ଗୋଟିଏ ସ୍କୁଲରେ ୨ ଭଉଣୀ ପଢୁଥିଲେ ଜଣଙ୍କର ଫି ହେଉ ଛାଡ଼, କହିଲେ ମୁଖ୍ୟମନ୍ତ୍ରୀ…
ଲକ୍ଷ୍ନୌ,୨।୧୦: ଗୋଟିଏ ପ୍ରାଇଭେଟ୍ ସ୍କୁଲରେ ଯଦି ୨ ଭଉଣୀ ପଢୁଥାନ୍ତି ତେବେ ଜଣଙ୍କର ଫି ଛାଡ଼ କରିବାକୁ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ କହିିଛନ୍ତି। ଯଦି ସ୍କୁଲ କର୍ତ୍ତୃପକ୍ଷ ଏଭଳି ନ କରିବାକୁ ସକ୍ଷମ ନୁହନ୍ତି। ତେବେ ସମ୍ପୃକ୍ତ ବିଭାଗ ଏନେଇ…
ଏଲ୍ଏସିରେ ୧୮ ମୁହାଁମୁହିଁ ସ୍ଥିତି ସ୍ଥାନ ଚିହ୍ନଟ…
ନୂଆଦିଲ୍ଲୀ,୨।୧୦: ଭାରତ ଚାଇନା ମଧ୍ୟରେ ଉତ୍ତେଜନା ଥମିବାର ନା ଧରୁନି। ଏଲ୍ଏସିରେ ଦୁଇପକ୍ଷଙ୍କ ମଧ୍ୟରେ ମୁହାଁମୁହିଁ ସ୍ଥିତି ଥିବା ୧୮ଟି ସ୍ଥାନକୁ ଚିହ୍ନଟ କରାଯାଇଛି। ସୀମା ବିବାଦର ଶାନ୍ତିିପୂର୍ଣ୍ଣ ସଫଳ ସମାଧାନ ପାଇଁ ଭାରତୀୟ ସେନା ଏବଂ ଚାଇନା ସୈନ୍ୟ ବାହିନୀର…
ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ସାମିଲ ହେବ ସନ୍ଥକବି ଭୀମଭୋଇଙ୍କ ଜୀବନୀ
ଭୁବନେଶ୍ୱର,୨ା୧୦(ବ୍ୟୁରୋ): ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ସାମିଲ ସନ୍ଥକବି ଭୀମ ଭୋଇଙ୍କ ଜୀବନୀ ସାମିଲ ହେବ। ସମ୍ବଲପୁର ରେଢ଼ାଖୋଲ ଗସ୍ତବେଳେ ଏନେଇ ସୂଚନା ଦେଇଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଏହି ଅବସରରେ ସେ କହିଛନ୍ତି, ଭୀମ ଭୋଇଙ୍କ ସାହିତ୍ୟ, ଦର୍ଶନ ଉପରେ ଯେତିକି…
ଏକଲାପଣ ଦୂର କରିବାକୁ ଏମିତି ପଦକ୍ଷେପ ନେଲେ ଯୁବକ, ଏବେ ଲାଗୁଛି ଯୁବତୀଙ୍କ ଲମ୍ବା ଲାଇନ୍
କରୋନା ମହାମାରୀ ଯୋଗୁ ଅଧିକାଂଶ ଲୋକଙ୍କ ଜୀବନଶୈଳୀରେ ଅନେକ ପରିବର୍ତ୍ତନ ଆସିଛି। ଏହି ସମୟ ମଧ୍ୟରେ କିଛି ଲୋକ ଲକ୍ଡାଉନ୍ ହେତୁ ବହୁତ ଉଦାସୀନ ଥିଲେ। ଫଳରେ ଅଜବ ପଦକ୍ଷେପ ସବୁ ଗ୍ରହଣ କରିଛନ୍ତି। ଏମିତି ଏକ ଘଟଣା ସାମ୍ନାକୁ ଆସିଛି।…
ଅଗଷ୍ଟରେ ୨ ନିୟୁତରୁ ଅଧିକ ହ୍ବାଟସ୍ଆପ ଆକାଉଣ୍ଟ ନିଷେଧ…
ନୂଆଦିଲ୍ଲୀ,୨।୧୦: ଅଗଷ୍ଟରେ ଭାରତର ୨ ନିୟୁତରୁ ଅଧିକ ହ୍ବାଟସ୍ଆପ୍ ଆକାଉଣ୍ଟକୁ ନିଷେଧ କରାଯାଇଛି। ଏନେଇ ହ୍ବାଟସ୍ଆପ୍ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ସେହିପରି ଏହି ସମୟ ମଧ୍ୟରେ ୪୨୦ଟି ଅଭିଯୋଗ ମଧ୍ୟ ମିଳିଛି। ହ୍ବାଟସ୍ଆପ୍ ରିପୋର୍ଟ ଅନୁସାରେ ଅଗଷ୍ଟରେ ୨୦ ଲକ୍ଷ…
୯୦ କୋଟି ଟପିଲା ଟିକାକରଣ ସଂଖ୍ୟା…
ନୂଆଦିଲ୍ଲୀ,୨।୧୦: କରୋନା ମହାମାରୀ ବିରୋଧୀ ଲଢ଼େଇରେ ଦେଶରେ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଶନିବାର ଦେଶରେ ଟିକାକରଣ ସଂଖ୍ୟା ୯୦ କୋଟି ଟପିଛି। ୨୦୨୧ ଜାନୁୟାରୀ ୧୬ରେ ଦେଶରେ ସାର୍ବଜନୀକ ଟିକାକରଣ ଅଭିଯାନ ଆରମ୍ଭ ହୋଇଥିଲା। କେନ୍ଦ୍ରୀୟ ସ୍ବାସ୍ଥ୍ୟ ମନ୍ତ୍ରୀ…
ଜଳ ଜୀବନ ମିଶନ ମହିଳାଙ୍କୁ ସଶକ୍ତିକରଣ କରିଛି …
ନୂଆଦିଲ୍ଲୀ,୨।୧୦: ଜଳ ଜୀବନ ମିଶନ ଦ୍ୱାରା ଦେଶର ମହିଳାଙ୍କ ସଶକ୍ତିକରଣ କାର୍ଯ୍ୟ ସମ୍ଭବ ହୋଇ ପାରିଛି। ପୂର୍ବରୁ ପିଇବା ପାଣି ସଂଗ୍ରହ ପାଇଁ ବହୁ ଗ୍ରାମୀଣ ମହିଳାଙ୍କୁ ଦୂରଦୂରାନ୍ତ ସ୍ଥାନକୁ ଯିବାକୁ ପଡୁଥିଲା। ସମୟ ନଷ୍ଟ ହେଉଥିଲା। ମାତ୍ର ଏବେ ଗ୍ରାମୀଣ…
ବାପୁଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨ା୧୦(ବ୍ୟୁରୋ): ଅହିଂସାର ପ୍ରତୀକ ତଥା ସ୍ବାଧୀନତା ଆନ୍ଦୋଳନର ମୁଖ୍ୟ ପୁରୋଧା ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ତାଙ୍କ ଅହିଂସା ମନ୍ତ୍ରକୁ ପାଥେୟ କରି ଲୋକଙ୍କ କଲ୍ୟାଣ ସହ ଦେଶକୁ ଶାନ୍ତି ଓ ମୈତ୍ରୀର…
ଥାଇରଏଡ୍ ସମସ୍ୟାରେ ପୀଡ଼ିତ କି? ଭୁଲରେ ବି ଖାଆନ୍ତୁ ନାହିଁ ଏହି ୫ ଜିନିଷ; ବଢ଼ିଯିବ…
ଶରୀରରେ ଥାଇରକ୍ସିନ ନାମକ ହରମୋନ୍ କ୍ଷରଣ ଅନିୟମିତ ହେଲେ ଲୋକମାନେ ଥାଇରଏଡ୍ ସମସ୍ୟାରେ ପୀଡ଼ିତ ହୁଅନ୍ତି। ଅସନ୍ତୁଳିତ ଖାଦ୍ୟପେୟ ଏବଂ ଜୀବନଶୈଳୀ କାରଣରୁ ସବୁଠାରୁ ଅଧିକ ଲୋକ ଏହି ରୋଗଗ୍ରସ୍ତ ହୁଅନ୍ତି। ସ୍ବାସ୍ଥ୍ୟ ବିଶେଷଜ୍ଞଙ୍କ ମୁତାବକ ଏହି ରୋଗ ପୁରୁଷମାନଙ୍କ ତୁଳନାରେ…
ଆଜି ରାଜ୍ୟରୁ ୪୭୮ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୨।୧୦(ବ୍ୟୁରୋ): ଶନିବାର ରାଜ୍ୟରୁ ୪୭୮ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୨୭,୪୩୧ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୨୮୧ ଜଣ ଚିହ୍ନଟ…
ସର୍ବବୃହତ ତ୍ରିରଙ୍ଗା, ଓଜନ ୧୪୦୦ କିଲୋଗ୍ରାମ୍…
ଲେହ,୨।୧୦: ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୧୫୨ତମ ଜୟନ୍ତୀ ଅବସରରେ ଲଦାଖର ଲେହରେ ଖଦୀରେ ନିର୍ମିତ ସର୍ବବୃହତ ଭାରତୀୟ ଜାତୀୟ ପତାକା ତ୍ରିରଙ୍ଗାର ଉନ୍ମୋଚନ କରାଯାଇଛି। ସେନାମୁଖ୍ୟ ଏମ୍.ଏମ୍. ନରାଓ୍ବଣେ ଏବଂ ଲଦାଖର ଉପରାଜ୍ୟପାଳ ଆର୍.କେ. ମାଥୁରଙ୍କ ଦ୍ୱାରା ଏହା ଉନ୍ମୋଚିତ…
ପ୍ରେସର କୁକର୍କୁ ବିବାହ କରି ଚର୍ଚ୍ଚାରେ ଏହି ଯୁବକ; ଫଟୋ ଶେୟାର କରି…
ବିବାହ ସମସ୍ତଙ୍କ ପାଇଁ ସ୍ବତନ୍ତ୍ର ହୋଇଥାଏ। ସେ ପୁଅ ହୁଅନ୍ତୁ ଅବା ଝିଅ, ଏହି ଦିନକୁ ନେଇ ସମସ୍ତେ କିଛି ନା କିଛି ସ୍ବପ୍ନ ଦେଖିଥାନ୍ତି। ଜୀବନସାଥୀ ତାଙ୍କୁ ବହୁତ ଭଲପାଆନ୍ତୁ ବୋଲି ସମସ୍ତେ ଚାହାନ୍ତି। ହେଲେ ବିବାହକୁ ନେଇ ଏପରି…
Archives


