ଭାଜପାରେ ଫାଟ: ଶୁଭେନ୍ଦୁଙ୍କଠାରୁ ଦୂରେଇ ଯାଉଛନ୍ତି ବିଧାୟକ…
କୋଲକାତା,୧୫।୬: ପଶ୍ଚିମବଙ୍ଗରେ ଭାଜପାରେ ଫାଟ ବଢ଼ିବାରେ ଲାଗିଛି। ବିଧାନସଭା ନିର୍ବାଚନ ପୂର୍ବରୁ ବହୁନେତା ନିଜ ନିଜ ଦଳଛାଡି ଭାଜପାରେ ଯୋଗ ଦେଇଥିଲେ। ତେବେ ନିର୍ବାଚନ ପରେ ଏବେ ସ୍ଥିତି ବଦଳିବାରେ ଲାଗିଛି। ନେତା ଭାଜପା ଛାଡି ତୃଣମୂଳ କଂଗ୍ରେସ ମୁହାଁ ହେବାରେ…
ଭାରତ ସହ ସମ୍ପର୍କ ମଜଭୁତ ହେବ: ନେଫ୍ଟାଲି
ଜେରୁଜେଲମ, ୧୫ା୬: ଇସ୍ରାଏଲ ଓ ଭାରତ ଭଳି ଦୁଇ ଗଣତାନ୍ତ୍ରିକ ରାଷ୍ଟ୍ର ମଧ୍ୟରେ ସମ୍ପର୍କକୁ ଆହୁରି ମଜଭୁତ କରିବା ପାଇଁ ଇସ୍ରାଏଲର ନବନିର୍ବାଚିତ ପ୍ରଧାନମନ୍ତ୍ରୀ ନେଫ୍ଟାଲି ବେନେଟ ଭାରତ ପ୍ରତିପକ୍ଷ ନରେନ୍ଦ୍ର ମୋଦିଙ୍କ ସହ କାମ କରିବାକୁ ଇଚ୍ଛୁକ ବୋଲି ସୋମବାର…
ଏଆଇଏଡିଏମ୍କେରୁ ୧୭ ନେତା ବହିଷ୍କୃତ
ଚେନ୍ନାଇ, ୧୫।୬(ଆଇଏଏନ୍ଏସ୍): ପୂର୍ବତନ ସାଧାରଣ ସମ୍ପାଦକ ଭି.କେ. ଶଶିକଳାଙ୍କ ସହ ସମ୍ପର୍କ ରଖିଥିବା ଏଆଇଏଡିଏମ୍କେର ମୁଖପାତ୍ର ଭି. ପୁଗାଝେନ୍ଦିଙ୍କ ସମେତ ୧୭ ଜଣ ନେତାଙ୍କୁ ସୋମବାର ଦଳରୁ ବହିଷ୍କାର କରାଯାଇଛି। ଦଳ ମୁଖ୍ୟାଳୟରେ ଏଆଇଏଡିଏମ୍କେର ବୈଠକ ବସି ଏଭଳି ନିଷ୍ପତ୍ତି ନିଆଯାଇଛି।…
ବଢ଼ିଛି ଦ୍ୱନ୍ଦ୍ୱ ମନୋବୃତ୍ତି
ନୂଆଦିଲ୍ଲୀ, ୧୫ା୬: ପୂର୍ବ ଲଦାଖ ସ୍ଥିତ ଗଲଓ୍ବାନ ଘାଟିରେ ଭାରତ ଓ ଚାଇନା ସେନା ମଧ୍ୟରେ ରକ୍ତାକ୍ତ ସଂଘର୍ଷକୁ ବର୍ଷେ ପୂରିଛି। ଏବେ ବି ପ୍ରକୃତ ନିୟନ୍ତ୍ରଣ ରେଖା(ଏଲ୍ଏସି) ନିକଟରୁ ହଟିନି ବେଜିଂ। ୧୧ ପର୍ଯ୍ୟାୟ ଧରି ଡିଜିଏମ୍ଓ ସ୍ତରୀୟ ଆଲୋଚନା…
ପୁଣି ଚର୍ଚ୍ଚାରେ ‘ବାବା କି ଢାବା’: କାନ୍ତା ପ୍ରସାଦଙ୍କୁ କ୍ଷମା କରିଦେଲେ ଗୌରବ
ନୂଆଦିଲ୍ଲୀ,୧୫।୬: ‘ବାବା କି ଢାବା’ ପୁଣି ଥରେ ଚର୍ଚ୍ଚାରେ ରହିଛି। ଢାବା ମାଲିକ କାନ୍ତ ପ୍ରସାଦଙ୍କ ଦ୍ୱାରା ହୋଇଥିବା ଚୋରି ଅଭିଯୋଗର ସମ୍ମୁଖୀନ ହେଉଥିବା ୟୁଟ୍ୟୁବର୍ ଗୌରବ ୱାସନ ବୃଦ୍ଧ ଦମ୍ପତ୍ତିଙ୍କୁ କ୍ଷମା କରିଛନ୍ତି। ସେ ଏକ ଟୁଇଟ ମାଧ୍ୟମରେ ଏହି…
୭୬ ଦିନ ପରେ ଦେଶରେ ଆଜି ସବୁଠୁ କମ୍ କରୋନା ସଂକ୍ରମଣ ଚିହ୍ନଟ: ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍
ନୂଆଦିଲ୍ଲୀ,୧୫।୬: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟ କିଛିଟା ଥମିଥିଲେ ମଧ୍ୟ ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରେ କରୋନା ସଂକ୍ରମଣ ୫୯,୯୫୮ଟି ମାମଲା ସାମ୍ନାକୁ ଆସିଥିବାବେଳେ ୨,୭୩୨ ଜଣଙ୍କର…
ଅନ୍ଲକ୍ ଅଙ୍କକଷା
ଭୁବନେଶ୍ୱର, ୧୫।୬(ବ୍ୟୁରୋ): ରାଜ୍ୟରେ ଏବେ ଲକ୍ଡାଉନ ଓ ଶଟ୍ଡାଉନ୍ ଜାରି ରହିଛି। ପ୍ରାୟ ଦେଢ଼ ମାସ ହେବ ଜୀବନ ଓ ଜୀବିକାକୁ ନେଇ ଲୋକେ ବିଭିନ୍ନ ସମସ୍ୟାର ସମ୍ମଖୀନ ହେଉଛନ୍ତି। ଏପରି ସ୍ଥିତିରେ ଆସନ୍ତା ୧୭ ତାରିଖ ସକାଳ ୫ଟାରେ ତୃତୀୟ…
ପ୍ରଥମ ସ୍ତ୍ରୀଙ୍କ ଚିଠି ପଢି ପ୍ରବଳ କାନ୍ଦିଥିଲେ ଅମିର ଖାନ୍
ବଲିଉଡ୍ ଅଭିନେତା ଅମିର ଖାନଙ୍କ ପ୍ରଥମ ଚଳଚ୍ଚିତ୍ର ‘ଲଗାନ’ ରିଲିଜ ହେବାର ଇତିମଧ୍ୟରେ ୨୦ ବର୍ଷ ବିତିଗଲାଣି। ଏହି ଚଳଚ୍ଚିତ୍ରଟି ଅମିରଙ୍କ ପାଇଁ ସ୍ବତନ୍ତ୍ର ଥିଲା। ଏହି ଚଳଚ୍ଚିତ୍ର ତାଙ୍କୁ ଜଣେ ପରଫେକ୍ଟନିଷ୍ଟ ଅଭିନେତା ଭାବରେ ପ୍ରତିଷ୍ଠିତ କରିଥିଲା। ସେହି ସମୟରେ…
ଅଣ୍ଟାବିନ୍ଧାର ଘରୋଇ ଉପଚାର
ଅଣ୍ଟାବିନ୍ଧା ଆଜିକାଲି ଏକ ସାଧାରଣ କଥା ପାଲଟି ଗଲାଣି। ତେବେ, ଏପରି କେତେକ ଘରୋଇ ଉପଚାର ରହିଛି, ଯାହାକୁ ଆପଣେଇ ପାରିଲେ ଆପଣ ଏଥିରୁ କେତେକାଂଶରେ ଉପଶମ ପାଇ ପାରିବେ। ଅଧିକ ସମୟ ଠିଆ ହୋଇ କାମ କରୁଥିଲେ ମଝିରେ ମଝିରେ…
ମାଳବିକା ଜିତିଲେ ଟାଇଟଲ
କନାସ୍ (ଲିଥୁଆନିଆ), ୧୪ା୬ (ପି.ଟି.)-ଭାରତର ମାଳବିକା ବନସୋଡ୍ ଏଠାରେ ଚାଲିଥିବା ଆରଏସ୍ଏଲ୍ ଲିଥୁଆନିଆନ ଇଣ୍ଟରନ୍ୟାଶନାଲ ବ୍ୟାଡ୍ମିଣ୍ଟନ ଟୁର୍ନାମେଣ୍ଟ ମହିଳା ସିଙ୍ଗଲ୍ସ ଚାମ୍ପିୟନ ହୋଇଛନ୍ତି। ଫାଇନାଲରେ ତୃତୀୟ ସିଡ୍ ମାଳବିକା ୨୧-୧୪, ୨୧-୧୧ରେ ଆୟର୍ଲାଣ୍ଡର ରଚେଲ ଡାରାଗ୍ଙ୍କୁ ପରାସ୍ତ କରିଥିଲେ। ଏହି…
ଅଭିନେତ୍ରୀଙ୍କ ଅଜବ ଇଚ୍ଛା ଶୁଣି ସ୍ବାମୀ ହେଲେ ଚକିତ
ପ୍ରସିଦ୍ଧ ଅଭିନେତ୍ରୀ ମୋନାଲିସା ଭୋଜପୁରୀ ଫିଲ୍ମ ଇଣ୍ଡଷ୍ଟ୍ରି ଏବଂ ହିନ୍ଦୀ ଟିଭି ଜଗତରେ ଏକ ଜଣାଶୁଣା ନାମ। ସେ ଫିଲ୍ମ ଅପେକ୍ଷା ସୋସିଆଲ ମିଡିଆରେ ଅଧିକ ସକ୍ରିୟ ଥିବା ଦେଖାଯାଏ। ମୋନାଲିସା ପ୍ରାୟତଃ ତାଙ୍କ ଫଟୋ ଏବଂ ଭିଡିଓ ଶେୟାର କରି…
ସ୍ବତନ୍ତ୍ର ବିମାନରେ ଚିକିତ୍ସା ପାଇଁ ଆମେରିକା ଯିବେ ରଜନୀକାନ୍ତ
ସୁପରଷ୍ଟାର ରଜନୀକାନ୍ତ ମେଡିକାଲ ଯାଞ୍ଚ ପାଇଁ ଆମେରିକା ଯିବେ। କରୋନା ମହାମାରୀ ହେତୁ ସେ ଏଥିପାଇଁ କେନ୍ଦ୍ର ସରକାରଙ୍କ ଅନୁମତି ଲୋଡିଥିଲେ। କେନ୍ଦ୍ର ତାଙ୍କୁ ଯିବା ପାଇଁ ସବୁଜ ସଙ୍କେତ ଦେଇଛନ୍ତି। ସେ ଖୁବଶୀଘ୍ର ଏକ ସ୍ବତନ୍ତ୍ର ବିମାନ ଯୋଗେ ଆମେରିକା…
Archives


