Home

ଅଲିମ୍ପିକ୍ସରେ ଇତିହାସ ରଚିଲା ଭାରତୀୟ ମହିଳା ହକି ଦଳ

ଟୋକିଓ,୨।୮: ଟୋକିଓ ଅଲିମ୍ପିକ୍ସରେ ଭାରତର ମହିଳା ଦଳ ହକି ଦଳ ଇତିହାସ ସୃଷ୍ଟି କରିଛି। ୩ଥର ଚାମ୍ପିଅନ୍‌ ଅଷ୍ଟ୍ରେଲିଆକୁ ୧-୦ରେ ପରାସ୍ତ କରି ମହିଳା ହକିରେ ସେମିଫାଇନାଲରେ ପ୍ରବେଶ କରିଛି ଭାରତ। ଆଜିର ମ୍ୟାଚ୍‌ର ପ୍ରକୃତ ନାୟିକା ଥିଲେ ଗୋଲକିପର ସବିତା…

ପୁଣି ନିରାଶ କଲେ ଦୂତି

ଟୋକିଓ,୨।୮: ଟୋକିଓ ଅଲିମ୍ପିକ୍ସରେ ପୁଣି ନିରାଶ କରିଛନ୍ତି ଓଡିଆ ସ୍ପ୍ରିଣ୍ଟର ଦୂତୀ ଚାନ୍ଦ। ଦୂତୀ ଆଜି ୨୦୦ ମିଟର ଦୌଡରେ ହାରି ଯାଇଛନ୍ତି। ୨୦୦ମିଟରରେ ହିଟ-୪ରେ ସପ୍ତମ ସ୍ଥାନରେ ରହି ସେ ତାଙ୍କ ଟୋକିଓ ଅଲିମ୍ପିକ୍ସ ଅଭିଯାନ ଶେଷ କରିଛନ୍ତି। ପୂର୍ବରୁ…

ରାଜ୍ୟରେ ୬୦୦୦ ଟପିଲା କରୋନା ମୃତ୍ୟୁସଂଖ୍ୟା: ଆଜି ୬୭ ଜଣଙ୍କ ଜୀବନ ନେଲା

ଭୁବନେଶ୍ୱର,୨ା୮(ବ୍ୟୁରୋ): ରାଜ୍ୟରେ ଯଦିଓ କରୋନା ସଂକ୍ରମଣ କମିଛି କିନ୍ତୁ ମୃତ୍ୟୁରେ ବ୍ରେକ୍‌ ଲାଗୁନି। ଆଜି ସର୍ବାଧିକ ୬୭ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ…

ପୁଣି ବିପଦ, ଅକ୍ଟୋବରରେ ତୃତୀୟ ଲହର ପହଞ୍ଚିବ ଶୀର୍ଷରେ…

ନୂଆଦିଲ୍ଲୀ,୨।୮: ଦେଶରେ କରୋନା ମହାମାରୀର ତୃତୀୟ ଲହର ଚଳିତ ଅଗଷ୍ଟମାସରେ ଆସିବାର ଆଶଙ୍କା ରହିଛି। ଏନେଇ ପ୍ରକାଶିତ ଏକ ରିପୋର୍ଟରେ ଉଲ୍ଲେଖ କରାଯାଇଛି। ରିପୋର୍ଟରେ ଏହା ମଧ୍ୟ ଦାବି କରାଯାଇଛି ଯେ, ତୃତୀୟ ଲହରରେ ପ୍ରତିଦିନ ପ୍ରାୟ ଏକ ଲକ୍ଷ ନୂଆ…

ଆଜି ରାଜ୍ୟରୁ ୧୦୩୨ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨ା୮(ବ୍ୟୁରୋ): ସୋମବାର ରାଜ୍ୟରୁ ୧୦୩୨ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯,୭୯,୭୩୭ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୫୯୮ ଜଣ ଚିହ୍ନଟ…

୩ରେ ଖୋଲିବ ନନ୍ଦନକାନନ

ବାରଙ୍ଗ,୨ା୮(ଡି.ଏନ୍‌.ଏ.): ୩ ମାସ ଧରି ବନ୍ଦ ରହିଥିବା ନନ୍ଦନକାନନ ପ୍ରାଣୀ ଉଦ୍ୟାନ ୩ ତାରିଖ(ମଙ୍ଗଳବାର)ରେ ଖୋଲିବ। ଏନେଇ ନନ୍ଦନକାନନ ନିର୍ଦ୍ଦେଶକ ମନୋଜ କୁମାର ମହାପାତ୍ର ସୂଚନା ଦେଇଛନ୍ତି। ତେବେ ପର୍ଯ୍ୟଟକମାନେ ସଫାରି, ବ୍ୟାଟେରୀଚାଳିତ ଗାଡ଼ିରେ ବୁଲିବା, ବୋଟିଂର ସୁବିଧା ଏବେ ପାଇପାରିବେ…

ଆଜିଠୁ ଖୋଲିବ ସୂର୍ଯ୍ୟମନ୍ଦିର

କୋଣାର୍କ,୨ା୮(ଡି.ଏନ୍‌.ଏ.): ଦୀର୍ଘ ୩ମାସ ବନ୍ଦ ପରେ ସୋମବାର ଠାରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ କୋଣାର୍କ ସୂର୍ଯ୍ୟମନ୍ଦିର। ଏନେଇ ପର୍ଯ୍ୟଟନ ବିଭାଗ ପକ୍ଷରୁ କୋଣାର୍କ ମନ୍ଦିର ଦାୟିତ୍ୱରେ ରହିଥିବା ଅଧିକାରୀ ନୀରଜ ସିଂ ସୂଚନା ଦେଇଛନ୍ତି। କୋଭିଡ୍‌ ଗାଇଡଲାଇନ ଅନୁଯାୟୀ ମନ୍ଦିର ଖୋଲାଯିବାକୁ…

ଦୈନିକ ମୃତ୍ୟୁ ସଂଖ୍ୟା ୫ ଶହ ତଳେ…

ନୂଆଦିଲ୍ଲୀ,୨।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୪୦ ହଜାର ୧୩୪ ରେ ପହଞ୍ଚିଛି। ସେହିପରି…

ବିମାନରେ ଏକାକୀ ବିଶ୍ୱ ଭ୍ରମଣ

ଲଣ୍ଡନ, ୨ା୮: ନିଜେ ବିମାନ ଉଡ଼ାଇ ସମଗ୍ର ବିଶ୍ୱ ବୁଲିବାରେ ବିରଳ ରେକର୍ଡ କରିବାକୁ ଯାଉଛନ୍ତି ବେଲ୍‌ଜିୟମ-ବ୍ରିଟିଶ ନାଗରିକ ଜାରା ରଦରଫୋର୍ଡ। ୧୯ ବର୍ଷୀୟା ଜାରା ଆସନ୍ତା ୧୧ ତାରିଖରେ ବିଶ୍ୱର ଦ୍ରୁତତମ ମାଇକ୍ରୋଲାଇଟ୍‌ ତଥା ତାଙ୍କ ଶାର୍କ ଅଲ୍‌ଟ୍ରାଲାଇଟ୍‌ ବିମାନରେ…

ଓଡ଼ିଶା ସୀମା ସମସ୍ୟା ତଥ୍ୟ ସ୍ବରାଷ୍ଟ୍ର ମନ୍ତ୍ରଣାଳୟରେ ନାହିଁ

ଭୁବନେଶ୍ୱର,୨ା୮(ବ୍ୟୁରୋ): ଓଡ଼ିଶାର ସୀମା ସମସ୍ୟା ସମ୍ପର୍କିତ ତଥ୍ୟ କେନ୍ଦ୍ର ସରକାରଙ୍କ ନିକଟରେ ନାହିଁ। ଏହା ଏକ ନିନ୍ଦନୀୟ ପ୍ରସଙ୍ଗ ବୋଲି ଉତ୍କଳ ସମ୍ମିଳନୀ କହିଛି। ସମ୍ମିଳନୀର ମଞ୍ଚେଶ୍ୱର ଶିଳ୍ପାଞ୍ଚଳ ଶାଖା ସଭାପତି ଦିଲୀପ ଦାଶଶର୍ମା କହିଛନ୍ତି, ନିକଟରେ ଲୋକ ସଭାରେ ଏକ…

ବାସହରା ହେବେ ୩୬ ଲକ୍ଷ ଆମେରିକୀୟ

ଓ୍ବାଶିଂଟନ, ୨।୮: ଆମେରିକାରେ ଘରଭଡ଼ା ନେଇ ରହୁଥିବା ପ୍ରାୟ ୩୬ ଲକ୍ଷ ଲୋକ ଏଣିକି ବାସହରା ହୋଇପାରନ୍ତି। କାରଣ ଭଡ଼ାଘରୁ ବାହାର କରିଦେବା ଉପରେ ଲାଗିଥିବା ଦେଶବ୍ୟାପୀ ବ୍ୟାନ୍‌ ସମୟସୀମା ରବିବାର ପୂରିଯାଇଛି। ସେପଟେ କରୋନା ସଂକ୍ରମଣ ବଢ଼ିଚାଲିଥିବାବେଳେ ରାଜନୈତିକ କାଦୁଅଫିଙ୍ଗା…

ଓଏଏସ୍‌ ସ୍ତରରେ ଅଦଳବଦଳ

ଭୁବନେଶ୍ୱର,୨ା୮(ବ୍ୟୁରୋ): ରାଜ୍ୟ ସରକାର ରବିବାର ଓଏଏସ୍‌ ସ୍ତରରେ ଛୋଟ ଧରଣର ଅଦଳବଦଳ କରିଛନ୍ତି। ଢେଙ୍କାନାଳ ଡିଆର୍‌ଡିଏର ପ୍ରକଳ୍ପ ନିର୍ଦ୍ଦେଶକ (ପିଡି) ନରୋତ୍ତମ ବେହେରାଙ୍କୁ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ଅତିରିକ୍ତ ସଚିବ ଭାବେ ଦାୟିତ୍ୱ ପାଇଛନ୍ତି। ମହିଳା ଓ ସଶକ୍ତିକରଣ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri