ଘାଟିରେ ଓଲଟିଲା ପାଉଡର ବୋଝେଇ ଟ୍ରକ୍
କୋକସରା,୨ା୩(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କଳାହାଣ୍ଡି-ନବରଙ୍ଗପୁର ଜିଲା ସୀମାନ୍ତ ଆମପାଣି ଘାଟି ରାସ୍ତାରେ ଭାରସାମ୍ୟ ହରାଇ ଏପି ୧୬ ଟିଜେ ୧୮୭୭ ନମ୍ବର ବିଶିଷ୍ଟ ଏକ ପାଉଡର ବୋଝେଇ ଟ୍ରକ୍ ଓଲଟି ପଡ଼ିଛି। ଦୁର୍ଘଟଣାରେ ଟ୍ରକ ଡ୍ରାଇଭର…
ଡେପୁଟେଶନରେ ଆସିଲେ ନିଶ୍ଚେତକ ବିଶେଷଜ୍ଞ, ସୁଧୁରିବ ଭଞ୍ଜନଗର ମେଡିକାଲର ସ୍ବାସ୍ଥ୍ୟସେବା
ଭଞ୍ଜନଗର,୨ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟର ସ୍ବାସ୍ଥ୍ୟସେବାକୁ ସୁଧାରିବା ପାଇଁ ପ୍ରୟାସ ହୋଇଛି। ଏହିଭଳି ପରିସ୍ଥିତିରେ ସୋମବାର ବ୍ରହ୍ମପୁର ସିଟି ହସ୍ପିଟାଲରୁ ଜଣେ ନିଶ୍ଚେତକ ବିଶେଷଜ୍ଞ ଭଞ୍ଜନଗର ମେଡିକାଲକୁ ସପ୍ତାହକୁ ଦିନକ ପାଇଁ ଡେପୁଟେଶନରେ ଆସିଛନ୍ତି। ସପ୍ତାହର ପ୍ରତି…
ଯାତ୍ରୀବାହୀ ବସ୍ ପଛରେ ପିଟିହେଲା ଅଟୋ
ଦିଗପହଣ୍ଡି,୨ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ନୂଆ ବସଷ୍ଟାଣ୍ଡ ସମ୍ମୁଖରେ ସୋମବାର ଅପରାହ୍ନରେ ନୀଳକଣ୍ଠ ନାମକ ଘରୋଇ ଯାତ୍ରୀବାହୀ ବସ୍ (ନଂ. ଓଡି୦୭-୩୭୧୦) ପଛରେ ଏକ ଯାତ୍ରୀବାହୀ ଅଟୋ (ନଂ. ଓଡି ୦୭ ଟି-୪୧୬୫) ଧକ୍କା ଦେବାରୁ ଅଟୋ ଚାଳକ…
ମା’ ବାଙ୍କେଶ୍ୱରୀଙ୍କ ଡୁମ୍ବୁଳା ଯାତ୍ରା, ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ
ଦିଗପହଣ୍ଡି,୨ା୩(ଅଶେଷ ନାଥ ମିଶ୍ର): ସମଗ୍ର ଦକ୍ଷିଣ ଓଡ଼ିଶାର ଆରାଧ୍ୟ ଦେବୀ ମା’ ସିଦ୍ଧ ବାଙ୍କେଶ୍ୱରୀଙ୍କ ଡୁମ୍ବୁଳା ଯାତ୍ରା ସୋମବାର ସନ୍ଧ୍ୟାରୁ ଶୁଭାରମ୍ଭ ହୋଇଛି। ମଙ୍ଗଳବାର ପ୍ରାତଃ ୬ ଟା ୪୭ରୁ କେତୁ ଗ୍ରସ୍ତ ଚନ୍ଦ୍ରଗ୍ରହଣ ନିମନ୍ତେ ଦେବନୀତି ନିଷେଧ ଥିବାରୁ ଯାତ୍ରାର…
ରିଲିଜ ହେଲା ‘ଟକ୍ସିକ’ର ପ୍ରଥମ ଗୀତ, ପ୍ରଶଂସା ସାଉଁଟୁଛନ୍ତି କିଆରା
ମୁମ୍ବାଇ: ଆସନ୍ତା ୧୯ରେ ମୁକ୍ତିଲାଭ କରିବାକୁ ଯାଉଛି ଫିଲ୍ମ ଟକ୍ସିକ। ୟଶଙ୍କ ଏହି ଫିଲ୍ମ ରଣବୀର ସିଂହଙ୍କ ଧୂରନ୍ଧର-୨ ସହିତ କଡ଼ା ଟକ୍କର ଦେବ। ଯାହା ୨୦୨୫ର ସର୍ବାଧିକ ଆୟକାରୀ ଫିଲ୍ମ ଧୂରନ୍ଧରର ସିକ୍ୱେଲ। ଧୂରନ୍ଧର-୨ ଅପେକ୍ଷା ୟଶ, କିଆରା ଆଡଭାନୀ,…
ଲାଇଭ୍ ଶୋ’ରେ କାନ୍ଦିଲେ ପାକିସ୍ତାନୀ ଆଙ୍କର, ଭାବପ୍ରବଣ ହୋଇ କହିଲେ ମୋ ପରିବାର….
ନୂଆଦିଲ୍ଲୀ,୨।୩: ଆମେରିକା-ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ତୀବ୍ର ହୋଇଛି । ଏହା ଉଲ୍ଲେଖନୀୟ ଯେ, ଇରାନରେ ହୋଇଥିବା ଆକ୍ରମଣରେ ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇ ସମେତ ଅନେକ ସାମରିକ ଅଧିକାରୀ ଏବଂ ନେତାଙ୍କ ମୃତ୍ୟୁ ହୋଇଥିଲା। ଇରାନ…
ବିମାନବନ୍ଦର ପରିସର ବାହାରେ ଭୟାବହ ଅଗ୍ନିକାଣ୍ଡ, ଚାରିଆଡ଼େ ବ୍ୟାପିବାରୁ…
ଝାରସୁଗୁଡ଼ା,୨ା୩(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ବିମାନବନ୍ଦର ପରିସର ବାହାରେ ଥିବା କୁଟି ଜଙ୍ଗଲଠାରେ ସୋମବାର କୌଣସି କାରଣରୁ ନିଆଁ ଲାଗି ଯାଇଥିଲା। ଏହାକୁ ଆୟତ୍ତ କରିବା ପାଇଁ ୫ ଟି ଦମକଳ ନିୟୋଜିତ ହୋଇଥିବା ବେଳେ ପ୍ରାୟ ୨ ଘଣ୍ଟା ପରେ…
ମନ୍ଦିର ନିର୍ମାଣ ସରିବା ପରେ ବି ମିଳୁନି ବକେୟା ଅର୍ଥରାଶି, ବିଡ଼ିଓଙ୍କୁ ଦାବିପତ୍ର
ଦିଗପହଣ୍ଡି,୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ ବାରିଆକଟା ଗ୍ରାମ ମା’ ବୁଢ଼ୀ ଠାକୁରାଣୀଙ୍କ ମନ୍ଦିର ପୁନଃରୁଦ୍ଧାର ନିମନ୍ତେ ଗତ ୨୦୨୩-୨୪ ଆର୍ଥିକବର୍ଷରେ ମୁଖ୍ୟମନ୍ତ୍ରୀଙ୍କ ସ୍ଵତନ୍ତ୍ର ପାଣ୍ଠିରୁ ୪ ଲକ୍ଷ ଟଙ୍କା ବ୍ୟୟ ମଞ୍ଜୁରୀ କରାଯାଇଥିଲା। ବ୍ଲକ…
କଳାହାଣ୍ଡିରେ ପୁଣି ହାତୀ ଆତଙ୍କ: ନର୍ଲାରେ ବୃଦ୍ଧଙ୍କୁ ଦଳିଦେଲା ହାତୀ, ୨ ମାସରେ ଗଲାଣି ୨ ଜୀବନ
ଭବାନୀପାଟଣା,୨ା୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ନର୍ଲା ବ୍ଳକ ବାଗପୁର ଗ୍ରାମରୁ ସୋମବାର ପୂର୍ବାହ୍ନରେ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ଏହି ଗ୍ରାମର ଗଣ୍ଠି ମାଝୀ (୬୧) ନାମକ ଜଣେ ବୃଦ୍ଧଙ୍କୁ ହାତୀ ଦଳି ଦେବାରୁ ଘଟଣା ସ୍ଥଳରେ…
ଶୁଦ୍ଧିକ୍ରିୟାରେ ଯୋଗ ଦେବାକୁ ଅଟୋରେ ଯାଉଥିଲେ ୧୦ରୁ ଅଧିକ ମହିଳା, ବୁଲାଣି ରାସ୍ତାରେ ଘଟିଲା…
ବାଲିଗୁଡ଼ା,୨ା୩(ସଞ୍ଜୟ ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ କୁଡକେଲକିଆ ନିକଟସ୍ଥ ଗଡ଼ମୁଣ୍ଡା ଘାଟିରେ ସୋମବାର ଅପରାହ୍ନରେ ଭାରସାମ୍ୟ ହରାଇ ଏକ ଅଟୋ ଦୁର୍ଘଟଣାଗ୍ରସ୍ତ ହୋଇ ୮ ମହିଳା ଆହତ ହୋଇଛନ୍ତି। ସୂଚନାନୁଯାୟୀ ଦଡ଼କଙ୍ଗିଆ ଗ୍ରାମରୁ ୧୦ ରୁ ୧୨ ଜଣ…
ଶୌଚ ପାଇଁ ଯାଇଥିବା ବେଳେ ଅରଖପୁରରେ ଯୁବକଙ୍କୁ ଗୁଳିମାଡ, ଗ୍ରାମବାସୀଙ୍କ ନିକଟରେ ନାହିଁ…
ପୁରୁଷୋତ୍ତମପୁର,୨।୩(ସବିତା ମିଶ୍ର) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଅରଖପୁର ଗ୍ରାମରେ ଗୁଳିମାଡ଼ । ସୋମବାର ସକାଳେ ଜଣେ ଯୁବକଙ୍କୁ ଗୁଳିମାଡ଼ କରାଯାଇଛି । ଯୁବକଙ୍କ ଗୋଡ଼ରେ ଗୁଳି ବାଜିଥିବା ବେଳେ ସେ ଆହତ ହୋଇ ହସ୍ପିଟାଲେ ଚିକିତ୍ସିତ ହେଉଛନ୍ତି…
ବିଜେଡି ଯାହା କରିଛି ଠିକ୍ କରିଛି, କାହିଁକି ଏମିତି କହିଲେ ଗଣେଶ୍ୱର, ଜାଣନ୍ତୁ…
ଭୁବନେଶ୍ୱର,୨ା୩: ବିଜେଡି ବିଧାୟକ ଗଣେଶ୍ୱର ବେହେରା ଭାଜପା ଉପରେ ପ୍ରବଳ ବର୍ଷିଛନ୍ତି। ସେ ଭାଜପାକୁ ରୋକ୍ଠୋକ୍ ଶୁଣାଇ କହିଛନ୍ତି, ବିଜେଡି ଯାହା କରିଛି ଠିକ୍ କରିଛି। ଡାକ୍ତର ଦତ୍ତେଶ୍ୱର ହୋତା ହେଉଛନ୍ତି ବିଜେଡି ଏବଂ କଂଗ୍ରେସ ସମର୍ଥିତ ପ୍ରାର୍ଥୀ, ସେ କୌଣସି…
Archives


