Home

ସାଇବର ଡାଟା ଚୋରି ଯୋଗୁ ବର୍ଷକୁ ୪.୨୪ ନିୟୁତ ଡଲାର ଠକେଇ…

ଓ୍ବାଶିଂଟନ,୫।୧୦: ଭାରତ ସମେତ ସାରା ପୃଥିବୀରେ ସାଇବର ଡାଟା ଚୋରି ଯୋଗୁ ବର୍ଷକୁ ୪.୨୪ ନିୟୁତ ଡଲାର ଠକେଇ ହେଉଛି। ଆଇବିଏମ୍‌ ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟରେ ଏନେଇ ଉଲ୍ଲେଖ କରାଯାଇଛି। ୨୦୨୦ ତୁଳନାରେ ୨୦୨୧ରେ ଡାଟା ଚୋରିରେ ୧୦ ପ୍ରତିଶତ…

ଭାଜପାକୁ ମିଳିଲା ବଡ଼ ବିଜୟ

ଗାନ୍ଧୀନଗର,୫।୧୦: ଗୁଜରାଟର ଗାନ୍ଧିନଗର ନଗର ନିଗମ ନିର୍ବାଚନରେ ସମସ୍ତ ୪୪ ଟି ଆସନ ପାଇଁ ଗଣନା ଶେଷ ହୋଇଛି। ଭାଜପା ୪୪ଟି ଆସନ ମଧ୍ୟରୁ ୪୦ଟି ଜିତିଛି। ଅନ୍ୟପକ୍ଷରେ କଂଗ୍ରେସ ମୋଟ ୩ଟି ଆସନ ଜିତିଛି। ଆମ ଆଦମୀ ପାର୍ଟିକୁ କେବଳ…

ଚର୍ଚ୍ଚରେ ୩,୦୦୦ରୁ ଅଧିକ ଶିଶୁଙ୍କୁ ଯୌନ ନିର୍ଯାତନା…

ପ୍ୟାରିସ୍‌,୫।୧୦: ଫ୍ରାନ୍ସ୍‌ରେ ଥିବା କ୍ୟାଥଲିକ୍‌ ଚର୍ଚ୍ଚରେ ଶିଶୁଙ୍କୁ ଯୌନ ନିର୍ଯାତନ ଦିଆଯାଉଥିବା ଏକ ରିପୋର୍ଟ ପ୍ରକାଶ ପାଇଛି। ଏଭଳି ଶିଶୁଙ୍କ ସଂଖ୍ୟା ୩,୦୦୦ରୁ ଅଧିକ ବୋଲି କୁହାଯାଉଛି। ମଙ୍ଗଳବାର ପ୍ରକାଶିତ ହୋଇଥିବା ଏହି ରିପୋର୍ଟରେ ଉଲ୍ଲେଖ କରାଯାଇଛି ଯେ, ନିର୍ଯାତନା ଦେଇଥିବା…

୧୦ ବର୍ଷ ମଧ୍ୟରେ ନଷ୍ଟ ହୋଇଛି ୧୪ ପ୍ରତିଶତ ଶୈବାଳ ପ୍ରାଚୀର, ବର୍ଷକୁ ୨.୭ ଟ୍ରିଲିୟନ୍‌ ଡଲାର କ୍ଷତି…

ଓ୍ବାଶିଂଟନ,୫।୧୦: ବିଶ୍ୱ ତାପନର ପ୍ରଭାବ ସାମୁଦ୍ରିକ ଜୈବ ବିବିଧତା ଉପରେ ପଡିବାରେ ଲାଗିଛି। ଏହା ଯୋଗୁ ଆସନ୍ତା ୧୦ ବର୍ଷ ମଧ୍ୟରେ ୧୪ ପ୍ରତିଶତ ଶୈବାଳ ପ୍ରାଚୀର ନଷ୍ଟ ହୋଇଛି। ସମୁଦ୍ରର ତାପମାତ୍ରା ବୃଦ୍ଧି ପାଉଥିବାରୁ ଏଭଳି ସମସ୍ୟା ସୃଷ୍ଟି ହୋଇଥିବା…

ପ୍ରିୟଙ୍କା ଗିରଫ, ଗେଷ୍ଟ ହାଉସ୍‌ ପାଲିଟିଛି ଅସ୍ଥାୟୀ ଜେଲ୍‌…

ଲକ୍ଷ୍ନୌ,୫।୧୦: ଉତ୍ତରପ୍ରଦେଶର ଲକ୍ଷ୍ମୀପୁର ଖିରି ହିଂସା ଘଟଣାରେ କଂଗ୍ରେସ ରାଷ୍ଟ୍ରୀୟ ମହା ସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କୁ ସୋମବାର ଭୋର୍‌ ୫ଟାରେ ପୋଲିସ ତାଙ୍କୁ ନିଜ ହେପାଜତକୁ ନେଇଥିଲା। ତେବେ ତାଙ୍କୁ ଗିରଫ କରି ଲକ୍ଷ୍ମୀପୁର ନିକଟବର୍ତ୍ତୀ ହରଗାଓ୍ବଁଠାରେ ସୀତାପୁର ପିଏସ୍‌ର…

ବିଜୟ ପରେ ବି ଖୁସି ନାହାନ୍ତି ପନ୍ତ

ଆଇପିଏଲ ୨୦୨୧ରେ ଚେନ୍ନାଇ ସୁପର କିଙ୍ଗ୍ସକୁ ୩ ଉଇକେଟରେ ପରାସ୍ତ କରି ଦିଲ୍ଲୀ କ୍ୟାପିଟାଲ୍ସ ଦଶମ ବିଜୟ ହାସଲ କରିଛି। ତେବେ ଏହି ମ୍ୟାଚ ଜିତିବା ଦିଲ୍ଲୀ ପାଇଁ ସହଜ ନ ଥିଲା। କାରଣ ୧୩୭ ସ୍କୋରକୁ ଗୋଡାଇବା ବେଳେ ଗୋଟିଏ…

ବାପାଙ୍କ ପାଇଁ ହାତ ଯୋଡି ପ୍ରାର୍ଥନା କଲେ ଜିଭା

ଦୁବାଇ,୫।୧୦: ଆଇପିଏଲ ୨୦୨୧ର ଏକ ମ୍ୟାଚ୍‌ରେ ଦିଲ୍ଲୀ କ୍ୟାପିଟାଲ୍ସ ଚେନ୍ନାଇ ସୁପର କିଙ୍ଗ୍ସକୁ ପରାସ୍ତ କରିଛି। ଏହି ମ୍ୟାଚ୍‌ରେ ଏକ ମଜାଦାର ଦୃଶ୍ୟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ମହେନ୍ଦ୍ର ସିଂ ଧୋନୀଙ୍କ ଝିଅ ଜିଭା ବାପାଙ୍କ ବିଜୟ ପାଇଁ ପ୍ରାର୍ଥନା…

ଚିରାଗଙ୍କୁ ହେଲିକପ୍ଟର-ପଶୁପତିଙ୍କୁ ସିଲାଇ ମେସିନ…

ନୂଆଦିଲ୍ଲୀ,୫।୧୦: ଲୋକ ଜନଶକ୍ତି ପାର୍ଟି(ଏଲ୍‌ଜେପି)ରେ ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ବିବାଦ ପରେ ପୁରୁଣା ନିର୍ବାଚନୀ ଚିହ୍ନ ଫ୍ରିଜ୍‌ କରାଯାଇ ନିର୍ବାଚନ ମିଶନଙ୍କ ପକ୍ଷରୁ ଚିରାଗ ପାସଓ୍ବାନଙ୍କ ଲୋକ ଜନଶକ୍ତି ପାର୍ଟି(ଏଲ୍‌ଜେପି)କୁ ହେଲିକପ୍ଟର ଚିହ୍ନ ପ୍ରଦାନ କରାଯାଇଛି। ଫଳରେ ଏଲ୍‌ଜେପି ଦୁଇଭାଗ ହୋଇ…

୭୫,୦୦୦ ହିତାଧିକାରୀଙ୍କୁ ଘର ଚାବି ଦେଲେ ପ୍ରଧାନମନ୍ତ୍ରୀ…

ଲକ୍ଷ୍ନୌ,୫।୧୦: ଉତ୍ତରପ୍ରଦେଶରେ ୨୦୨୨ରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏପରି ସ୍ଥଳେ ମିଶନ-୨୦୨୨ ଅନ୍ତର୍ଗତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜ୍ୟର ୭୫ ଜିଲାର ୭୫,୦୦୦ହିତାଧିକାରୀଙ୍କୁ ସେମାନଙ୍କ ପାଇଁ ନିର୍ମାଣ କରାଯାଇଥିବା ଘର ଚାବି ପ୍ରଦାନ କରିଛନ୍ତି। ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଅନ୍ତର୍ଗତ…

ଏମିତି କାମ କରି ସ୍ତ୍ରୀଙ୍କୁ ଡରାଇଲେ ରୋହିତ ଶର୍ମା

ଦୁବାଇ,୫।୧୦: ଆଇପିଏଲ ୨୦୨୧ରେ ଟାଇଟଲ ବିଜୟରେ ହ୍ୟାଟ୍ରିକ କରିବା ଠାରୁ ବହୁ ଦୂରରେ ଅଛି ମୁମ୍ବାଇ ଇଣ୍ଡିଆନ୍ସ। କିନ୍ତୁ ଅଧିନାୟକ ରୋହିତ ଶର୍ମା ତାଙ୍କ ସାଥୀ ଖେଳାଳିଙ୍କ ମନୋବଳ ବଢାଇବା ସହ ସେମାନଙ୍କୁ ଉତ୍ସାହିତ କରିବାକୁ ଚେଷ୍ଟା କରୁଛନ୍ତି। ପ୍ଲେ ଅଫ୍‌କୁ…

ବିବାହର ୧୦ ବର୍ଷ ପରେ ପୁଣି ଥରେ ବିବାହ କଲେ ଏହି ଚର୍ଚ୍ଚିତ ଦମ୍ପତି

ଅଭିନେତ୍ରୀ ଦେବିନା ବାନାର୍ଜୀ ଏବଂ ଅଭିନେତା ଗୁରୁମିତ ଚୌଧୁରୀ ପ୍ରାୟତଃ ର୍ଚ୍ଚାରେ ରହିଥାନ୍ତି। ବିବାହର ୧୦ ବର୍ଷ ପରେ ଦ୍ୱିତୀୟଥର ପୁଣି ଉଭୟ ବଙ୍ଗଳୀ ରୀତିନୀତି ଅନୁଯାୟୀ ବିବାହ କରିଛନ୍ତି। ଏହି ବିବାହର ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।…

ଫେସବୁକ, ହ୍ବାଟ୍‌ସଆପ୍‌, ଇନଷ୍ଟାଗ୍ରାମ ହଠାତ୍‌ କାହିଁକି ହୋଇଗଲା ଡାଉନ୍‌: ଜାଣନ୍ତୁ ପ୍ରକୃତ କାରଣ

ଓ୍ବାଶିଟନ୍‌,୫।୧୦: ସୋସିଆଲ ମିଡିଆ ପ୍ଲାଟଫର୍ମ ଫେସବୁକ, ହ୍ବାଟ୍ସଆପ୍‌ ଏବଂ ଇନଷ୍ଟାଗ୍ରାମ ସୋମବାର ରାତିରେ ହଠାତ୍‌ ଡାଉନ୍‌ ହୋଇଯାଇଥିଲା। ଫଳରେ ବିଶ୍ୱର କୋଟି କୋଟି ଉପଭୋକ୍ତା ବହୁ ଅସୁବିଧାର ସମ୍ମୁଖୀନ ହୋଇଥିଲେ। ସର୍ଭର ଡାଉନ୍‌ ଯୋଗୁ ହ୍ବାଟସଆପ ବ୍ୟବହାରକାରୀମାନେ ବାର୍ତ୍ତା ପଠାଇବା କିମ୍ବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri