Home

ସରୋଗେସୀ ଦ୍ୱାରା ସନ୍ତାନ ଜନ୍ମ କରିବାକୁ ଚାହୁଁଥିଲେ କରିନା; ନିଜ ପୁସ୍ତକରେ କଲେ ଏଭଳି…

ବମ୍ବେ: ପ୍ରଥମ ପରେ ଦ୍ୱିତୀୟ ସନ୍ତାନକୁ ନେଇ ଚର୍ଚ୍ଚାରେ ଅଛନ୍ତି ବଲିଉଡ୍‌ର ଲୋକପ୍ରିୟ ଅଭିନେତ୍ରୀ କରିନା କପୁର ଖାନ୍‌। ନିକଟରେ ସେ ଗର୍ଭଧାରଣ ସମୟର ଅନୁଭୂତିକୁ ନେଇ ଏକ ପୁସ୍ତକ ପ୍ରକାଶ କରିଥିଲେ। ଏଥିରେ ସେ ଅନେକ କଥା ଖୁଲାସା କରିଛନ୍ତି।…

ଆସିଲା କି ତୃତୀୟ ଲହର! ଭୀମସାର ୨ ଶିଶୁ କରୋନା ପଜିଟିଭ୍‌ ଚିହ୍ନଟ

ସମ୍ବଲପୁର ଅଫିସ,୧୪ା୮: ବୁର୍ଲା ବଡ଼ ଡାକ୍ତରଖାନାରେ ଦୁଇ ଶିଶୁ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣେ ୮ ମାସର ଶିଶୁ ଥିବାବେଳେ ଆଉ ଜଣେ ୫ ବର୍ଷର। ଏନେଇ ଭୀମସାର ଅଧୀକ୍ଷକ ଡା. ଲାଲମୋହନ ନାୟକ ସୂଚନା ଦେଇଛନ୍ତି।…

ଲାଲ୍‌ କିଲ୍ଲା ପାଲଟିଲା ଅଭେଦ୍ୟ ଦୁର୍ଗ,୯ ଆଣ୍ଟି ଡ୍ରୋନ୍‌-୩୦୦ ସିସିଟିଭି-୫୦୦୦ ଯବାନ ମୁତୟନ…

ନୂଆଦିଲ୍ଲୀ,୧୪।୮: ଦେଶର ୭୫ତମ ସ୍ବାଧୀନତା ଦିବସକୁ ଦୃଷ୍ଟିରେ ରଖି ଦିଲ୍ଲୀର ଲାଲ୍‌ କିଲ୍ଲାରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। କିଲ୍ଲାକୁ ଅଭେଦ୍ୟ ଦୁର୍ଗରେ ପରିଣତ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲ୍‌ କିଲ୍ଲାରେ ଜାତୀୟ ପତାକା ଉତ୍ତୋଳନ କରିବେ। ସମଗ୍ର ଦିଲ୍ଲୀ…

ଭୁଲି ହେବନି ଦେଶ ବିଭାଜନ ବ୍ୟଥା…

ନୂଆଦିଲ୍ଲୀ,୧୪।୮: ସ୍ବାଧୀନତା ଦିବସର ଗୋଟିଏ ଦିନ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କ ଉଦ୍ଦେଶ୍ୟରେ ବାର୍ତ୍ତା ଦେଇଛନ୍ତି। ପ୍ରଧାନମନ୍ତ୍ରୀ ଭାରତ-ପାକିସ୍ତାନ ବିଭାଜନ ବ୍ୟଥା ସମ୍ପର୍କରେ ବଖାଣିଛନ୍ତି। ସେ କହିଛନ୍ତି, ଦେଶର ବିଭାଜନର ଦୁଃଖଦ ସ୍ଥିତି କେବେ ବି ଭୁଲିପାରିବ ନାହିଁ। ଲକ୍ଷ…

୩ ମାସ ପର୍ଯ୍ୟନ୍ତ କୌଣସି ମହିଳା ଗର୍ଭଧାରଣ ନ କରିବାକୁ ସ୍ବାସ୍ଥ୍ୟ ବିଭାଗର ନିର୍ଦ୍ଦେଶ, କାରଣ ଜାଣିଲେ…

ପୁଣେ,୧୪ା୮: ମହାରାଷ୍ଟ୍ରର ପୁଣେ ଜିଲାର ବେଲ୍‌ସର ଗାଁରେ କୌଣସି ମହିଳା ୩ ମାସ ପର୍ଯ୍ୟନ୍ତ ଗର୍ଭଧାରଣ ନ କରନ୍ତୁ ବୋଲି ସ୍ବାସ୍ଥ୍ୟ ବିଭାଗ ନିର୍ଦ୍ଦେଶ ଦେଇଛି। କାରଣ ବେଲ୍‌ସରରେ ଜିକା ଭାଇରସର ପ୍ରଥମ ମାମଲା ସାମ୍ନାକୁ ଆସିବା ପରେ କେନ୍ଦ୍ର ସରକାର…

ସଫଳତା ପରେ ହିଁ ବାସ୍ତବ ସଂଘର୍ଷ

ମନର ଭାବକୁ ଶବ୍ଦର ରୂପ ଦେବା ମଣିଷଟିଏ ହେଉଛନ୍ତି ଗୀତିକାର ଅରୁଣ ମନ୍ତ୍ରୀ। ତାଙ୍କ ଲିଖିତ ପ୍ରଥମ ଭଜନ ‘ତୁଳସୀ କ୍ଷେତ୍ରରେ ବଳଦେବ ଖ୍ୟାତ’କୁ ଭଜନ ସମ୍ରାଟ ଭିକାରୀ ବଳ ଗାଇଥିଲେ। କେବଳ ଭଜନ ନୁହେଁ, ଆଲ୍‌ବମ୍‌, ଯାତ୍ରା, ଓଡ଼ିଆ ଚଳଚ୍ଚିତ୍ର…

ନିଜର ଡେବ୍ୟୁ ମ୍ୟାଚ୍‌ରେ ୧୬ ଉଇକେଟ ନେଇ ଚମକାଇଥିଲେ ଏହି ଭାରତୀୟ ସ୍ପିନର୍‌: ଆଜି ବି ଭାଙ୍ଗିନି ରେକର୍ଡ

ନୂଆଦିଲ୍ଲୀ,୧୪।୮: ଜଣେ କ୍ରିକେଟ ଖେଳାଳି ପ୍ରଥମଥର ପାଇଁ ପଡ଼ିଆକୁ ଓହ୍ଲାଇବା ବେଳେ ନିଜର ଛାପ ଛାଡ଼ିବାର ପ୍ରଚେଷ୍ଟା କରିଥାନ୍ତି। ଏପରି କରିବା ଦ୍ୱାରା ତାଙ୍କୁ ପୁନର୍ବାର ସୁଯୋଗ ମିଳିବାର ସମ୍ଭାବନା ଥାଏ। କ୍ରିକେଟ ମଇଦାନରେ ଅନେକ ଖେଳାଳି ନିଜର ଡେବ୍ୟୁ ମ୍ୟାଚ୍‌ରେ…

ଜନ୍ମନେଲା ବିଶ୍ୱର ସବୁଠୁ କମ୍‌ ଓଜନର ଶିଶୁ, ଗୋଟିଏ ସେଓର ଓଜନଠାରୁ ବି କମ୍‌

ସିଙ୍ଗାପୁରର ନ୍ୟାଶନାଲ ୟୁନିଭର୍ସିଟି ହସ୍ପିଟାଲରେ ଏକ ଶିଶୁ କନ୍ୟା ଜନ୍ମ ନେଇଛି। ଯାହାର ଓଜନ ଏକ ସେଓର ଓଜନଠାରୁ ବି କମ୍‌। କ୍ୱି ୟୁ ଜୁଆନ୍‌ ନାମକ ଜଣେ ମହିଳା ୨୫ ସପ୍ତାହ ଗର୍ଭଧାରଣ ପରେ ଏହି ଶିଶୁକନ୍ୟାକୁ ଜନ୍ମ ଦେଇଥିଲେ।…

ତାଲିବାନ୍‌ର ଦୁଃସାହସ, ଭାରତକୁ ଦେଖାଇଲା ନାଲି ଆଖି…

ନୂଆଦିଲ୍ଲୀ,୧୪।୮: ଆଫଗାନିସ୍ତାନରେ ତାଲିବାନର ପ୍ରଭାବ ବୃଦ୍ଧି ପାଉଛି। ଆଫଗାନିସ୍ତାନର ଦ୍ୱିତୀୟ ବୃହତ୍ତମ ସହର କାନ୍ଧାହାର ଏବେ ତାଲିବାନ କବ୍‌ଜାରେ ରହିଛି। କାବୁଲ ସୀମାବର୍ତ୍ତୀ ଲେଗାରର ପ୍ରାଦେଶିକ ରାଜଧାନୀ ଫୁଲ-ଇ-ଆଲାମରେ ତାଲିବାନ ସଦସ୍ୟ ପ୍ରବେଶ କରିଛନ୍ତି। ଏହାଯୋଗୁ ସଂଗଠନ ଆଧିପତ୍ୟ ବୃଦ୍ଧି ପାଇବାରୁ…

ଜଗତ୍‌ସିଂହପୁର ବିକାଶ ପାଇଁ ୨୯ ପ୍ରକଳ୍ପ

ଜଗତ୍‌ସିଂହପୁର ଅଫିସ୍‌/ଭୁବନେଶ୍ୱର, ୧୪ା୮(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ ମାଧ୍ୟମରେ ଶୁକ୍ରବାର ଅପରାହ୍ନରେ ଜଗତ୍‌ସିଂହପୁର ଜିଲାରେ ୧୧ ପ୍ରକଳ୍ପର ଶୁଭାରମ୍ଭ କରିଥିବାବେଳେ ୧୮ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ମୋଟ ୨୯ ପ୍ରକଳ୍ପ ପାଇଁ ୨୧୫ କୋଟି ଟଙ୍କା ବ୍ୟୟ ଅଟକଳ…

ବିପିନଙ୍କ ପରିବାରଙ୍କୁ ସୁରଜ ଆୱାର୍ଡ

ଛତ୍ରପୁର,୧୪ା୮(ଡି.ଏନ୍‌.ଏ.): ବିଶ୍ୱ ଅଙ୍ଗଦାନ ଦିବସ ଅବସରରେ ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ବ୍ଲକ ବୋରସିଂ ପଞ୍ଚାୟତ ଭାତପଡା ଗାଁର ସ୍ବର୍ଗତ ବିପିନ ପ୍ରଧାନଙ୍କ ପରିବାରକୁ ସୁରଜ ଆୱାର୍ଡ ପ୍ରଦାନ କରାଯାଇଛି।ଏହି ଆଓ୍ବାର୍ଡ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୫ ଲକ୍ଷ ଟଙ୍କା ମଞ୍ଜୁର…

ସଙ୍କଟରେ ୬୦ ଟ୍ରାନ୍ସଫର୍ମର୍‌ ୟୁନିଟ୍‌

ଭୁବନେଶ୍ୱର,୧୪ା୮(ବ୍ୟୁରୋ): ଟାଟା ପାୱାରର ନୀତି ରାଜ୍ୟର ୬୦ରୁ ଅଧିକ ଟ୍ରାନ୍ସଫର୍ମର ୟୁନିଟ୍‌ ଓ ସେଥିରେ କାମ କରୁଥିବା ୫ ହଜାରରୁ ଅଧିକ ଲୋକଙ୍କ ଜୀବନଜୀବିକା ପ୍ରତି ବିପଦ ସୃଷ୍ଟି କରିଛି। ଏହି ସଂସ୍ଥାଗୁଡ଼ିକ ରାଜ୍ୟ ସରକାରଙ୍କ ଅଣୁ, କ୍ଷୁଦ୍ର, ମଧ୍ୟମ ଉଦ୍ୟୋଗ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri