Home

ରାୟଗଡ଼ାରେ ଉଡ଼ିଲା ତ୍ରିରଙ୍ଗା

ରାୟଗଡ଼ା ଅଫିସ,୧୫।୮ ରାୟଗଡ଼ାର ସ୍ଥାନୀୟ ଗୋବିନ୍ଦ ଚନ୍ଦ୍ର ଦେବ ପଡ଼ିଆଠାରେ ନିରାଡମ୍ବର ଭାବେ ଆଜି ଜିଲାସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଜିଲାପାଳ ସରୋଜ କୁମାର ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ…

୧୪୬ ବର୍ଷ ପୂର୍ବେ ବିବାହ କରିଥିଲେ ଦମ୍ପତି: ମ୍ୟୁଜିୟମରେ ଅଣନାତୁଣୀଙ୍କୁ ମିଳିଲା ପ୍ରମାଣ

ଏକ ଦମ୍ପତି ୧୪୬ ବର୍ଷ ପୂର୍ବେ ବିବାହ କରିଥିଲେ। ଦେଢ଼ ଶତାବ୍ଦୀ ପରେ ଏବେ ତାଙ୍କ ଅଣନାତୁଣୀଙ୍କୁ ମିଳିଛି ବିବାହ ପ୍ରମାଣପତ୍ର। ଆମେରିକାର ନର୍ଥ କ୍ୟାରୋଲିନା ଥ୍ରିଫ୍ଟ ଷ୍ଟୋରରେ ୧୪୬ ବର୍ଷ ବିବାହର ଏକ ପ୍ରମାଣପତ୍ର ରହିଛି। ଏକ ଫ୍ରେମ୍‌ ଭିତରେ…

ଜମ୍ମୁ-କଶ୍ମୀରର ଅନନ୍ତନାଗରେ ୧୨,୧୨୫ ଫୁଟ ଉଚ୍ଚରେ ଉଡିଲା ତ୍ରିରଙ୍ଗା

ଅନନ୍ତନାଗ,୧୫।୮: ସମଗ୍ର ଦେଶରେ ରବିବାର ୭୫ତମ ସ୍ବାଧୀନତା ଦିବସ ପାଳନ କରାଯାଉଛି। ଏହି କ୍ରମରେ ଜମ୍ମୁ-କଶ୍ମୀରରେ ୧୨,୧୨୫ ଫୁଟ ଉଚ୍ଚରେ ଉଡିଛି ତ୍ରିରଙ୍ଗା। ଭାରତୀୟ ଯବାନମାନେ ଅନନ୍ତନାଗ ଜିଲାର ଦକ୍ଷିଣ କଶ୍ମୀରର ମୋର୍ଗାନ ଟପ୍‌ ପର୍ବତ ଶିଖରରେ ଜାତୀୟ ପତାକା ଉତ୍ତୋଳନ…

କାବୁଲରେ ତାଲିବାନ, ଶାନ୍ତିପୂର୍ଣ୍ଣ ଭାବେ ହେବ କ୍ଷମତା ହସ୍ତାନ୍ତର କହିଲେ ମନ୍ତ୍ରୀ…

କାବୁଲ,୧୫।୮: ଆଫଗାନିସ୍ତାନର କାବୁଲରେ ତାଲିବାନ ସଦସ୍ୟ ପ୍ରବେଶ କରିଛନ୍ତି। ସହରର ଆକାଶରେ ସୈନ୍ୟ ବାହିନୀ ହେଲିକପ୍ଟର ଉଡ଼ିବୁଲି ସ୍ଥିତି ଅନୁଧ୍ୟାନ କରୁଛି। ଏପରିସ୍ଥଳେ ଗୃହମନ୍ତ୍ରୀ ଅବଦୁଲ୍‌ ସତାର ମିର୍ଜାକ୍ୱାଲ କହିଛନ୍ତି ଯେ, ସହର ଉପରେ ଆକ୍ରମଣ ହୋଇନାହିଁ। କ୍ଷମତା ହସ୍ତାନ୍ତର ଶାନ୍ତିପୂର୍ଣ୍ଣ…

୨ଶହ ଫୁଟର ତ୍ରିରଙ୍ଗା ଶୋଭାଯାତ୍ରା

ଖଇରା, ୧୫।୮(ଡି.ଏନ.ଏ.)-ସ୍ବାଧୀନତା ଦିବସ ପାଳନ ଅବସରରେ ବାଲେଶ୍ୱର ଜିଲା ପତଞ୍ଜଳି ଯୋଗ ସମିତି ଓ ଆଜାଦ ସୁଭାଷ ସେନା ମିଳିତ ଆନୁକୂଲ୍ୟରେ ପ୍ରସ୍ତୁତ ୨ଶହ ଫୁଟର ତ୍ରିରଙ୍ଗା ଶୋଭାଯାତ୍ରା ଖଇରା ବଜାରରେ କରାଯାଇଛି। ଜିଲା ଯୋଗ ପ୍ରଚାରକ ମୁକ୍ତିକାନ୍ତ ପାଣିଗ୍ରାହୀ, ସମିତି…

ଅଛନ୍ତି ୧୭ ନାତିନାତୁଣୀ, ଏବେ ୨୪ ବର୍ଷୀୟ ଯୁବକଙ୍କୁ ପ୍ରେମ ବିବାହ କରିବେ ଏହି ବୃଦ୍ଧା

କୁହାଯାଏ, ପ୍ରେମରେ କୌଣସି ବୟସ ନାହିଁ। କାହାକୁ କେତେବେଳେ ପ୍ରେମ ହୋଇଯିବ ତାହା କହି ହେବ ନାହିଁ। ଠିକ୍‌ ସେମିତି ଏକ ଘଟଣା ଘଟିଛି ଆମେରିକାରେ। ଏଠାକାର ଜଣେ ବୃଦ୍ଧା ୨୪ ବର୍ଷୀୟ ଯୁବକଙ୍କୁ ପ୍ରେମ ବିବାହ କରିବେ। ଏହି ବୃଦ୍ଧାଙ୍କର…

ପାର୍ଲାମେଣ୍ଟ୍‌ରେ ହେଉନି ଉପଯୁକ୍ତ ବିତର୍କ, ପ୍ରତିକ୍ରିୟା ଦେଲେ ସିଜେଆଇ…

ନୂଆଦିଲ୍ଲୀ,୧୫।୮: ପାର୍ଲାମେଣ୍ଟ୍‌ରେ ଉପଯୁକ୍ତ ବିତର୍କ ନ ହୋଇ ଆଇନ ପାରିତ ହେଉଛି। ଏହାଦ୍ୱାରା ସମ୍ପୃକ୍ତ ଆଇନର ସ୍ପଷ୍ଟତାର ଅଭାବ ପରିଲକ୍ଷିତ ହେଉଛି ବୋଲି ସୁପ୍ରିମ୍‌କୋର୍ଟର ପ୍ରଧାନ ବିଚାରପତି(ସିଜେଆଇ) ଏନ୍‌.ଭି. ରମନା କ୍ଷୋଭ ପ୍ରକାଶ କରିଛନ୍ତି। ପାର୍ଲାମେଣ୍ଟରେ ଆଇନ ସହିତ ଜଡ଼ିତ ଥିବା…

୩୩୫ ଯୁବତୀଙ୍କ ସହ ଡେଟ୍‌ରେ ଯାଇସାରିଲେଣି ଏହି ଯୁବକ, ଏବେ ବି ଅଧୁରା ରହିଛି ସ୍ବପ୍ନ

ତାମିଲନାଡୁରେ ରହୁଥିବା ସୁନ୍ଦର ରାମୁ ବର୍ତ୍ତମାନ ସୁଦ୍ଧା ୩୩୫ ଯୁବତୀଙ୍କ ସହ ଡେଟ୍‌ରେ ଯାଇସାରିଲେଣି। କିନ୍ତୁ ତାଙ୍କ ଇଚ୍ଛା ଏବେ ବି ପୂରଣ ହୋଇନାହିଁ। କାରଣ ତାଙ୍କର ଲକ୍ଷ୍ୟ ରହିଛି ସେ ୩୬୫ ଯୁବତୀଙ୍କ ସହ ଡେଟ୍‌ରେ ଯିବେ। ସୁନ୍ଦର ଇତିମଧ୍ୟରେ…

ମିଶନ କର୍ମଯୋଗୀ, ପ୍ରଶାସନିକ ସେବାକୁ କରିଛି ସୁଦୃଢ଼: ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୧୫।୮: ପ୍ରଶାସନିକ ସେବାକୁ ସୁଦୃଢ଼ କରିବା ଲାଗି ସରକାରଙ୍କ ପକ୍ଷରୁ ଜାରି କରାଯାଇଥିବା ମିଶନ କର୍ମଯୋଗୀ ଯୋଗୁ ସୁଫଳ ମିଳିପାରିଛି। ଏହି ଜାତୀୟସ୍ତରୀୟ କାର୍ଯ୍ୟକ୍ରମ ଦ୍ୱାରା ସିଭିଲ୍‌ ସର୍ଭିସ୍‌ କାପାସିଟି ବିଲ୍ଡିଂ ସମ୍ଭବ ହୋଇ ପାରିଥିବା ନେଇ ଦେଶର ୭୫ ତମ…

୧୬ରୁ ସ୍ଵର୍ଗଦ୍ୱାରରେ ବାହାର ଲୋକଙ୍କୁ ଶବଦାହ ଅନୁମତି

ପୁରୀ ଅଫିସ,୧୫।୮: ସ୍ଵର୍ଗଦ୍ୱାରରେ ଶବସତ୍କାର ଓ ମହୋଦଧିରେ ଅସ୍ଥି ବିସର୍ଜନ ନେଇ ରହିଥିବା କଟକଣାକୁ ପୁରୀ ଜିଲା ପ୍ରଶାସନ ପ୍ରତ୍ୟାହାର କରିନେଇଛି। ଆସନ୍ତା ୧୬ ତାରିଖରୁ ବାହାର ଜିଲା ଓ ରାଜ୍ୟର ଲୋକେ ସ୍ଵର୍ଗଦ୍ୱାରରେ ଅଣକୋଭିଡ୍‌ ମୃତକଙ୍କ ଦାହ କରିପାରିବେ। ସେହିଭଳି…

ମୃତ୍ୟୁ ପରେ ସ୍ବପ୍ନରେ ଆସିଲେ ସ୍ବାମୀ, ମନ୍ଦିର ନିର୍ମାଣ କରି ପୂଜା କରୁଛନ୍ତି ସ୍ତ୍ରୀ

ଭୋପାଳ: ଆମ ଦେଶରେ ସ୍ବାମୀ-ସ୍ତ୍ରୀ ସମ୍ପର୍କ ଅତୁଟ ବୋଲି ମନାଯାଏ।  ଜଣେ ମହିଳା ତାଙ୍କ ସ୍ବାମୀଙ୍କ ମୃତ୍ୟୁ ପରେ ଏମିତି କିଛି କାମ କରିଛନ୍ତି ଯାହା ସୋସିଆଲ ମିଡିଆରେ ଖୁବ୍‌ ଭାଇରାଲ ହେଉଛି। ଆନ୍ଧ୍ରପ୍ରଦେଶର ଜଣେ ମହିଳା ମୃତ ସ୍ବାମୀଙ୍କୁ ବାରମ୍ବାର…

୫,୦୦୦ ଆମେରିକା ସୈନ୍ୟ ଯିବେ ଆଫଗାନିସ୍ତାନ…

କାବୁଲ,୧୫।୮: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ ଆଫଗାନିସ୍ତାନକୁ ୫,୦୦୦ ସୈନ୍ୟ ପଠାଇବା ଲାଗି ଘୋଷଣା କରିଛନ୍ତି। ସୈନ୍ୟମାନେ ଆଫଗାନିସ୍ତାନରେ ଥିବା ଆମେରିକା ନାଗରିକ ତଥା ସାମରିକ କର୍ମଚାରୀଙ୍କୁ ସୁରକ୍ଷିତ ଭାବେ ସ୍ବଦେଶ ପ୍ରତ୍ୟାବର୍ତ୍ତନ କ୍ଷେତ୍ରରେ ଆବଶ୍ୟକ ସହାୟତା ଯୋଗାଇଦେବେ। ଆଫଗାନିସ୍ତାନରେ ସମ୍ପ୍ରତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri