କୁଲକୁ ପଢ଼ିବାକୁ ଆସିଛନ୍ତି। ସକାଳ ୯ଟାରୁ କ୍ଲାସ ଆରମ୍ଭ ହୋଇଥିବା…

ପୱନଦୀପ ହେଲେ ଇଣ୍ଡିଆନ୍‌ ଆଇଡଲ୍‌-୧୨ର ବିଜେତା: ମିଳିଲା ଏମିତି ପୁରସ୍କାର

ସୋନି ଟିଭିରେ ପ୍ରସାରିତ ଗୀତ ରିଆଲିଟି ସୋ ଇଣ୍ଡିଆନ ଆଇଡଲ ୧୨ର ଗ୍ରାଣ୍ଡ ଫାଇନାଲ ଶେଷ ହୋଇଛି। ୧୫ ଅଗଷ୍ଟରେ ଇଣ୍ଡିଆନ ଆଇଡଲ ଏହାର ଦ୍ୱାଦଶ ବିଜେତା ପାଇଛି। ପୱନଦୀପ ରାଜନ ଇଣ୍ଡିଆନ ଆଇଡଲ ୧୨ର ବିଜେତା ହୋଇଛନ୍ତି। ତାଙ୍କୁ ବିଳାସପୂର୍ଣ୍ଣ…

ଖୋଲିଲା ଶ୍ରୀମନ୍ଦିର: ଶ୍ରୀଜିଉଙ୍କୁ ଦର୍ଶନ କରୁଛନ୍ତି ପୁରୀବାସୀ

ପୁରୀ ଅଫିସ,୧୬ା୮: ଦୀର୍ଘ ୪ ମାସ ପରେ ଭକ୍ତ ଓ ଭଗବାନଙ୍କ ମିଳନ ହୋଇଛି । ସୋମବାରଠାରୁ ଖୋଲିଛି ଶ୍ରୀମନ୍ଦିର। ଆଜି କେବଳ ପୁରୀବାସୀ ମହାପ୍ରଭୁଙ୍କୁ ଦର୍ଶନ କରୁଛନ୍ତି। ଶ୍ରୀମନ୍ଦିର ପ୍ରଶାସନ କରିଥିବା ଟୋକନ ବ୍ୟବସ୍ଥା ଅନୁସାରେ ସକାଳ ୭ଟାରୁ ଓ୍ବାର୍ଡ…

କଂଗ୍ରେସ ଛାଡିଲେ ସୁସ୍ମିତା

ନୂଆଦିଲ୍ଲୀ,୧୬।୮: କଂଗ୍ରେସର ପୂର୍ବତନ ଏମ୍‌ପି ତଥା ମହିଲା କଂଗ୍ରେସ ସଭାପତି ସୁସ୍ମିତା ଦେବ ଦଳରୁ ଇସ୍ତଫା ଦେଇଛନ୍ତି। ସୋନିଆ ଗାନ୍ଧୀଙ୍କୁ ସେ ନିଜ ଇସ୍ତଫା ପତ୍ର ପଠାଇଛନ୍ତି। ଇସ୍ତଫା ଦେବା ପୂର୍ବରୁ ସେ ନିଜ ଟୁଇଟର୍‌ ବାୟୋ ପରିବର୍ତ୍ତନ କରି କଂଗ୍ରେସର…

କମୁନି ମୃତ୍ୟୁସଂଖ୍ୟା: ଆଉ ୬୬ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୧୬ା୮(ବ୍ୟୁରୋ): ରାଜ୍ୟରେ ଯଦିଓ କରୋନା ସଂକ୍ରମଣ କମିଛି କିନ୍ତୁ ମୃତ୍ୟୁରେ ବ୍ରେକ୍‌ ଲାଗୁନି। ଆଜି ପୁଣି ୬୬ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ…

ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୬।୮: ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଆଜି ତୃତୀୟ ଶ୍ରାଦ୍ଧବାର୍ଷିକୀ। ଏହି ଅବସରରେ ରାଷ୍ଟ୍ରପତି ରାମ ନାଥ କୋବିନ୍ଦ, ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ପ୍ରଧାନମନ୍ତ୍ରୀ ସକାଳ ୭.୩୦ ରେ ଦିଲ୍ଲୀର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri