Home

ମିଶନ କର୍ମଯୋଗୀ, ପ୍ରଶାସନିକ ସେବାକୁ କରିଛି ସୁଦୃଢ଼: ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୧୫।୮: ପ୍ରଶାସନିକ ସେବାକୁ ସୁଦୃଢ଼ କରିବା ଲାଗି ସରକାରଙ୍କ ପକ୍ଷରୁ ଜାରି କରାଯାଇଥିବା ମିଶନ କର୍ମଯୋଗୀ ଯୋଗୁ ସୁଫଳ ମିଳିପାରିଛି। ଏହି ଜାତୀୟସ୍ତରୀୟ କାର୍ଯ୍ୟକ୍ରମ ଦ୍ୱାରା ସିଭିଲ୍‌ ସର୍ଭିସ୍‌ କାପାସିଟି ବିଲ୍ଡିଂ ସମ୍ଭବ ହୋଇ ପାରିଥିବା ନେଇ ଦେଶର ୭୫ ତମ…

୧୬ରୁ ସ୍ଵର୍ଗଦ୍ୱାରରେ ବାହାର ଲୋକଙ୍କୁ ଶବଦାହ ଅନୁମତି

ପୁରୀ ଅଫିସ,୧୫।୮: ସ୍ଵର୍ଗଦ୍ୱାରରେ ଶବସତ୍କାର ଓ ମହୋଦଧିରେ ଅସ୍ଥି ବିସର୍ଜନ ନେଇ ରହିଥିବା କଟକଣାକୁ ପୁରୀ ଜିଲା ପ୍ରଶାସନ ପ୍ରତ୍ୟାହାର କରିନେଇଛି। ଆସନ୍ତା ୧୬ ତାରିଖରୁ ବାହାର ଜିଲା ଓ ରାଜ୍ୟର ଲୋକେ ସ୍ଵର୍ଗଦ୍ୱାରରେ ଅଣକୋଭିଡ୍‌ ମୃତକଙ୍କ ଦାହ କରିପାରିବେ। ସେହିଭଳି…

ମୃତ୍ୟୁ ପରେ ସ୍ବପ୍ନରେ ଆସିଲେ ସ୍ବାମୀ, ମନ୍ଦିର ନିର୍ମାଣ କରି ପୂଜା କରୁଛନ୍ତି ସ୍ତ୍ରୀ

ଭୋପାଳ: ଆମ ଦେଶରେ ସ୍ବାମୀ-ସ୍ତ୍ରୀ ସମ୍ପର୍କ ଅତୁଟ ବୋଲି ମନାଯାଏ।  ଜଣେ ମହିଳା ତାଙ୍କ ସ୍ବାମୀଙ୍କ ମୃତ୍ୟୁ ପରେ ଏମିତି କିଛି କାମ କରିଛନ୍ତି ଯାହା ସୋସିଆଲ ମିଡିଆରେ ଖୁବ୍‌ ଭାଇରାଲ ହେଉଛି। ଆନ୍ଧ୍ରପ୍ରଦେଶର ଜଣେ ମହିଳା ମୃତ ସ୍ବାମୀଙ୍କୁ ବାରମ୍ବାର…

୫,୦୦୦ ଆମେରିକା ସୈନ୍ୟ ଯିବେ ଆଫଗାନିସ୍ତାନ…

କାବୁଲ,୧୫।୮: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ ଆଫଗାନିସ୍ତାନକୁ ୫,୦୦୦ ସୈନ୍ୟ ପଠାଇବା ଲାଗି ଘୋଷଣା କରିଛନ୍ତି। ସୈନ୍ୟମାନେ ଆଫଗାନିସ୍ତାନରେ ଥିବା ଆମେରିକା ନାଗରିକ ତଥା ସାମରିକ କର୍ମଚାରୀଙ୍କୁ ସୁରକ୍ଷିତ ଭାବେ ସ୍ବଦେଶ ପ୍ରତ୍ୟାବର୍ତ୍ତନ କ୍ଷେତ୍ରରେ ଆବଶ୍ୟକ ସହାୟତା ଯୋଗାଇଦେବେ। ଆଫଗାନିସ୍ତାନରେ ସମ୍ପ୍ରତି…

ଏବେ ବି ସେଦିନ ଅଭୁଲା: ଗାଁରେ ତ୍ରିରଙ୍ଗା ଉଡ଼ାଇଥିଲୁ

ଆଜି ଦେଶ ପାଳନ କରୁଛି ୭୫ତମ ସ୍ବାଧୀନତା ଦିବସ। ଏବେ ବି ଜୀବିତ ଅଛନ୍ତି ଦେଶ ସ୍ବାଧୀନତା ସଂଗ୍ରାମରେ ଝାସ ଦେଇଥିବା କେତେକ ସଂଗ୍ରାମୀ। ତେବେ ପ୍ରଥମ ସ୍ବାଧୀନତା ଦିବସ ପାଳନର ଅଭୁଲା ସ୍ମୃତି ବଖାଣିଛନ୍ତି ଦୁଇ ସଂଗ୍ରାମୀ… ବରଗଡ଼ ଜିଲା…

କଟକଣା ମଧ୍ୟରେ ପାଟଣାରେ ପାଳିତ ହେଲା ସ୍ବାଧୀନତା ଦିବସ

ପାଟଣା,୧୫ା୮(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟଠାରେ କୋଭିଡ୍‌ କଟକଣା ମଧ୍ୟରେ ରବିବାର ୭୫ ତମ ବ୍ଲକସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ମୁଖ୍ୟାଳୟସ୍ଥିତ ଷ୍ଟାଡିୟମରେ ଆୟୋଜିତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ପାଟଣା ବିଧାୟକ ଜଗନ୍ନାଥ ନାଏକ ଯୋଗ ଦେଇ…

ଜାତୀୟ ପତାକା ଉତ୍ତୋଳନ କଲେ ଆତଙ୍କବାଦୀଙ୍କ ପିତା…

ଶ୍ରୀନଗର,୧୫।୮: ଦେଶର ୭୫ ତମ ସ୍ବାଧୀନତା ଦିବସ ଅବସରରେ ଜମ୍ମୁ-କଶ୍ମୀରର ପୁଲଓ୍ବାମାରେ ଆତଙ୍କବାଦୀ ବୁରହାନ୍‌ ଓ୍ବାନୀଙ୍କ ପିତା ମୁଜଫର ଓ୍ବାନୀ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ସେ ସ୍ଥାନୀୟ ଗଭର୍ନମେଣ୍ଟ୍‌ ଗର୍ଲସ୍‌ ହାୟର ସେକେଣ୍ଡାରୀ ସ୍କୁଲ୍‌ରେ ରବିବାର ପୂର୍ବାହ୍ନ ୯ଟାରେ ପହଞ୍ଚି…

ଭଞ୍ଜନଗର ଉପଖଣ୍ଡରେ ସ୍ବାଧୀନତା ଦିବସ

ଭଞ୍ଜନଗର,୧୫ା୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ନିରାଡମ୍ବର ଭାବେ ସ୍ଥାନୀୟ ଜେଲ ପଡ଼ିଆରେ ରବିବାର ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଉପଜିଲାପାଳ ରାଜେନ୍ଦ୍ର ମିଞ୍ଜ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ଏହି ଅବସରରେ…

ଖାଦ୍ୟରେ ତ୍ରିରଙ୍ଗା

ଭୁବନେଶ୍ୱର, ୧୫। ୮ (ବ୍ୟୁରୋ): ସ୍ବାଧୀନତା ଦିବସ ପାଇଁ ଚାରିଆଡ଼େ ଦେଶାତ୍ମବୋଧର ମହକ ଛୁଟିବାରେ ଲାଗିଛି। ସ୍ବାଧୀନତା ଦିବସକୁ କିପରି ସ୍ମରଣୀୟ କରାଯାଇ ପାରିବ ପ୍ରତିଟି ଭାରତବାସୀ ସେଥିପାଇଁ ବ୍ୟଗ୍ର। ଏସବୁ ଭିତରେ ଭୁବନେଶ୍ୱରର ପ୍ରୀତିଶା ଦାଶଙ୍କ ସ୍ବତନ୍ତ୍ର ହାତରନ୍ଧା ଖାଦ୍ୟପଦାର୍ଥରେ…

କେନ୍ଦୁଝରରେ ପତାକା ଉତ୍ତୋଳନ କଲେ ଜଳସମ୍ପଦ ମନ୍ତ୍ରୀ

କେନ୍ଦୁଝର,୧୫ା୮(ସ୍ବ.ପ୍ର.): ଜିଲାସ୍ତରୀୟ ୭୫ ତମ ସ୍ବାଧୀନତା ଦିବସ କେନ୍ଦୁଝର ଷ୍ଟାଡିୟମଠାରେ ପାଳିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ସୂଚନା ଲୋକ ସମ୍ପର୍କ ତଥା ଜଳସମ୍ପଦ ମନ୍ତ୍ରୀ ରଘୁନନ୍ଦନ ଦାସ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ପରେଡରେ ଅଭିବାଦନ…

ସୋମବାରଠାରୁ ସପ୍ତାହେ ପାଇଁ ଏହି ଦେଶରେ ଲକ୍‌ଡାଉନ୍‌…

ତେହେରାନ,୧୫।୮: କରୋନା ମହାମାରୀ ସଂକ୍ରମଣ ବୃଦ୍ଧି ପାଉଥିବାରୁ ଇରାନ୍‌ରେ ସଙ୍କଟ ସୃଷ୍ଟି ହୋଇଛି। ସୁରକ୍ଷା ଦୃଷ୍ଟରୁ ଦେଶରେ ସୋମବାରଠାରୁ ସପ୍ତାହେ ପାଇଁ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ତେବେ ଏହି ସମୟରେ ଅଗଷ୍ଟ ୨୧ ପର୍ଯ୍ୟନ୍ତ ସମସ୍ତ ଅତ୍ୟାବଶ୍ୟକ ସାମଗ୍ରୀ ଯୋଗାଣ ସହିତ…

ସ୍ବାଧୀନତା ଦିବସରେ ଅଘଟଣ: ଜାତୀୟ ପତାକା ଉତ୍ତୋଳନ ବେଳେ ଗ୍ରାମରକ୍ଷୀଙ୍କ ଜୀବନ ଗଲା

ଖୋର୍ଦ୍ଧା ଅଫିସ,୧୫ା୮: ସମଗ୍ର ରାଜ୍ୟରେ ୭୫ତମ ସ୍ବାଧୀନତା ଦିବସ ପାଳନ କରାଯାଉଥିବା ବେଳେ ଖୋର୍ଦ୍ଧାରେ ଏକ ଅଭାବନୀୟ ଘଟଣା ଘଟିଛି। ଜଙ୍କିଆ ଥାନା ସିକୋ ଫାଣ୍ଡିରେ ଜାତୀୟ ପତାକା ଉତ୍ତୋଳନ ବେଳେ ସଂସ୍ପର୍ଶରେ ଆସି ଜଣେ ଗ୍ରାମରକ୍ଷୀଙ୍କ ଜୀବନ ଯାଇଥିବା ବେଳେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri