ପିଲାଦିନେ ବହୁତ ଦୁଷ୍ଟ ଥିଲେ ଏହି ଅଭିନେତ୍ରୀ, ଭାଇରାଲ ହେଉଛି ଫଟୋ
ମୁମ୍ବାଇ: ଅଭିନେତ୍ରୀ ସାରା ଅଲୀ ଖାନ୍ ସୁନ୍ଦରୀ ଅଭିନେତ୍ରୀମାନଙ୍କ ମଧ୍ୟରୁ ଜଣେ। ସେ ତାଙ୍କର ଗର୍ଜିୟସ ଲୁକ୍ ସହିତ ଅଭିନୟ ଦ୍ୱାରା ପ୍ରଶଂସକମାନଙ୍କ ହୃଦୟ ଜିଣିଥାନ୍ତି। ସାରାଙ୍କ ପିଉସୀ ସବା ଅଲୀ ଖାନ୍ ସୋସିଆଲ ମିଡିଆରେ ସାରାଙ୍କ କିଛି ପିଲାଦିନର ଫଟୋ…
ଡ୍ରୋନ୍ ଦ୍ୱାରା ହୋଇଛି ଆତଙ୍କବାଦୀ ଆକ୍ରମଣ, ସୂଚନା ଦେଲେ ଜମ୍ମୁ-କଶ୍ମୀର ଡିଜିପି…
ଶ୍ରୀନଗର,୨୭।୬: ଜମ୍ମୁ-କଶ୍ମୀରର ଏୟାରଫୋର୍ସ ଷ୍ଟେଶନରେ ଶନିବାର-ରବିବାର ବିଳମ୍ବିତ ରାତ୍ରରେ ହୋଇଥିବା ବିସ୍ଫୋରଣରେ ଆତଙ୍କବାଦୀଙ୍କ ହାତ ରହିଛି। ଏସମ୍ପର୍କରେ ଜମ୍ମୁ-କଶ୍ମୀର ଡିଜିପି ଦିଲ୍ ବାଗ୍ ସିଂ ସୂଚନା ଦେଇଛନ୍ତି। ଏହି ଆକ୍ରମଣ ସୀମାପାର ଆତଙ୍କବାଦୀ ସଂଗଠନ ଦ୍ୱାରା ହୋଇଛି। ଡ୍ରୋନ୍ ଦ୍ୱାରା ଆଇଇଡି…
ସଙ୍ଗୀତ: ପଢିଲେ କବିତା ଗାଇଲେ ଗୀତ
ପ୍ରାୟ ୬ ଦଶନ୍ଧିରୁ ଊର୍ଦ୍ଧ୍ୱ ସମୟଧରି ତାଙ୍କର ସାହିତ୍ୟ, ସଙ୍ଗୀତ, ଭଜନ, ନାଟକ ଓ ଚଳଚ୍ଚିିତ୍ର ଆଦିି କ୍ଷେତ୍ରରେ ରହିଛି ସ୍ବତନ୍ତ୍ର ପରିଚୟ । ଲୋକକଳା, ଲୋକନୃତ୍ୟକୁ ନେଇ ଗୀତଲେଖିବା ଓ ରୂପଦେବାରେ ସେ ସିଦ୍ଧହସ୍ତ … ଅଭିମାନିନୀ ଏ ଅମାନିଆ…
କେତେ ଦିନ ବଲିଉଡ୍ର ନକଲ କରିବ, ପାକିସ୍ତାନ ଫିଲ୍ମ ଇଣ୍ଡଷ୍ଟ୍ରିକୁ ଇମ୍ରାନଙ୍କ ପ୍ରଶ୍ନ..
ଲାହୋର,୨୭।୬: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍ ଖାଁ ଦେଶର ଫିଲ୍ମ ଇଣ୍ଡଷ୍ଟ୍ରିକୁ ପ୍ରଶ୍ନ କରି କହିଛନ୍ତି ଯେ, ଆଉ କେତେ ଦିନ ବଊିଉଡ୍କୁ ନକଲ କରିବ, ଏବେ ନିଜର ପ୍ରକୃତ ପ୍ରତିଭାର ପରିଚୟ ଦିଅ। ସବୁବେଳେ ଓରିଜିନାଲିଟିକୁ ହିଁ ପ୍ରାଧାନ୍ୟ ମିଳିଥାଏ। ମାତ୍ର…
ବିଜେଡିର ମହିଳା ପଦାଧିକାରୀଙ୍କ ତାଲିକା ଘୋଷଣା: ରାଜ୍ୟସ୍ତରୀୟ ପରାମର୍ଶଦାତା ଭାବେ ୫ ଜଣଙ୍କୁ ନିଯୁକ୍ତି
ଭୁବନେଶ୍ୱର,୨୭ା୬(ବ୍ୟୁରୋ): ପଞ୍ଚାୟତ ନିର୍ବାଚନକୁ ଦୃଷ୍ଟିରେ ରଖି ବିଜେଡି ସଂଗଠନ ସଜାଡ଼ିବା ପାଇଁ ପ୍ରକ୍ରିୟା ଆରମ୍ଭ କରିଛି। ବିଜେଡି ଗତକାଲି ପର୍ଯ୍ୟବେକ୍ଷକ ଓ ବରିଷ୍ଠ ପର୍ଯ୍ୟବେକ୍ଷକ ନିଯୁକ୍ତି ପରେ ଆଜି ମହିଳା ପଦାଧିକାରୀଙ୍କ ତାଲିକା ଘୋଷଣା କରିଛି ଦଳ। ରାଜ୍ୟସ୍ତରୀୟ ପରାମର୍ଶଦାତା ଭାବେ…
ଲିଭିଯାଇଛି ଶୈଶବର ହସ: ହସି ଖେଳି ବୁଲିବା ବୟସରେ କରୋନା ଛଡ଼େଇ ନେଇଛି…
ବୟସ ହସି ଖେଳି ବୁଲିବାର। ହେଲେ ଭାଗ୍ୟ ଖେଳିଛି ସେମାନଙ୍କ ସହ ବଡ଼ ଦାରୁଣ ଖେଳ। ବୁଝିବା ଶୁଝିବା ବୟସ ହେବା ପୂର୍ବରୁ ଛଡ଼େଇ ନେଇଛି ସେମାନଙ୍କ ଉପରୁ ବାପାମା’ଙ୍କ ହାତ । ନା ଅଛି ସେ ସ୍ନେହବୋଳା ପଣତକାନି, ନା…
ଦେଶର ସର୍ବୋଚ୍ଚ ପଦବୀ ମିଳିବ ବୋଲି ସ୍ବପ୍ନରେ ବି ଚିନ୍ତା କରି ନ ଥିଲି: ରାଷ୍ଟ୍ରପତି…
ଲକ୍ଷ୍ନୌ/କାନପୁର/ଦେହାତ୍,୨୭।୬: ଦେଶର ସର୍ବୋଚ୍ଚ ପଦବୀ ମିଳିବ ବୋଲି ସ୍ବପ୍ନରେ ମଧ୍ୟ ଚିନ୍ତା କରି ନ ଥିଲି। ରବିବାର ଉତ୍ତରପ୍ରଦେଶ କାନପୁରର ଦେହାତ୍ ଜିଲାର ନିଜ ଜନ୍ମସ୍ଥଳୀ ପରୋଂଖ ଗାଁରେ ଏକ ସଭାରେ ଯୋଗଦେଇ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏଭଳି କହିଛନ୍ତି। ସ୍ବପ୍ନରେ…
୩୩ କୋଟି ଲୋକଙ୍କ ମଧ୍ୟରେ ଭାକ୍ସିନ୍କୁ ନେଇ ଏବେ ବି ରହିଛି ଦ୍ୱନ୍ଦ…
ନୂଆଦିଲ୍ଲୀ,୨୭।୬: କରୋନା ମହାମାରୀ ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଦେଶର ୯୪ କୋଟି ଜନସଂଖ୍ୟାଙ୍କୁ ଭାକ୍ସିନ୍ ପ୍ରଦାନ ନେଇ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି। ତେବେ ଏବେ ମଧ୍ୟ ଦେଶର ୩୩ କୋଟି…
ଜେଲ୍ରେ ଥାଇ କଲ୍ଗର୍ଲଙ୍କୁ ଡାକିଲେ କଏଦୀ, ଅଶ୍ଳୀଳ ଫଟୋ ସାମ୍ନାକୁ ଆସିବା ପରେ…
ଲଣ୍ଡନ,୨୭ା୬: ଜେଲ୍ରେ ସଜା କାଟୁଥିବା ଜଣେ କଏଦୀ କଲ୍ଗର୍ଲଙ୍କୁ ଡାକିଥିଲେ। ଏହି ଘଟଣାର ଖୁଲାସା ହେଲା ଯେତେବେଳେ ମୋବାଇଲରେ ଉଠା ଯାଇଥିବା ଅଶ୍ଳୀଳ ଫଟୋ ଭାଇରାଲ ହେଲା। ତେବେ ଏହି ଫଟୋ ସାମ୍ନାକୁ ଆସିବା ପରେ ଜେଲ୍ର ସୁରକ୍ଷାକୁ ନେଇ ପ୍ରଶ୍ନବାଚୀ…
ସନ୍ତାନ ସୁଖ ନାହିଁ, ତଥାପି ଖୁସିରେ ବୈବାହିକ ଜୀବନ ବିତାଉଛନ୍ତି ଏସବୁ ଲୋକପ୍ରିୟ ନାୟିକା,କେବେହେଲେ…
ବମ୍ବେ: ବିବାହ ପରେ ସନ୍ତାନ ନହେଲେ ଅନେକ ଘର ଭାଙ୍ଗିଯିବାର ନଜିର ରହିଛି। ହେଲେ ବଲିଉଡ୍ରେ କିଛି ଅଭିନେତ୍ରୀ ନିସନ୍ତାନ ଥିବା ସତ୍ତ୍ୱେ ସୁଖୀ ବୈବାହିକ ଜୀବନ ଜିଉଁଛନ୍ତି। ସେମାନଙ୍କ ମଧ୍ୟରେ ଅଛନ୍ତି ସାୟରା ବାନୋ, କିରଣ ଖେର, ସଙ୍ଗୀତା ବିଜଲାନୀ,…
ଜମ୍ମୁ-କଶ୍ମୀରରେ ଲାଗୁ ହୋଇପାରେ ଅନୁଚ୍ଛେଦ ୩୭୧ ! …
ନୂଆଦିଲ୍ଲୀ,୨୭।୬: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ହେବା ପରେ ସ୍ଥାନୀୟ ରାଜନୈତିକ ଦଳ ମଧ୍ୟରେ ଅସନ୍ତୋଷ ବଢ଼ିଚାଲିଛି। ଇତିମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅନୁଚ୍ଛେଦ ୩୭୦ ଉଚ୍ଛେଦ ହେବାର ବର୍ଷେ ୧୦ ମାସ ପରେ ଜୁନ୍ ୨୪ରେ ଜମ୍ମୁ-କଶ୍ମୀର ୮ଟି ରାଜନୈତିକ…
ଜୀବିକା ହରାଇ ଦୁର୍ଦ୍ଦିନରେ କଳାକାର
କଟକ ଅଫିସ, ୨୭ା୬- କରୋନା ମହାମାରୀ ପ୍ରଭାବରେ ସମାଜର ସବୁ ବର୍ଗର ଲୋକେ ପ୍ରଭାବିତ ହୋଇଛନ୍ତି। ଏଥିରୁ ବାଦ୍ ପଡ଼ିନାହାନ୍ତି କଳାକାର। କଳାକାରଟିଏ ଯେତେ ଦୁଃଖକଷ୍ଟରେ ଥିଲେ ମଧ୍ୟ ନିଜର କଳା ମାଧ୍ୟମରେ ସବୁବେଳେ ଦର୍ଶକଙ୍କ ମୁହଁରେ ହସ ଫୁଟାଇବାକୁ ଚେଷ୍ଟା…
Archives


