Home

ଡାକ୍ତର କରିଥିଲେ ମୃତ ଘୋଷଣା, ବ୍ୟବଚ୍ଛେଦ ପୂର୍ବରୁ ଘଟିଲା ଏମିତି

ଲକ୍ଷ୍ନୌ,୨୦ା୧୧: ଉତ୍ତରପ୍ରଦେଶର ମୁରଦାବାଦରେ ଏକ ଆଶ୍ଚର୍ଯ୍ୟକର ଘଟଣା ଦେଖିବାକୁ ମିଳିଛି। ଏକ ସଡ଼କ ଦୁର୍ଘଟଣାରେ ଆହତ ହୋଇଥିବା ବ୍ୟକ୍ତିଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କର ମୃତ୍ୟୁ ଘଟିଥିବା ଡାକ୍ତର ଘୋଷଣା କରିଥିଲେ। ମୃତଦେହ ବ୍ୟବଚ୍ଛେଦ ପୂର୍ବରୁ ଯାହା ଘଟିଥିଲା ଡାକ୍ତରମାନେ…

ପ୍ରଧାନମନ୍ତ୍ରୀଙ୍କୁ ବରୁଣ ଗାନ୍ଧୀଙ୍କ ଚିଠି, ଅଜୟ ମିଶ୍ରାଙ୍କ ବିରୋଧରେ ଗ୍ରହଣ କରାଯାଉ କାର୍ଯ୍ୟାନୁଷ୍ଠାନ…

ନୂଆଦିଲ୍ଲୀ,୨୦।୧୧: ମନ୍ତ୍ରୀ ଅଜୟ ମିଶ୍ରାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଭାଜପା ଏମ୍‌ପି ବରୁଣ ଗାନ୍ଧୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଶନିବାର ଚିଠି ଲେଖିଛନ୍ତି। ଲଖିମପୁର ଘଟଣାରେ ମନ୍ତ୍ରୀ ଏବଂ ତାଙ୍କ ପୁତ୍ର ଆଶିଷ ମିଶ୍ରାଙ୍କ ପ୍ରତି କଡ଼ା ଦଣ୍ଡାଦେଶ ହେଉ…

ତୃତୀୟ ଥର ବିବାହ କରିବାକୁ ସଜ ହେଲେଣି ଆମିର ଖାନ୍‌ ! କିଛି ଏଭଳି ହେଉଛି ଚର୍ଚ୍ଚା..

ବମ୍ବେ: କିରଣଙ୍କୁ ଛାଡ଼ପତ୍ର ଦେବା ପରେ ଏବେ ତୃତୀୟ ବିବାହ କରିବାକୁ ଯାଉଛନ୍ତି ଅଭିନେତା ଆମିର ଖାନ୍‌। ଏପରି କିଛି ଚର୍ଚ୍ଚା ଏବେ ବଲିଉଡ୍‌ ଗଳିକନ୍ଦିରେ ହେବାକୁ ଲାଗିଛି। ନିଜର ଆଗାମୀ ଫିଲ୍ମ ‘ଲାଲ୍‌ ସିଂହ ଚଡ୍ଢା’ର ରିଲିଜ ପରେ ବିବାହ…

ଇନ୍ଦୋର ଲଗାତାର ପଞ୍ଚମ ଥର ପାଇଁ ଶ୍ରେଷ୍ଠ ସ୍ବଚ୍ଛ ସହର…

ନୂଆଦିଲ୍ଲୀ,୨୦।୧୧: ସ୍ବଚ୍ଛ ସର୍ବେକ୍ଷଣ ଆଓ୍ବାର୍ଡ-୨୦୨୧ର ଘୋଷଣା କରାଯାଇଛି। ଏଥିରେ ଇନ୍ଦୋର ଲଗାତାର ପଞ୍ଚମ ଥର ପାଇଁ ଶ୍ରେଷ୍ଠ ସ୍ବଚ୍ଛ ସହର ସମ୍ମାନ ଲାଭ କରିଛି। ମଧ୍ୟପ୍ରଦେଶର ଇନ୍ଦୋର ସହର ପୁଣି ଏହି ତାଲିକାର ଶୀର୍ଷରେ ରହିଛି। ସ୍ବଚ୍ଛ ସର୍ବେକ୍ଷଣ -୨୦୨୧ ରେ…

ନିର୍ମାଣ ହେବ ଭାସମାନ ସହର, ଜାତିସଂଘ ଯୋଗାଇବ ସହାୟତା…

ସିଓଲ,୨୦।୧୧: ପ୍ରାୟ ଦୁଇ ବର୍ଷ ପୂର୍ବେ ବିଲଡର୍ସ, ଇଞ୍ଜିନିୟର୍‌ ଏବଂ ସ୍ଥପତିମାନଙ୍କର ଏକ ଗୋଷ୍ଠୀ ମିଳିତ ଜାତିସଂଘରେ ଏକ ଉଚ୍ଚାଭିଳାଷୀ ପ୍ରକଳ୍ପ ବିଷୟରେ ଆଲୋଚନା କରିଥିଲେ। ଏହି ପ୍ରକଳ୍ପ ଏକ ଭାସମାନ ସହର ନିର୍ମାଣ ବିଷୟରେ ଥିଲା। ଯାହା ଜଳ ଉପରେ…

ଗୋଟିଏ ଦିନ ୩୦୯ ରନ୍‌ କରି ଚମକାଇ ଥିଲେ ଏହି ବ୍ୟାଟ୍ସମ୍ୟାନ୍‌: ୯୧ ବର୍ଷ ହେଲାଣି ଭାଙ୍ଗିନି ରେକର୍ଡ

ବ୍ରିସ୍‌ବେନ୍‌,୧୯।୧୧: ଭାରତୀୟ କ୍ରିକେଟ ଟିମ୍‌ ବିପକ୍ଷରେ ଅଷ୍ଟ୍ରେଲିୟ ଦଳ ସଂଘର୍ଷ କରିବା ଭଳି ଘଟଣା ବହୁତ୍‌ କମ୍‌ ଦେଖିବାକୁ ମିଳିଛି। ଉଭୟ ଦଳର ମ୍ୟାଚ୍‌ ଭିତରେ ଅନେକ ରେକର୍ଡ କରି ଚର୍ଚ୍ଚାକୁ ଆସିଛନ୍ତି। ସେଭଳି ଜଣେ ହେଲେ ସାର୍‌ ଡନ୍‌ ବ୍ରାଡ୍‌ମ୍ୟାନ୍‌।…

ସ୍ତ୍ରୀଙ୍କ ପାଖରେ ଏହି ୫ ଗୁଣ ଥିଲେ ଭାଗ୍ୟଶାଳୀ ହୋଇଥାନ୍ତି ପୁରୁଷ; ଜାଣନ୍ତୁ କ’ଣ କୁହନ୍ତି…

ଆଚାର୍ଯ୍ୟ ଚାଣକ୍ୟ ମନୁଷ୍ୟ ଜୀବନକୁ ସଫଳ କରିବା ପାଇଁ ଅନେକ ନୀତି ବିଷୟରେ ବର୍ଣ୍ଣନା କରିଛନ୍ତି। ଯେଉଁ ବ୍ୟକ୍ତି ଏହାକୁ ଅନୁସରଣ କରେ ତାର ଜୀବନରୁ ଅନେକ ସମସ୍ୟା ଦୂର ହୋଇପାରେ। ଚାଣକ୍ୟ ନିଜର ଏକ ନୀତିରେ ସ୍ତ୍ରୀମାନଙ୍କର ୫ଟି ଗୁଣ…

ନୂଆ କରୋନା ଅଇନ ନେଇ ଲୋକଙ୍କ ପକ୍ଷରୁ ପ୍ରଦର୍ଶନ…

ଆମେଷ୍ଟରଡମ୍‌,୨୦।୧୧: ନେଦରଲାଣ୍ଡରେ ଟତକାକରଣ କରାଯାଇ ନ ଥିବା ଲୋକଙ୍କୁ କେତେକ ସ୍ଥାନରେ ପ୍ରବେଶ କରିବାକୁ ବାରଣ କରିବା ପାଇଁ ସରକାରଙ୍କ ପକ୍ଷରୁ ଯୋଜନା କରାଯାଇଛି। ଏହି ନୂଆ ଆଇନକୁ ବିରୋଧରେ କରି ଶୁକ୍ରବାର ରାତିରେ ଲୋକେ ରୋଟର୍ଡାମରେ ବିରୋଧ ପ୍ରଦର୍ଶନ କରିଛନ୍ତି।…

୨୦୨୨ରେ ଦୁଇଟି ଏସ୍‌-୪୦୦ ପ୍ରତିରକ୍ଷା ପ୍ରଣାଳୀ ମୁତୟନ କରିବ ଭାରତ…

ନୂଆଦିଲ୍ଲୀ,୨୦।୧୧: ଭାରତ ୨୦୨୨ରେ ଦୁଇଟି ଏସ୍‌-୪୦୦ ବାୟୁ ପ୍ରତିରକ୍ଷା ପ୍ରଣାଳୀ ମୁତୟନ କରିବ। ରୁଷିଆର ଏହି ପ୍ରତିରକ୍ଷା ପ୍ରଣାଳୀ ଦ୍ୱାରା ଭାରତୀୟ ସେନାଙ୍କ ଶକ୍ତି ବୃଦ୍ଧି ପାଇପାରିବ। ଲଦାଖ ଏବଂ ଅରୁଣାଚଳ ପ୍ରଦେଶରେ ଥିବା ଏଲଏସିଠାରେ ଚାଇନା ଦ୍ୱାରା ସୃଷ୍ଟି ହେଉଥିବା…

ମାଓବାଦୀଙ୍କ ଭାରତ ବନ୍ଦ, ଟ୍ରେନ୍‌ ଲାଇନ୍‌ ଉଡାଇଲେ…

ରାଞ୍ଚି,୨୦।୧୧: ମାଓବାଦୀଙ୍କ ୨୪ ଘଣ୍ଟିଆ ଭାରତ ବନ୍ଦ ଶୁକ୍ରବାର ମଧ୍ୟ ରାତ୍ରରୁ ଆରମ୍ଭ ହୋଇଛି। ମାଓବାଦୀ ନେତା ପ୍ରଶାନ୍ତ ବୋଷ ଏବଂ ତାଙ୍କ ସ୍ତ୍ରୀ ଶୀଲା ମରାଣ୍ଡିଙ୍କ ଗିରଫକୁ ବିରୋଧ କରି ମାଓବାଦୀ ସଂଗଠନ ପକ୍ଷରୁ ଏହି ବନ୍ଦ ଠାକରା ଦିଆଯାଇଛି।…

ଚିନ୍ତା ବଢ଼ାଉଛି କେରଳ…

ନୂଆଦିଲ୍ଲୀ,୨୦।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୧୦ ହଜାର ୩୦୨ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି।…

ମାଷ୍ଟରଷ୍ଟ୍ରୋକ୍‌ ନା ପରାଜୟ ଭୟ

ନୂଆଦିଲ୍ଲୀ,୨୦।୧୧: ଗୁରୁନାନକ ଦେବଙ୍କ ୫୫୨ତମ ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅପ୍ରତ୍ୟାଶିତ ଘୋଷଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ଯେଉଁ କୃଷି ଆଇନକୁ ନେଇ ଏତେ ତୁମ୍ବିତୋଫାନ ହେଲା, ୭୦୦ରୁ ଊର୍ଦ୍ଧ୍ୱ କୃଷକଙ୍କ ଜୀବନ ଚାଲିଗଲା ତାକୁ ନେଇ ହଠାତ୍‌ କିପରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?