ଆଜି ବିଶ୍ୱ ପ୍ରାଣୀ ଦିବସ : ପରିବେଶୀୟ ସନ୍ତୁଳନ ଅପରିହାର୍ଯ୍ୟ
ପରିବେଶୀୟ ସନ୍ତୁଳନ ପାଇଁ ପ୍ରାଣୀଙ୍କ ସୁରକ୍ଷା ଏବଂ ସଂରକ୍ଷଣ ଅପରିହାର୍ଯ୍ୟ। ମୁଖ୍ୟତଃ ଜଙ୍ଗଲରେ ରହୁଥିବା ପ୍ରାଣୀଙ୍କ ଯୋଗୁ ଜୈବ ବିବିଧତା ବଜାୟ ରହିଥାଏ। ଜଙ୍ଗଲ ବିନା ଜଳବାୟୁ ପରିବର୍ତ୍ତନର ଆଶଙ୍କା ଅଧିକ। ତେବେ ପୃଥିବୀର ସ୍ଥାୟିତ୍ୱ ପାଇଁ ଗୁରୁତ୍ୱପୂର୍ଣ୍ଣ ସାବସ୍ତ୍ୟ ହେଉଥିବା…
୪ ବର୍ଷ ଧରି ଡ୍ରଗ୍ସ୍ ନେଉଛନ୍ତି ଆର୍ୟନ…
ମୁମ୍ବାଇ,୪।୧୦: କ୍ରୁଏଜ୍ ଡ୍ରଗ୍ସ୍ ପାର୍ଟି ମାମଲାରେ ବଲିଉଡ ଅଭିନେତା ଶାହରୁଖ ଖାଁଙ୍କ ପୁଅ ଆର୍ୟନ ଖାଁଙ୍କୁ ପଚରା ଉଚରା ସମୟରେ ନୂଆ କଥା ପଦାକୁ ଆସିଛି। ନାର୍କୋଟିକ୍ କଣ୍ଟ୍ରୋଲ ବୋର୍ଡ (ଏନ୍ସିବି) ପକ୍ଷରୁ ପଚରା ଉଚରା ସମୟରେ ଆର୍ୟନ ଗତ ୪…
ଦବୁଛି ପୂର୍ତ୍ତ ବିଭାଗ ରାସ୍ତା, ମରାମତି ଦାବି
ନାଉଗାଁ,୪ା୧୦(ସ୍ବ.ପ୍ର): ନାଉଗାଁ ବ୍ଲକ କାର୍ଯ୍ୟାଳୟରୁ ଗାରୋଇକୁ ସଂଯୋଗ କରୁଥିବା ପୂର୍ତ୍ତ ବିଭାଗ ରାସ୍ତା ଶୋଚନୀୟ ହୋଇଯାଇଛି। କିଛି ସ୍ଥାନରେ ଏହା ଦବିଯିବା ସହ ରାସ୍ତା ପାର୍ଶ୍ୱରୁ ଅତଡା ଖସିଯାଇଛି। ଏହାକୁ ମରାମତି କରାଯାଉ ନ ଥିବା ବେଳେ ଅତଡା ଖସିଥିବା ସ୍ଥାନକୁ…
ଅରେଞ୍ଜ୍ କ୍ୟାପ୍ ମିଳିବା ପରେ ବି ଖୁସି ନାହାନ୍ତି ରାହୁଲ: ପଛରେ ରହିଛି ଖାସ୍ କାରଣ
ଶାରଜା,୪।୧୦: ଆଇପିଏଲ୍ ୨୦୨୧ର ଏକ ମ୍ୟାଚ୍ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି) ୬ ରନ୍ରେ ପଞ୍ଜାବ କିଙ୍ଗ୍ସକୁ ହରାଇ ପ୍ଲେ ଅଫ୍ରେ ପ୍ରବେଶ କରିଛି। ମ୍ୟାଚ୍ ପରେ ଆରସିବି ଅଧିନାୟକ ବିରାଟ କୋହଲି କହିଛନ୍ତି ଯେ ଦୁଇଟି ମ୍ୟାଚ ବାକି ଥାଇ…
ଦୁର୍ଦ୍ଦିନରେ ପଥର ଶିଳ୍ପୀ
ଯାଜପୁର ଅଫିସ,୪ା୧୦: କୁଟୀର ଶିଳ୍ପ ପାଇଁ ପ୍ରତିବର୍ଷ ଯୋଜନା ପରେ ଯୋଜନା ପ୍ରଣୟନ କରାଯାଉଛି।ହେଲେ ଗ୍ରାମାଞ୍ଚଳର କାରିଗରଙ୍କ ନିକଟରେ ଯୋଜନାର ସୁଫଳ ପହଞ୍ଚି ପାରୁନାହିଁ। ଫଳରେ ଯୋଜନା ମାଧ୍ୟମରେ କର୍ମନିଯୁକ୍ତି ସୃଷ୍ଟି ହେବା ତ ଦୂରର କଥା କ୍ରମଶଃ ଏହା ସଙ୍କୁଚିତ…
ଏକାଠି ନ ରହି ପାରିଲେ, ଅଲଗା ହେବା ଶ୍ରେୟସ୍କର…
ନୂଆଦିଲ୍ଲୀ,୪।୧୦: ଦାମ୍ପତ୍ୟ ଜୀବନ ଉପରେ ସୁପ୍ରିମ୍କୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ପରାମର୍ଶ ଦେଇଛନ୍ତି। ଏକ ମାମଲାର ଶୁଣାଣି ବେଳେ ସୁପ୍ରିମକୋର୍ଟ କହିଛନ୍ତି ଯେ ଯଦି ସ୍ତ୍ରୀ-ସ୍ବାମୀ ଏକାଠି ରହିବାରେ ସମସ୍ୟା ଉପୁଜୁଛି ତେବେ ପରସ୍ପର ଛାଡିବା ଶ୍ରେୟସ୍କର। ଦାମ୍ପତ୍ୟ ଜୀବନରେ ଉଠିଥିବା ଝଡ଼…
ଦୁର୍ନୀତିଖୋର ଅଧିକାରୀଙ୍କୁ ସୁରକ୍ଷା: ୧୫ ସୁଦ୍ଧା ରିପୋର୍ଟ ଦାଖଲ ନିର୍ଦ୍ଦେଶ
ଯାଜପୁର ଅଫିସ,୪ା୧୦: ଯାଜପୁର ଜିଲା ଯୋଗାଣ ବିଭାଗ କର୍ତ୍ତୃପକ୍ଷ ଅଡିଟ୍ ରିପୋର୍ଟର ଅନୁପାଳନ କରିବାରେ କୁନ୍ଥକୁନ୍ଥ ହେଉଛନ୍ତି। ବିପୁଳ ପରିମାଣର ସରକାରୀ ଅର୍ଥ ହରିଲୁଟ କରିଥିବା ମିଲର୍ସଙ୍କ ବିରୋଧରେ ସାର୍ଟିଫିକେଟ କେସ୍ ଏବଂ ସମ୍ପୃକ୍ତ ଅଧିକାରୀଙ୍କ ନାମରେ ବିଭାଗୀୟ କାର୍ଯ୍ୟବିଧି ଗ୍ରହଣ…
ପଞ୍ଚାୟତ ନିର୍ବାଚନକୁ ସ୍କୁଲ ମିଶ୍ରଣ ଅଡୁଆ
କେନ୍ଦ୍ରାପଡ଼ା ଅଫିସ, ୪ା୧୦: ରାଜ୍ୟ ସରକାରଙ୍କ ନିଷ୍ପତ୍ତି କ୍ରମେ କେନ୍ଦ୍ରାପଡ଼ା ଜିଲାର ୨୧୭ଟି ସ୍କୁଲରେ କମ୍ ଶିକ୍ଷାର୍ଥୀ ଥିବା ଦର୍ଶାଇ ନିକଟସ୍ଥ ଅନ୍ୟ ସ୍କୁଲରେ ଏହାକୁ ମିଶ୍ରଣ କରାଯାଇଛି। ଏହି ମିଶ୍ରଣକୁ ବିରୋଧ କରି ଜିଲାର ଅଭିଭାବକମାନେ ବହୁବାର ଜିଲା ପ୍ରଶାସନର…
ପଞ୍ଜାବ ମାଲିକାଣୀଙ୍କ କୋଳରେ ଏହି ଶିଶୁଟି କିଏ
ଦୁବାଇ,୪।୧୦:ଆଇପିଏଲ ୨୦୨୧ରେ ପଞ୍ଜାବ କିଙ୍ଗସ ଏବଂ କୋଲକାତା ନାଇଟ ରାଇଡର୍ସ ମଧ୍ୟରେ ଦୁବାଇ ଇଣ୍ଟରନ୍ୟାସନାଲ ଷ୍ଟାଡିୟମରେ ୧ ଅକ୍ଟୋବର ସାରେ ଏକ ରୋମାଞ୍ଚକର ମ୍ୟାଚ ଖେଳାଯାଇଥିଲା। ଏହି ମ୍ୟାଚରେ, କେ.ଏଲ ରାହୁଲଙ୍କ ଚମତ୍କାର ବ୍ୟାଟିଂ ଯୋଗୁ ପିବିଏକେ କେକେଆରକୁ ୫ ଉଇକେଟରେ…
ଚାଷୀଙ୍କୁ କରଜ ଶୁଝିବା ଚିନ୍ତା ଘାରିଛି
ପାଟକୁରା,୪ା୧୦(ଡି.ଏନ.ଏ.): ଲଗାଣ ବର୍ଷା ହେବାର ୨୨ ଦିନ ବିତିଯାଇଥିଲେ ସୁଦ୍ଧା ଖାଲ ପାଟ ଜମିରୁ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଭାବେ ପାଣି ଛାଡି ନାହିଁ। ପାଣିରେ ଦୀର୍ଘଦିନ ବୁଡି ରହିଥିବା ଶାରଦ ଧାନ ଫସଲ ଖରା ତାତିରେ ପଚିବାକୁ ଆରମ୍ଭ କଲାଣି। ଧାର…
ମୃତ୍ୟୁ ସଂଖ୍ୟା-ଦୈନିକ ସଂକ୍ରମଣରେ ବ୍ରେକ୍…
ନୂଆଦିଲ୍ଲୀ,୪।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣର ତୃତୀୟ ଲହର ନେଇ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଏପରିସ୍ଥଳେ ଆଗକୁ ଆସୁଥିବା ପାର୍ବଣରେ ଭିଡ଼ ଯୋଗୁ ପୁଣି ସ୍ଥିତି ସଙ୍କଟ ଜନକ ହେବାର ଆଶଙ୍କା ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ…
ଆଉ ୬ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୨୨୦କୁ ବୃଦ୍ଧି
ଭୁବନେଶ୍ୱର,୪।୧୦(ବ୍ୟୁରୋ): ଆଜି ରାଜ୍ୟରୁ ଆଉ ୬ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୮୨୨୦କୁ ବୃଦ୍ଧି ପାଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ,…
Archives


