Home

ଏହିଠାରେ ନିର୍ମାଣ ହେଉଛି ଦେଶର ସବୁଠୁ ସୁନ୍ଦର ବ୍ରିଜ୍‌, ଖର୍ଚ୍ଚ ହେବ ୨୫୦ କୋଟିରୁ ଅଧିକ

ତାମିଲନାଡୁରେ ଦେଶର ପ୍ରଥମ ଭର୍ଟିକାଲ ଲିଫ୍ଟ ରେଲ୍‌ଓ୍ବେ ସି’ ବ୍ରିଜ୍‌ ନିର୍ମାଣ ଚାଲିଛି। ଏହି ବ୍ରିଜ୍‌ର ନାମ ନ୍ୟୁ ପମ୍ବନ। ଏହି ବ୍ରିଜ୍‌ ଆସନ୍ତା ମାର୍ଚ୍ଚରେ ସମ୍ପୂର୍ଣ୍ଣ ହେବାର ସମ୍ଭାବନା ରହିଛି। ଏନେଇ ରେଳ ମନ୍ତ୍ରଣାଳୟ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା…

ଜନମତ ସର୍ବେକ୍ଷଣ: ଭାଜପା କବ୍‌ଜାରେ ଉତ୍ତରପ୍ରଦେଶ-ଉତ୍ତରାଖଣ୍ଡ-ଗୋଆ, ପଞ୍ଜାବରେ ଝୁଲା ସ୍ଥିତି…

ନୂଆଦିଲ୍ଲୀ,୯।୧୦: ଆଗକୁ ଉତ୍ତରପ୍ରଦେଶ, ଉତ୍ତରାଖଣ୍ଡ ଏବଂ ଗୋଆରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। କେତେକ ଗଣମାଧ୍ୟମ ସଂସ୍ଥା ପକ୍ଷରୁ ହୋଇଥିବା ଜନମତ ସର୍ବେକ୍ଷଣରୁ ଜଣାପଡିଛି ଯେ ଉତ୍ତରପଦେଶ, ଉତ୍ତରାଖଣ୍ଡ, ଗୋଆରେ ଭାଜପା କବ୍‌ଜା କରିବ। ଅପରପକ୍ଷରେ ପଞ୍ଜାବରେ ଝୁଲା ସ୍ଥିତିି ଦେଖାଯିବାର…

୨୦୬ ଦିନ ପରେ ସର୍ବନିମ୍ନ ସକ୍ରିୟ ମାମଲା…

ନୂଆଦିଲ୍ଲୀ,୯।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ପାର୍ବଣ ଯୋଗୁ ଭିଡ଼କୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୧୯ ହଜାର ୭୪୦ ରେ ପହଞ୍ଚିଛି। ଏହି ସମୟ ମଧ୍ୟରେ ଦେଶରେ କରୋନାରେ…

ତାଓ୍ବାଙ୍ଗରେ ଭାରତ,ଚାଇନା ସୈନ୍ୟ ମୁହାଁମୁହିଁ

ନୂଆଦିଲ୍ଲୀ/ବେଜିଂ, ୯।୧୦: ଉତ୍ତରାଖଣ୍ଡରେ ଚାଇନା ସୈନ୍ୟ ଅନୁପ୍ରବେଶ କରିବା ଘଟଣାର ମାସକ ପରେ ଗତ ସପ୍ତାହରେ ପୁଣି ଥରେ ସେମାନେ ପ୍ରକୃତ ନିୟନ୍ତ୍ରଣରେଖା (ଏଲ୍‌ଏସି) ଅତିକ୍ରମ କରି ଅରୁଣାଚଳପ୍ରଦେଶରେ ଅନୁପ୍ରବେଶ କରିଥିଲେ। ତାଓ୍ବାଙ୍ଗରେ ଚାଇନା ସୈନ୍ୟଙ୍କ ସହ ଭାରତୀୟ ଯବାନ ମୁହଁାମୁହିଁ…

