Home

କାମ ଦେଉଛି ଗୁରୁମନ୍ତ୍ର; ହେଲେ ୧୪୦ କିମିରୁ ଅଧିକ ବେଗରେ ବୋଲିଂ କରିପାରୁନି

ରାଞ୍ଚି, ୨୦।୧୧: ନ୍ୟୁଜିଲାଣ୍ଡ ବିପକ୍ଷ ଦ୍ୱିତୀୟ ଟି୨୦ ମୁକାବିଲାରେ ଅନ୍ତର୍ଜାତୀୟ ଡେବ୍ୟୁ କରିଛନ୍ତି ଆଇପିଏଲ୍‌ରେ ଚମତ୍କାର ପ୍ରଦର୍ଶନ କରିଥିବା ହର୍ଶଲ ପଟେଲ। ଚଳିତ ବର୍ଷ ସେ ଆଇପିଏଲ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ପାଇଁ ଇତିହାସ ରଚି ୩୨ ଉଇକେଟ ନେଇ ପର୍ପଲ…

ଟିକ୍‌ଟକ୍‌ ଉପରୁ ପ୍ରତିବନ୍ଧକ ହଟିଲା

ଇସଲାମାବାଦ,୨୦ା୧୧: ଲୋକପ୍ରିୟ ଚାଇନିଜ୍‌ ଭିଡିଓ ଶେୟାରିଂ ପ୍ଲାଟଫର୍ମ ଟିକ୍‌ଟକ୍‌ ଉପରେ ଲାଗିଥିବା ପ୍ରତିବନ୍ଧକକୁ ପାକିସ୍ତାନର ଟେଲିକମ୍‌ ରେଗୁଲେଟର ହଟାଇ ଦେଇଛି। ଟିକ୍‌ଟକ୍‌ର ଆଶ୍ୱାସନା ପରେ ପାକିସ୍ତାନ ଏହି ନିଷ୍ପତ୍ତି ନେଇଛି। ଯେଉଁଥିରେ କୁହାଯାଇଛି, ଏହା ଅଶ୍ଳୀଳ ଦୃଶ୍ୟ ପ୍ରସାରଣକୁ ନିୟନ୍ତ୍ରଣ କରିବ।…

ବିରାଟଙ୍କ ସମକକ୍ଷ ହେଲେ ରୋହିତ, ପଛରେ ପଡ଼ିଲେ ବାବର

ରାଞ୍ଚି, ୨୦।୧୧: ନ୍ୟୁଜିଲାଣ୍ଡ ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଉଲ୍ଲେଖନୀୟ ପ୍ରଦର୍ଶନ କରିଥିଲା ଭାରତ। ଦଳ ଏହି ମ୍ୟାଚ୍‌ରେ ଅତିଥି ଟିମ୍‌କୁ ପରାସ୍ତ କରି ସିରିଜ୍‌କୁ ଆଗୁଆ ଜିତି ନେଇଛି। ଭାରତୀୟ ଅଧିନାୟକ ରୋହିତ ଶର୍ମା ନିଜର ୨୫ତମ ଅର୍ଦ୍ଧଶତକ…

କୋହଲି କହିଲେ ‘ଆଇ ଲଭ୍‌ ୟୁ’; ଜବାବରେ…

ନୂଆଦିଲ୍ଲୀ, ୨୦।୧୧: ଦକ୍ଷିଣ ଆଫ୍ରିକାର କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ୍‌ ଏବି ଡି’ଭିଲର୍ସ କ୍ରିକେଟର ସମସ୍ତ ଫର୍ମାଟରୁ ତାଙ୍କର ଅବସର ନେଇ ଘୋଷଣା କରିଛନ୍ତି। ଦୀର୍ଘ ୧୭ ବର୍ଷ ଧରି ସେ ତାଙ୍କ ୩୬୦ ଡିଗ୍ରୀ ବ୍ୟାଟିଂ ପାଇଁ ଅପ୍ରତିଦ୍ୱନ୍ଦ୍ୱୀ ଥିଲେ। ଏହି ଘୋଷଣା…

ମନ୍ତ୍ରୀଙ୍କ ପ୍ରେସ୍‌ ସୂଚନା ସମୟରେ ସାଙ୍କେତିକ ଭାଷାର ସୁବିଧା ରହୁ, ସୁପ୍ରିମ୍‌କୋର୍ଟରେ ଆବେଦନ…

ନୂଆଦିଲ୍ଲୀ,୨୦।୧୧: ରାଷ୍ଟ୍ର ମୁଖ୍ୟ ଅବା ଅନ୍ୟ ମନ୍ତ୍ରୀଙ୍କ ପ୍ରେସ୍‌ ସୂଚନା କାର୍ଯ୍ୟକ୍ରମ ସମୟରେ ସାଙ୍କେତିକ ଭାଷାର ସୁବିଧା ରହୁବୋଲି ଏକ ଆବେଦନ ସୁପ୍ରିମ୍‌କୋର୍ଟରେ ଦାଖଲ କରାଯାଇଛି। ଏହା ଦ୍ୱାରା ପ୍ରେସ୍‌ ସୂଚନା ସମ୍ପର୍କରେ ଶ୍ରବଣ ଶକ୍ତି ବାଧିତ ଦିବ୍ୟାଙ୍ଗମାନେ ସହଜରେ ଜାଣି…

ଢେଙ୍କାନାଳରେ ସ୍ମାର୍ଟ ହେଲ୍‌ଥ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

ଢେଙ୍କାନାଳ ଅଫିସ,୨୦ା୧୧: ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲ୍‌ଥ କାର୍ଡ ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ ଶନିବାର ଢେଙ୍କାନାଳ ଗସ୍ତରେ ଆସି ମିନି ଷ୍ଟାଡିୟମଠାରେ ଆୟୋଜିତ କାର୍ଯ୍ୟକ୍ରମରେ ଏହି କାର୍ଡ ବଣ୍ଟନ କରିଥିଲେ। ଏଥିସହିତ ୮୮୦ କୋଟି…

ଏମିତି ଗାଁ ଯେଉଁଠିି ଜନ୍ମ ନିଅନ୍ତି କେବଳ ଝିଅ

ଦୁନିଆରେ ସବୁବେଳେ କିଛି ନା କିଛି ଅଜବ ଘଟଣା ଘଟିଥାଏ। କିଛି ମାମଲା ଏପରି ଥାଏ ଯାହା ବିଷୟରେ ଜାଣିଲେ ଆଶ୍ଚର୍ଯ୍ୟ ଲାଗେ। କେବଳ ଏତିକି ନୁହେଁ ଅନେକ ଘଟଣା ପଛର ରହସ୍ୟ ଏପର୍ଯ୍ୟନ୍ତ ସମାଧାନ ହୋଇନାହିଁ। ଆଜି ଆମେ ଆପଣଙ୍କୁ…

କୁଲଗାମ୍‌ରେ ଏନ୍‌କାଉଣ୍ଟର…

ଶ୍ରୀନଗର,୨୦।୧୧: ଜମ୍ମୁ-କଶ୍ମୀରରେ ଆତଙ୍କବାଦ ବିରୋଧୀ ଅପରେଶନ ଅଲ୍‌ଆଉଟ୍‌ରେ ମିଳିତ ସୁରକ୍ଷା ବାହିନୀଙ୍କୁ ବଡ଼ ସଫଳତା ମିଳିଛି। କୁଲଗାମରେ ଏନ୍‌କାଉଣ୍ଟରରେ ଜଣେ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ନିହତ ଆତଙ୍କବାଦୀଙ୍କୁ ଏପର୍ଯ୍ୟନ୍ତ ଚିହ୍ନଟ କରାଯାଇ ନାହିଁ। ଅନ୍ୟ ଆତଙ୍କବାଦୀମାନେ ମଧ୍ୟ ଏହି ଅଞ୍ଚଳରେ ରହିଥିବା…

ପ୍ରତିବର୍ଷ ୩୦ ହେଲିକପ୍ଟର ନିର୍ମାଣ କରିବ ଏଚଏଏଲ୍‌…

ନୂଆଦିଲ୍ଲୀ,୨୦।୧୧: ଭାରତର ରାଷ୍ଟ୍ରାୟତ୍ତ ଏରୋସ୍ପେସ ଏବଂ ପ୍ରତିରକ୍ଷା କମ୍ପାନୀ ହିନ୍ଦୁସ୍ତାନ ଏରୋନେଟିକ୍ସ ଲିମିଟେଡ (ଏଚଏଏଲ୍‌) ବର୍ଷକୁ ପ୍ରାୟ ୩୦ଟି ଲାଇଟ କମ୍ବାଟ ହେଲିକପ୍ଟର (ଏଲସିଏଚ୍‌) ନିର୍ମାଣ କରିବ ବୋଲି ଆଶା କରାଯାଉଛି। ଏନେଇ ଏଚଏଏଲ୍‌ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଆତ୍ମନିର୍ଭର…

ଭାରତରେ ଦିଆଯିବ ବୁଷ୍ଟର ଡୋଜ୍‌, ଆସନ୍ତା ସପ୍ତାହରେ ନିଷ୍ପତ୍ତି…

ନୂଆଦିଲ୍ଲୀ,୨୦।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସେହିପରି ଦେଶରେ ଟିକାକରଣ ଅଭିଯାନ ମଧ୍ୟ ଜାରି ରହିଛି। ତେବେ ଏବେ ଦେଶରେ ବୁଷ୍ଟର ଡୋଜ୍‌ ଦିଆଯିବା…

ଦେଢ଼କୋଟି ଟଙ୍କାର ସାପ ବିଷ ବିକ୍ରି ପାଇଁ ଚାଲିଥିଲା ଯୋଜନା, ଗ୍ରାହକ ସାଜି ବାନ୍ଧିଲା ପୋଲିସ

ଦେବଗଡ଼,୨୦ା୧୧(ଡି.ଏନ୍‌.ଏ.): ସାପ ବିଷ ଚୋରାଚାଲାଣ ରାକେଟର ପର୍ଦ୍ଦାଫାଶ ହୋଇଛି। ସାପ ବିଷ ବିକ୍ରି ପାଇଁ ଉଦ୍ୟମ କରୁଥିବାବେଳେ ଗ୍ରାହକ ସାଜି ୨ ଜଣଙ୍କୁ ଗିରଫ କରିଛି ପୋଲିସ। ଦେବଗଡ଼ ଜିଲାର ସ୍ବତନ୍ତ୍ର ପୋଲିସ ଟିମ୍‌ ଏହି ଚଢ଼ାଉ କରିଥିବା ଜଣାପଡ଼ିଛି। ଚଢ଼ାଉ…

୯୧ ବର୍ଷୀୟ ବୃଦ୍ଧାଙ୍କ ପ୍ରେମରେ ପଡ଼ି ବିବାହ କରିଥିଲେ ଏହି ଯୁବକ; ହନିମୁନ୍‌ରେ ଘଟିଲା ଏଭଳି ଯେ…

କଥାରେ ଅଛି ପ୍ରେମ ମାନେନା ବୟସ। ବିଗତ ଦିନରେ ଏପରି ଅନେକ ଘଟଣା ଦେଖିବାକୁ ମିଳିଛି ଯେଉଁଠି ଲୋକମାନେ ପ୍ରେମ ପାଇଁ ସବୁ ସୀମା ପାର୍‌ କରିଛନ୍ତି। ଆଜି ଆମେ ଏଭଳି ଏକ ପ୍ରେମକାହାଣୀ ବିଷୟରେ କହିବାକୁ ଯାଉଛୁ ଯେଉଁଥିରେ ପ୍ରେମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?