Home

Video: ପୂର୍ବତନ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ପରିବାରକୁ ଭେଟିଲେ ପ୍ରଧାନମନ୍ତ୍ରୀ; କୁନି ଝିଅ କଣ୍ଠରୁ ଶୁଣିଲେ ଭଜନ

ନୂଆଦିଲ୍ଲୀ,୬।୧୧: ଭାରତୀୟ ଟି-୨୦ ଦଳର ପୂର୍ବତନ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ନିଜ ପରିବାର ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି। ଏହି ସମୟରେ ସୂର୍ଯ୍ୟକୁମାରଙ୍କ ପତ୍ନୀ ଦେବିଷା ଏବଂ ଝିଅ ରିଦ୍ଧିମା ମଧ୍ୟ ଉପସ୍ଥିତ ଥିଲେ। ଏହି ସାକ୍ଷାତର ଏକ ଭିଡିଓ…

ସ୍ବାମୀ ଅସୁସ୍ଥ ହେବାରୁ ଜ୍ୱାଇଁଙ୍କ ସହ ପଳାଇ ଗଲେ ଶାଶୁ, ସାଙ୍ଗରେ ନେଇଗଲେ ସମସ୍ତ ପୈତୃକ ଅଳଙ୍କାର

ଉନ୍ନାଓ,୬।୧୧: ଉନ୍ନାଓରେ ଏକ ଜଟିଳ ପାରିବାରିକ ଘଟଣା ସାମ୍ନାକୁ ଆସିଛି। ଅଭିଯୋଗ ଅନୁଯାୟୀ, ଜଣେ ମହିଳା ନିଜର ଅସୁସ୍ଥ ସ୍ବାମୀଙ୍କୁ ଘରେ ଛାଡ଼ି ନିଜ ଜ୍ୱାଇଁଙ୍କ ସହ ପଳାଇ ଯାଇଛନ୍ତି। ଏତିକି ନୁହେଁ, ଯିବା ପୂର୍ବରୁ ସେ ମାଟି ତଳେ ପୋତା…

ଦୀପାବଳିରେ କର୍ମଚାରୀଙ୍କୁ ଦାମୀ ଉପହାର; ମିଠା ବଦଳରେ ଦେଲେ iPhone Duo, ତାପରେ….

ଦୁବାଇ,୬।୧୧: ଦୀପାବଳି ଅବସରରେ ଅନେକ କମ୍ପାନୀ ନିଜ କର୍ମଚାରୀଙ୍କୁ ମିଠା ପ୍ୟାକେଟ୍‌ କିମ୍ବା ଛୋଟ ଉପହାର ଦେଇଥାନ୍ତି । ହେଲେ ୟୁଏଇର ଏକ କମ୍ପାନୀରେ ଏଥର ଯାହା ଘଟିଛି, ତାହା ସମସ୍ତଙ୍କ ହୃଦୟ ଜିତିଛି । କମ୍ପାନୀର ମାଲିକାଣୀ ତଥା କେରଳର…

ବନ୍ୟା ପରବର୍ତ୍ତୀ ଦୁର୍ଦ୍ଦଶା ନେଲା ବୃଦ୍ଧଙ୍କ ଜୀବନ, କାଦୁଅରେ ଗୋଡ଼ ଖସି…

ପୁରୁଷୋତ୍ତମପୁର,୬ା୧୧(ସବିତା ମିଶ୍ର): ବନ୍ୟାର ବିଭୀଷିକା ଥମିବା ପରେ ବି ଲୋକଙ୍କ ପିଛା ଛାଡ଼ୁନି ଦୁର୍ଦ୍ଦଶା। ବନ୍ୟାଜଳ ଛାଡ଼ିଯାଇଥିବା କାଦୁଅ ଏବେ ଜୀବନ ପାଇଁ ବିପଦ ସାଜିଛି। ଏଭଳି ଏକ ଦୁଃଖଦ ଘଟଣାରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ଆଛୁଲି ଗ୍ରାମରେ…

