Home

ଉଦୟପୁରରେ କଙ୍ଗାରୁ କୋର୍ଟ

ନୟାଗଡ଼ ଅଫିସ,୨୧ା୧୧: ନୟାଗଡ଼ ସଦର ଥାନା ଅଧୀନ ଦୁର୍ଦ୍ଦୁରା ପଞ୍ଚାୟତର ଉଦୟପୁର ଗାଁରେ କଙ୍ଗାରୁ କୋର୍ଟର ଜୁଲମ ସଂକ୍ରାନ୍ତରେ ଥାନାରେ ଅଭିଯୋଗ ହୋଇଛି। ଗାଁରେ ଖଟ ବୁଲାଇ ଜଣେ ବ୍ୟକ୍ତିଙ୍କୁ ଚୋର କହି କଙ୍ଗାରୁ କୋର୍ଟରେ ୫ ଲକ୍ଷ ଟଙ୍କା ଜରିମାନା…

କୃଷି ବିଲ୍‌ରେ ବିଜେଡି ଅସ୍ପଷ୍ଟ

ଭୁବନେଶ୍ୱର,୨୧ା୧୧(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ପଦାଙ୍କ ଅନୁସରଣ କରି ବିବାଦୀୟ ୩ କୃଷି ଆଇନ ଢାଞ୍ଚାରେ ରାଜ୍ୟ ସରକାର ଓଡ଼ିଶା କୃଷିଜାତ ଦ୍ରବ୍ୟ ଓ ପ୍ରାଣୀସମ୍ପଦ ବିପଣନ(ବିକାଶ ଓ ସୁଗମତା) ବିଲ୍‌-୨୦୨୦ ଆଣିବାକୁ ଯୋଜନା କରିଥିଲେ। ରାଜ୍ୟ ସରକାରଙ୍କ ପକ୍ଷରୁ ସମବାୟ ମନ୍ତ୍ରୀ…

ରାଜସ୍ଥାନ ମନ୍ତ୍ରିମଣ୍ଡଳର ପୁର୍ନଗଠନ ଆଜି, ୫ ବିଧାୟକଙ୍କ ସମେତ ୧୫ ମନ୍ତ୍ରୀ ନେବେ ଶପଥ

ଜୟପୁର,୨୧ ।୧୧: ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ରବିବାର ତାଙ୍କ ମନ୍ତ୍ରିମଣ୍ଡଳର ପୁର୍ନଗଠନ କରିବାକୁ ଯାଉଛନ୍ତି । ରବିବାର ହେବାକୁ ଥିବା ଶପଥ ଗ୍ରହଣ ସମାରୋହରେ ମୋଟ ୧୫ ନେତାଙ୍କୁ ମନ୍ତ୍ରୀ ପଦର ଶପଥ ଦିଆଯିବ । ନୂଆ ମନ୍ତ୍ରୀଙ୍କ ଶପଥ…

ସୂଚନାର ମାଧ୍ୟମ ପାଲଟିଛି ଟିଭି

ପରିବର୍ତ୍ତିତ ପୃଥିବୀ ସହିତ ସୂଚନା ଏବଂ ମନୋରଞ୍ଜନର ମାଧ୍ୟମରେ ପରିବର୍ତ୍ତନ ହେବାରେ ଲାଗିଛି। ଏପରିସ୍ଥଳେ ସାମ୍ପ୍ରତିକ ସମାଜରେ ଟେଲିଭିଜନ ଘରେ ଘରେ ସୂଚନା ପହଞ୍ଚାଇବା ସହିତ ସହଜ ମନୋରଞ୍ଜନର ଏକ ମାଧ୍ୟମ ପାଲଟିଛି। ଟେଲିଭିଜନର ଗୁରୁତ୍ୱ ସମ୍ପର୍କରେ ସଚେତନତା ସୃଷ୍ଟି ପାଇଁ…

କଙ୍ଗନାଙ୍କ ଉପରେ ଦେଶଦ୍ରୋହ

ନୂଆଦିଲ୍ଲୀ, ୨୧।୧୧: ଇନଷ୍ଟାଗ୍ରାମରେ ଷ୍ଟୋରି ପୋଷ୍ଟ କରିବାରୁ ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାନାଓ୍ବତଙ୍କ ଉପରେ ରୁଜୁ ହୋଇଛି ଦେଶଦ୍ରୋହ ମାମଲା। ଭାରତୀୟ ଯୁବ କଂଗ୍ରେସ (ଆଇୟାଇସି) ଜାତୀୟ ସମ୍ପାଦକ ଅମ୍ରେଶ ରଞ୍ଜନ ପାଣ୍ଡେ ଓ ଅମବୁଜ ଦିକ୍ସିତ ନୂଆଦିଲ୍ଲୀସ୍ଥିତ ପାର୍ଲାମେଣ୍ଟ ଷ୍ଟ୍ରିଟ୍‌…

ଦୁଇ ବିପରୀତ ଲିଙ୍ଗ ବ୍ୟକ୍ତିଙ୍କ ଘନିଷ୍ଠ ସମ୍ପର୍କ ବିଷୟରେ ପ୍ରକାଶ କରିବା ମାନହାନୀ ନୁହେଁ, ହାଇକୋର୍ଟଙ୍କ ରାୟ…

ଲକ୍ଷ୍ନୌ,୨୦।୧୧: ମାନହାନୀ ମାମଲାରେ ଆହ୍ଲାବାଦ୍‌ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ କରିଛନ୍ତି। ଏକ ମାମଲାର ବିଚାର କରି ହାଇକୋର୍ଟ କହିଛନ୍ତି ଯେ,ଦୁଇ ବିପରୀତ ଲିଙ୍ଗ ବ୍ୟକ୍ତିଙ୍କ ଘନିଷ୍ଠ ସମ୍ପର୍କ ବିଷୟରେ ପ୍ରକାଶ କରିବା ମାନହାନୀ ନୁହେଁ। ବିଚାରପତି ସୌମିତ୍ର ଦୟାଲ…

ଜୁଆଆଡ୍ଡାରେ ଚଢ଼ାଉ, ୭ ଗିରଫ

ହିଞ୍ଜିଳିକାଟୁ,୨୦ା୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ପିତ୍ତଳ ଗ୍ରାମରେ ଚାଲିଥିବା ଏକ ଜୁଆଆଡ୍ଡା ଉପରେ ଶନିବାର ହିଞ୍ଜିଳି ପୋଲିସ ଚଢ଼ାଉ କରି ୭ ଜଣ ଜୁଆଡ଼ିଙ୍କୁ ଗିରଫ କରିଛି। ଏଥିସହ ସେମାନଙ୍କ ନିକଟରୁ ୭୧ ହଜାର ୭୯୦ ଟଙ୍କା ଜବତ କରିଛି…

ଏକାଠି ହୋଇ ବୁଲିଲେ ୬ ବାଘ, ଭାଇରାଲ ହେଉଛି ଭିଡିଓ

ଗୋଟିଏ କି ଦୁଇଟି ନୁହେଁ, ଏକାସାଙ୍ଗରେ ୬ଟି ବାଘ ଏକାଠି ହୋଇ ବୁଲିବାର ବିରଳ ଦୃଶ୍ୟ ସୋସିଆଲ ମିଡିଆରେ ଏବେ ଭାଇରାଲ ହେଉଛି। ଆଜି ସକାଳେ ଅଭିନେତା ରଣଦୀପ ହୁଡା ତାଙ୍କ ଟୁଇଟର ପେଜ୍‌ରେ ଏହି ଭିଡିଓଟି ଶେୟାର କରିଛନ୍ତି। ଭିଡିଓରେ…

ଅଭିଯୁକ୍ତଙ୍କ ମାନସିକ ସ୍ବାସ୍ଥ୍ୟ ଯାଞ୍ଚ୍‌ ଜରୁରୀ, ହାଇକୋର୍ଟଙ୍କ ଗୁରୁତ୍ୱାରୋପ…

ଚେନ୍ନାଇ,୨୦।୧୧: ମାନସିକ ସମସ୍ୟା ରହିଥିବା ଅଭିଯୁକ୍ତଙ୍କ ଯାଞ୍ଚ୍‌ ଜରୁରୀ। ପ୍ରଥମେ ସେମାନଙ୍କୁ ଆବଶ୍ୟକ ମାନସିକ ସ୍ବାସ୍ଥ୍ୟ ଯାଞ୍ଚ୍‌ ସୁବିଧା ଉପଲବ୍ଧ କରାଇବା ଆବଶ୍ୟକ ବୋଲି ପୋଲିସ, ଜେଲ୍‌ ଅଧିକାରୀ ଏବଂ ରିମାଣ୍ଡିଙ୍ଗ୍‌ ମାଜିଷ୍ଟ୍ରେଟ୍‌ଙ୍କ ଉଦ୍ଦେଶ୍ୟରେ ମାଡ୍ରାସ୍‌ ହାଇକୋର୍ଟଙ୍କ ମଦୁରାଇ ଖଣ୍ଡପୀଠଙ୍କ ପକ୍ଷରୁ…

ଆର୍ୟନଙ୍କ ବିରୋଧରେ କୌଣସି ଠୋସ୍‌ ପ୍ରମାଣ ନାହିଁ: ମୁମ୍ବାଇ ହାଇକୋର୍ଟ

ମୁମ୍ବାଇ,୨୦ା୧୧: ଡ୍ରଗ୍ସ ମାମଲାରେ ଶାହାରୁଖ ଖାନ୍‌ଙ୍କ ପୁଅ ଆର୍ୟନଙ୍କ ବିରୋଧରେ ମୁମ୍ବାଇ ହାଇକୋର୍ଟ ଶନିବାର ଏକ ବଡ଼ ବୟାନ ଦେଇଛନ୍ତି। ଆଜି ଆର୍ୟନ ମୁମ୍ବାଇ ହାଇକୋର୍ଟଙ୍କଠାରୁ ଜାମିନ ଆଦେଶ ପାଇଛନ୍ତି। ଜାମିନ ଆଦେଶ ସହିତ କୋର୍ଟ ୧୪ ପୃଷ୍ଠାର ନିର୍ଦ୍ଦେଶ ଦେବାବେଳେ…

କାର୍ଯ୍ୟବନ୍ଦ ଆନ୍ଦୋଳନରେ ସାମିଲ ହେଲେ ସମବାୟ କର୍ମଚାରୀ

କେନ୍ଦୁଝର,୨୦ା୧୧(ସ୍ବ.ପ୍ର.): ଓଡ଼ିଶା ସମବାୟ କର୍ମଚାରୀ ମହାସଂଘ ଡାକରାରେ କେନ୍ଦୁଝର ଜିଲାର ସମସ୍ତ ପାକ୍ସ ଓ ଲ୍ୟାମ୍ପସ୍‌ର କର୍ମଚାରୀମାନେ ୫ ଦଫା ଦାବିରେ କେନ୍ଦୁଝର ଉପନିବନ୍ଧକଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଅନିର୍ଦ୍ଦିଷ୍ଟ କାଳ କାର୍ଯ୍ୟବନ୍ଦ ଆନ୍ଦୋଳନ ଓ ଧାରଣା ଜାରି ରଖିଛନ୍ତି ା ଗତ…

ଏହି ଅଭିନେତ୍ରୀଙ୍କ ଘରେ ଲାଗିଲା ନିଆଁ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ରକୁଲ ପ୍ରୀତ ସିଂଙ୍କ ବିଲ୍ଡିଂର ୧୨ତମ ମହଲାରେ ନିଆଁ ଲାଗିଯାଇଛି। ଅଗ୍ନିକାଣ୍ଡର କାରଣ ଜଣାପଡ଼ିନାହିଁ। ଏହି ଖବର ପରେ ତୁରନ୍ତ ଅଗ୍ନିଶମ ବାହିନୀ ଗାଡ଼ି ଏବଂ ଆମ୍ବୁଲାନ୍ସ ଘଟଣାସ୍ଥଳରେ ପହଞ୍ଚିଛି। ଅନ୍ୟପକ୍ଷରେ ଅଗ୍ନିକାଣ୍ଡ ସମ୍ପର୍କରେ ରକୁଲଙ୍କଠାରୁ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?