Home

୪୬ ବର୍ଷରେ ଯମଜ ସନ୍ତାନର ଜନନୀ ହେଲେ ଡିମ୍ପଲ ଗର୍ଲ

ବମ୍ବେ: ୪୬ ବର୍ଷରେ ମା’ ହୋଇଛନ୍ତି ବଲିଉଡର ଡିମ୍ପଲ ଗର୍ଲ ପ୍ରୀତି ଜିଣ୍ଟା। ତାଙ୍କର ଯମଜ ସନ୍ତାନ ହୋଇଛି। ଏହି ଖୁସି ଖବରକୁ ପ୍ରିତି ସୋସିଆଲ ମିଡିଆ ଜରିଆରେ ପ୍ରଶଂସକଙ୍କୁ ଜଣାଇଛନ୍ତି। ତେବେ ସରୋଗେସୀ ଜରିଆରେ ପ୍ରୀତିଙ୍କ ସନ୍ତାନ ହୋଇଛି। ସେ…

ସ୍ତ୍ରୀଙ୍କୁ ‘ସ୍ବତନ୍ତ୍ର ଉପହାର’ ଦେଲେ ସୂର୍ଯ୍ୟକୁମାର

ଜୟପୁର,୧୮।୧୧: ଭାରତୀୟ କ୍ରିକେଟର ନୂଆ ଯୁଗ ବିଜୟରୁ ଆରମ୍ଭ ହୋଇଥିଲା। ଟି -୨୦ ବିଶ୍ୱକପ୍‌ର ଖରାପ ପ୍ରଦର୍ଶନର ଦୁଃଖକୁ ଭୁଲି ନୂଆ କୋଚ ରାହୁଲ ଦ୍ରାବିଡ଼ ଏବଂ ଅଧିନାୟକ ରୋହିତ ଶର୍ମାଙ୍କ ନେତୃତ୍ୱରେ ଭାରତ ଏକ ବିଜୟରୁ ଆରମ୍ଭ ହୋଇଥିଲା। ଜୟପୁରରେ…

ରାଜସ୍ବ ମନ୍ତ୍ରୀଙ୍କ ଗାଡ଼ି ଉପରକୁ ଅଣ୍ଡାମାଡ଼

କେନ୍ଦୁଝର,୧୮ା୧୧(ସ୍ବ.ପ୍ର.): ରାଜସ୍ବ ମନ୍ତ୍ରୀ ସୁଦାମ ମାରାଣ୍ଡିଙ୍କୁ ଭାଜପା ନେତାଙ୍କ ଅଣ୍ଡାମାଡ଼ ଘଟଣାରେ ଯୁବ ସଭାପତି ହେମ ରଞ୍ଜନ ବାରିକଙ୍କୁ ପୋଲିସ ଅଟକ ରଖିଛି ବୋଲି ଜିଲା ସଭାପତି ଅଂଶୁମାନ ସବୁଜ ମହାନ୍ତ ବର୍ମା ସୂଚନା ଦେଇଛନ୍ତି। ଅନ୍ୟମାନେ ଘଟଣା ପରେ ପଳାଇ…

ଏହି ୪ ଗଛକୁ ଘରେ ଲଗାଇବା ଭାରି ଶୁଭ: ରୋଗ- ଧାରଉଧାରରୁ ମିଳେ ମୁକ୍ତି; ବଢେ ସୁଖ ସମୃଦ୍ଧି

ଆଜିକାଲି ଅଧିକାଂଶ ଲୋକ ଘରେ ଗଛଲତା ରଖିବାକୁ ପସନ୍ଦ କରୁଛନ୍ତି। ଏହାଦ୍ୱାରା ଘରର ବାତାବରଣ ସ୍ବଚ୍ଛ ହେବା ସହ ସକରାତ୍ମକ ଉର୍ଜା ଆସିଥାଏ। ବାସ୍ତୁ ଶାସ୍ତ୍ର ଅନୁଯାୟୀ କିଛି ଗଛ ଏପରି ରହିଛି ଯାହାକୁ ଘରେ ଲଗାଇବା ଦ୍ୱାରା ସମସ୍ତ ଚିନ୍ତା…

କିରାଣିଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବଲାଙ୍ଗୀର ଅଫିସ,୧୮ା୧୧: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସୁବର୍ଣ୍ଣପୁର ଉପଜିଲାପାଳ ଅଫିସର ମୁଖ୍ୟ କିରାଣି ରମେଶ କୁମାର ନାଗଙ୍କ ଘରେ ଗୁରୁବାର ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ରମେଶଙ୍କ ବଲାଙ୍ଗୀରସ୍ଥିତ ଶାନ୍ତିପଡ଼ା ଘର, ତାଲପାଲିପଡ଼ାର ପୈତୃକ ଘର ସହ ସୁବର୍ଣ୍ଣପୁର…

ଆଲିଆଙ୍କ ଯା’ ହେବେ ଏହି ଅଭିନେତ୍ରୀ

ବଲିଉଡ୍‌ ଅଭିନେତା ରଣବୀର କପୁରଙ୍କ ଭାଇ ତଥା ଅଭିନେତା ଆଦର ଜୈନ ଖୁବଶୀଘ୍ର ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଯାଉଛନ୍ତି। ଦୀର୍ଘ ଦିନ ଧରି ଅଭିନେତ୍ରୀ ତାରା ସୁତାରିଆଙ୍କୁ ଡେଟ୍‌ କରୁଛନ୍ତି। ଉଭୟ ରଣବୀର-ଆଲିଆ ଭଟ୍ଟଙ୍କ ପୂର୍ବରୁ ବିବାହ କରିବେ ବୋଲି…

ଯୌନ ନିର୍ଯାତନା ମାମଲା, ହାଇକୋର୍ଟଙ୍କ ‘ସ୍କିନ୍‌ ଟୁ ସ୍କିନ୍‌ କଣ୍ଟାକ୍ଟ’ ଫଇସଲା ଖାରଜ କଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୧୮।୧୧: ଯୌନ ନିର୍ଯାତନା ମାମଲାରେ ବମ୍ବେ ହାଇକୋର୍ଟଙ୍କ ସ୍କିନ୍‌ ଟୁ ସ୍କିନ୍‌ କଣ୍ଟାକ୍ଟ ଫଇସଲାକୁ ସୁପ୍ରିମ୍‌କୋର୍ଟ ଖାରଜ କରି ଦେଇଛନ୍ତିି। ଶୀର୍ଷ କୋର୍ଟ ଏହି ପ୍ରସଙ୍ଗରେ କହିଛନ୍ତି ଯେ, ଏଭଳି ଘଟଣାରେ କ’ଣ ହାତରେ ଗ୍ଲୋଭସ୍‌ ପିନ୍ଧି ଅପରାଧୀ ଅପରାଧ କରିବେ…

ହଠାତ୍‌ ଚାଲିଗଲା ବିଦ୍ୟୁତ୍‌, ପ୍ରେମିକାଙ୍କୁ ପ୍ରପୋଜ କରିବା ବଦଳରେ ପ୍ରେମିକ କଲେ ଏମିତି କାମ

ଜଣେ ପ୍ରେମିକ ପ୍ରେମିକାଙ୍କୁ ପ୍ରପୋଜ୍‌ କରିବା ପାଇଁ ଗୋଲାପ ଫୁଲ ଧରି ପହଞ୍ଚିଥିଲେ। ଠିକ୍‌ ସେହି ସମୟରେ ବିଦ୍ୟୁତ୍‌ ଚାଲିଗଲା। ପରେ ଯାହା ଘଟିଲା ଜାଣିଲେ ହସିହସି ଗଡ଼ିବେ… ଚାଇନାର ଜଣେ ପ୍ରେମିକ ମନେ ମନେ ଭଲ ପାଉଥିବା ଜଣେ ଯୁବତୀଙ୍କୁ…

ଦୁଇ ବର୍ଷ ମଧ୍ୟରେ ଜମ୍ମୁ-କଶ୍ମୀର ହେବ ଆତଙ୍କବାଦ ମୁକ୍ତ…

ନୂଆଦିଲ୍ଲୀ,୧୮।୧୧: ଜମ୍ମୁ -କଶ୍ମୀରରେ ଆତଙ୍କବାଦକୁ ନେଇ ଉପରାଜ୍ୟପାଳ ମନୋଜ ସିହ୍ନା ଏକ ବଡ଼ ବିବୃତ୍ତି ଦେଇଛନ୍ତି। ଆସନ୍ତା ଦୁଇ ବର୍ଷ ମଧ୍ୟରେ ଜମ୍ମୁ-କଶ୍ମୀରରୁ ଆତଙ୍କବାଦ ସମ୍ପୂର୍ଣ୍ଣ ରୂପେ ଲୋପ ହେବ ବୋଲି ସେ କହିିଛନ୍ତି। ମନୋଜ ସିହ୍ନାଙ୍କ ଏହି ବିବୃତ୍ତି ଏପରି…

ରୋହିତ ଶର୍ମା କଲେ ଏମିତି କାମ, ପ୍ରଶଂସକ ଆଶ୍ଚର୍ଯ୍ୟ: ଦେଖନ୍ତୁ ଭିଡିଓ

ଜୟପୁର,୧୮।୧୧: ରୋହିତ ଶର୍ମା ଟି -୨୦ ଅଧିନାୟକ ଭାବରେ ପ୍ରଥମ ମ୍ୟାଚରେ ଭାରତ ନ୍ୟୁଜିଲାଣ୍ଡ ବିପକ୍ଷରେ ୫ ଉଇକେଟ୍‌ରେ ଜିତିଥିଲା। ଏହାସହ ତିନି ମ୍ୟାଚ ବିଶିଷ୍ଟ ଟି -୨୦ ସିରିଜରେ ଭାରତ ୧-୦ରେ ଅଗ୍ରଣୀ ହାସଲ କରିଛି। ଏହି ମ୍ୟାଚ ସମୟରେ…

ଇତିହାସ ରଚିଲା ଭାରତ

ଜୟପୁର,୧୮।୧୧: ରୋହିତ ଶର୍ମା ଟି -୨୦ ଅଧିନାୟକ ଭାବରେ ପ୍ରଥମ ମ୍ୟାଚରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଚମତ୍କାର ବିଜୟ ହାସଲ କରିଥିଲେ। ବୁଧବାର ଜୟପୁରରେ ଖେଳାଯାଇଥିବା ଏହି ମ୍ୟାଚରେ ଭାରତ ନ୍ୟୁଜିଲାଣ୍ଡକୁ ୫ ଉଇକେଟରେ ପରାସ୍ତ କରି ତିନି ମ୍ୟାଚ ବିଶିଷ୍ଟ ଟି…

ଆହ୍ବାନ ସମୟରେ ପରିବର୍ତ୍ତନ ଲୋଡ଼ା…

ନୂଆଦିଲ୍ଲୀ,୧୮।୧୧: ପରିସ୍ଥିତି ଅନୁସାରେ ବଦଳିବାର ଜରୁରୀ। ବିଶେଷ ଭାବେ ଆହ୍ବାନ ମୂଳକ ସମୟରେ ପରିବର୍ତ୍ତନ ଲୋଡ଼ା ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ସିଡ୍‌ନୀ ଡାଏଲଗ୍‌ରେ ଭାରତର ‘ପ୍ରାଦୌଗିକ ବିକାଶ ଏବଂ କ୍ରାନ୍ତି’ ସମ୍ପର୍କରେ ନିଜର ମତ ଉପସ୍ଥାପନ କରିଛନ୍ତି। ଟେକ୍ନୋଲୋଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?