Home

‘ପୂର୍ବତଟ ରେଳପଥରୁ ଓ୍ବାଲ୍‌ଟିୟର ଅଲଗା ନ ହେଉ’

ଭୁବନେଶ୍ୱର, ୧୨ା୮(ବ୍ୟୁରୋ): ୨୦୧୯ରେ ରେଳ ମନ୍ତ୍ରଣାଳୟ ପୂର୍ବତଟ ରେଳପଥ ଜୋନ୍‌ରୁ ଓ୍ବାଲ୍‌ଟିୟର ଡିଭିଜନ ଅଲଗା କରିନେଇ ଆନ୍ଧ୍ରପ୍ରଦେଶ ପାଇଁ ଏକ ସ୍ବତନ୍ତ୍ର ରେଳ ଜୋନ୍‌ ପ୍ରତିଷ୍ଠାର ଘୋଷଣା କରିଛି। ଏହି ନିଷ୍ପତ୍ତି ଯୋଗୁ ଇଷ୍ଟକୋଷ୍ଟ ଜୋନ୍‌ର ବଡ଼ କ୍ଷତି ହେବାକୁ ଯାଉଛି।…

ନନ୍ଦନକାନନରେ ହାତୀ ବାସନ୍ତୀ ଅସୁସ୍ଥ

ବାରଙ୍ଗ,୧୨ା୮(ଡି.ଏନ୍‌.ଏ.): ପ୍ରାଣୀ ଉଦ୍ୟାନ ନନ୍ଦନକାନନର ହାତୀ ସଫାରିରେ ରହୁଥିବା ମାଈ ହାତୀ ବାସନ୍ତୀ ବୁଧବାର ଅସୁସ୍ଥ ହୋଇପଡ଼ିଛି। ସେ କିିଛିଦିନ ହେବ ଠିକ ଭାବେ ଖିଆପିଆ କରୁନାହିଁ। ବୟସାଧିକ କାରଣରୁ ସେ ବାରମ୍ବାର ବଦହଜମିର ଶିକାର ହେଉଛି। ବୁଧବାର ବଦହଜମିର ଶିକାର…

୧୦୪କୁ ଦିନକୁ ଆସୁଛି ୩ଶହ ଫେକ୍‌ କଲ୍‌

ଭୁବନେଶ୍ୱର,୧୨ା୮(ବ୍ୟୁରୋ): ମାଡାମ୍‌ ନମସ୍କାର, ଆମ ଘର ଗଳି ପଡିଛି, ମାଡାମ କରୋନା ଭାଇରସ୍‌ ମୋତେ ଧୋକା ଦେଇଛି, ଶହେ ଟଙ୍କା ଦିଅ ମୁଁ ମଦ ପିଇବି – ରାଜ୍ୟ ସରକାରଙ୍କ କୋଭିଡ୍‌ ହେଲ୍ପଲାଇନ୍‌ ନମ୍ବର ‘୧୦୪’କୁ ଏମିତି ପ୍ରତିଦିନ ୩ଶହରୁ ଊର୍ଦ୍ଧ୍ୱ…

୧୮ ବର୍ଷରୁ କମ୍‌ ପିଲାଙ୍କୁ ଦେଉଛନ୍ତି କି ଫୋନ୍‌, ଜାଣି ରଖନ୍ତୁ ଏସବୁ ନିୟମ, ନଚେତ୍‌…

ଅନ୍‌ଲାଇନ୍‌ ନିରାପତ୍ତାକୁ ପ୍ରୋତ୍ସାହିତ କରିବା ଲକ୍ଷ୍ୟରେ ଗୁଗଲ୍‌ ଏହାର ନିୟମ ପରିବର୍ତ୍ତନ କରିଛି। ଏପରି ପରିସ୍ଥିତିରେ, ଗୁଗଲ୍‌ ସର୍ଚ୍ଚ ଏବଂ ୟୁଟ୍ୟୁବ୍‌ ବ୍ୟବହାର କରିବାର ନିୟମ ୧୮ ବର୍ଷରୁ କମ୍‌ ବୟସ୍କ ପିଲାମାନଙ୍କ ପାଇଁ କଠୋର ହୋଇଛି। ଗୁଗଲ୍‌ ଏବଂ ୟୁଟ୍ୟୁବର…

ମଦ ବ୍ୟବସାୟୀଙ୍କ ମାଡ଼ରେ ଖବରଦାତା ଲହୁଲୁହାଣ

ତିଗିରିଆ, ୧୨ା୮( ଡି.ଏନ.ଏ.): ତିଗିରିଆ ବ୍ଲକ କରଡ଼ାପଲ୍ଲୀ ଗଁାର ଖବରଦାତା ପନିଆ ଖଁାଙ୍କୁ ସେହି ଗଁାର ୨ ଜଣ ଦେଶୀ ମଦ ବ୍ୟବସାୟୀ ନିସ୍ତୁକ ପିଟି ଲହୁଲୁହାଣ କରିଛନ୍ତି। ମଙ୍ଗଳବାର ରାତିରେ ଉଭୟ ମଦ ବ୍ୟବସାୟୀ ପନିଆଙ୍କୁ ଏକ ଗଣ୍ଡଗୋଳ ଘଟଣାର…

ଦୁର୍ନୀତିଗ୍ରସ୍ତ ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି

ବାଙ୍କୀ, ୧୨ା୮(ସ୍ବ.ପ୍ର.): ଡମପଡ଼ା ବ୍ଲକ କୁସୁପଙ୍ଗି ଓ ତାଳବସ୍ତ ପଞ୍ଚାୟତରେ ଏମ୍‌ଜିଏନଆରଇଜିଏସ୍‌ କାର୍ଯ୍ୟ ଓ ରୁବାନ ଅନୁଦାନରେ ନିର୍ମାଣ ହୋଇଥିବା ପ୍ରକଳ୍ପଗୁଡିକରେ ମହାଦୁର୍ନୀତିରେ ହୋଇଛି। ଏଥିରେ ସମ୍ପୃକ୍ତ ଥିବା ବ୍ୟକ୍ତିମାନଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ସହ ଗିରଫ କରିବାକୁ ଦାବି କରି…

ଏଥର ଅକ୍ସିଜେନ୍‌ ରାଖୀ କିଟ୍‌

କଟକ ଅଫିସ, ୧୨ା୮: ଭାଇ-ଭଉଣୀର ସମ୍ପର୍କକୁ ଆଉଟିକେ ମଜଭୁତ କରିବା ପାଇଁ ପ୍ରତିବର୍ଷ ପାଳନ କରାଯାଏ ରକ୍ଷାବନ୍ଧନ ପର୍ବ ବା ଗହ୍ମାପୂର୍ଣ୍ଣିମା। ଆସନ୍ତା ୨୨ ତାରିଖରେ ଏହି ନିଆରା ପର୍ବ ପାଳନ ହେବାକୁ ଥିବାବେଳେ କରୋନା ମହାମାରୀ ଯୋଗୁ କଟକ ସହରର…

ଲର୍ଡ୍ସରେ କିଏ ହେବ ବାଦ୍‌ଶାହା, କ’ଣ କହୁଛି ରେକର୍ଡ

ଲଣ୍ଡନ,୧୨।୮: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ସିରିଜର ଦ୍ୱିତୀୟ ଟେଷ୍ଟ ମ୍ୟାଚ ଅଗଷ୍ଟ ୧୨ରୁ ଲର୍ଡସରେ ଖେଳାଯିବ। ଏହି ଟେଷ୍ଟ ମ୍ୟାଚ ପୂର୍ବରୁ, ଉଭୟ ଦଳର ଗୁରୁତ୍ୱପୂର୍ଣ୍ଣ ପରିସଂଖ୍ୟାନ ଏବଂ ରେକର୍ଡଗୁଡିକ ଆସନ୍ତୁ ଦେଖିବା… ଲଡର୍‌ସ କ୍ରିକେଟ୍‌…

ଇଂଲଣ୍ଡକୁ ବଡ଼ ଝଟ୍‌କା

ଲଣ୍ଡନ,୧୨।୮: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ଟେଷ୍ଟ ସିରିଜ ଚାଲିଛି। ଉଭୟ ଦଳ ମଧ୍ୟରେ ପ୍ରଥମ ମ୍ୟାଚ ଡ୍ରରେ ଶେଷ ହୋଇଥିଲା। ଅଗଷ୍ଟ ୧୨ରୁ ଆରମ୍ଭ ହେବାକୁ ଥିବା ଲର୍ଡସ ଟେଷ୍ଟରେ ଉଭୟ ଦଳ ପୁଣି ଥରେ ମୁହାଁମୁହିଁ…

ଦେଶ ବିକାଶରେ ଯୁବଶକ୍ତି

ଦେଶ ପ୍ରଗତିର ଉତ୍ସ ହିଁ ଯୁବଶକ୍ତି। ସେମାନଙ୍କ ଦ୍ୱାରା ହେଉଥିବା ବହୁବିଧ କାର୍ଯ୍ୟ ଉପରେ ଦେଶର ଅର୍ଥନୀତି ନିର୍ଭର କରିଥାଏ। ଯୁବବର୍ଗ ଆଗକୁ ବଢିବା ପଥରେ ରହିଥିବା ସମସ୍ୟା ଏବଂ ସେସବୁର ସଫଳ ସମାଧାନ ଦିଗରେ ସଚେତନତା ସୃଷ୍ଟି ଲାଗି ପ୍ରତିବର୍ଷ…

ରାଜ୍ୟ ତାଲିକା ଆଧାରରେ ପଛୁଆବର୍ଗକୁ ସଂରକ୍ଷଣ ମିଳୁ: ଧର୍ମେନ୍ଦ୍ର

ଭୁବନେଶ୍ୱର, ୧୨ା୮(ବ୍ୟୁରୋ): କେନ୍ଦ୍ର ସରକାର ପଛୁଆବର୍ଗଙ୍କ ପାଇଁ ଚାକିରି ଓ ଶିକ୍ଷାକ୍ଷେତ୍ରରେ ୨୭% ସଂରକ୍ଷଣ ବ୍ୟବସ୍ଥା କରିଛନ୍ତି। ଓଡ଼ିଶାରେ ସରକାର ଏହି ବର୍ଗଙ୍କ ପାଇଁ ସ୍ଥାନ ସଂରକ୍ଷଣ ନ ଦେଇ ୫୦%ରୁ ଅଧିକ ସ୍ଥାନ ଦାବି କରିବା ଅମୂଳକ। ଓଡ଼ିଶା ଏକମାତ୍ର…

ଜାତିଭିତ୍ତିକ ଜନଗଣନା ହେଉ

ଭୁବନେଶ୍ୱର, ୧୨ା୮(ବ୍ୟୁରୋ): ପଛୁଆ ବର୍ଗ ଗଣନାକୁ ନେଇ ରାଜନୀତି ଜୋର ଧରିଛି। ଏହି ବର୍ଗଙ୍କ ପାଇଁ ବିିଭିନ୍ନ ରାଜ୍ୟରୁ ଦାବି ହେଉଥିବାବେଳେ ଓଡ଼ିଶା ପକ୍ଷରୁ ମଧ୍ୟ ଜନଗଣନାରେ ପଛୁଆବର୍ଗ ଜାତି ଗଣନା କରିବାକୁ ଦାବି କରାଯାଇଛି। ଏ ନେଇ ବିଜେଡି ସଂସଦୀୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri