Home

ଭାଜପା ନେତ୍ରୀଙ୍କ କାର୍‌ ଉପରକୁ ବୋମାମାଡ଼

ଭୁବନେଶ୍ୱର,୧୭ା୧୧(ବ୍ୟୁରୋ): ଜଣେ ଭାଜପା ନେତ୍ରୀଙ୍କ କାର୍‌କୁ ଦୁର୍ବୃତ୍ତ ବୋମାମାଡ଼ କରିଥିବା ଅଭିଯୋଗ ହୋଇଛି। ଜିଲା ଭାଜପା କୋଷାଧ୍ୟକ୍ଷ ମିନତୀ ବାରିକଙ୍କ ଗାଡ଼ି ଉପରେ ପେଟ୍ରୋଲ ବୋମା ପକାଇ ଦୁର୍ବୃତ୍ତ ଜାଳି ଦେଇଥିବା ସେ ଥାନାରେ ଅଭିଯୋଗ କରିଛନ୍ତି। ନୟାପଲ୍ଲୀ ବ୍ରିଟ୍‌ କଲୋନୀସ୍ଥିତ…

୭୦୦୦ ଗ୍ରାମକୁ ହେବ ମୋବାଇଲ ସୁବିଧା: କେନ୍ଦ୍ର ମନ୍ତ୍ରୀ

ନୂଆଦିଲ୍ଲୀ,୧୭।୧୧: ବୁଧବାର ଅନୁଷ୍ଠିତ ମୋଦି କ୍ୟାବିନେଟ ବୈଠକରେ ଦେଶର ଗ୍ରାମଗୁଡ଼ିକୁ ମୋବାଇଲ ସଂଯୋଗ ସହ ଯୋଡିବା ପାଇଁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। କେନ୍ଦ୍ର ମନ୍ତ୍ରୀ ଅନୁରାଗ ଠାକୁର ସୂଚନା ଦେଇ କହିଛନ୍ତି ଯେ, ଯେଉଁଠାରେ ବର୍ତ୍ତମାନ ମୋବାଇଲ ସଂଯୋଗ ନାହିଁ, ସେହି…

ବଲିଉଡ୍‌ ଅଭିନେତାଙ୍କଠାରୁ କମ୍‌ ନୁହନ୍ତି କଟ୍ରିନାଙ୍କ ବଡିଗାର୍ଡ; ଏକାଧିକ ଫିଲ୍ମ ଅଫର୍‌କୁ…

ବମ୍ବେ: ବଲିଉଡ୍‌ ଅଭିନେତ୍ରୀ କଟ୍ରିନା କୈଫଙ୍କ ପ୍ରଶଂସକ କାହିଁରେ କେତେ। ସେ ଯେତେବେଳେ ବାହାରକୁ ଯାଆନ୍ତି ପ୍ରଶଂସକ ଘେରି ଯାଆନ୍ତି। ଏଣୁ ତାଙ୍କ ସୁରକ୍ଷା ଲାଗି ପାଖେ ପାଖେ ଥାନ୍ତି ତାଙ୍କ ବଡିଗାର୍ଡ ଦୀପକ ସିଂହ। ଅଭିନେତ୍ରୀଙ୍କ ପରି ସେ ମଧ୍ୟ…

୧୮ ବର୍ଷରୁ ଊର୍ଦ୍ଧ୍ୱ ଲୋକଙ୍କୁ ଦିଆଯିବ ବୁଷ୍ଟର ଡୋଜ୍‌

ବ୍ରାସିଲିଆ,୧୭ା୧୧: ବ୍ରାଜିଲର ସ୍ବାସ୍ଥ୍ୟମନ୍ତ୍ରୀ ମାର୍ସେଲୋ କ୍ୱିରୋଗା ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ୧୮ ବର୍ଷରୁ ଅଧିକ ସମସ୍ତ ବ୍ରାଜିଲୀୟଙ୍କୁ କୋଭିଡ୍‌-୧୯ ଏକ ବୁଷ୍ଟର୍‌ ଡୋଜ୍‌ ଦିଆଯିବ। ଏକ ରିପୋର୍ଟ ଅନୁଯାୟୀ, କେବଳ ୧୮ ବର୍ଷରୁ ଅଧିକ ଲୋକଙ୍କୁ ବୁଷ୍ଟର୍‌…

ଧର୍ମନଗରୀରେ ପ୍ରିୟଙ୍କା

ଲକ୍ଷ୍ନୌ,୧୭।୧୧: କଂଗ୍ରେସର ରାଷ୍ଟ୍ରୀୟ ମହାସଚିବ ପ୍ରିୟଙ୍କା ଗାନ୍ଧୀ ବୁଧବାର ଧର୍ମନଗରୀ ଚିତ୍ରକୂଟରେ ପହଞ୍ଚିଛନ୍ତି। ପ୍ରିୟଙ୍କା ସ୍ବାମୀ ମତ୍ସ୍ୟଗଜେନ୍ଦ୍ରନାଥ ମନ୍ଦିରରେ ପୂଜା କରି ସମସ୍ତଙ୍କୁ ଅଭିବାଦନ ଜଣାଇଥିଲେ। ମନ୍ଦିରରେ ପୂଜା କରିବା ପରେ ପ୍ରିୟଙ୍କା ମନ୍ଦାକିନି କୂଳରେ ପ୍ରସ୍ତୁତ ମଞ୍ଚରେ ପହଞ୍ଚିଥିଲେ। ପ୍ରିୟଙ୍କା…

‘ସମ୍ବିଧାନ ସୁରକ୍ଷାରେ ବାଚସ୍ପତିଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ଭୁବନେଶ୍ୱର,୧୭ା୧୧(ବ୍ୟୁରୋ): ହିମାଚଳ ପ୍ରଦେଶର ସିମ୍‌ଲାଠାରେ ଅନୁଷ୍ଠିତ ହୋଇଥିବା ଦୁଇଦିନିଆ ସର୍ବଭାରତୀୟ ବାଚସ୍ପତି ସମ୍ମିଳନୀରେ ଓଡ଼ିଶା ବିଧାନସଭା ବାଚସ୍ପତି ଡଃ ସୂର୍ଯ୍ୟନାରାୟଣ ପାତ୍ର ଯୋଗ ଦେଇଛନ୍ତି। ୧୯୨୧ ମସିହାରେ ପ୍ରଥମଥର ପାଇଁ ସିମ୍‌ଲାଠାରେ ସର୍ବ ଭାରତୀୟ ବାଚସ୍ପତି ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। ୧୭…

ଆସନ୍ତା ୨୦ରେ ଅନୁଗୋଳ-ଢେଙ୍କାନାଳ ଜିଲା ଗସ୍ତ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୭।୧୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୨୦ ତାରିଖରେ ଅନୁଗୋଳ ଏବଂ ଢେଙ୍କାନାଳ ଜିଲା ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି। ଏନେଇ ମୁଖ୍ୟମନ୍ତ୍ରୀଙ୍କ କାଯର୍ର୍‌ୟାଳୟ ସୂତ୍ରରୁ ସୂଚନା ମିଳିଛି। ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ କାର୍ଡ ବାଣ୍ଟିବା ପାଇଁ…

କଂଗ୍ରେସକୁ ବଡ଼ ଝଟ୍‌କା

ଶ୍ରୀନଗର,୧୭।୧୧: ଜମ୍ମୁ-କଶ୍ମୀରରେ କଂଗ୍ରେସକୁ ବଡ଼ ଝଟ୍‌କା ଲାଗିଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ଗୁଲାମ ନବୀ ଆଜାଦ କ୍ୟାମ୍ପ ସହିତ ଜଡିତ କଂଗ୍ରେସର ବରିଷ୍ଠ ନେତା ତଥା କାର୍ଯ୍ୟାଳୟର ଅଧିକାରୀମାନେ ନିଜ ନିଜ ପଦରୁ ଇସ୍ତଫା ଦେଇଛନ୍ତି। ସେ ରାଜ୍ୟ କଂଗ୍ରେସ ସଭାପତି ଜିଏ…

ଭାରତ ଚାମ୍ପିୟନ୍‌ ଟ୍ରଫି ଖେଳିବାକୁ ପାକିସ୍ତାନ ଯିବ କି, ଖେଳ ମନ୍ତ୍ରୀ କହିଲେ..

ନୂଆଦିଲ୍ଲୀ,୧୭।୧୧:ଆସନ୍ତା ୧୦ ବର୍ଷ ପାଇଁ ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ଏକ ବ୍ୟସ୍ତବହୁଳ କାର୍ଯ୍ୟସୂଚୀ ଘୋଷଣା କରିଛି। ୨୦୨୫ ଚାମ୍ପିଅନ୍ସ ଟ୍ରଫି ପାକିସ୍ତାନରେ ଆୟୋଜିତ ହେବ। ଆଇସିସି ଟୁର୍ନାମେଣ୍ଟ ଆୟୋଜନ କରୁଥିବା ପାକିସ୍ତାନ ଏକ ପ୍ରମୁଖ ଆଲୋଚନାର ବିଷୟ ଏବଂ କ୍ରୀଡ଼ା…

ଏହି ଅଭିନେତ୍ରୀଙ୍କୁ ଚୁମ୍ବନ ଦେବା ବେଳେ ଡରି ଯାଇଥିଲେ ସୈଫ୍‌

ବଲିଉଡ୍‌ ଅଭିନେତା ସୈଫ୍‌ ଅଲ୍ଲୀ ଖାନ୍‌ ଏବଂ ଅଭିନେତ୍ରୀ ରାଣୀ ମୁଖାର୍ଜୀ ତାଙ୍କର ଆଗାମୀ ଫିଲ୍ମ ‘ବଣ୍ଟି ଔର ବବ୍‌ଲି-୨’କୁ ନେଇ ଏବେ ଚର୍ଚ୍ଚାରେ। ଏହି ଫିଲ୍ମର ପ୍ରମୋଶନ ସମୟରେ ଦୁହେଁ କିଛି ଲୁକ୍କାୟିତ କଥା ଖୁଲାସା କରିଛନ୍ତି। ଏକଥା ରାଣୀ…

ଗାଙ୍ଗୁଲିଙ୍କୁ ମିଳିଲା ବଡ଼ ପଦବୀ

ନୂଆଦିଲ୍ଲୀ,୧୭।୧୧: ବିସିସିଆଇ ଅଧ୍ୟକ୍ଷ ସୌରଭ ଗାଙ୍ଗୁଲିଙ୍କୁ ଆଇସିସି ପକ୍ଷକୁ ବଡ଼ ପଦବୀରେ ନିଯୁକ୍ତ କରାଯାଇଛି। ତାଙ୍କୁ ଆଇସିସି ପୁରୁଷ କ୍ରିକେଟ୍‌ କମିଟିର ଚେୟାରମ୍ୟାନ୍‌ ଭାବେ ବୁଧବାର ନିଯୁକ୍ତ କରାଯାଇଛି। ଆଇସିସି ପକ୍ଷରୁ ଟୁଇଟ୍‌ ଯୋଗେ ଏହି ସୂଚନା ଦିଆଯାଇଛି। ଫଳରେ ଗାଙ୍ଗୁଲି…

ବିଚାରପତି ରାକେଶ ଜୈନ୍‌ କରିବେ ଲଖିମପୁର ଘଟଣାର ଯାଞ୍ଚ୍‌…

ନୂଆଦିଲ୍ଲୀ,୧୭।୧୧: ଉତ୍ତରପ୍ରଦେଶର ଲଖିମପୁର ଖେରିରେ ଘଟିଥିବା ହିଂସା ଘଟଣାର ଯାଞ୍ଚ୍‌ ପାଇଁ ସୁପ୍ରିମକୋର୍ଟ ଏସଆଇଟି ଗଠନ କରିଛନ୍ତି। ଯାଞ୍ଚ୍‌ର ତଦାରଖ ପାଇଁ ସୁପ୍ରିମକୋର୍ଟଙ୍କ ଦ୍ୱାରା ପଞ୍ଜାବ-ହରିୟାଣା ହାଇକୋର୍ଟର ପୂର୍ବତନ ବିଚାରପତି ରାକେଶ କୁମାର ଜୈନଙ୍କୁ ନିଯୁକ୍ତ କରାଯାଇଛି। ଏସଆଇଟିରେ ଜଣେ ମହିଳାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?