ରାଜ୍ୟରେ ଆଜି ୩,୮୦୬ ସଂକ୍ରମିତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୧୮।୬(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁ ଥିବାବେଳେ କିଛିଦିନ ହେବ ସଂକ୍ରମଣ ମାତ୍ରା କିଛିଟା କମିଛି। ଶୁକ୍ରବାର ରାଜ୍ୟରେ ୩,୮୦୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨୧୭୨ ଜଣ କ୍ୱାରାଣ୍ଟାଇନ୍ ଥିଲେ। ବାକି ୧୬୩୪ଟି…
ପୃଥ୍ବୀ ଶ’ଙ୍କ ବେଡ୍ରୁ ମିଳିଲା ଏମିତି ଜିନିଷ: ପ୍ରଶଂସକ କଲେ ଟ୍ରୋଲ
ମୁମ୍ବାଇ,୧୮।୬:ଆଇପିଏଲ ୨୦୨୧ ଏବଂ ବିଜୟ ହଜାରେ ଟ୍ରଫିରେ ଚମତ୍କାର ପ୍ରଦର୍ଶନ କରିଥିବା ପୃଥ୍ବୀ ଶ’ ଖୁବ ଶୀଘ୍ର ଟିମ ଇଣ୍ଡିଆର ଜର୍ସିରେ ନଜର ଆସିବେ। ଶ୍ରୀଲଙ୍କା ଯାତ୍ରା ପାଇଁ ଶ’ ଟିମ ଇଣ୍ଡିଆରେ ମନୋନୀତ ହୋଇଛନ୍ତି। ଜୁଲାଇରେ ଭାରତୀୟ ଦଳକୁ ଏକଦିବସୀୟ…
ସେପ୍ଟେମ୍ବରରେ ନୋଭାଭାକ୍ସ
ନୂଆଦିଲ୍ଲୀ, ୧୮।୬:ଆମେରିକୀୟ ବାୟୋଟେକ୍ନୋଲୋଜି କମ୍ପାନୀ ନୋଭାଭାକ୍ସ ପ୍ରସ୍ତୁତ କରିଥିବା କୋଭିଡ୍ ଟିକା ୯୦ ପ୍ରତିଶତ ଫଳପ୍ରଦ ଏବଂ ନିରାପଦ ବୋଲି ପ୍ରାରମ୍ଭିକ ଫଳାଫଳରୁ ସ୍ପଷ୍ଟ ହୋଇଛି। ଭାରତରେ ସିରମ୍ ଇନ୍ଷ୍ଟିଚ୍ୟୁଟ୍ ଏହି ଟିକା ଉତ୍ପାଦନ କରିବାକୁ ଥିବାବେଳେ ଆସନ୍ତା ସେପ୍ଟେମ୍ବର ସୁଦ୍ଧା…
ଫୁଟୁଥିବା ଗରମ ପାଣିରେ ୩ କିଲୋ ଚିନି ମିଶାଇ ଶୋଇଥିବା ସ୍ବାମୀଙ୍କ ଉପରେ ଢାଳିଦେଲେ ସ୍ତ୍ରୀ, ଆଉ ତା’ ପରେ…
ଲଣ୍ଡନ,୧୮।୬: ଇଂଲଣ୍ଡର ଜଣେ ୫୯ ବର୍ଷୀୟା ମହିଳା ୮୧ ବର୍ଷୀୟ ବୃଦ୍ଧ ସ୍ବାମୀଙ୍କ ଉପରେ ଫୁଟୁଥିବା ଗରମ ପାଣିରେ ଚିନି ମିଶାଇ ଢାଳି ଦେବାରୁ ତାଙ୍କର ମୃତ୍ୟୁ ଘଟିଛି। ଏହି ମହିଳାଙ୍କ ନାମ କୋରିନା ବେସ୍। ସ୍ବାମୀଙ୍କ ସହ ୩୮ ବର୍ଷ…
ସୋସିଆଲ ମିଡିଆକୁ ଟାର୍ଗେଟ
ନୂଆଦିଲ୍ଲୀ,୧୮ା୬:ଗଣମାଧ୍ୟମର ସ୍ବାଧୀନତା ପାଇଁ ଲଢ଼ୁଥିବା ରିପୋଟର୍ସ ଓ୍ବିଦାଉଟ୍ ବର୍ଡର୍ସ (ଆର୍ଏସ୍ଏଫ୍) ମତରେ ବିଶ୍ୱ ପ୍ରେସ୍ ଫ୍ରିଡମ୍ ସୂଚକାଙ୍କରେ ୧୮୦ ଦେଶ ମଧ୍ୟରୁ ଭାରତର ସ୍ଥାନ ୧୪୨। ଉତ୍ତର ପ୍ରଦେଶର ଗାଜିଆବାଦରେ ଜଣେ ସଂଖ୍ୟାଲଘୁ ବୃଦ୍ଧଙ୍କ ଉପରେ ଆକ୍ରମଣର ରିପୋର୍ଟିଂ କରିଥିବା ଖବରଦାତାମାନଙ୍କ…
ବୋଲ୍ଡ ନଜରରେ ଏହି ଅଭିନେତ୍ରୀଙ୍କ ଝିଅ, ଭାଇରାଲ ହେଉଛି ଫଟୋ
ମୁମ୍ବାଇ ପ୍ରସିଦ୍ଧ ଟିଭି ଅଭିନେତ୍ରୀ ଶ୍ୱେତା ତିଓ୍ବାରୀଙ୍କ ଝିଅ ପଲକ ତିଓ୍ବାରୀ ତାଙ୍କର ହଟ୍ ଏବଂ ସିଙ୍ଗଲ ଫଟୋ ପାଇଁ ବିଭିନ୍ନ ସମୟରେ ଚର୍ଚ୍ଚାରେ ରହିଥାନ୍ତି। ପଲକଙ୍କ ଇନ୍ଷ୍ଟାଗ୍ରାମରେ ଲୋକମାନଙ୍କର ସ୍ବତନ୍ତ୍ର ଦୃଷ୍ଟି ରହିଥାଏ। ତେଣୁ ଯେତେବେଳେ ସେ ତାଙ୍କ ଇନ୍ଷ୍ଟାଗ୍ରାମରେ…
ଅନ୍ତର୍ଜାତୀୟ କ୍ରିକେଟରେ ସର୍ବାଧିକ ଥର ଶୂନରେ ଆଉଟ୍ ହୋଇଛନ୍ତି ଏହି ଖେଳାଳି, ନାମରେ ଅଛି ଲଜ୍ଜାଜନକ ରେକର୍ଡ
ନୂଆଦିଲ୍ଲୀ,୧୭।୬: ଅନ୍ତରାଷ୍ଟ୍ରୀୟ କ୍ରିକେଟରେ ଦେଶ ପାଇଁ ଖେଳିବା ଯେତିକି ଗୌରବର କଥା, ଶୂନରେ ଆଉଟ୍ ହେବା ସେତିକି ଲଜ୍ଜାଜନକ ବିଷୟ। କ୍ରିକେଟଜଗତରେ ଏପରି ଅନେକ ଖେଳାଳି ଅଛନ୍ତି ଯେଉଁମାନେ ଅନେକ ଥର ବିନା କୌଣସି ରନ୍ କରି ଆଉଟ୍ ହୋଇଛନ୍ତି। ହେଲେ…
ଆଉ ଲୋଡ଼ା ୪୬ ରନ୍; ଏହି ସ୍ବତନ୍ତ୍ର କ୍ଲବରେ ସାମିଲ ହେବେ ଜାଡେଜା, ଅଲରାଉଣ୍ଡର ଭାବେ…
ନୂଆଦିଲ୍ଲୀ,୧୭।୬: କ୍ରିକେଟ ଫର୍ମାଟରେ ଅଲରାଉଣ୍ଡର ରବିନ୍ଦ୍ର ଜାଡେଜା ନିଜ ଖେଳକୁ ଅଧିକ ଉନ୍ନତ କରିଛନ୍ତି। ବାମହାତୀ ସ୍ପିନ୍ ସହ ନିମ୍ନ କ୍ରମରେ ଆସି ରନ୍ ଯୋଡ଼ିବାର କ୍ଷମତା ଥିବା ଏହି ଅଲରାଉଣ୍ଡର ବର୍ତ୍ତମାନ ତାଙ୍କ ବ୍ୟାଟିଂରେ ଏକ ବଡ଼ ପରିବର୍ତ୍ତନ କରିଛନ୍ତି।…
ମାଷ୍ଟରକ୍ୟାଣ୍ଟିନ୍ ଛକରୁ ସ୍ଥାନାନ୍ତର ହେବ ଘୋଡ଼ା ମୂର୍ତ୍ତି
ଭୁବନେଶ୍ୱର,୧୭ା୬(ବ୍ୟୁରୋ): ରାଜଧାନୀର ବ୍ୟସ୍ତବହୁଳ ମାଷ୍ଟରକ୍ୟାଣ୍ଟିନ ଛକରେ ଥିବା ଘୋଡ଼ା ମୂର୍ତ୍ତି ସ୍ଥାନାନ୍ତର ହେବ। ଏହା ରାଜଭବନ ଛକକୁ ସ୍ଥାନାନ୍ତର ହେବ ବୋଲି ଜଣାପଡ଼ିଛି। ମାଷ୍ଟରକ୍ୟାଣ୍ଟିନ ରାସ୍ତାକୁ ପ୍ରଶସ୍ତୀକରଣ କରିଯାଉଥିବାରୁ ଏହି ଘୋଡ଼ାକୁ ସ୍ଥାନାନ୍ତର କରାଯିବ। ୬ ମାସ ତଳେ ସଂସ୍କୃତି ବିଭାଗକୁ…
ମୁଣ୍ଡ ପିଟି ବାହୁନି କାନ୍ଦିଲେ ମା’: ଜୀବନ ଫେରି ପାଇଲେ ୭ ବର୍ଷର ବାଳକ…
ବାହାଦୂରଗଡ଼,୧୭।୬: କୁହାଯାଏ ମା’ ଡାକରେ ଅମୃତ ରହିଛି। ମା’ ଡାକରେ ପିଲା ଆପଣା ଛାଏଁ ଟାଣି ହୋଇ ଚାଲି ଆସିଥାଏ। ଏହାର ସଦ୍ୟତମ ଉଦାହରଣ ହରିୟାଣାର ବାହାଦୂରଗଡ଼ ଅଞ୍ଚଳରେ ଘଟିଛି। ଜଣେ ୭ ବର୍ଷ ବାଳକଙ୍କୁ ଟାଇଫଏଡ୍ ହୋଇଥିଲା। ସେ ଦିଲ୍ଲୀରେ…
ବଳଦ ସହ ମିଶି ହଳ ଟାଣୁଛନ୍ତି କୁନି ବାଳକ, କାରଣ ଜାଣିଲେ…
ହାଇଦ୍ରାବାଦ,୧୭ା୬: ମଣିଷ ହଳ ଟାଣୁଥିବାର ବଲିଉଡ୍ର କିଛି ପୁରୁଣା ଫିଲ୍ମରେ ନିଶ୍ଚିତ ଦେଖିଥିବେ। ମାତ୍ର ବାସ୍ତବରେ ମଧ୍ୟ ବଳଦ ନ ଥିଲେ ମଣିଷ ହଳ ଟାଣେ। ସ୍ବାଧୀନତାର ଦୀର୍ଘ ବର୍ଷ ପରେ ମଧ୍ୟ ଆଜି ବି ବଳଦ ଅଭାବ ଯୋଗୁ ମଣିଷ…
ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ ଫାଇନାଲ ପୂର୍ବରୁ ସାକ୍ଷାତକାର ନେଲେ ସ୍ତ୍ରୀ, ବୁମ୍ରା ପଚାରିଲେ- ମୁଁ ଆପଣଙ୍କୁ ପୂର୍ବରୁ କେଉଁଠି ଦେଖିଛି କି?
ସାଉଥାମ୍ପଟନ,୧୭।୬: ଚଳିତ ବର୍ଷ ଫେବୃୟାରୀରେ ଭାରତୀୟ ଦ୍ରୁତ ବୋଲର ଜସପ୍ରିତ ବୁମ୍ରା ଲୋକପ୍ରିୟ ଟେଲିଭିଜନ ଉଦ୍ଘୋଷିକା ସଞ୍ଜନା ଗଣେଶନଙ୍କୁ ବିବାହ କରିଥିଲେ। ଉଭୟ ବିବାହ ପର୍ଯ୍ୟନ୍ତ ସମ୍ପର୍କକୁ ଲୁଚାଇ ରଖିଥିଲେ। ଏବେ ବୁମ୍ରା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ ଫାଇନାଲ ଖେଳିବା ପ୍ରସ୍ତୁତିରେ…
Archives


