Home

କାର୍ଯ୍ୟ ବନ୍ଦ, ଭୋଟ୍‌ ବର୍ଜନ କରିବେ କନିଷ୍ଠ ଶିକ୍ଷକ

ଭୁବନେଶ୍ୱର,୨୨।୧୧ (ବ୍ୟୁରୋ): କନିଷ୍ଠ ଶିକ୍ଷକମାନଙ୍କୁ ରାଜ୍ୟ ସରକାର ଅଣଦେଖା କରୁଛନ୍ତି। ୨୦୧୫ରୁ ୫ବର୍ଷ ହେବ ଏମାନଙ୍କ ଦରମା ବଢ଼ୁନାହିଁ। ଦାବି ପୂରଣ ପାଇଁ ଦୀର୍ଘଦିନ ହେବ ଆନ୍ଦୋଳନ କରି ଆସୁଥିଲେ ମଧ୍ୟ କିଛି ସୁଫଳ ମିଳୁନାହିଁ। ଆଗକୁ କାର୍ଯ୍ୟ ବନ୍ଦ କରିବା…

ସ୍ଥିତି ହରାଉଛି ‘ହାବସ୍‌ପୁରୀ’ ହସ୍ତତନ୍ତ

ଭୁବନେଶ୍ୱର,୨୨।୧୧ (ବ୍ୟୁରୋ): ଗାନ୍ଧିଜୀଙ୍କ ସାବରମତୀ ଆଶ୍ରମକୁ ଦିଆଯିବ ଏକ ନୂଆ ରୂପ। ୭ ତାରକା ପର୍ଯ୍ୟଟନସ୍ଥଳୀରେ ପରିଣତ କରିବାକୁ ୧୨୪୬ କୋଟି ଖର୍ଚ୍ଚ କରିବେ ଭାରତ ଓ ଗୁଜରାଟ ସରକାର। ଏହି ପ୍ରକଳ୍ପକୁ ଗାନ୍ଧିବାଦୀମାନେ, ବିଭିନ୍ନ ରାଜନୈତିକ ଦଳ ଓ ଗାନ୍ଧିଜୀଙ୍କ…

ଖ୍ରୀଷ୍ଟମାସ ପରେଡରେ କାର ଧକ୍କା, ୨୦ରୁ ଅଧିକ ଆହତ…

ଓ୍ବାଶିଂଟନ,୨୨।୧୧: ଆମେରିକାର ୱିସ୍କୋସିନରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଖ୍ରୀଷ୍ଟମାସ ପରେଡରେ ଏହି ଦୁର୍ଘଟଣା ଘଟିଛି। ଏହି ଘଟଣାରେ ୨୦ରୁ ଅଧିକ ଜଣ ଆହତ ହୋଇଛନ୍ତି। ଆହତମାନଙ୍କ ମଧ୍ୟରେ ଅଧିକାଂଶ ଶିଶୁ ଅଛନ୍ତି। ସମସ୍ତ ଆହତଙ୍କୁ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି…

ଏହି କ୍ରିକେଟର୍‌ଙ୍କୁ ସାଲ୍ୟୁଟ୍‌ କଲେ ରୋହିତ ଶର୍ମା: ଦେଖନ୍ତୁ ଭିଡିଓ

କୋଲକତା,୨୨।୧୧: ତୃତୀୟ ତଥା ଶେଷ ଟି -୨୦ ମ୍ୟାଚରେ ଟିମ ଇଣ୍ଡିଆ ନ୍ୟୁଜିଲାଣ୍ଡକୁ ୭୩ ରନ୍ରେ ପରାସ୍ତ କରିଛି। କୋଲକାତାର ଇଡେନ ଗାର୍ଡେନ୍ସରେ ଭାରତୀୟ ଅଧିନାୟକ ରୋହିତ ଶର୍ମା, ଦୀପକ ଚହର ଏବଂ ହର୍ଷଲ ପଟେଲ ଚମତ୍କାର ପ୍ରଦର୍ଶନ କରିଥିଲେ। ରୋହିତ…

ରବି ଫସଲ ଯୋଜନା ବାଧାପ୍ରାପ୍ତ

ରସୁଲପୁର,୨୨ା୧୧(ଡି.ଏନ.ଏ.): ରସୁଲପୁର ବ୍ଲକ କୃଷି କାର୍ଯ୍ୟାଳୟରେ ଥିବା ୨ଟି ଯାକ ସହକାରୀ କୃଷି ଅଧିକାରୀ ପଦବୀ ଖାଲିପଡ଼ିଛି। ତେଣୁ ରବି ଫସଲ ଯୋଜନା ପ୍ରସ୍ତୁତି ଓ ତା’ର କାର୍ଯ୍ୟକାରିତାରେ ବାଧାସୃଷ୍ଟି ହେଉଛି। କାର୍ଯ୍ୟାଳୟରେ ନୂଆକରି ବ୍ଲକ କୃଷି ଅଧିକାରୀ ବିଶ୍ୱଜୟୀ ମିଶ୍ର…

୬୨ ଲକ୍ଷ ଖର୍ଚ୍ଚ ସତ୍ତ୍ୱେ ଅବସ୍ଥା ସୁଧୁରୁନି

ପଟ୍ଟାମୁଣ୍ଡାଇ,୨୨ା୧୧(ସ୍ବ.ପ୍ର.): ପଟ୍ଟାମୁଣ୍ଡାଇ ଅଞ୍ଚଳର ଜୀବନରେଖା କୁହାଯାଉଥିବା ଉତିକଣ ବନ୍ୟା ବନ୍ଧ ରାସ୍ତା ନିର୍ମାଣରେ ୬୨ ଲକ୍ଷ ଟଙ୍କା ଖର୍ଚ୍ଚ ସତ୍ତ୍ୱେ ଅବସ୍ଥା ସୁଧୁରୁନାହିଁ ବୋଲି ଅଭିଯୋଗ ହେଉଛି। ରାସ୍ତା ଅବସ୍ଥା ଶୋଚନୀୟ ହୋଇ ପଡିଛି। ସେହିପରି ବକ୍ତାରପୁର-ମଦନପୁର ପୂର୍ତ୍ତ ବିଭାଗ ତଳ…

୯ ହଜାର ତଳେ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ,୨୨।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ୯ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୮ ହଜାର ୪୮୮ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ୫୩୮ ଦିନ ପରେ ଏହା ସର୍ବନିମ୍ନ ରହିଛି। ଏହି ସମୟ…

ଆଜି ରାଜ୍ୟରୁ ୧୭୧ ଆକ୍ରାନ୍ତ ଚିହ୍ନଟ, ଏମାନଙ୍କ ମଧ୍ୟରେ ଅଛନ୍ତି ୩୪ ପିଲା

ଭୁବନେଶ୍ୱର,୨୨ା୧୧(ବ୍ୟୁରୋ): ସୋମବାର ରାଜ୍ୟରୁ ୧୭୧ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୪୭,୧୭୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୯୮ ଜଣ ଚିହ୍ନଟ…

ଭୋକ ଜ୍ୱାଳାରେ ଆଫ୍‌ଗାନ ଶିଶୁ

କାବୁଲ, ୨୨।୧୧ : ପାଦେ ପାଦେ ବିପଦ। କେତେବେଳେ ବର୍ଷୁଛି ଗୁଳି ତ ଆଉ କେତେବେଳେ ବିସ୍ଫୋରଣ। ସବୁଠି ତ୍ରାହି ତ୍ରାହି ଏବଂ ହା’ ଅନ୍ନର ଚିତ୍କାର। ଆତଙ୍କୀ ଗୋଷ୍ଠୀର କ୍ଷମତା ଲୋଭ ଓ ଏହାକୁ ନେଇ ସୃଷ୍ଟି ହୋଇଥିବା ଅଶାନ୍ତ…

ଚାଇନା, ପେଗାସସ୍‌, ଦରଦାମ୍‌ ପ୍ରସଙ୍ଗରେ ଘେରିବେ ବିରୋଧୀ

ନୂଆଦିଲ୍ଲୀ,୨୨।୧୧: ସପ୍ତାହେ ପରେ ସଂସଦର ଶୀତ ଅଧିବେଶନ। ଏହି ଅଧିବେଶନ ଚଳାଇବା କେନ୍ଦ୍ର ସରକାରଙ୍କ ପାଇଁ ସହଜ ହେବ ନାହିଁ। କାରଣ ବିରୋଧୀଙ୍କ ହାତରେ ଚାଇନାର ଅତିକ୍ରମଣ, ପେଗାସସ୍‌ ସ୍ପାଏଓ୍ବେର, ଜରୁରୀ ସାମଗ୍ରୀଗୁଡ଼ିକର ମୂଲ୍ୟବୃଦ୍ଧି ଭଳି ପ୍ରସଙ୍ଗ ରହିଛି। ସରକାରଙ୍କୁ ସବୁଠୁ…

ଗୋଳନ୍ଥରା ହାଜତ ମୃତ୍ୟୁ ମାମଲା: ଗୃହ ସଚିବ, ଏସ୍‌ପି, ଆଇଆଇସିଙ୍କୁ ନୋଟିସ

କଟକ ଅଫିସ,୨୨ା୧୧: ଗଞ୍ଜାମ ଜିଲା ଗୋଳନ୍ଥରା ହାଜତ ମୃତ୍ୟୁ ମାମଲାରେ ହାଇକୋର୍ଟ ରାଜ୍ୟ ଗୃହ ବିଭାଗ ପ୍ରମୁଖ ସଚିବ, ଗଞ୍ଜାମ ଏସ୍‌ପି ଓ ଗୋଳନ୍ଥରା ଥାନା ଆଇଆଇସିଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରିଛନ୍ତି। ଆଜିପର୍ଯ୍ୟନ୍ତ କାହିଁକି ପୋଲିସ ହତ୍ୟା ମାମଲା…

ବାଇଡେନ୍‌ଙ୍କୁ ୭୯

ଓ୍ବାଶିଂଟନ,୨୨।୧୧: ଆମେରିକା ଇତିହାସର ବରିଷ୍ଠତମ ରାଷ୍ଟ୍ରପତି ଜୋ ବାଇଡେନ୍‌ ୭୯ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ଉପରାଷ୍ଟ୍ରପତି କମଲା ହାରିସ୍‌ ଏବଂ ପୂର୍ବତନ ରାଷ୍ଟ୍ରପତି ବାରାକ ଓବାମାଙ୍କ ସମେତ ବହୁ ନେତା ତାଙ୍କୁ ଶୁଭେଚ୍ଛା ଜଣାଇବା ସହ ଦୀର୍ଘ ନିରାମୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?