ରାସ୍ତାରେ ମୃତଦେହ ଝୁଲାଇଲା ତାଲିବାନ୍
ହେରତ୍, ୨୬ା୯: ଆଫଗାନିସ୍ତାନରେ ତାଲିବାନ୍ କ୍ରୁର ଶାସନର ଆଉ ଏକ ଉଦାହରଣ ଦେଖିବାକୁ ମିଳିଛି। ୪ ଅପହରଣ ଅଭିଯୁକ୍ତଙ୍କୁ ହତ୍ୟା କରି ସେମାନଙ୍କ ମୃତଦେହକୁ ତାଲିବାନ୍ ବିଭିନ୍ନ ସହରର ମୁଖ୍ୟ ରାସ୍ତାରେ ଝୁଲାଇ ଦେଇଛି। ସେଥିମଧ୍ୟରୁ ଗୋଟିଏ ମୃତଦେହ ହେରତ୍ ସହର…
ବିସ୍ତାରବାଦ ବିରୋଧରେ ଏକାଠି ହେବାକୁ ଆହ୍ବାନ
ଜାତିସଂଘ, ୨୬।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଜାତିସଂଘର ୭୬ତମ ସାଧାରଣ ସଭାରେ ଉଦ୍ବୋଧନ ଦେଇ ଆତଙ୍କବାଦକୁ ରାଜନୈତିକ କରିଥିବା ରାଷ୍ଟ୍ରଗୁଡ଼ିକୁ ସମାଲୋଚନା କରିବା ସହ ବିସ୍ତାରବାଦୀଙ୍କ ବିରୋଧରେ ଏକଜୁଟ୍ ହେବାକୁ ଆହ୍ବାନ ଦେଇଛନ୍ତି। ନକାରାତ୍ମକ ଚିନ୍ତାଧାରାର କେତେକ ରାଷ୍ଟ୍ର ଆତଙ୍କବାଦକୁ…
ସମୁଦ୍ର କୂଳରେ ସମୟ ବିତାଇବାକୁ ଚାହୁଁଥିଲେ ଦମ୍ପତି: ୯୦ ବର୍ଷରେ ପୂରଣ ହେଲା ଇଚ୍ଛା
ସମୁଦ୍ର କୂଳରେ କିଛି ମୁହୂର୍ତ୍ତ ବିତାଇବାକୁ ପ୍ରାୟ ସବୁ ଦମ୍ପତି ଚାହିଁଥାନ୍ତି। ମାତ୍ର ସୁଯୋଗ ଅଭାବରୁ କେହି କେହି ଏହି ସୁନ୍ଦର ଦୃଶ୍ୟକୁ ଉପଭୋଗ କରିଥାନ୍ତି ତ ଆଉ କାହା ଇଚ୍ଛା ଇଚ୍ଛାରେ ହିଁ ରହିଯାଇଥାଏ। ଆମେରିକାର କ୍ୟାରୋଲିନ୍ରେ ରହୁଥିବା ଏକ…
ମାଡ଼ି ଆସୁଛି ବାତ୍ୟା
ଭୁବନେଶ୍ୱର,୨୫ା୯(ବ୍ୟୁରୋ)- ଉତ୍ତର-ପଶ୍ଚିମ ଏବଂ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ବାତ୍ୟା ରୂପ ନେଇଛି। ଏହା ପଶ୍ଚିମ ଦିଗ ଦେଇ ଘଣ୍ଟା ପ୍ରତି ୧୭ କିଲୋମିଟର ବେଗରେ ଉପକୂଳକୁ ମାଡ଼ିଚାଲିଛି। ବାତ୍ୟା ଗୋପାଳପୁରଠାରୁ ପୂର୍ବ ଦକ୍ଷିଣ ପୂର୍ବ ଦିଗରେ ୩୫୦…
‘ପାକିସ୍ତାନକୁ କଡ଼ା ଚେତାବନୀ’
ଜାତିସଂଘ,୨୫।୯: ବିକାଶ ବିରୋଧୀ ଚିନ୍ତାଧାରାର କେତେକ ଦେଶ ଆତଙ୍କବାଦକୁ ରାଜନୈତିକ ଅସ୍ତ୍ର କରିଛନ୍ତି। ଏହା ସେମାନଙ୍କ ପାଇଁ ସମାନ ବିପଦ, ଏକଥାକୁ ଉକ୍ତ ରାଷ୍ଟ୍ରଗୁଡ଼ିକ ହୃଦୟଙ୍ଗମ କରିବା ଉଚିତ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଜାତିସଂଘ ସାଧାରଣ ସଭାର ୭୬ତମ…
ବିଦେଶରେ ଚାକିରି ନାମରେ ଲକ୍ଷାଧିକ ଟଙ୍କାର ଠକେଇ: ୩ ଜଣଙ୍କୁ ବାନ୍ଧିଲା ପୋଲିସ
ହିଞ୍ଜିଳିକାଟୁ,୨୫ା୯(ଡି.ଏନ୍.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ପାଟଣା ସାହିରେ ‘ଆରାଉଣ୍ଡ ଦ ଓ୍ବାଲର୍ଡ’ ଏଜେନ୍ସି ନାମକ ଏକ ସଂସ୍ଥା ବିଭିନ୍ନ ଜିଲାର ବହୁ ଯୁବତୀ, ଯୁବକଙ୍କୁ ବିଦେଶରେ ଚାକିରି ଦେବା ଆଳରେ ଲକ୍ଷାଧିକ ଟଙ୍କା ହଡ଼ପ କରିଥିଲା। ଠକ ସଂସ୍ଥାର ମୁଖ୍ୟ ଓ…
ଜାଣନ୍ତି ସମ୍ଭାବ୍ୟ ବାତ୍ୟାର ନାଁ କାହିଁକି ରହିଛି ‘ଗୁଲାବ’
ଇସଲାମାବାଦ: ଆପଣ ଜାଣନ୍ତି ପ୍ରତ୍ୟେକ ବାତ୍ୟାର କିଛି ନା କିଛି ନାମକରଣ କରାଯାଇଥାଏ। ମାତ୍ର ମନକୁ କେବେ ପ୍ରଶ୍ନ ଆସିନି ଏହି ବାତ୍ୟାର ନାଁ କାହିଁକି ଏମିତି ରଖାଯାଇଛି। ଆଜ୍ଞା ହଁ ଏପରି ନାମକରଣ କରିବା ପଛରେ ନିଶ୍ଚିତ କାରଣ ରହିଛି।…
ହାର୍ଦ୍ଦିକ ଯଦି ଆହତ ତେବେ କାହିଁକି ବିଶ୍ୱକପ୍ ଟିମ୍ରେ କରାଗଲା ସାମିଲ? ଏଭଳି ପ୍ରଶ୍ନ ଉଠାଇଲେ…
ନୂଆଦିଲ୍ଲୀ,୨୫।୯: ଭାରତର ପର୍ବତନ କ୍ରିକେଟର ସବା କରିମ ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫିଟ୍ନେସ୍କୁ ନେଇ ପ୍ରଶ୍ନ ଉଠାଇଛନ୍ତି। ଆସନ୍ତା ମାସରେ ୟୁଏଇ ଏବଂ ଓମାନରେ ଆରମ୍ଭ ହେବାକୁ ଥିବା ଟି-୨୦ ବିଶ୍ୱକପ୍ ପାଇଁ ଭାରତୀୟ କ୍ରିକେଟ ଟିମ୍ରେ କାହିଁକି ତାଙ୍କୁ ସାମିଲ…
ପୋଲିସ ହେପାଜତରେ ଥିବା ଯୁବକଙ୍କ ମୃତ୍ୟୁ ନେଇ ଉତ୍ତେଜନା
ବରଗଡ଼ ଅଫିସ,୨୫ା୯(.): ପୋଲିସ ଉଠାଇ ନେଇଥିବା ଯୁବକଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ସୃଷ୍ଟି ହୋଇଛି। ପୋଲିସ ତାଙ୍କୁ ପିଟି ପିଟି ମାରି ଦେଇଥିବା ଅଭିଯୋଗ କରିଛନ୍ତି ପରିବାର ଲୋକେ। ମୃତଦେହ ଧରି ଏସ୍ପି ଅଫିସ ଆସୁଥିବା ବେଳେ ପୋଲିସ ସହ ଧସ୍ତାଧସ୍ତି…
ରାଜସ୍ଥାନ ପକ୍ଷରୁ ଡେବ୍ୟୁ କଲେ ବିଶ୍ୱର ନମ୍ବର-୧ ବୋଲର୍; ଅଡୁଆରେ ପଡ଼ିବ କି ଦିଲ୍ଲୀ…
ଆବୁଧାବି,୨୫।୯: ଇଣ୍ଡିଆନ୍ ପ୍ରିମିୟର ଲିଗ୍(ଆଇପିଏଲ୍) ୨୦୨୧ର ଦ୍ୱିତୀୟ ପର୍ଯ୍ୟାୟ ମ୍ୟାଚ୍ ଶନିବାର ରାଜସ୍ଥାନ ରୟାଲ୍ସ ଏବଂ ଦିଲ୍ଲୀ କ୍ୟାପିଟାଲ୍ସ ମଧ୍ୟରେ ଖେଳାଯାଉଛି। ଏହି ପର୍ଯ୍ୟାୟରେ ରାଜସ୍ଥାନର ଏହା ଦ୍ୱିତୀୟ ମ୍ୟାଚ୍ ହୋଇଥିବା ବେଳେ ଦଳ ପ୍ରଥମ ମୁକାବିଲା ପଞ୍ଜାବ କିଙ୍ଗ୍ସ ବିପକ୍ଷରେ…
ରାକେଶଙ୍କ ହାତରେ ହାତ ଛନ୍ଦି ଡିନର୍ ଡେଟ୍ରେ ଗଲେ ଶିଳ୍ପାଙ୍କ ଭଉଣୀ; ଭାଇରାଲ ହେଉଛି…
ବମ୍ବେ: ବିବାଦୀୟ ରିଆଲିଟି ଶୋ’ ‘ବିଗ୍ବସ୍’ରେ ଅନେକ କଳାକାର ଲିଙ୍କଅପ୍କୁ ନେଇ ଚର୍ଚ୍ଚାରେ ରହିଥାନ୍ତି। ଠିକ୍ ସେଭଳି କିଛି ଘଟିଛି ଲୋକପ୍ରିୟ ଅଭିନେତା ରାକେଶ ବାପତଙ୍କ କ୍ଷେତ୍ର। ସେ ଏବେ ଶିଳ୍ପା ସେଟ୍ଟୀଙ୍କ ଭଉଣୀ ସମିତାଙ୍କ ପ୍ରେମରେ ଉବୁଟୁବୁ। ନିକଟରେ ବିଗ୍ବସ୍…
ଅରୁଣାଚଳ ପ୍ରଦେଶରେ ଭୂକମ୍ପ
ଇଟାନଗର,୨୫ା୯: ଅରୁଣାଚଳ ପ୍ରଦେଶରେ ଶନିବାର ଭୂକମ୍ପ ଅନୁଭୂତ ହୋଇଛି। ପାଙ୍ଗିନ ସହରରେ ସକାଳ ୧୦ଟା ୧୧ରେ ଲୋକେ ଭୂକମ୍ପ ଝଟ୍କା ଅନୁଭବ କରିବା ସହ ଭୟଭୀତ ହୋଇ ଘରୁ ବାହାରକୁ ଚାଲି ଆସିଥିଲେ। ରିକ୍ଟର ସ୍କେଲରେ ଏହି ଭୂକମ୍ପର ତୀବ୍ରତା ୪.୫…
Archives


