ଏହି ଲୋକପ୍ରିୟ ଗୀତ ପାଇଁ ୩୦ ଥର ପୋଷାକ ବଦଳାଇଥିଲେ କରିସ୍ମା
ବଲିଉଡର ଲୋଲୋ ଅର୍ଥାତ୍ କରିସ୍ମା କପୁର ଏବେ ଫିଲ୍ମର ପରଦାରେ ଯଦିଓ ନଜର ଆସୁନାହାନ୍ତି, କିନ୍ତୁ ଆଜି ମଧ୍ୟ ତାଙ୍କ ଚଳଚ୍ଚିତ୍ର ସହ ଜଡିତ କାହାଣୀ ଚର୍ଚ୍ଚାରେ ରହିଛି। କରିସ୍ମା କପୁର ୧୭ ବର୍ଷ ବୟସରେ ଫିଲ୍ମ ‘ପ୍ରେମ କଏଦୀ’ ରୁ…
ଡ୍ରଗ୍ସ୍ କାରବାର ୩ ବର୍ଷରେ ୪୫୫ ପ୍ରତିଶତ ବୃଦ୍ଧି, ବର୍ଷକୁ ୨ ଲକ୍ଷରୁ ଅଧିକ ମୃତ୍ୟୁ…
ନୂଆଦିଲ୍ଲୀ,୫।୧୦: ଡ୍ରଗ ବ୍ୟବସାୟ କରୁଥିବା ବ୍ୟକ୍ତିଙ୍କ ବିରୋଧରେ ଏନ୍ସିବି ପକ୍ଷରୁ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି। ଗତ ବର୍ଷ ବଲିଉଡରେ ଡ୍ରଗ୍ସ୍ ମାମଲା ଆସିବା ପରେ ଏନ୍ସିବି ଅନେକ ପ୍ୟାଡଲରଙ୍କୁ ଗିରଫ କରି କଡା ତଦନ୍ତ କରିଥିଲା। ଏଥି ସହିତ, ଗତ…
ସାକ୍ଷୀଙ୍କ ଉପସ୍ଥିତିରେ ଧୋନୀଙ୍କୁ ପ୍ରପୋଜ୍ କଲେ ଏହି ଯୁବତୀ: ଆଉ ତା’ପରେ
ଚେନ୍ନାଇ ସୁପର କିଙ୍ଗ୍ସର ବର୍ତ୍ତମାନର ଅଧିନାୟକ ଏମଏସ ଧୋନୀ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇଥାଇ ପାରନ୍ତି, କିନ୍ତୁ ପ୍ରଶଂସକଙ୍କ ମଧ୍ୟରେ ତାଙ୍କ କ୍ରେଜ କମିନାହିଁ। ‘କ୍ୟାପଟେନ କୁଲ’ ମହେନ୍ଦ୍ର ସିଂ ଧୋନୀଙ୍କୁ ଅନୁସରଣ କରୁଥିବା ମହିଳା ପ୍ରଶଂସକ ମଧ୍ୟ ବହୁତ ଅଛନ୍ତି।…
ତୃତୀୟ ବିବାହ କରି ଚର୍ଚ୍ଚାରେ ଥିଲେ ଏହି ପ୍ରସିଦ୍ଧ କ୍ରିକେଟର୍
ଦେଶ ବିଦେଶର କ୍ରିକେଟରଙ୍କ ପ୍ରେମ ଏବଂ ବିବାହକୁ ନେଇ ସର୍ବଦା ଚର୍ଚ୍ଚା ଲାଗି ରହିଥାଏ। କେବଳ ବିବାହ ନୁହେଁ ବ୍ରେକ୍ଅପ୍କୁ ନେଇ ମଧ୍ୟ ଆଲୋଚନା ହୋଇଥାଏ। ଏମିତି କିଛି କ୍ରିକେଟର ଅଛନ୍ତି ସେମାନେ ୨-୨ଥର ବିବାହ କରିଛନ୍ତି। କିନ୍ତୁ ସେମାନଙ୍କଠାରୁ ଆଗରେ…
ବିନା ଏଫ୍ଆଇଆର୍ରେ ୨୮ ଘଣ୍ଟା ଧରି କାହିଁକି ରଖାଯାଇଛି ଅଟକ ?
ନୂଆଦିଲ୍ଲୀ,୫।୧୦: ଉତ୍ତରପ୍ରଦେଶର ଲକ୍ଷ୍ମୀପୁର ଖିରି ହିଂସା ଘଟଣାରେ ରାଜ୍ୟ ସରକାରଙ୍କ ସହିତ କେନ୍ଦ୍ର ସରକାରଙ୍କୁ ବିରୋଧୀ ଘେରିବା ଆରମ୍ଭ କରିଛନ୍ତି। କଂଗ୍ରେସ ରାଷ୍ଟ୍ରୀୟ ମହା ସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କୁ ସୋମବାର ଭୋର ୫ଟା ଠାରୁ ଅଟକ ରଖାଯାଇଛି। ଇତିମଧ୍ୟରେ ୨୮…
୯ କୋଟି ଟଙ୍କାର କ୍ରିକେଟର୍ ସାଜିଲେ ଚେନ୍ନାଇ ପାଇଁ ବଡ ଶତ୍ରୁ
ଦୁବାଇ,୫।୧୦: ଆଇପିଏଲ ୨୦୨୧ର ଏକ ରୋମାଞ୍ଚକର ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ସୋମବାର ଚେନ୍ନାଇ ସୁପର କିଙ୍ଗ୍ସକୁ ୩ ଉଇକେଟରେ ପରାସ୍ତ କରିଛି। ଏହି ବିଜୟ ସହିତ ଦିଲ୍ଲୀ କ୍ୟାପିଟାଲ୍ସ ଦଳ ପଏଣ୍ଟ ଟେବୁଲର ଶୀର୍ଷରେ ପହଞ୍ଚିଛି। ଏଥିସହିତ ସିଏସକେ ଦଳ ଦୁଇ…
୬ ମାସ ପରେ ସର୍ବନିମ୍ନ ଦୈନିକ ସଂକ୍ରମଣ…
ନୂଆଦିଲ୍ଲୀ,୫।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ୬ ମାସ ପରେ ଦୈନିକ ସଂକ୍ରମଣ ସର୍ବନିମ୍ନ ରହିଛି। ଲଗାତାର ୪ ଦିନ ଧରି ଦୈନିକ ସଂକ୍ରମଣ କମିବାରେ ଲାଗିଛି। ୨୦୯ ଦିନ ପରେ ଦୈନିକ ସଂକ୍ରମଣ କମି ୧୮ ହଜାର…
ଉତ୍ତମ ଚିନ୍ତାଧାରା ଅନ୍ତରାଳେ…
ମଣିଷ ସବୁବେଳେ ଖୁସିରେ ରହିବାକୁ ଚାହିଁଥାଏ। ଉତ୍ତମ ଚିନ୍ତାଧାରା ସହ ସୁସ୍ଥ ଜୀବନଯାପନ କରିବାର ସ୍ବପ୍ନ ବି ଦେଖେ। ତେଣୁ ବିଚାରଧାରାକୁ ସକାରାତ୍ମକ ରଖିବା ଦରକାର। ହେଲେ ଅନେକ ସମୟରେ ଆମେ ନକାରାତ୍ମକ ଚିନ୍ତାଧାରାର ବଶବର୍ତ୍ତୀ ହୋଇଥାଉ। ଏହାଦ୍ୱାରା ଅନେକ ବାଟବଣା…
ମୃତ୍ୟୁ ପ୍ରମାଣପତ୍ରରେ କୋଭିଡ୍ ନ ଥିଲେ ଅଟକିବନି କ୍ଷତିପୂରଣ
ନୂଆଦିଲ୍ଲୀ, ୫।୧୦(ଆଇଏଏନ୍ଏସ୍): କେନ୍ଦ୍ର ଗାଇଡ୍ଲାଇନ ଅନୁଯାୟୀ କୋଭିଡ୍-୧୯ରେ ପ୍ରାଣ ହରାଇଥିବା ଲୋକଙ୍କ ପରିବାରକୁ ୫୦ ହଜାର ଟଙ୍କା ଲେଖାଏଁ କ୍ଷତିପୂରଣ ଯୋଗାଇଦେବାକୁ ସୁପ୍ରିମକୋର୍ଟ ସୋମବାର ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଆବେଦନର ୩୦ ଦିନ ମଧ୍ୟରେ ସହାୟତା ରାଶି ସେମାନଙ୍କ ପାଖରେ…
କିଶିଦା ଜାପାନ ପ୍ରଧାନମନ୍ତ୍ରୀ
ଟୋକିଓ, ୫ା୧୦: ଜାପାନ ପାର୍ଲାମେଣ୍ଟରେ ଫୁମିଓ କିଶିଦା ସୋମବାର ନୂଆ ପ୍ରଧାନମନ୍ତ୍ରୀ ନିର୍ବାଚିତ ହୋଇଛନ୍ତି। ବର୍ଷେ କ୍ଷମତାରେ ରହିବା ପରେ ପୂର୍ବତନ ପ୍ରଧାନମନ୍ତ୍ରୀ ୟୋଶିହିଦେ ସୁଗା ଇସ୍ତଫା ଦେଇଥିଲେ। ଏହା ପରେ ପୂର୍ବତନ ବହିର୍ବ୍ୟାପାର ମନ୍ତ୍ରୀ ୬୪ ବର୍ଷୀୟ କିଶିଦାଙ୍କୁ ଶାସକ…
ମଲ୍ଟି ଏଜେନ୍ସି ତଦନ୍ତ ନିର୍ଦ୍ଦେଶ
ନୂଆଦିଲ୍ଲୀ, ୫ା୧୦: ପାଣ୍ଡୋରା ପେପର୍ସ ଲିକ୍ରୁ ଅନେକ ଭାରତୀୟ ଟିକସ ଫାଙ୍କି ବିପୁଳ ସମ୍ପତ୍ତିର ଅଧିକାର ହୋଇଥିବା ଖବର ପ୍ରକାଶ ପାଇବା ପରେ ଏହାର ମଲ୍ଟି ଏଜେନ୍ସି ତଦନ୍ତ କରାଯିବ ବୋଲି କେନ୍ଦ୍ର ସରକାର ସୋମବାର ଘୋଷଣା କରିଛନ୍ତି। କେନ୍ଦ୍ରୀୟ ପ୍ରତ୍ୟକ୍ଷ…
କେନ୍ଦ୍ରମନ୍ତ୍ରୀଙ୍କ ପୁଅ ନଁ।ରେ ମାମଲା
ଲକ୍ଷ୍ନୌ, ୫।୧୦: ଉତ୍ତରପ୍ରଦେଶ ଲଖିମ୍ପୁର ଖେରି ଜିଲାର ଚିକୁନିଆ ଅଞ୍ଚଳରେ ରବିବାର ଚାଷୀ ଆନ୍ଦୋଳନ ସମୟରେ ୪ଚାଷୀଙ୍କ ସମେତ ୮ଜଣଙ୍କ ମୃତ୍ୟୁ ହେବା ଘଟଣା ଏବେ ସାରା ଦେଶରେ ଆଲୋଡ଼ନ ସୃଷ୍ଟି କରିଛି। ଯୋଗୀ ସରକାର ଏହି ଘଟଣାକୁ ଶାନ୍ତ କରିବା…
Archives


