ଚର୍ଚ୍ଚାରେ କୋଲକାତାର ଏହି ଅଲରାଉଣ୍ଡର; ଗାଭାସ୍କର କହିଲେ ‘ଟିମ୍ ଇଣ୍ଡିଆ ଯାହାକୁ ଖୋଜୁଥିଲା ସେ…’
ଦୁବାଇ,୨।୧୦: ଦୀର୍ଘ ଦିନ ଧରି ଭାରତୀୟ କ୍ରିକେଟ ଟିମ୍ରେ ଜଣେ ଦ୍ରୁତ ବୋଲିଂ ଅଲରାଉଣ୍ଡର ଆବଶ୍ୟକତା ଥିବା ବେଳେ ଖେଳାଳି ଚୟନ ହୋଇପାରୁ ନାହିଁ। ଦଳରେ ହାର୍ଦ୍ଦିକ ପାଣ୍ଡ୍ୟା ଥିଲେ ହେଁ ତାଙ୍କର ଫିଟନେସ୍ କ୍ରମାଗତ ଭାବେ ଧୋକା ଦେଉଛି। ଏହାକୁ…
ଚାଇନାର ଦାଦାଗିରି, ତାଇଓ୍ବାନ ସୀମାରେ ଉଡ଼ାଇଲା ୩୮ ଯୁଦ୍ଧ ବିମାନ…
ବେଜିଂ,୨।୧୦: ବାୟୁସେନା ଦିବସ ପାଳନ ଅବସରରେ ଚାଇନା ତାଇଓ୍ବାନ ଉପରେ ଦାଦାଗିରି ଦେଖାଇଛି। ଚାଇନାର ୩୮ଟି ଯୁଦ୍ଧ ବିମାନ ତାଇଓ୍ବାନ ସୀମାରେ ଉଡ଼ାଣ କରିଛି। ତାଇଓ୍ବାନର ପ୍ରତାସ ଦ୍ୱୀପସମୁହର ଆକାଶ ମାର୍ଗରେ ଦୁଇଟି ପର୍ଯ୍ୟାୟରେ ଚାଇନା ବାୟୁସେନା ପକ୍ଷରୁ ଏଭଳି କରାଯାଇଛି।…
ମଦ ନିଶାରେ ଆଖି ଲାଲ କରି ଶ୍ରୀଦେବୀଙ୍କ ରୁମ୍ରେ ପଶିଯାଇଥିଲେ ଏହି ଅଭିନେତା; ଚିତ୍କାର କରି ଷ୍ଟୁଡିଓ…
ବମ୍ବେ: ବଲିଉଡ୍ ଅଭିନେତା ସଞ୍ଜୟ ଦତ୍ତ ବଲିଉଡ୍ର ସବୁଠାରୁ ବିବାଦୀୟ ଅଭିନେତାଙ୍କ ମଧ୍ୟରୁ ଜଣେ। ନିଜ କ୍ୟାରିୟରର ପ୍ରାରମ୍ଭିକ ଦିନରୁ ନେଇ ଆଜିଯାଏ, ସେ ନିଜର ବିଚିତ୍ର ଆଚରଣକୁ ନେଇ ରହିଥାନ୍ତି ଚର୍ଚ୍ଚାରେ। ଅନେକ ଥର ସେ ନିଜର ଏଭଳି ବ୍ୟବହାର…
ଆମେରିକାରେ କରୋନା ନେଇଛି ୭ ଲକ୍ଷ ମୁଣ୍ଡ, ସାଢ଼େ ୩ ମାସରେ ଲକ୍ଷେରୁ ଅଧିକ…
ଓ୍ବାଶିଂଟନ,୨।୧୦: ଆମେରିକାରେ କରୋନା ମହାମାରୀ ୭ ଲକ୍ଷରୁ ଅଧିକ ଲୋକଙ୍କ ମୁଣ୍ଡ ନେଇଛି। ଗତ ସାଢ଼େ ୩ ମାସ ମଧ୍ୟରେ ସ୍ଥିତି ଅତି ଭୟଙ୍କର ଥିବା ଏକ ରିପୋର୍ଟରେ ଉଲ୍ଲେଖ କରାଯାଇଛିି। ଏହି ସମୟରେ ଲକ୍ଷେରୁ ଅଧିକ ଲୋକଙ୍କ ମୃତ୍ୟୁ କରୋନା…
ଜାତିର ପିତା-ଶାସ୍ତ୍ରୀଙ୍କୁ ଶ୍ରଦ୍ଧାଞ୍ଜଳି…
ନୂଆଦିଲ୍ଲୀ,୨।୧୦: ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୧୫୨ତମ ଜୟନ୍ତୀ ଏବଂ ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ୍ ବାହାଦୂର ଶାସ୍ତ୍ରୀଙ୍କ ୧୧୭ତମ ପବିତ୍ର ଜନ୍ମ ଦିବସ ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ, ଉପରାଷ୍ଟ୍ରପତି…
୨୫ ହଜାର ତଳେ ଦୈନିକ ସଂକ୍ରମଣ…
ନୂଆଦିଲ୍ଲୀ,୨।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣର ତୃତୀୟ ଲହର ନେଇ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଏପରିସ୍ଥଳେ ଆଗକୁ ଆସୁଥିବା ପାର୍ବଣରେ ଭିଡ଼ ଯୋଗୁ ପୁଣି ସ୍ଥିତି ସଙ୍କଟ ଜନକ ହେବାର ଆଶଙ୍କା ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ କମିଲେ ପୁଣି…
କମୁଛି ପୃଥିବୀର ଉଜ୍ଜ୍ୱଳତା
ଓ୍ବାଶିଂଟନ, ୨।୧୦(ପି.ଟି.): ଜଳବାୟୁ ପରିବର୍ତ୍ତନ ଯୋଗୁ ସମୁଦ୍ର ଜଳର ଉତ୍ତାପ ବଢ଼ିବା ଫଳରେ ପୃଥିବୀର ଉଜ୍ଜ୍ୱଳତା ହ୍ରାସ ପାଉଥିବା ଏକ ଅଧ୍ୟୟନରୁ ଜଣାପଡ଼ିଛି। ୨୦ ବର୍ଷ ପୂର୍ବେ ପୃଥିବୀ ପ୍ରତି ବର୍ଗମିଟରରେ ଯେତିକି ଆଲୋକ ପ୍ରତିଫଳନ କରୁଥିଲା ଏବେ ତା’ଠାରୁ ଅଧା…
ଗଲଓ୍ବାନରେ ନିହତ ସୈନ୍ୟଙ୍କ ଭିଡିଓ ଶେୟାର କଲା ଚାଇନା
ବେଜିଂ,୨।୧୦: ୨୦୨୦ ଜୁନ୍ ୧୫ରେ ପୂର୍ବ ଲଦାଖର ଗଲଓ୍ବାନ ଉପତ୍ୟକାରେ ଭାରତୀୟ ଯବାନ ଓ ଚାଇନା ସୈନ୍ୟଙ୍କ ମଧ୍ୟରେ ରକ୍ତାକ୍ତ ସଂଘର୍ଷ ହୋଇଥିଲା। ଏଥିରେ ଭାରତର ୨୦ ଯବାନ ଶହୀଦ ହୋଇଥିବାବେଳେ ଚାଇନାର ୪ ସୈନ୍ୟଙ୍କ ମୃତ୍ୟୁ ଘଟିଥିବା ବେଜିଂ କହୁଛି।…
‘ଅଣନିଃଶ୍ୱାସୀ କରିଦେଲେଣି ଚାଷୀ’
ନୂଆଦିଲ୍ଲୀ, ୨।୧୦(ପି.ଟି.): ସାରା ଦିଲ୍ଲୀକୁ ଆପଣମାନେ ଅଣନିଃଶ୍ୱାସୀ କରିସାରିଲେଣି। ଏବେ ସହର ଭିତରେ ପଶି ପୁଣିଥରେ ଆନ୍ଦୋଳନ ଚଳାଇବାକୁ ଚାହୁଁଛନ୍ତି ବୋଲି କ୍ଷୁବ୍ଧ ସୁପ୍ରିମକୋର୍ଟ ଶୁକ୍ରବାର ଚାଷୀ ସଂଗଠନକୁ ପ୍ରଶ୍ନ କରିଛନ୍ତି। କେନ୍ଦ୍ର ସରକାରଙ୍କ ୩ କୃଷି ଆଇନ ବିରୋଧରେ ଦିଲ୍ଲୀ…
ଏୟାର ଇଣ୍ଡିଆକୁ କିଣିବ ଟାଟା
ନୂଆଦିଲ୍ଲୀ,୨।୧୦: କ୍ଷତିରେ ଚାଲିଥିବା ରାଷ୍ଟ୍ରାୟତ୍ତ ବିମାନ କମ୍ପାନୀ ଏୟାର ଇଣ୍ଡିଆର ଘରୋଇକରଣ ପ୍ରକ୍ରିୟାକୁ କେନ୍ଦ୍ର ସରକାର ତ୍ୱରାନ୍ବିତ କରିଛନ୍ତି। ଏହି କମ୍ପାନୀର ନିଲାମ ପ୍ରକ୍ରିୟାରେ ଦେଶର ପ୍ରମୁଖ ବାଣିଜି୍ୟକ ଗ୍ରୁପ ଟାଟା ଭାଗ ନେଇଥିବା ବେଳେ ବିଡ୍ ଲାଗି ଏହା ଆଗରେ…
ଖାଉଟି ମୁଣ୍ଡରେ ତେଲ ବୋଝ
ଭୁବନେଶ୍ୱର/ନୂଆଦିଲ୍ଲୀ,୨।୧୦: ନିକଟରେ ଅନୁଷ୍ଠିତ ୪୫ତମ ସାମଗ୍ରୀ ଓ ସେବା ଟିକସ (ଜିଏସ୍ଟି) ପରିଷଦ ବୈଠକରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟବୃଦ୍ଧିରେ ଅଙ୍କୁଶ ଲଗାଇବା ପାଇଁ ନିଷ୍ପତ୍ତି ନିଆଯିବ ବୋଲି ଆଶା କରାଯାଉଥିଲା। ହେଲେ କେନ୍ଦ୍ର ଏବଂ ରାଜ୍ୟ ସରକାର ମଧ୍ୟରେ ଏ…
ବ୍ରିଟେନରୁ ଭାରତ ଆସୁଥିବା ନାଗରିକଙ୍କୁ ୧୦ ଦିନ କ୍ୱାରାଣ୍ଟାଇନ ବାଧ୍ୟତାମୂଳକ
ନୂଆଦିଲ୍ଲୀ,୧ ।୧୦: କରୋନା ମହାମାରୀ ଯୋଗୁଁ ବ୍ରିଟେନ ଭାରତୀୟ ନାଗରିକଙ୍କ ଉପରେ ଯେଉଁ ପ୍ରତିବନ୍ଧକ ଲଗାଇ ଥିଲା ଭାରତ ଏବେ ଏହାର ଜବାବ ଦେଉଛି । ଭାରତ ଏବେ ସ୍ଥିର କରିଛି ବ୍ରିଟନରୁ ଆସୁଥିବା ସମସ୍ତ ନାଗରିକ ଭାରତରେ ପହଞ୍ଚିବା ପରେ…
Archives