କେନ୍ଦ୍ର ସରକାରଙ୍କୁ କଡ଼ା ଟାର୍ଗେଟ କଲେ ସୁପ୍ରିମକୋର୍ଟ! CJI ପଚାରିଲେ…

ନୂଆଦିଲ୍ଲୀ,୬।୧୧: ଦିଲ୍ଲୀ-ଏନସିଆର (Delhi-NCR) ରେ ବାୟୁ ପ୍ରଦୂଷଣ ପ୍ରସଙ୍ଗରେ ସୁପ୍ରିମକୋର୍ଟ ଏକ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। କୋର୍ଟ କହିଛନ୍ତି ଯେ, ଏହି ଅଞ୍ଚଳରେ ବୃଦ୍ଧି ପାଉଥିବା ବାୟୁ ପ୍ରଦୂଷଣ ପାଇଁ ଗାଡ଼ିମୋଟରରୁ ନିର୍ଗତ ଧୂଆଁ ଏକ ମୁଖ୍ୟ କାରଣ ଅଟେ।…

ନିର୍ବାଚନରେ ହାରିବା ପରେ ମଧ୍ୟ ପଛଘୁଞ୍ଚା ଦେବାକୁ ପ୍ରସ୍ତୁତ ନୁହନ୍ତି ଟ୍ରମ୍ପ

ଓ୍ବାଶିଂଟନ,୬।୧୧: ୨୦୨୬ ଆମେରିକା ମଧ୍ୟବର୍ତ୍ତୀ ନିର୍ବାଚନରେ ଡେମୋକ୍ରାଟମାନଙ୍କର ଏକ ବଡ଼ ବିଜୟ ପରିପ୍ରେକ୍ଷୀରେ, ଟ୍ରମ୍ପ ପ୍ରଶାସନ ସମାଧାନ ବା ବୁଝାମଣା ରାସ୍ତା ଆପଣାଇବା ପରିବର୍ତ୍ତେ ରାଷ୍ଟ୍ରପତିଙ୍କ କାର୍ଯ୍ୟକାଳର ଉପଲବ୍ଧି ଓ ଐତିହ୍ୟକୁ ଆକ୍ରମଣାତ୍ମକ ଭାବେ ସୁରକ୍ଷା ଦେବାକୁ ନିଷ୍ପତ୍ତି ନେଇଛି। ଏହା…

ସନ୍ତାନ ପ୍ରସବ କଲେ ଦଶମ ଶ୍ରେଣୀ ଛାତ୍ରୀ, ପ୍ରଧାନଶିକ୍ଷୟିତ୍ରୀ ନିଲମ୍ବିତ, ନବଜାତ ଶିଶୁର ମୃତ୍ୟୁ ପରେ…

ବାରିପଦା,୬ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବେତନଟୀ ବ୍ଲକ ଧନପୁରସ୍ଥିତ କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟର ଜଣେ ଦଶମ ଶ୍ରେଣୀ ଛାତ୍ରୀ ୭ ମାସର ଗର୍ଭବତୀ ଅବସ୍ଥାରେ ପୁତ୍ର ସନ୍ତାନ ପ୍ରସବ କରିବା ଘଟଣା ଚର୍ଚ୍ଚାର ବିଷୟ ହୋଇଥିବାବେଳେ ଚିକିତ୍ସାଧୀନ ଅବସ୍ଥାରେ…

ଟି-୨୦ କ୍ରିକେଟ୍‌ରେ ଆନ୍ଦ୍ରେ ରସେଲଙ୍କ ଐତିହାସିକ କୀର୍ତ୍ତିମାନ, ଏମିତି କାରନାମା କରିବାରେ ବିଶ୍ୱର ପ୍ରଥମ କ୍ରିକେଟର୍‌

ନୂଆଦିଲ୍ଲୀ,୬।୧୧: ଟି-୨୦ କ୍ରିକେଟ୍‌ରେ ନୂଆ ଇତିହାସ ରଚିଛନ୍ତି ୱେଷ୍ଟଇଣ୍ଡିଜ୍‌ର ପୂର୍ବତନ ଖେଳାଳି ଆନ୍ଦ୍ରେ ରସେଲ। ଏହି ଫର୍ମାଟ୍‌ରେ ୧୦ ହଜାରରୁ ଅଧିକ ରନ ଏବଂ ୫୦୦ରୁ ଅଧିକ ଉଇକେଟ ହାସଲ କରିବାରେ ସେ ବିଶ୍ୱର ପ୍ରଥମ କ୍ରିକେଟର୍‌ ହୋଇଛନ୍ତି। ନେପାଳ ପ୍ରିମିୟର…

ଶିକ୍ଷକ ନିଯୁକ୍ତି ଦାବିରେ ଗେଟ୍‌ରେ ତାଲା ପକାଇଲେ ଅଭିଭାବକ

ଅମରପାଲି,୬ା୧୧(ପୀତାମ୍ବର ସାହୁ): ସ୍କୁଲରେ ଶିକ୍ଷକ ଅଭାବ ଯୋଗୁ ପାଠପଢ଼ା ବାଧାପ୍ରାପ୍ତ। ବାରମ୍ବାର ଅଭିଯୋଗ ସତ୍ତ୍ୱେ ଶିକ୍ଷକ ନିଯୁକ୍ତି ହେଉ ନ ଥିବାରୁ ଶେଷରେ ସ୍କୁଲ ଫାଟକରେ ତାଲା ପକାଇ ପ୍ରତିବାଦକୁ ଓହ୍ଲାଇଛନ୍ତି ଅଭିଭାବକ ଓ ଗ୍ରାମବାସୀ। ଏଭଳି ଅଭାବନୀୟ ଘଟଣା ସୁବର୍ଣ୍ଣପୁର…

ସରକାରଙ୍କ ବଡ଼ ଘୋଷଣା, ବଢ଼ିଲା ଚାଷୀଙ୍କ ଫସଲ କ୍ଷତିପୂରଣ ; ବିପର୍ଯ୍ୟୟ ମୃତ୍ୟୁରେ ମିଳିବ…

ଲକ୍ଷ୍ନୌ,୬।୧୧: ଉତ୍ତରପ୍ରଦେଶରେ ଚାଷୀଙ୍କ ପାଇଁ ବଡ଼ ଖବର । ଏଥିସହିତ ପ୍ରାକୃତିକ ବିପର୍ଯ୍ୟୟରେ ଜୀବନ ହରାଉଥିବା ଲୋକଙ୍କ ପରିବାରକୁ ମଧ୍ୟ ମିଳିବ ଅଧିକ ଆର୍ଥିକ ସହାୟତା। ଯୋଗୀ ଆଦିତ୍ୟନାଥ ସରକାର ବିପର୍ଯ୍ୟୟ ରିଲିଫ୍‌ ସହାୟତା ରାଶିରେ ବଡ଼ ପରିବର୍ତ୍ତନ କରିଛନ୍ତି। ଏଣିକି…

CSK ଛାଡ଼ିବା ପରେ ଏକ ନୂଆ ଭୂମିକାରେ ନଜର ଆସିବେ ମାଇକେଲ ହସି; ମିଳିଲା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ

ନୂଆଦିଲ୍ଲୀ,୬।୧୧: କିଛି ଦିନ ପୂର୍ବେ ଚେନ୍ନାଇ ସୁପର କିଙ୍ଗ୍ସ (CSK) ଛାଡ଼ିଥିବା ମାଇକେଲ ହସି ବର୍ତ୍ତମାନ ଅଷ୍ଟ୍ରେଲୀୟ ଦଳରେ ଯୋଗ ଦେଇଛନ୍ତି। ନଭେମ୍ବର ୬, ଶୁକ୍ରବାର ଜାରି କରାଯାଇଥିବା ଏକ ସରକାରୀ ବିବୃତ୍ତିରେ ‘କ୍ରିକେଟ ଅଷ୍ଟ୍ରେଲିଆ’ ଘୋଷଣା କରିଛି ଯେ, ହସିଙ୍କୁ…

ଶିକ୍ଷାମନ୍ତ୍ରୀ ସାର୍‌, ପରୀକ୍ଷାରେ ଆମକୁ ହଇରାଣ କରିବେନି…ପାଣି-କାଦୁଅରେ ଭବିଷ୍ୟତ ଖୋଜୁଛନ୍ତି ଛାତ୍ରୀଛାତ୍ର

ପୁରୁଷୋତ୍ତମପୁର, ୬।୧୧ (ସବିତା ମିଶ୍ର): ଶିକ୍ଷାମନ୍ତ୍ରୀ ସାର୍‌, ପରୀକ୍ଷାରେ ଆମକୁ ହଇରାଣ କରିବେନି। ଆମର ବର୍ଷକର ପରିଶ୍ରମ ସବୁ ବନ୍ୟା ପାଣି ଧୋଇନେଇଛି। ଆଉ ଲେଖିବାକୁ ଆମ ପାଖରେ ସମୟ ନାହିଁ। ଏହି ପାଣିଭିଜା ନୋଟ୍‌ବୁକ୍‌ ଦେଖି ଆମକୁ ପ୍ରାକ୍ଟିକାଲ୍‌ରେ ମାର୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?