Home

ପୁରୁଣା ଢାଞ୍ଚାରେ ହେବ ଏନ୍‌ଇଇଟି-ଏସ୍‌ଏସ୍‌ ପରୀକ୍ଷା

ନୂଆଦିଲ୍ଲୀ, ୭।୧୦: ସୁପ୍ରିମକୋର୍ଟଙ୍କ ଚାପ ଫଳରେ କେନ୍ଦ୍ର ସରକାର ନଭେମ୍ବରରେ ହେବାକୁ ଥିବା ଏନ୍‌ଇଇଟି ସୁପର ସ୍ପେଶିଆଲିଟି ପରୀକ୍ଷା ଢାଞ୍ଚାରେ ପରିବର୍ତ୍ତନ କରିଛନ୍ତି। ପୁରୁଣା ପ୍ରଶ୍ନ ଢାଞ୍ଚାରେ ଏଥର ପରୀକ୍ଷା କରାଯିବ ବୋଲି ବୁଧବାର କେନ୍ଦ୍ର ସରକାର ସର୍ବୋଚ୍ଚ ଅଦାଲତଙ୍କୁ କହିଥିବାରୁ…

ପ୍ରଥମ ମ୍ୟାଲେରିଆ ଟିକାକୁ ଡବ୍ଲ୍ୟୁଏଚ୍‌ଓ ମଞ୍ଜୁରୀ

ଜେନେଭା, ୭।୧୦: ମ୍ୟାଲେରିଆ ନିରାକରଣ ପାଇଁ ପ୍ରସ୍ତୁତ ପ୍ରଥମ ଟିକାକୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ବୁଧବାର ମଞ୍ଜୁରୀ ପ୍ରଦାନ କରିଛି। ମ୍ୟାଲେରିଆ ବିରୋଧୀ ଲଢ଼େଇରେ ଏହା ଏକ ଐତିହାସିକ ସଫଳତା ବୋଲି ଡବ୍ଲ୍ୟୁଏଚ୍‌ଓ ମହାନିର୍ଦ୍ଦେଶକ ଟେଡ୍ରୋସ୍‌ ଆଧାନମ୍‌ ଘେବ୍ରେୟେସସ୍‌ କହିଛନ୍ତି।…

ଭାରତର ଭୟଙ୍କର ଜଙ୍ଗଲ, ଦେଖିଲେ…

ଭାରତ ଏହାର ସଂସ୍କୃତି, ସଭ୍ୟତା ଏବଂ ପ୍ରାକୃତିକ ସୌନ୍ଦର୍ଯ୍ୟ ପାଇଁ ବିଶ୍ୱ ପ୍ରସିଦ୍ଧ। ଭାରତରେ ଅନେକ ବଡ଼ ବଡ଼ ଜଙ୍ଗଲ ରହିଛି। ଏହି କାରଣରୁ ଭାରତକୁ ସବୁଜ ସୁନ୍ଦର ଦେଶ କୁହାଯାଏ। ଏହା ବ୍ୟତୀତ ଭାରତରେ କିଛି ବିପଜ୍ଜନକ ଜଙ୍ଗଲ ବି…

ମୋଦିଙ୍କ ୨୦ ବର୍ଷର କ୍ଷମତା: କେବେ ମନୋଗ୍ରାମ ଶୁଟ୍ ପିନ୍ଧି ତ ପୁଣିକେବେ ନିର୍ବାଚନ ଚିହ୍ନରେ ସେଲ୍ଫି ନେଇ ଆସିଛନ୍ତି ଚର୍ଚ୍ଚାକୁ

ନୂଆଦିଲ୍ଲୀ, ୭ ।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କ୍ଷମତାରେ ରହିବା ୨୦ ବର୍ଷ ପୂରଣ ହୋଇଛି । ପ୍ରଥମେ ସେ ୭ ଅକ୍ଟୋବର ୨୦୦୧ରେ ଗୁଜରାଟର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିଲେ । ଏହାପରେ ୨୦୧୪ ସାଧାରଣ ନିର୍ବାଚନରେ ବିଜୟି…

ପାକିସ୍ତାନକୁ ଚାଇନା ଦେଲା ଅଧିକ ପେଲୋଡ କ୍ଷମତା ବିଶିଷ୍ଟ ଡ୍ରୋନ୍‌, ଆତଙ୍କବାଦୀଙ୍କୁ ବି ଟ୍ରେନିଂ ଦେଉଛି ଚାଇନା ସେନା!

ଜମ୍ମୁ,୭ ।୧୦: ପାକିସ୍ତାନ ଭାରତର ସୀମା ଜମ୍ମୁ ନିକଟରେ ଡ୍ରୋନ୍ ମାଧ୍ୟମରେ ଆତଙ୍କବାଦକୁ ପ୍ରୋତ୍ସାହନ ଦେଉଛି । ଏବେ ଗୁଇନ୍ଦା ସଂସ୍ଥା ନିକଟରେ ଏମିତି ଖବର ପହଞ୍ଚିଛି ଯେ ପାକିସ୍ତାନ ଚାଇନାଠାରୁ ଅଧିକ ପେଲୋଡ ଡ୍ରୋନ ଆଣୁଛି । ଏହି ଡ୍ରୋନ…

ଟି-୨୦ ବିଶ୍ୱକପ୍‌ ପୂର୍ବରୁ ଗାଭାସ୍କରଙ୍କ ସତର୍କବାଣୀ

ନୂଆଦିଲ୍ଲୀ,୭।୧୦: ଅକ୍ଟୋବର ୧୭ରୁ ୟୁଏଇ ଏବଂ ଓମାନରେ ଟି -୨୦ ବିଶ୍ୱକପ ଆରମ୍ଭ ହେବାକୁ ଯାଉଛି। ଏହାପୂର୍ବରୁ ଭାରତର ପୂର୍ବତନ କ୍ରିକେଟର୍‌ ସୁନୀଲ ଗାଭାସ୍କର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବିଷୟରେ ଉଦ୍‌ବେଗଗ ପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ ଭାରତୀୟ ଦଳ ପାଇଁ…

ହତ୍ୟାରେ ସାପର ବ୍ୟବହାର ଟ୍ରେଣ୍ଡ ପାଲଟିଛି

ନୂଆଦିଲ୍ଲୀ,୭।୧୦: ସାପ ଧରାଳିଙ୍କ ଠାରୁ ବିଷାକ୍ତ ସାପ କିଣି ଲୋକଙ୍କୁ ହତ୍ୟା କରିବା ଏବେ ଟ୍ରେଣ୍ଡ ପାଲଟିଛି। ଏହା ରାଜସ୍ଥାନରେ ସାଧାରଣ କଥା ପାଲଟିଗଲାଣି। ସାପ କାମୁଡ଼ା ଦ୍ୱାରା ଜଣେ ମହିଳାଙ୍କ ହତ୍ୟାରେ ସମ୍ପୃକ୍ତ ଥିବା ଅଭିଯୁକ୍ତଙ୍କ ଜାମିନ ଆବେଦନର ଶୁଣାଣି…

ଦାନା ବାନ୍ଧୁଛି ଆଉ ଏକ ବାତ୍ୟା, ଫିକା ପଡ଼ିବ ଦଶହରା!

ଭୁବନେଶ୍ୱର,୬।୧୦(ବ୍ୟୁରୋ): ପୁଣି ଦାନା ବାନ୍ଧିଲାଣି ଆଉ ଏକ ଲଘୁଚାପ। ଆସନ୍ତା ୧୦ ତାରିଖ ବେଳକୁ ଉତ୍ତର-ଆଣ୍ଡାମାନ ସାଗରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା କ୍ରମେ ଘନୀଭୂତ ହୋଇ ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ରପ୍ରଦେଶ ଦିଗକୁ ଆସିପାରେ ବୋଲି…

ପ୍ରେମିକଙ୍କୁ ଝୁରୁଛନ୍ତି ଶିଳ୍ପାଙ୍କ ଭଉଣୀ

ବମ୍ବେ: ପ୍ରେମିକ ରାକେଶ ବାପତଙ୍କ ଝୁରୁଛନ୍ତି ବଲିଉଡ୍‌ ଡିଭା ଶିଳ୍ପା ସେଟ୍ଟୀଙ୍କ ଭଉଣୀ ତଥା ଅଭିନେତ୍ରୀ ସମିତା ସେଟ୍ଟୀ। ବିଗ୍‌ ବସ୍‌ ୧୫ ଓଟିଟି ପରେ ସିଜନ୍‌ ୧୫ର ଘରେ ପ୍ରତିଯୋଗୀ ଭାବେ ସାମିଲ ହୋଇଛନ୍ତି ସମିତା। ଓଟିଟି ଘରେ ରାକେଶଙ୍କ…

ଏହି ୪ ରାଶିରେ ଜନ୍ମିତ ଯୁବତୀ କରିଥାନ୍ତି ପ୍ରେମ ବିବାହ ! ଦେଖନ୍ତୁ ଆପଣ ଏଥିରେ…

ଦିନ ଥିଲା ଲୋକେ ପରିବାରର ଇଚ୍ଛା ଅନୁସାରେ ଜୀବନସାଥୀଙ୍କ ମୁହଁ ନ ଦେଖି ବିବାହ କରିନେଉଥିଲେ। ହେଲେ ବର୍ତ୍ତମାନ ସମୟରେ ଜୀବନସାଥୀ ବାଛିବା ପୂର୍ବରୁ ଲୋକେ ବହୁତ ଚିନ୍ତା କରୁଛନ୍ତି। ଆଜି ବି କିଛି ଲୋକ ଆରେଞ୍ଜ ମ୍ୟାରେଜ୍‌ରେ ବିଶ୍ୱାସ ରଖୁଥିବା…

ଏଫ୍‌ଆଇଏଚ୍‌ ପୁରସ୍କାର ଉପରେ ଭାରତୀୟ ହକି ଟିମ୍‌ର କବ୍ଜା

ନୂଆଦିଲ୍ଲୀ,୬।୧୦: ଟୋକିଓ ଅଲିମ୍ପିକ୍ସରେ ଉଲ୍ଲେଖନୀୟ ପ୍ରଦର୍ଶନ କରିଥିଲା ଭାରତୀୟ ହକି ଟିମ୍‌। ଏବେ ଅନ୍ତର୍ଜାତୀୟ ହକି ଫେଡେରେଶନ୍‌(ଏଫ୍‌ଆଇଏଚ୍‌) ଷ୍ଟାର ପୁରସ୍କାରରେ ଭାରତୀୟ ଖେଳାଳି ଏବଂ କୋଚ୍‌ ମୋଟ ୮ ପୁରସ୍କାର ଉପରେ କବ୍ଜା କରିଛନ୍ତି। ପ୍ଲେୟାର ଅଫ୍‌ ଦ ଇୟର, ଗୋଲ୍‌…

ରାହୁଲଙ୍କ ସବୁ ସର୍ତ୍ତ ମାନିଲା ପ୍ରଶାସନ

ଲକ୍ଷ୍ନୌ,୬।୧୦: ଲଖିମ୍‌ପୁର ଖେରିରେ ଚାରିଜଣ କୃଷକଙ୍କ ସମେତ ଆଠ ଜଣଙ୍କ ମୃତ୍ୟୁ ମାମଲାକୁ ନେଇ ଦେଶରେ ରାଜନୀତି ତୀବ୍ର ହୋଇଛି। ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ଘଟଣାସ୍ଥଳକୁ ଯିବା ପାଇଁ ଚେଷ୍ଟା କରାଯାଉଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀ ବୁଧବାର ଲଖିମ୍‌ପୁର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri