କରୋନାର ନୂଆ ଭାରିଏଣ୍ଟ ‘ଓମିକ୍ରୋନ’କୁ ନେଇ ଚେତାବନୀ ଦେଲା ଡବ୍ଲୁଏଚଓ
ଜେନେଭା,୨୭ ।୧୧: ବେଳକୁ ବେଳ ରୂପ ବଦଳାଉଛି କରୋନା ଭାଇରସ । ଏବେ ଏହାର ନୂଆ ସ୍ୱରୂପ ବା ଭାରିଏଣ୍ଟ ଦକ୍ଷିଣ ଆଫ୍ରିକାରେ ଦେଖିବାକୁ ମିଳିଛି । ଆଉ ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ ଏହି ନୂଆ ଭାରିଏଣ୍ଟର ନାମ ରଖିଛି ‘ଓମିକ୍ରୋନ’…
ଆଜିଠାରୁ ଦେଶବ୍ୟାପୀ ଅନ୍ଦୋଳନକୁ ଓହ୍ଲାଇବେ ଡାକ୍ତର, ପ୍ରଭାବିତ ହେବ ଓପିଡି ସେବା
ନୂଆଦିଲ୍ଲୀ,୨୭ ।୧୧: ନିଟ ପିଜି ଅର୍ଥାତ୍ ନ୍ୟାଶନାଲ ଇଲିଜିବିଲିଟି ଏଣ୍ଟ୍ରାନ୍ସ ଟେଷ୍ଟ ପୋଷ୍ଟଗ୍ରାଜୁଏଟ(ନିଟ ପିଜି)କାଉନସିଲିଂ ୨୦୨୧ରେ ବାରମ୍ବାର ହେଉଥିବା ବିଳମ୍ବ ଯୋଗୁ ଫେଡେରେଶନ ଅଫ୍ ରେସିଡେଣ୍ଟ ଡକ୍ଟର୍ସ ଆସୋସିଏଶନ ଶନିବାରଠାରୁ ଦେଶବ୍ୟାପୀ ବନ୍ଦ ଡାକଡା ଦେଇଛନ୍ତି । ସଙ୍ଘ ପକ୍ଷରୁ ସମସ୍ତ…
ବିଶ୍ୱକପ୍କୁ ପ୍ରଭାବିତ କଲା ନୂଆ ଭାରିଆଣ୍ଟ
ଲୌସାନ୍ନେ, ୨୭।୧୧: ଦକ୍ଷିଣ ଆଫ୍ରିକାରେ ହେବାକୁ ଥିବା ଆଗାମୀ ଏଫ୍ଆଇଏଚ୍ ଜୁନିୟର ମହିଳା ହକି ବିଶ୍ୱକପ୍କୁ ଶନିବାର ସ୍ଥଗିତ ରଖି ଦିଆଯାଇଛି। କାରଣ ଦକ୍ଷିଣ ଆଫ୍ରିକାରେ ଚିହ୍ନଟ ହୋଇଥିବା କରୋନା ଭୂତାଣୁର ନୂଆ ଭାରିଆଣ୍ଟା ପୂରା ବିଶ୍ୱକୁ ଡରାଇ ଦେଲାଣି। ଏହି…
ଡିସେମ୍ବରରେ ଖସିବ ପରିବା ଦର
ନୂଆଦିଲ୍ଲୀ,୨୬।୧୧: ଦୁଇରୁ ୩ ସପ୍ତାହ ମଧ୍ୟରେ ଉତ୍ତର ଭାରତରୁ ପରିବା ଆସିବ। ଯାହା ଫଳରେ ଟମାଟୋର ଭଳି ନିତ୍ୟ ବ୍ୟବହୃତ ପରିବାର ହାରାହାରି ଖୁଚୁରା ମୂଲ୍ୟ କମିବ। ପ୍ରବଳ ବର୍ଷା କାରଣରୁ ଦେଶର ଦକ୍ଷିଣାଞ୍ଚଳକୁ ପରିବା ଯୋଗାଣରେ ହୋଇପାରି ନ ଥିଲା…
ଅଫିସରୁ ଘରକୁ ଫେରି ନ ଥିଲେ ଭିଏଡବ୍ଲ୍ୟୁ, ଆଜି ରାସ୍ତାପାର୍ଶ୍ୱରୁ ମିଳିଲା ମୃତଦେହ
ବାରିପଦା ଅଫିସ,୨୬ା୧୧: ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ନିଶ୍ଚିନ୍ତା ପଞ୍ଚାୟତ ଭୋଳାଗଡ଼ିଆ ଗାଁ ପାଖ ଗୋଟିଏ ଖାଲ ଭିତରୁ ଶୁକ୍ରବାର ସକାଳୁ ଏକ ମୃତଦେହକୁ ପୋଲିସ ଜବତ କରିଛି। ମୃତ ବ୍ୟକ୍ତି ଜଣକ ବ୍ରାହ୍ମଣ ଗାଁର ଭିଏଡବ୍ଲ୍ୟୁ ଅର୍ଥାତ୍ ଗ୍ରାମ୍ୟ…
ରାନୁ ମଣ୍ଡଳଙ୍କୁ ମୁମ୍ବାଇରେ ଫ୍ଲାଟ ଦେବାକୁ ପ୍ରତିଶ୍ରୁତି ଦେଇଛନ୍ତି ହିମେଶ
ମୁମ୍ବାଇ: ୨୦୧୯ ଅଗଷ୍ଟରେ ପଶ୍ଚିମବଙ୍ଗର ରାଣାଘାଟ ରେଳ ଷ୍ଟେଶନରେ ‘ଏକ୍ ପ୍ୟାର୍ କା ନଗ୍ମା ହୈ’ର ଗୀତ ଗାଇ ସୋସିଆଲ ମିଡିଆରେ ରାତାରାତି ଚର୍ଚ୍ଚାକୁ ଆସିଥିଲେ ରାନୁ ମଣ୍ଡଳ। ରାନୁଙ୍କ ଗୀତ ସୋସିଆଲ ମିଡିଆରେ ସେତେବେଳେ ଭାଇରାଲ ହେବା ପରେ ବଲିଉଡ…
ଓକିଲଙ୍କ ନିଆରା ବିବାହ କାର୍ଡ, ଏଥିରେ ଲେଖାଅଛି ସମ୍ବିଧାନର ନିୟମାବଳୀ
ଗୁଆହାଟି,୨୬ା୧୧: ପ୍ରାୟ ସମସ୍ତେ ନିଜ ବିବାହକୁ ସ୍ବତନ୍ତ୍ର ଏବଂ ସ୍ମରଣୀୟ କରିବାକୁ ଚାହିଁଥାନ୍ତି। ଏଥିପାଇଁ କିଏ କେତେ ପ୍ରକାରର ଉପାୟ ଆପଣାଇଥାନ୍ତି। ବିଶେଷକରି ବିବାହ କାର୍ଡକୁ ସୁନ୍ଦର କରିବା ପାଇଁ କେହି କେହି ଚାହିଁଥାନ୍ତି। କିଛି ଲୋକ କାର୍ଡରେ ସମାଜ ପାଇଁ…
ଶ୍ରୀ ବାଲାଜୀ ଇଞ୍ଜିକନ ଲିଃରେ ଆୟକର ବିଭାଗର ଚଢ଼ାଉ
ଝାରସୁଗୁଡ଼ା ଅଫିସ,୨୬ା୧୧: ବେଲପାହାଡ଼ସ୍ଥିତ ଶ୍ରୀ ବାଲାଜୀ ଇଞ୍ଜିକନ ଲିଃ ନାମକ ଠିକାସଂସ୍ଥାର ମୁଖ୍ୟ କାର୍ଯ୍ୟାଳୟ ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଶୁକ୍ରବାର ଆୟକର ବିଭାଗ ପକ୍ଷରୁ ଚଢ଼ାଉ ଜାରି ରହିଛି। ଭୁବନେଶ୍ବର ଆୟକର ବିଭାଗ କାର୍ଯ୍ୟାଳୟରୁ ୬୦ରୁ ଊଦ୍ଧର୍ବ ଅଧିକାରୀ ଓ…
ପରିବାରବାଦୀ ଦଳ ଲୋକତନ୍ତ୍ର ପାଇଁ ବିପଦ: ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୨୬ ।୧୧: ସାରା ଦେଶରେ ଆଜି ପାଳନ କରାଯାଉଛି ସମ୍ବିଧାନ ଦିବସ । ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ବିଶିଷ୍ଟ ସଭାକୁ ସମ୍ବୋଧନ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ମୋଦି କହିଛନ୍ତି ଆଜିର ଦିନ ହେଉଛି…
ଏଥର ଉଠିପାରେ ରତ୍ନଭଣ୍ଡାର ପ୍ରସଙ୍ଗ
ପୁରୀ ଅଫିସ,୨୬।୧୧: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରତ୍ନଭଣ୍ଡାର ପ୍ରସଙ୍ଗରେ ଶ୍ରୀମନ୍ଦିର ପ୍ରଶାସନ ଓ ରାଜ୍ୟ ସରକାରଙ୍କ ପାଇଁ ଅଡ଼ୁଆ ବଢ଼ିବାରେ ଲାଗିଛି। ପୁରୀ ଜିଲା ଟ୍ରେଜେରି ତଥ୍ୟରେ ତାଳମେଳ ରହୁ ନ ଥିବା ଜଣାପଡ଼ିବା ପରେ ଜଗନ୍ନାଥପ୍ରେମୀ ରତ୍ନଭଣ୍ଡାର ସୁରକ୍ଷାକୁ ନେଇ ଚିନ୍ତା…
ସନ୍ଧ୍ୟା ୬ ପରେ ନନ୍ଦନକାନନକୁ ପ୍ରବେଶ ମନା
ବାରଙ୍ଗ,୨୬।୧୧(ଡି.ଏନ୍.ଏ.): ସପ୍ତାହକୁ ଗୋଟେ ଦିନ ପ୍ରତି ସୋମବାର ନନ୍ଦନକାନନ ବନ୍ଦ ରହୁଛି। ଏହିଦିନ ପଶୁପକ୍ଷୀ କୋଳାହଳରୁ ଦୂରେଇ ରହିବା ସହ ପରିସରର ଆନୁଷଙ୍ଗିକ କାର୍ଯ୍ୟ କରିବା ନିମନ୍ତେ ସୋମବାର ନନ୍ଦନକାନନକୁ ବନ୍ଦ ରଖାଯାଇଛି। କେବଳ ଘରୋଇକରଣରେ ନେଇଥିବା ଠିକାଦାର ଓ କର୍ମଚାରୀଙ୍କ…
ନିଶା କବଳରେ ଯୁବପିଢ଼ି
ଖୋର୍ଦ୍ଧା ଅଫିସ,୨୬ା୧୧: ଖୋର୍ଦ୍ଧାରେ ନିଶା କାରବାର ବଢିଚାଲିଛି। ସହରରୁ ଗ୍ରାମାଞ୍ଚଳ ପର୍ଯ୍ୟନ୍ତ ଚେର ଲମ୍ବିଛି। ବାଲେଶ୍ୱର, ଭୁବନେଶ୍ୱର ପ୍ରଭୃତି ସ୍ଥାନରୁ ବ୍ରାଉନସୁଗାର ଆସୁଛି। ବିଶେଷକରି ବେକାର ଯୁବକ ଓ କଲେଜ ପଢୁଆ ଛାତ୍ର ଏହି ନିଶା କାରବାରରେ ସମ୍ପୃୃକ୍ତି ଥିବା ଦେଖିବାକୁ…

