ହଷ୍ଟେଲରୁ ଝୁଲନ୍ତା ଅବସ୍ଥାରେ ମିଳିଲା ଡାକ୍ତରୀ ଛାତ୍ରୀଙ୍କ ମୃତଦେହ
ବଲାଙ୍ଗୀର ଅଫିସ,୭ା୧୦: ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜର ତୃତୀୟ ବର୍ଷର ଜଣେ ଡାକ୍ତରୀ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ବୁଧବାର ବିଳମ୍ବିତ ରାତିରେ ଘଟଣା ଜଣାପଡ଼ିବା ପରେ ମେଡିକାଲ କଲେଜ ହସ୍ପିଟାଲ ପରିସରରେ ହଇଚଇ ସୃଷ୍ଟି ହୋଇଥିଲା। ଲେଡିଜ୍ ହଷ୍ଟେଲ ଝରକା…
‘କୋହଲିଙ୍କ ପ୍ରକୃତ ରୂପ ମୁଁ ଜାଣିଛି’
ନିକଟରେ ଅଭିନେତ୍ରୀ ଅନୁଷ୍କା ଶର୍ମାଙ୍କର ଏକ ଭିନ୍ନ ଶୈଳୀ ଦେଖିବାକୁ ମିଳିଛି। ସେ ତାଙ୍କ କ୍ରିକେଟର ସ୍ବାମୀଙ୍କ ପାଇଁ ଫଟୋଗ୍ରାଫର ସାଜିଛନ୍ତି। ଅନୁଷ୍କାଙ୍କ ଏହି ଲୁକ ଏକ ଫୋନର ବିଜ୍ଞାପନ ସମୟରେ ଦେଖିବାକୁ ମିଳିଛି। ବିଜ୍ଞାନରେ ଅଭିନୟ କରିବା ସମୟରେ ଅନୁଷ୍କା…
ଆଜି କରୋନା ନେଲା ୭ ଜୀବନ
ଭୁବନେଶ୍ୱର,୭।୧୦(ବ୍ୟୁରୋ):ରାଜ୍ୟରେ କରୋନାରେ ପ୍ରାଣ ହରାଇଥିବା ଆଉ ୭ ଜଣଙ୍କ ସଂପର୍କରେ ତଥ୍ୟ ଦେଇଛନ୍ତି ସରକାର। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଖ୍ୟା ୮,୨୩୪ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…
୧୦ ଲକ୍ଷରୁ ଅଧିକ ଶିଶୁଙ୍କ ଜୀବନ ଉପରେ ବିପଦ, ଆଫଗାନିସ୍ତାନରେ କୁପୋଷଣ ସଙ୍କଟ …
ଜେନେଭା,୭।୧୦: ଆଫଗାନିସ୍ତାନରେ କୁପୋଷଣ ସଙ୍କଟ ଉଗ୍ରରୂପ ନେବାରେ ଲାଗିଛି। ଏହା ଦ୍ୱାରା ୧୦ ଲକ୍ଷରୁ ଅଧିକ ଶିଶୁଙ୍କ ଜୀବନ ଉପରେ ବିପଦ ରହିଛି। ଦେଶରେ ୫ ବର୍ଷରୁ କମ୍ ବୟସ୍କ ୩୨ ଲକ୍ଷ ଶିଶୁ କୁପୋଷଣ ଦ୍ୱାରା ପ୍ରଭାବିତ ହେବାର ଆଶଙ୍କା…
ପ୍ରବଳ ରାଗିଗଲେ କୋହଲି: ଦେଖିନ୍ତୁ ଭିଡିଓ
ଆବୁଧାବି,୭।୧୦: ବୁଧବାର ଖେଳାଯାଇଥିବା ଆଇପିଏଲର ଏକ ମ୍ୟାଚରେ ରୋମାଞ୍ଚକର ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ଦଳ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁକୁ ୪ ରନରେ ପରାସ୍ତ କରିଛି। ପରେ ବିରାଟ କୋହଲି ନିଜ ଦଳର ବୋଲରଙ୍କ ଉପରେ ରାଗିଥିବାର ନଜର ଆସିଛନ୍ତି। ମ୍ୟାଚର ଗୁରୁତ୍ୱପୂର୍ଣ୍ଣ…
କୋହଲିଙ୍କୁ ନେଇ ପାରସ୍ପରିକ ଝଗଡା କଲେ ଭାରତ-ପାକିସ୍ତାନର ଦୁଇ ଖେଳାଳି
ନୂଆଦିଲ୍ଲୀ,୭।୧୦: ଅକ୍ଟୋବର ୨୪ରୁ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଟି -୨୦ ବିଶ୍ୱକପ ମ୍ୟାଚ ଖେଳାଯିବ। ଏହି ହାଇ ପ୍ରୋଫାଇଲ ମ୍ୟାଚ ପୂର୍ବରୁ ଭାରତ ଏବଂ ପାକିସ୍ତାନର କ୍ରିକେଟରମାନେ ପରସ୍ପର ସହ ଆରୋପ-ପ୍ରତ୍ୟାରୋପ କରୁଥିବା ଦେଖିବାକୁ ମିଳିଛି। ପାକିସ୍ତାନର ପୂର୍ବତନ ଅଲରାଉଣ୍ଡର…
ହାଇକୋର୍ଟର ଅବସରପ୍ରାପ୍ତ ବିଚାରପତିଙ୍କୁ ତଦନ୍ତ ଦାୟିତ୍ୱ…
ଲକ୍ଷ୍ନୌ,୭।୧୦: ଉତ୍ତରପ୍ରଦେଶ ଲକ୍ଷ୍ମୀପୁର ଖିରି ହିଂସା ଘଟଣାର ତଦନ୍ତ ଦାୟିତ୍ୱ ଆହ୍ଲାବାଦ ହାଇକୋର୍ଟର ଅବସରପ୍ରାପ୍ତ ବିଚାପତି ପ୍ରଦରପ କୁମାର ଶ୍ରୀବାସ୍ତବଙ୍କୁ ପ୍ରଦାନ କରାଯାଇଛି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସରକାରଙ୍କ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି। ବିଚାରପତି ଦୁଇ ମାସ ମଧ୍ୟରେ ତଦନ୍ତ…
ଆଜି ରାଜ୍ୟରେ ୫୮୨ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୭।୧୦(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୫୮୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ ବର୍ଗର ୮୩ ଜଣ ଅଛନ୍ତି। ଏହି ୫୮୨ ଜଣଙ୍କ ମଧ୍ୟରୁ ୩୩୭ ଜଣ କ୍ୱାରେଣ୍ଟାଇନ୍ରେ ଥିଲେ। ବାକି ୨୪୫ଟି…
ଆଇପିଏଲ୍ରେ ଇତିହାସ ରଚିଲେ ଏହି ବୋଲର୍
ଦୁବାଇ,୭।୧୦:ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁର ପେସର୍ ହର୍ଷଲ ପଟେଲ ଆଇପିଏଲ -୨୦୨୧ରେ ଏକ ରେକର୍ଡ ସୃଷ୍ଟି କରିଛନ୍ତି। ସେ ଏପର୍ଯ୍ୟନ୍ତ ଏକ ଲିଗ ସିଜନରେ ସର୍ବାଧିକ ଉଇକେଟ ନେଇଛନ୍ତି। ସେ ଟିମ ଇଣ୍ଡିଆର ଷ୍ଟାର୍ ପେସର୍ ଜସପ୍ରିତ୍ ବୁମ୍ରାଙ୍କୁ ପଛରେ ପକାଇଛନ୍ତି। ଆବୁଧାବିର…
ହତ୍ୟାର ଭୟ ଦେଖାଇ ବିରୋଧ କରୁଥିବା ଲୋକଙ୍କୁ ଚୁପ୍ କରାଯାଇ ପାରିବ ନାହିଁ…
ନୂଆଦିଲ୍ଲୀ,୭।୧୦: ହତ୍ୟାର ଭୟ ଦେଖାଇ କିମ୍ବା ହତ୍ୟା କରି ବିରୋଧ କରୁଥିବା ଲୋକଙ୍କୁ ଚୁପ୍ କରାଯାଇ ପାରିବ ନାହିଁ। ଲକ୍ଷ୍ମୀପୁର ହିଂସା ଘଟଣାରେ ଭାଜପା ଏମ୍ପି ବରୁଣ ଗାନ୍ଧୀ ଟୁଇଟ୍ କରି ଏଭଳି କହିଛନ୍ତି। ଏହା ସହିତ ସେ ହିଂସାର ନୂଆ…
ପ୍ରେମ ପାଇଁ ସବୁ ସୀମା ପାର୍ କରିଥିଲେ ଏହି ପ୍ରସିଦ୍ଧ ବୋଲର୍
ଭାରତର ପୂର୍ବତନ ଦ୍ରୁତ ବୋଲର ଜାହିର ଖାନ ଆଜି ୪୩ ବର୍ଷରେ ପଦାର୍ପଣ କରିଛନ୍ତି। ଜାହିର ୯ ଅକ୍ଟୋବର ୧୯୭୮ରେ ମହାରାଷ୍ଟ୍ରର ଶ୍ରୀରାମପୁର ସହରରେ ଏକ ମଧ୍ୟବିତ୍ତ ପରିବାରରେ ଜନ୍ମଗ୍ରହଣ କରିଥିଲେ। ମହାରାଷ୍ଟ୍ରର ଏକ ଛୋଟ ସହରରୁ ଆସି ସେ ଭାରତର…
ପୁଣି ବଢ଼ିଲା ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟା…
ନୂଆଦିଲ୍ଲୀ,୭।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଲଗାତାର ୨ ଦିନ ଧରି ଦୈନିକ ସଂକ୍ରମଣ ୨୦ ହଜାର ତଳେ ରହିବା ପରେ ପୁଣି ବଢ଼ିଛି। ସେହିପରି ମୃତ୍ୟୁ ସଂଖ୍ୟାରେ ମଧ୍ୟ ବୃଦ୍ଧି ଘଟିଛି। ପାର୍ବଣ ଯୋଗୁ ଭିଡ଼କୁ ନେଇ…
Archives