ଖାଲି କଥା, କାର୍ଯ୍ୟାନୁଷ୍ଠାନ ନାହିଁ

ନୂଆଦିଲ୍ଲୀ,୯।୧୦: କେବଳ କଥା କହୁଛ, କାର୍ଯ୍ୟାନୁଷ୍ଠାନର ଦେଖା ନାହିଁ। ଉତ୍ତର ପ୍ରଦେଶ ସରକାରଙ୍କ ପକ୍ଷରୁ ବର୍ତ୍ତମାନ ଯାଏ ଯାହା କିଛି ପଦକ୍ଷେପ ଗ୍ରହଣ କରାଯାଇଛି ତାକୁ ନେଇ ଆମେ ଆଦୌ ସନ୍ତୁଷ୍ଟ ନୋହୁଁ। ବିକ୍ଷୋଭକାରୀଙ୍କୁ ଗୁଳିମାଡ଼ ଅଭିଯୋଗ ଅତି ଗମ୍ଭୀର ଅଭିଯୋଗ।…

ଭାରତ ପହଞ୍ଚିଲେ ଡେନମାର୍କ ପ୍ରଧାନମନ୍ତ୍ରୀ: ମୋଦିଙ୍କ ସହ ଦ୍ୱିପାକ୍ଷିକ ଆଲୋଚନା, ରାଷ୍ଟ୍ରପତିଙ୍କ ସହ ସାକ୍ଷାତ୍‌କାର

ନୂଆଦିଲ୍ଲୀ,୯ ।୧୦: ଡେନମାର୍କ ପ୍ରଧାନମନ୍ତ୍ରୀ ମେଟେ ଫ୍ରେଡରିକ୍ସନ ଶୁକ୍ରବାର ରାତିରେ ତାଙ୍କ ୩ ଦିନିଆ ଭାରତ ଗସ୍ତରେ ଆସି ଦିଲ୍ଲୀରେ ପହଞ୍ଚିଛନ୍ତି । ରାତି ପ୍ରାୟ ସାଢେ ୨ଟାରେ ତାଙ୍କ ବିମାନ ଦିଲ୍ଲୀ ବିମାନ ବନ୍ଦରରେ ପହଞ୍ଚିଥିଲା । ବୈଦେଶିକ ରାଜ୍ୟ…

ଆଜି ବିଶ୍ୱ ଡାକ ଦିବସ: ଏହିଦିନ ଭାରତରେ ଆରମ୍ଭ ହୋଇଥିଲା ଡାକସେବା

ଆଜି ହେଉଛି ବିଶ୍ୱ ଡାକ ଦିବସ। ଅକ୍ଟୋବର ୯କୁ ସମଗ୍ର ବିଶ୍ୱରେ ଡାକ ଦିବସ ଭାବରେ ପାଳନ କରାଯାଉଛି। ଏହି ଦିନଟି ପାଳନ କରିବାର ଉଦ୍ଦେଶ୍ୟ ହେଉଛି ଡାକ ସେବା ଏବଂ ଡାକ ବିଭାଗ ବିଷୟରେ ଲୋକଙ୍କୁ ଅବଗତ କରାଇବା। ୧୮୭୪…

ମୁମ୍ବାଇ ପାଇଁ କିଛି ଅସମ୍ଭବ ନୁହେଁ

ଆବୁଧାବି,୮।୧୦: ପ୍ଲେ-ଅପ୍‌ରେ ସ୍ଥାନ ନିଶ୍ଚିତ କରିବା ପାଇଁ ମୁମ୍ବାଇ ଇଣ୍ଡିଆନ୍ସକୁ ସବୁଠୁ ଜରୁରୀ ଥିଲା ହାଇଦ୍ରାବାଦ୍‌ ଆଗରେ ଏକ ବିଶାଳ ଟାର୍ଗେଟ ଛିଡ଼ା କରିବା। ପ୍ରଥମେ ଇଶାନ କିଷନ ଓ ପରେ ସୂର୍ଯ୍ୟକୁମାର ଯାଦବଙ୍କ ବିସ୍ଫୋରକ ଅର୍ଦ୍ଧଶତକୀୟ ପାଳି ବଳରେ ତାହା…

ଛକା, ଚୌକା ବର୍ଷା ଭାଙ୍ଗିଲା ରେକର୍ଡ

ଆବୁଧାବି,୮।୧୦: ପ୍ଲେ-ଅପ୍‌ରେ ସ୍ଥାନ ପାଇବା ପାଇଁ ସନରାଇଜର୍ସ ହାଇଦ୍ରାବାଦ୍‌ ବିପକ୍ଷ ମ୍ୟାଚ୍‌ରେ ବିଶାଳ ସ୍କୋର ଛିଡ଼ା କରିବା ପାଇଁ ଦୃଢ଼ ମୂଳଦୁଆ ପକାଇଛି ମୁମ୍ବାଇ ଇଣ୍ଡିଆନ୍ସ। ମୁମ୍ବାଇ ପାଓ୍ବରପ୍ଲେର ୬ ଓଭରରେ ୧ ଉଇକେଟ ହରାଇ ୮୩ ରନ୍‌ କରିଛି। ଅଧିନାୟକ…

ଡିଏଫ୍‌ଓ, ରୋଷେୟାଙ୍କ ବିରୋଧରେ କିଛି ମିଳିଲା ନାହିଁ

ଭୁବନେଶ୍ୱର,୮ା୧୦: ବହୁ ଚର୍ଚ୍ଚିତ ପାରଳାଖମୁଣ୍ଡି ଏସିଏଫ୍‌ ସୌମ୍ୟ ରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ଘଟଣାରେ ଡିଏଫ୍‌ଓ ଏବଂ ରୋଷେୟାଙ୍କୁ କ୍ଲିନ ଚିଟ୍‌ ଦେଇଛନ୍ତି କ୍ରାଇମବ୍ରାଞ୍ଚ ଏଡିଜି ସଞ୍ଜୀବ ପଣ୍ଡା। ତଦନ୍ତରୁ ଡିଏଫ୍‌ଓ ସଂଗ୍ରାମ ବେହେରା ଏବଂ ରୋଷେୟା ମନ୍ମଥ କୁମ୍ଭଙ୍କ ବିରୋଧରେ କୌଣସି…

୬୮ ବର୍ଷ ପରେ ଏୟାର ଇଣ୍ଡିଆର ଘର ବାହୁଡା: ରତନ ଟାଟା କହିଲେ ‘ଓ୍ବେଲ୍‌କମ୍‌ ବ୍ୟାକ୍‌’

ନୂଆଦିଲ୍ଲୀ,୮।୧୦: ଏୟାର ଇଣ୍ଡିଆକୁ କିଣିଛି ଟାଟା ସନ୍ସ। କମ୍ପାନୀ ଏଥିପାଇଁ ୧୮,୦୦୦ କୋଟି ଟଙ୍କାର ସବୁଠାରୁ ବଡ ଡାକ ଲଗାଇଥିଲା। ଫଳରେ ୬୮ ବର୍ଷ ପରେ ଏୟାର ଇଣ୍ଡିଆ ଘର ବାହୁଡ଼ିବ। ଏହି ପରିପ୍ରେକ୍ଷୀରେ ସମସ୍ତ ପ୍ରକ୍ରିୟା ଡିସେମ୍ବର ୨୦୨୧ ସୁଦ୍ଧା…

ଖାରଜ ହେଲା ଜାମିନ ଆବେଦନ, ଜେଲ ଯିବେ ଚିଲିକା ବିଧାୟକ

ଭୁବନେଶ୍ୱର,୮।୧୦(ବ୍ୟୁରୋ): ଜେଲ ଯିବେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବ। ଖୋର୍ଦ୍ଧା ଏଡିଜେ-୧ କୋର୍ଟରେ ଶୁକ୍ରବାର ତାଙ୍କ ଜାମିନ ଆବେଦନ ଖାରଜ ହୋଇଛି। ଏହାପରେ ପୋଲିସ ତାଙ୍କୁ ହେପାଜତକୁ ନେଇଛି। ଏବେ ତାଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଯିବା ପରେ ଖୋର୍ଦ୍ଧା ସବ୍‌ ଜେଲ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri