Home

ଆଉ ୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୧୭୫କୁ ବୃଦ୍ଧି

ଭୁବନେଶ୍ୱର,୨୬ା୯(ବ୍ୟୁରୋ): ରବିବାର ରାଜ୍ୟରୁ ଆଉ ୫ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୮୧୭୫କୁ ବୃଦ୍ଧି ପାଇଥିବା ଜଣାପଡ଼ିଛି। ଆଜି…

ଘର ଘର ବୁଲି କରୋନା ମୃତକଙ୍କ ପରିବାରକୁ ଚିହ୍ନଟ କରିବେ ୧୦୦ ଅଧିକାରୀ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ…

ନୂଆଦିଲ୍ଲୀ,୨୬।୯: କରୋନା ମହାମାରୀ ସଂକ୍ରମଣ ଯୋଗୁଁ ମୃତ୍ୟୁ ଘଟିଥିବା ଆକ୍ରାନ୍ତଙ୍କ ପରିବାରକୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି। କାର୍ଯ୍ୟ ବ୍ୟବସ୍ଥା ସହଜ କରିବା ଲାଗି ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କ ସରକାରଙ୍କ ପକ୍ଷରୁ ୧୦୦ ଅଧିକାରୀଙ୍କୁ…

ବେଳକୁ ବେଳ ବଢ଼ୁଛି ଶିଶୁ ସଂକ୍ରମିତଙ୍କ ସଂଖ୍ୟା: ଆଜି ୯୬ କରୋନା ପଜିଟିଭ୍‌

ଭୁବନେଶ୍ୱର,୨୬।୯(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୫୮୫ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିରେ ୯୬ଜଣ ୧୮ ବର୍ଷରୁ କମ୍‌ ବର୍ଗର ଅଛନ୍ତି। ନୂତନ ସଂକ୍ରମିତଙ୍କ ମଧ୍ୟରେ କ୍ୱାରାଣ୍ଟାଇନ୍‌ରୁ ୩୪୨ଜଣ ଥିବା ବେଳେ ୨୪୩ ଲୋକାଲ କେସ୍‌ ରହିଛି। ଏହାକୁ…

ଅସ୍ତ୍ରବିରତି ବନ୍ଦ ହେଲେ ବି ଅନୁପ୍ରବେଶ ଜାରି…

ଶ୍ରୀନଗର,୨୬।୯: ଭାରତ ପାକିସ୍ତାନ ମଧ୍ୟରେ ଅସ୍ତ୍ରବିରତି ଚୁକ୍ତି ହୋଇଛି। ତେବେ ପାକିସ୍ତାନ ଅନ୍ୟ ଉପାୟରେ ନିୟନ୍ତ୍ରଣ ରେଖା (ଏଲ୍‌ଓସି)ରେ ଉତ୍ତେଜନା ସୃଷ୍ଟି କରିବାରେ ଲାଗିଛି। ଅସ୍ତ୍ରବିରତି ବନ୍ଦ ଥିଲେ ମଧ୍ୟ ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟରୁ ଭାରତରେ ଅନୁପ୍ରବେଶ ବୃଦ୍ଧି ପାଇବାରେ ଲାଗିଛି।…

ଲୋଭ ଦେଖାଇ ଲୁଟିନେଲା

ଭୁବନେଶ୍ୱର,୨୬।୯: ରାୟଗଡ଼ା ଜିଲା କାଶୀପୁର ବ୍ଲକ ଅନ୍ତର୍ଗତ ଟିକିରିଠାରେ ଆଦିତ୍ୟ ବିର୍ଲା ଗ୍ରୁପ୍‌ର ଉତ୍କଳ ଆଲୁମିନା କମ୍ପାନୀ ରହିଛି। ଗତ ୧୬ ତାରିଖରେ ଏହି କମ୍ପାନୀର ଉତ୍ପାଦନ କ୍ଷମତା ୧.୫ ନିୟୁତ ଟନ୍‌ରୁ ୨ ନିୟୁତ ଟନ୍‌କୁ ବୃଦ୍ଧି କରାଯାଇଛି। ଆଉ…

ଆଜି ସନ୍ଧ୍ୟାରେ ସ୍ଥଳଭାଗ ଛୁଇଁବ ବାତ୍ୟା ‘ଗୁଲାବ’; ଦକ୍ଷିଣ ଓଡ଼ିଶାରେ ଆରମ୍ଭ ହେଲା ବର୍ଷା

ଭୁବନେଶ୍ୱର,୨୬ା୯(ବ୍ୟୁରୋ): ଉତ୍ତର-ପଶ୍ଚିମ ଏବଂ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ବାତ୍ୟା ରୂପ ନେଇଛି। ଏହା ପଶ୍ଚିମ ଦିଗ ଦେଇ ଘଣ୍ଟା ପ୍ରତି ୧୭ କିଲୋମିଟର ବେଗରେ ଉପକୂଳକୁ ମାଡ଼ିଆସୁଛି। ବାତ୍ୟା ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୫୦ କି.ମି. ଏବଂ ଆନ୍ଧ୍ରପ୍ରଦେଶର…

ଦିନେ କମିଲେ ପୁଣି ବଢୁଛି…

ନୂଆଦିଲ୍ଲୀ,୨୬।୯: କରୋନା ମହାମାରୀ ସଂକ୍ରମଣର ତୃତୀୟ ଲହର ନେଇ ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି। ଦୈନିକ ସଂକ୍ରମଣ ଲଗାତାର ୨ ଦିନ ଧରି ୩୦ ହଜାର ତଳେ ରହିଛି। ସଂକ୍ରମଣ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। କେରଳ…

ଇତିହାସ ବଖାଣେ ନଦୀ

ପ୍ରାଚୀନ ମଣିଷ ସଭ୍ୟତା ନଦୀକୂଳରେ ହିଁ ଗଢ଼ି ଉଠିଥିଲା। ଚାଷ ବାସ ପିଇବା ପାଣିର ସୁବିଧା ସହିତ ନଦୀ ବାଟେ ସଭ୍ୟ ସମାଜର ବାଣିଜ୍ୟର ପଥ ମଧ୍ୟ ବିକଶିତ ହୋଇ ପାରିଥିଲା। ମାନବ ସଭ୍ୟତାର ଇତିହାସ ସହିତ ନଦୀ ଅତି ଅନ୍ତରଙ୍ଗ…

ଗର୍ଭ ନିରୋଧକ ହିଁ ବିକଳ୍ପ

ପୃଥିବୀର ଜନସଂଖ୍ୟା ଯୋଗୁ ସଙ୍କଟ ବଢ଼ିବାରେ ଲାଗିଛି। ଜନସଂଖ୍ୟା ବୃଦ୍ଧିର ବହୁ କାରଣ ରହିଛି। ସେଗୁଡ଼ିକ ମଧ୍ୟରେ ପାଠପଢ଼ାର ଅଭାବ, ଲୋକଙ୍କ ଆର୍ଥିକ ସ୍ଥିତି, ସ୍ବାସ୍ଥ୍ୟସେବାର ଅଭାବ ଆଦି ମୁଖ୍ୟ କାରଣ।ତେବେ ଜନସଂଖ୍ୟା ବୃଦ୍ଧିକୁ ରୋକିବା କ୍ଷେତ୍ରରେ ଗର୍ଭ ନିରୋଧକ ଏକ…

ଗିରୀଶ ମୁର୍ମୁ ଆଇଏଇଏ ଏକ୍ସଟର୍ନାଲ ଅଡିଟର

ଭିଏନା, ୨୬ା୯: ଭାରତର ହିସାବ ନିୟନ୍ତ୍ରକ ଏବଂ ମହାଲେଖା ସମୀକ୍ଷକ (ସିଏଜି) ଗିରୀଶ ଚନ୍ଦ୍ର ମୁର୍ମୁ ପରମାଣୁ ଶକ୍ତିର ଶାନ୍ତିପୂର୍ଣ୍ଣ ବ୍ୟବହାରକୁ ପ୍ରୋତ୍ସାହିତ କରୁଥିବା ଅନୁଷ୍ଠାନ ଇଣ୍ଟରନ୍ୟାଶନାଲ ଆଟମିକ୍‌ ଏନର୍ଜି ଏଜେନ୍ସି (ଆଇଏଇଏ)ର ଏକ୍ସଟର୍ନାଲ ଅଡିଟର ନିଯୁକ୍ତ ହୋଇଛନ୍ତି। ଭିଏନାରେ ଅନୁଷ୍ଠିତ…

ସୀମାରେ ଚାଇନା ନିର୍ମାଣ କଲାଣି ୬୮୦ ଗ୍ରାମ

ଗାନ୍ଧୀନଗର, ୨୬।୯: ଭାରତ ସୀମାରେ ଚାଇନା ୬୮୦ଟି ସମୃଦ୍ଧ ଓ ଅତ୍ୟାଧୁନିକ ଗ୍ରାମ ନିର୍ମାଣ କରିଛି, ଯାହାକୁ ନେଇ ବିଶେଷଜ୍ଞମାନେ ଚିନ୍ତା ପ୍ରକଟ କରିଛନ୍ତି। ବେଜିଂର ଗ୍ରାମ ନିର୍ମାଣ ସମ୍ପର୍କରେ ବିଶ୍ୱ ଆତଙ୍କବାଦ ନିରୋଧୀ ପରିଷଦର ଉପଦେଷ୍ଟା ବୋର୍ଡ ସୂଚନା ଦେଇଛି।…

ରାସ୍ତାରେ ମୃତଦେହ ଝୁଲାଇଲା ତାଲିବାନ୍‌

ହେରତ୍‌, ୨୬ା୯: ଆଫଗାନିସ୍ତାନରେ ତାଲିବାନ୍‌ କ୍ରୁର ଶାସନର ଆଉ ଏକ ଉଦାହରଣ ଦେଖିବାକୁ ମିଳିଛି। ୪ ଅପହରଣ ଅଭିଯୁକ୍ତଙ୍କୁ ହତ୍ୟା କରି ସେମାନଙ୍କ ମୃତଦେହକୁ ତାଲିବାନ୍‌ ବିଭିନ୍ନ ସହରର ମୁଖ୍ୟ ରାସ୍ତାରେ ଝୁଲାଇ ଦେଇଛି। ସେଥିମଧ୍ୟରୁ ଗୋଟିଏ ମୃତଦେହ ହେରତ୍‌ ସହର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri