ଗୋଟିଏ କଥାରେ ଚେନ୍ନାଇର ଏହି ଖେଳାଳିଙ୍କ ସହ ଝଗଡ଼ା କରିଥାନ୍ତି ଧୋନୀ; ଆର୍ସିବି ବିପକ୍ଷ ମ୍ୟାଚ୍ ଜିତିବା ପରେ…
ଆବୁଧାବି,୨୫।୯: ଇଣ୍ଡିଆନ୍ ପ୍ରିମିୟର ଲିଗ୍(ଆଇପିଏଲ୍)ର ୩୫ତମ ମ୍ୟାଚ୍ରେ ଚେନ୍ନାଇ ସୁପରକିଙ୍ଗ୍ସ ୬ ଉଇକେଟରେ ରୟାଲ ଚାଲେଞ୍ଜର୍ସ ବାଙ୍ଗାଲୋର(ଆର୍ସିବି)କୁ ପରାସ୍ତ କରିଛି। ବିରାଟ ସେନା ଟସ୍ ହାରିବା ପରେ ପ୍ରଥମେ ବ୍ୟାଟିଂ କରି ୬ ଉଇକେଟରେ ୧୫୬ରନ୍ କରିଥିଲା। ଜବାବରେ ଚେନ୍ନାଇ ୪…
ଏହି ଅଭିନେତ୍ରୀଙ୍କୁ ବିବାହ ପ୍ରସ୍ତାବ ଦେଲେ ପ୍ରଶଂସକ
ମୁମ୍ବାଇ: ଅଭିନେତ୍ରୀ ମଲ୍ଲିକା ଶେରାଓ୍ବତ ବଲିଉଡ୍ର ଜଣେ ବୋଲ୍ଡ ଅଭିନେତ୍ରୀ ଭାବେ ଜଣାଶୁଣା। ସୋସିଆଲ ମିଡିଆରେ ମଲ୍ଲିକାଙ୍କ ପ୍ରଶଂସକମାନେ କେବଳ ତାଙ୍କ ଫଟୋକୁ ଅପେକ୍ଷା କରି ରହିଥାନ୍ତି। ସେ ମଧ୍ୟ କେବେ କାହା ହୃଦୟ ଭାଙ୍ଗନ୍ତି ନାହିଁ, ଇନ୍ଷ୍ଟାଗ୍ରାମରେ ଏବେ ଏକ…
ପ୍ରିୟଙ୍କାଙ୍କ ଖୁସି କହିଲେ ନ ସରେ
ମୁମ୍ବାଇ: ବଲିଉଡ୍ର ଦେଶୀ ଗର୍ଲ ପ୍ରିୟଙ୍କା ଚୋପ୍ରା ଆଜିକାଲି ତାଙ୍କ ହଲିଉଡ୍ ପ୍ରୋଜେକ୍ଟରେ ବ୍ୟସ୍ତ ଅଛନ୍ତି। ପ୍ରିୟଙ୍କା ତାଙ୍କ ସ୍ବାମୀ ନିକ୍ ଜୋନାସ ଏବଂ ପରିବାର ସଦସ୍ୟଙ୍କ ସହ ବିଦେଶରେ ସମୟ ବିତାଉଛନ୍ତି। ଏହି ସମୟରେ ପ୍ରିୟଙ୍କା ସୋସିଆଲ ମିଡିଆ ମାଧ୍ୟମରେ…
କାନ ପାଇଁ ଗିନିଜ୍ ବୁକ୍ ରେକର୍ଡ କଲା କୁକୁର, ଲମ୍ବ ଜାଣିଲେ…
କୁକୁରର କାନ ସମସ୍ତେ ଦେଖିଥିବେ ମାତ୍ର ଏକ କୁକୁରର କାନର ଲମ୍ବ ଜାଣିଲେ ଆଶ୍ଚର୍ଯ୍ୟ ହେବା ସ୍ବାଭାବିକ। କାରଣ ଏହି କୁକୁର କାନର ଲମ୍ବ ୧୨.୩୮ ଇଞ୍ଚ। ଯେଉଁଥିପାଇଁ ଗିନିଜ୍ ବୁକ୍ ଅଫ୍ ଓ୍ବାଲର୍ଡ ରେକର୍ଡରେ କୁକୁରଟି ସ୍ଥାନ ପାଇଛି। ଗିନିଜ୍…
ବଂଶଧାରା ଜଳ ବିବାଦ: ଦୀପାବଳି ପରେ ଚୂଡ଼ାନ୍ତ ଶୁଣାଣି…
ନୂଆଦିଲ୍ଲୀ/ଭୁବନେଶ୍ୱର,୨୫।୯: ଓଡ଼ିଶା ଏବଂ ଆନ୍ଧ୍ରପ୍ରଦେଶ ମଧ୍ୟରେ ଜାରି ରହିଥିବା ବଂଶଧାରା ଜଳ ବିବାଦ ମାମଲାରେ ଶନିବାର ସୁପ୍ରିମ୍କୋର୍ଟ ସ୍ବତନ୍ତ୍ର ଲିଭ୍ ପିଟିଶନ ଜାରି କରିଛନ୍ତି। ୨୦୧୭ ସେପ୍ଟେମ୍ବର ୧୩ରେ ବଂଶଧାରା ଜଳ ବିବାଦ ଟ୍ରିବ୍ୟୁନାଲ ପକ୍ଷରୁ ପ୍ରଦାନ କରାଯାଇଥିବା ରାୟରେ ଆନ୍ଧ୍ରପ୍ରଦେଶ…
ଆଇସିୟୁରେ ଥାଇ ଅରିନ୍ଦମଙ୍କୁ ଖୋଜୁଛନ୍ତି ପ୍ରଭାତ : ଭାଇ କେମିତି ଅଛି…
କଟକ ଅଫିସ,୨୫।୯: କଟକ ମୁଣ୍ଡଳି ଜଳ ସ୍ରୋତରେ ଫସି ରହିଥିବା ହାତୀକୁ ଉଦ୍ଧାର କରିବାକୁ ଯାଇଥିବା ଓଡ୍ରାଫ ଟିମ୍ଙ୍କ ସହିତ ଖବର ସଂଗ୍ରହ ପାଇଁ ଓଟିଭି ରିପୋଟର ଅରିନ୍ଦମ ଦାସ ଓ ତାଙ୍କ ସହଯୋଗୀ କ୍ୟାମେରା ମ୍ୟାନ୍ ପ୍ରଭାତ ସିହ୍ନା ଯାଇଥିଲେ।…
ଏକ କଖାରୁ ଉଠାଇବା ପାଇଁ ଆସିଲା କ୍ରେନ୍, ଏହାର ଓଜନ ଜାଣିଲେ…
ସମସ୍ତେ କଖାରୁ ଦେଖିଥିବେ ନିଶ୍ଚିତ। ମାତ୍ର ୧ କ୍ୱିଣ୍ଟାଲ ଓଜନର କଖାରୁ କେବେ ଦେଖିଛନ୍ତି। ଯଦି ନା ତେବେ ବାର୍ନେସିଭିଲ୍ରେ ଏପରି ଦେଖିବାକୁ ମିଳିଛି। ଏହି କଖାରୁରୁ ଓଜନ ଏତେ ଥିଲା ଯେ, ଉଠାଇବା ପାଇଁ କ୍ରେନ୍ ଦରକାର ପଡ଼ିଲା। ବାର୍ନେସିଭିଲ୍ର…
ଟ୍ରିବ୍ୟୁନାଲ ଓ୍ବେବସାଇଟ୍ରୁ ହଟିବ ମୋଦିଙ୍କ ଫଟୋ-ସରକାରୀ ସ୍ଲୋଗାନ୍…
ନୂଆଦିଲ୍ଲୀ,୨୫।୯: ଟ୍ରିବ୍ୟୁନାଲ ଓ୍ବେବସାଇଟ୍ରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଫଟୋ ସରକାରୀ ସ୍ଲୋଗାନ୍ ହଟାଇବା ଲାଗି ସୁପ୍ରିମ୍କୋର୍ଟ ନ୍ୟାଶନାଲ୍ ଇନଫରମେଟିକ୍ସ୍ ସେଣ୍ଟର(ଏନ୍ଆଇସି)କୁ ନିର୍ଦ୍ଦେଶ ଦିଆଯାଇଛି। ଏନ୍ଆଇସି ଶୀର୍ଷକୋର୍ଟଙ୍କ ଅଫିସିଆଲ୍ ଡୋମେନ୍ ପରିଚାଳିତ କରିଥାନ୍ତି। କୋର୍ଟଙ୍କ ଅଫିସିଆଲ ଇ-ମେଲ୍ ଫୁଟରରେ ମୋଦିଙ୍କ ଫଟୋ ସହିତ…
ଗୁଳିମାଡ଼ରେ ସମିତିସଭ୍ୟଙ୍କ ଜୀବନ ଗଲା: ୬ ଅଟକ
କାମାକ୍ଷାନଗର,୨୫ା୯(ଡି.ଏନ୍.ଏ.): ଢେଙ୍କାନାଳ ଜିଲା କାମାକ୍ଷାନଗର ବ୍ଲକ ତୁମୁସିଙ୍ଗା ଥାନା ବାରୁଆଁ ପଞ୍ଚାୟତର ସମିତିସଭ୍ୟ ଦୀପକ ମାହୁନ୍ତ ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ମୃତ୍ୟୁ ଘଟିଛି। ମୃତ୍ୟୁର କାରଣ ଅସ୍ପଷ୍ଟ ଥିଲେ ବି ବ୍ୟବସାୟିକ ଶତ୍ରୁତାରୁ ତାଙ୍କୁ କେହି ହତ୍ୟା କରିଥିବା ସନ୍ଦେହ କରାଯାଉଛି। ତେବେ…
ମୁଣ୍ଡଳିରେ ଫସିଥିବା ଦନ୍ତାର ପତ୍ତା ମିଳୁନି
କଟକ ଅଫିସ/ବାରଙ୍ଗ(ଡି.ଏନ୍.ଏ.),୨୪।୯: ମହାନଦୀର ମୁଣ୍ଡଳି ବ୍ରିଜ ନିକଟରେ ଫସି ରହିଥିବା ହାତୀର ପତ୍ତା ମିଳୁନାହିଁ। ତେବେ ଶୁକ୍ରବାର ବିଳମ୍ବିତ ରାତିରେ ହାତୀଟି ମହାନଦୀ ତଳଆଡକୁ ଭାସିଯାଇଥିବା ଆଠଗଡ଼ ରେଞ୍ଜର କହିଛନ୍ତି। ଏପରିସ୍ଥଳେ ହାତୀଟି ଜୀବିତ ନା ମୃତ ତାହାକୁ ନେଇ ଉଠିଛି…
ଅରିନ୍ଦମଙ୍କ ପରିବାର ପାଇଁ ୪ ଲକ୍ଷ ଟଙ୍କା ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୫ା୯(ବ୍ୟୁରୋ): କଟକ ମୁଣ୍ଡଳିଠାରେ ବୋଟ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଯୁବ ରିପୋର୍ଟର ଅରିନ୍ଦମ ଦାସଙ୍କ ପରିବାର ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ୪ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି। ଏନେଇ ରାଜ୍ୟ ସରକାରଙ୍କ ଗଣମାଧ୍ୟମ ପରାମର୍ଶଦାତା ମାନସ…
ବିବାହିତ ସତ୍ତ୍ୱେ ପ୍ରେମିକଙ୍କ ସହ ହୋଇଯାଇଥିଲେ ଫେରାର; ବବୁଲ ଗଛରେ ଝୁଲୁଛି ମୃତଦେହ
ଚନ୍ଦାହାଣ୍ଡି,୨୫।୯(ଡି.ଏନ୍.ଏ.): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ଥାନା ଅଧୀନସ୍ଥ ଶରଧାପୁର ଗ୍ରାମର ଅଳ୍ପ ଦୂରରେ ଥିବା ଏକ ବବୁଲ ଗଛରେ ସେହି ଗ୍ରାମର ପ୍ରେମୀଯୁଗଳ ବେକରେ ରଶି ଲଗାଇ ଆତ୍ମହତ୍ୟା କରିଥିବା ଶନିବାର ଦେଖିବାକୁ ମିଳିଛି। ସୂଚନାନୁଯାୟୀ, ଶରଧାପୁର ଗ୍ରାମର ଜନୈକା ଯୁବତୀ…
Archives


