ପଡିଆରେ ଭାଙ୍ଗ୍ଡା ନାଚିଲେ କୋହଲି: ଜାଣନ୍ତୁ କାହିଁକି
ସାଉଥମ୍ପଟନ,୨୧।୬: ବିଶ୍ୱ ଟେଷ୍ଟ ଚାମ୍ପିଅନସିପ୍ର ଫାଇନାଲରେ ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଟିମ ଇଣ୍ଡିଆ ଉପରେ କେନ ୱିଲିୟମସନଙ୍କ ନ୍ୟୁଜିଲାଣ୍ଡ ଦଳ ଭାରୀ ପଡିଛି। କିୱି ବୋଲରମାନେ ଭାରତର ପ୍ରଥମ ଇନିଂସକୁ ୨୧୭ ରନ୍ରେ ଅଲଆଉଟ୍ ହୋଇଥିଲେ। ଅଜିଙ୍କେ ରାହାନେ ଭାରତ ପାଇଁ…
୧୫ ହଜାର ହେକ୍ଟରରୁ ଅଧିକ ବେଆଇନ ଘେରି
କେନ୍ଦ୍ରାପଡ଼ା ଅଫିସ/ରାଜନଗର, ୨୧।୬: (ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ଜାତୀୟ ଉଦ୍ୟାନ ଭିତରକନିକାରେ ଥିବା ୧୪୧ ବେଆଇନ ଚିଙ୍ଗୁଡ଼ି ଘେରିକୁ ଗତ ୧୭ ତାରିଖରେ ରାଜସ୍ବ, ବନ ବିଭାଗ ଓ ଜିଲା ପୋଲିସର ମିଳିତ ଭାବେ ଚଢ଼ାଉ କରି ଉଚ୍ଛେଦ କରିଥିଲେ।…
ଯୋଗାମୁଦ୍ରାରେ ପଶୁପତି…
ଯୋଗର ଆରମ୍ଭ ପ୍ରାକ୍ ବୈଦିକ ଯୁଗରୁ ହୋଇଛି ବୋଲି ଗ୍ରହଣ କରାଯାଇଥାଏ । ସିନ୍ଧୁ ସଭ୍ୟତାରୁ ମିଳିଥିବା ପୋଡ଼ାମାଟି ମୁଦ୍ରାରେ ପଶୁପତି ଯୋଗାସନ ମୁଦ୍ରାରେ ବସିଥିବାର ଖୋଦେଇ ଛବି ଯୋଗ ବିଦ୍ୟାର ପ୍ରାଚୀନତା ସମ୍ପର୍କରେ ସୂଚନା ପ୍ରଦାନ କରିଥାଏ। ଋଗ୍ବେଦରେ ମଧ୍ୟ…
ଆଜି ଆଉ ୪୩ ଜୀବନ ନେଲା କରୋନା, ୩୬୦୦ ଟପିଲା ମୃତ୍ୟୁସଂଖ୍ୟା
ଭୁବନେଶ୍ୱର,୨୧ା୬(ବ୍ୟୁରୋ): ସୋମବାର ରାଜ୍ୟରୁ କରୋନା ମହାମାରୀ ଆଉ ୪୩ ଜଣଙ୍କ ଜୀବନ ନେଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୩୬୩୩କୁ ବୃଦ୍ଧି ପାଇଛି। ସୂଚନାଯୋଗ୍ୟ, ରାଜ୍ୟରେ…
ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା: ୩ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା…
ଶ୍ରୀନଗର,୨୧।୬: ଜମ୍ମୁ-କଶ୍ମୀରରେ ଆତଙ୍କବାଦ ବିରୋଧୀ ଅପରେଶନ୍ରେ ମିଳିତ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ସୋପୋରରେ ସୁରକ୍ଷାକର୍ମୀଙ୍କ ଏନ୍କାଉଣ୍ଟରରେ ୩ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ମୃତ ଆତଙ୍କବାଦୀଙ୍କ ମଧ୍ୟରେ ଲଶ୍କର-ଇ-ତୋଏବାର ଟପ୍ କମାଣ୍ଡର ମୁଦାସିର୍ ପଣ୍ଡିତଙ୍କ ସହିତ ଅନ୍ୟ ୨ ଜଣ ଆତଙ୍କବାଦୀ…
୨୦୨୨ରେ ଭୋଟ୍ ପ୍ରଚାର କରିବ ରୋବୋ
ନୂଆଦିଲ୍ଲୀ, ୨୧।୬: ଗତ ମାର୍ଚ୍ଚ, ଏପ୍ରିଲରେ ୫ଟି ରାଜ୍ୟରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହୋଇଥିଲା। କୋଭିଡ୍ ମହାମାରୀ ସମୟରେ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ଆୟୋଜିତ ପ୍ରଚାର ସଭାରେ ଲକ୍ଷାଧିକ ଲୋକଙ୍କ ସମାବେଶ ହେବାରୁ ସଂକ୍ରମଣ ବଢ଼ିଥିଲା। ନେତାମାନଙ୍କ ନିର୍ବାଚନୀ ସଭା…
ଆଜି ରାଜ୍ୟରୁ ୩୦୩୧ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୨୧।୬(ବ୍ୟୁରୋ): ସୋମବାର ରାଜ୍ୟରୁ ୩୦୩୧ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮,୮୦,୫୩୩ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୧୭୩୮ ଜଣ ଚିହ୍ନଟ…
୮୪ ବଲ୍ରେ ଫାଇନାଲ୍ ଆଭିମୁଖ୍ୟ ବଦଳାଇଦେଲା ନ୍ୟୁଜିଲାଣ୍ଡ
ସାଉଥମ୍ପଟନ,୨୧।୬: ବିଶ୍ୱ ଟେଷ୍ଟ ଚାମ୍ପିଅନସିପ୍ର ଫାଇନାଲରେ ନ୍ୟୁଜିଲାଣ୍ଡ ନିଜର ଆଭିମୁଖ୍ୟକୁ କଡାକଡି କରିଛି। ମ୍ୟାଚର ତୃତୀୟ ଦିନରେ ଦଳ ୮୪ ଟି ବଲରେ ୩୬ ରନ ଦେଇ ଟିମ ଇଣ୍ଡିଆର ୩ ଉଇକେଟ ନେଇ ମ୍ୟାଚକୁ ଫେରିଛି। ଦ୍ୱିତୀୟ ଦିନର ଖେଳ…
ଅଯୋଧ୍ୟା ଜମି ଦୁର୍ନୀତିର ତଦନ୍ତ ହେଉ
ନୂଆଦିଲ୍ଲୀ, ୨୧।୬: ଅଯୋଧ୍ୟା ରାମମନ୍ଦିର ଟ୍ରଷ୍ଟ ଜମି କିଣାରେ ଦୁର୍ନୀତି ହୋଇଥିବା ଅଭିଯୋଗ ଆଣି କଂଗ୍ରେସ ଏହାର ତଦନ୍ତ ଦାବି କରିଛି। ସତ୍ୟ ପଦାକୁ ଆଣିବାକୁ ହେଲେ ଅଦାଲତଙ୍କ ତତ୍ତ୍ୱାବଧାନରେ ଏହାର ତଦନ୍ତ ପାଇଁ ନିର୍ଦ୍ଦେଶ ଦେବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି…
ଗାନ୍ଧୀ ଡକ୍ୟୁମେଣ୍ଟାରି ପୁରସ୍କୃତ
ମହାତ୍ମା ଗାନ୍ଧୀଙ୍କ ଉପରେ ନିର୍ମିତ ଡକ୍ୟୁମେଣ୍ଟାରି ‘ଅହିଂସା ଗାନ୍ଧୀ: ଦି ପାଓ୍ବାର ଅଫ୍ ଦି ପାଓ୍ବାର ଲେସ୍’ ନ୍ୟୁୟର୍କ ଇଣ୍ଡିଆନ ଫିଲ୍ମ ଫେଷ୍ଟିଭାଲରେ ସର୍ବଶ୍ରେଷ୍ଠ ଡକ୍ୟୁମେଣ୍ଟାରି ଫିଚର ପୁରସ୍କାର ହାସଲ କରିଛି। ଅନ୍ତର୍ଜାତୀୟସ୍ତରର ଖ୍ୟାତନାମା ଦକ୍ଷିଣ ଆଫ୍ରିକୀୟ ଫିଲ୍ମ ନିର୍ମାତା ଅନନ୍ତ…
କିଶୋର କୁମାରଙ୍କ ଗୀତ ଗାଇଲେ ସୋଏବ
ପାକିସ୍ତାନର ପୂର୍ବତନ କ୍ରିକେଟର ସୋଏବ ଅଖତର ଭାରତୀୟ ସିନେମାର ବର୍ଷୀୟାନ ଗାୟକ କିଶୋର କୁମାରଙ୍କ ଗୀତ ଗାଉଥିବାର ଏକ ଭିଡିଓ ୟୁଟ୍ୟୁବରେ ଅପଲୋଡ୍ ହୋଇଛି। ହାପେନ୍ଡହ୍ବାଟ୍ ଆକାଉଣ୍ଟରେ ଶେୟାର ହୋଇଥିବା ୫ ମିନିଟ୍ର ଏହି ଭିଡିଓକୁ ୫୫ ହଜାରରୁ ଅଧିକ ଥର…
କଶ୍ମୀରକୁ ଫେରିବ କି ରାଜ୍ୟ ମାନ୍ୟତା
ନୂଆଦିଲ୍ଲୀ/ଶ୍ରୀନଗର,୨୧ା୬: ୨୦୧୯ ଅଗଷ୍ଟ ୫ରେ କେନ୍ଦ୍ର ସରକାର ସମ୍ବିଧାନର ଅନୁଚ୍ଛେଦ ୩୭୦କୁ ଉଚ୍ଛେଦ କରିବା ସହ ଜମ୍ମୁ-କଶ୍ମୀରର ସ୍ବତନ୍ତ୍ର ରାଜ୍ୟ ମାନ୍ୟତା ପ୍ରତ୍ୟାହାର କରିଥିଲେ। ଉପଯୁକ୍ତ ସମୟରେ ରାଜ୍ୟ ମାନ୍ୟତା ଫେରାଇ ଦିଆଯିବ ବୋଲି ସେତେବେଳେ ସରକାରଙ୍କ ପକ୍ଷରୁ କୁହାଯାଇଥିଲା। ଆସନ୍ତା…
Archives


