କରୋନାରେ ଚାଲିଗଲା ବାପାଙ୍କ ଜୀବନ, ମନେ ପକାଇବା ପାଇଁ ସିଲିକନ୍ରେ ପ୍ରତିମୂର୍ତ୍ତି ନିର୍ମାଣ କଲେ ପୁଅ
ମୁମ୍ବାଇ,୨୫ା୯: କରୋନାରେ ବାପାଙ୍କ ଦେହାନ୍ତ ହେବା ପରେ ଜଣେ ପୁଅ ତାଙ୍କୁ ମନେ ପକାଇବା ପାଇଁ ବାପାଙ୍କ ଅବିକଳ ପ୍ରତିମୂର୍ତ୍ତି ତିଆରି କରି ଘରେ ପୂଜାର୍ଚ୍ଚନା କରୁଛନ୍ତି। ଏପରିକି ଏହି ପ୍ରତିମୂର୍ତ୍ତିରେ ସବୁବେଳେ ପୋଷାକ ପରିବର୍ତ୍ତନ ବି କରାଯାଉଛି। ୨୦୨୦ରେ ମହାରାଷ୍ଟ୍ରର…
ଶ୍ରୀଜିଉଙ୍କ ଦର୍ଶନ କଲେ ସିଜେଆଇ
ପୁରୀ ଅଫିସ,୨୫।୯: ପୁରୀ ଗସ୍ତରେ ଆସିଥିବା ସୁପ୍ରିମ୍କୋର୍ଟର ପ୍ରଧାନ ବିଚାରପତି ଏନ୍.ଭି.ରମନା ଶନିବାର ସକାଳେ ଶ୍ରୀଜିଉଙ୍କ ଦର୍ଶନ କରିଛନ୍ତି। ସେ ସିଂହଦ୍ୱାର ନିକଟରେ ପହଞ୍ଚିବା ପରେ ୫ଟି ସଚିବ ଭି.କେ.ପାଣ୍ଡିଆନ୍, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାର, ଜିଲାପାଳ ସମର୍ଥ ବର୍ମା…
ଏସବୁ ସ୍ଥାନରେ ମାସ୍କ୍ ପିନ୍ଧିବା ନୁହେଁ ଜରୁରୀ, ମାର୍ଗ ଦର୍ଶିକା ପାଳନ ନ କଲେ ୬୦ ହଜାର ଜରିମାନା…
ଆବୁଧାବି,୨୫।୯: ୟୁଏଇରେ ଲୋକେ ଆଇ ମାସ୍କ ପିନ୍ଧିବା ଜରୁରୀ ନୁହେଁ ବୋଲି ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି। ଫଳରେ ୧୮ ମାସ ପରେ ଏବେ ଲୋକେ ପୂର୍ବର ସ୍ବାଭାବିକ ସ୍ଥିତିକୁ ଫେରିବାକୁ ଯାଉଛନ୍ତି। ତେବେ ପ୍ରଶାସନ ପକ୍ଷରୁ କେତେକ ସ୍ଥାନ ଚିହ୍ନଟ…
ଆସୁଛି ବାତ୍ୟା: ସତର୍କ କରାଇଲେ ଗଞ୍ଜାମ ଜିଲାପାଳ
ଭୁବନେଶ୍ୱର,୨୫ା୯(ବ୍ୟୁରୋ): ସମ୍ଭାବ୍ୟ ବାତ୍ୟାକୁ ନେଇ ସତର୍କ କରାଇଛନ୍ତି ଗଞ୍ଜାମ ଓ ଗଜପତି ଜିଲା ପ୍ରଶାସନ। ବାତ୍ୟା ଗୋପାଳପୁର ଓ ବିଶାଖାପାଟଣା ମଝି ପୂର୍ବ କଳିଙ୍ଗପଟନମ୍ ଦେଇ ଲ୍ୟାଣ୍ଡଫଲ୍ କରିବାର ସମ୍ଭାବନା ଥିବାରୁ ଏବେଠାରୁ ସତର୍କ ହୋଇଛି ଜିଲା ପ୍ରଶାସନ। ବାତ୍ୟା ପ୍ରଭାବରେ…
ସ୍ଥଳଭାଗ ମୁହାଁ ସମ୍ଭାବ୍ୟ ବାତ୍ୟା; ସମସ୍ତ ଅଧିକାରୀଙ୍କ ଛୁଟି ବାତିଲ
ଭୁବନେଶ୍ୱର,୨୫।୯(ବ୍ୟୁରୋ): ସମ୍ଭାବ୍ୟ ବାତ୍ୟାକୁ ନେଇ ସଜାଗ ହୋଇଛି ପ୍ରଶାସନ। ଜରୁରୀ ପରିସ୍ଥିତିର ସାମ୍ନା ପାଇଁ ଗଜପତି ଜିଲାରେ ଅଫିସରଙ୍କ ଛୁଟି ବାତିଲ କରାଯାଇଛି। ସେପ୍ଟେମ୍ବର ୨୫ ଓ ୨୬ ତାରିଖରେ କେହି ଛୁଟିରେ ରହିପାରିବେ ନାହିଁ ବୋଲି ଜିଲାପାଳ ସୂଚନା ଦେଇଛନ୍ତି।…
୨୬/୧୧ ମୁମ୍ବାଇ ଆକ୍ରମଣ ଆତଙ୍କବାଦୀ ସଂଗଠନଙ୍କ ପ୍ରତି ହେଉ ଦଣ୍ଡବିଧାନ, ଭାରତ-ଆମେରିକା…
ଓ୍ବାଶିଂଟନ,୨୫।୯: ଭାରତ ଏବଂ ଆମେରିକା ମିଳିତ ଭାବେ ୨୬/୧୧ ମୁମ୍ବାଇ ଆକ୍ରମଣକୁ ଦୃଢ଼ ଭାବେ ନିନ୍ଦା କରିଛନ୍ତି। ଏହି ଆକ୍ରମଣରେ ସମ୍ପୃକ୍ତ ଥିବା ଆତଙ୍କବାଦୀ ସଂଗଠନ ତଥା ଅପରାଧୀଙ୍କ ପ୍ରତି କଠୋର ଦଣ୍ଡ ବିଧାନ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ…
ଆଜି ଚିହ୍ନଟ ହେଲେ ୬୦୨ ଆକ୍ରାନ୍ତ; ଅଛନ୍ତି ୭୯ ଶିଶୁ
ଭୁବନେଶ୍ୱର,୨୫।୯(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୬୦୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତନ୍ମଧ୍ୟରେ ୧୮ ବର୍ଷ ବୟସରୁ କମ୍ ବର୍ଗର ୭୯ଜଣ ଅଛନ୍ତି। ନୂତନ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୩୫୩ଜଣ ଥିବା ବେଳେ ୨୪୯ ଲୋକାଲ କେସ୍। ଏହାକୁ ମିଶାଇ…
ପଞ୍ଚଭୂତରେ ବିଲୀନ ହେଲେ ଅରିନ୍ଦମ ଦାସ
ପାଟଣା,୨୫।୯(ସ୍ବ.ପ୍ର.): ଯୁବ ସାମ୍ବାଦିକ ଅରିନ୍ଦମ ଦାସ (ସାମୀ) ଶନିବାର ପଞ୍ଚଭୂତରେ ବିଲୀନ ହୋଇଛନ୍ତି। ଜନ୍ମସ୍ଥାନ କେନ୍ଦୁଝର ଜିଲା ରାଜନଗର ପଞ୍ଚାୟତର ରାଇକଳା ନିକଟ ବୈତରଣୀ ନଦୀକୂଳରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି। ତାଙ୍କ ଦାଦା ପୁଅ ଭାଇ ମାନସ ରଞ୍ଜନ ଦାସ…
ଦକ୍ଷିଣ ଏସିଆରେ ଟେରର ପ୍ରକ୍ସି, କ୍ୱାଡ୍ ନେତାଙ୍କ ମିଳିତ ମତ…
ଓ୍ବାଶିଂଟନ,୨୫।୯: ଦକ୍ଷିଣ ଏସିଆରେ ଟେରର ପ୍ରକ୍ସି ଜାରି ରହିଛି। ଏନେଇ କ୍ୱାଡ୍ ନେତାମାନେ ପାକିସ୍ତାନ ଉଦ୍ଦେଶ୍ୟରେ ଏଭଳି ମିଳିତ ମତ ପ୍ରଦାନ କରିଛନ୍ତି। ଆତଙ୍କବାଦ ଉପରେ କ୍ୱାଡ ନେତା ମତପୋଷଣ କରିଛନ୍ତି ଯେ, ଆତଙ୍କବାଦୀ ପ୍ରକ୍ସି ବ୍ୟବହାରକୁ ଆମେ ନିନ୍ଦା କରୁଛୁ…
ଜୀବନ ନେଲା ଶେଷ ପରୀକ୍ଷା,ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରୀକ୍ଷା ଦେବାକୁ ଯାଉଥିବା ୫ ଛାତ୍ରଙ୍କ ମୃତ୍ୟୁ…
ଜୟପୁର,୨୫।୯: ଆର୍ଇଇଟି ପରୀକ୍ଷା ଦେବାକୁ ଯାଉଥିବା ୫ ଛାତ୍ରଙ୍କ ସମତେ ୬ ମୃତ୍ୟୁ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଘଟିଛି। ରାଜସ୍ଥାନର ଚାକସୁରସ୍ଥିତ ନିମୋଡ଼ିଆ ରୋଡ଼ରେ ଘଟିଥିବା ପୋଲିସ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଛାତ୍ରମାନଙ୍କ ଜୀବନର ଏହା ଶେଷ ପରୀକ୍ଷା…
ସୁରକ୍ଷା ପରିଷଦରେ ଭାରତର ସ୍ଥାୟୀ ସଦସ୍ୟତାକୁ ବାଇଡେନଙ୍କ ରହିଛି ସମର୍ଥନ…
ଓ୍ବାଶିଂଟନ,୨୫।୯: ଜାତିସଂଘ ସୁରକ୍ଷା ପରିଷଦରେ ଭାରତର ସ୍ଥାୟୀ ସଦସ୍ୟତାକୁ ଜୋ ବାଇଡେନଙ୍କ ସମର୍ଥନ ରହିଛି। ଏନେଇ ଭାରତୀୟ ବହିର୍ବ୍ୟପାର ସଚିବ ହର୍ଷବର୍ଦ୍ଧନ ଶୃଙ୍ଗଳା ଏନେଇ ସୂଚନା ଦେଇଛନ୍ତି। ବାଇଡେନ ସୁରକ୍ଷା ପରିଷଦରେ ଭାରତ ସ୍ଥାୟୀ ସଦସ୍ୟତା ଚାହୁଁଥିବା ସେ କହିଛନ୍ତି। ପ୍ରଧାନମନ୍ତ୍ରୀ…
ପ୍ରଧାନମନ୍ତ୍ରୀଙ୍କ ସମ୍ପତ୍ତି ବର୍ଷରେ ବଢ଼ିଛି ୨୨ ଲକ୍ଷ…
ନୂଆଦିଲ୍ଲୀ,୨୫।୯: ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ସମ୍ପତ୍ତି ବିଷୟରେ ସୂଚନା ଦେଇଛନ୍ତି। ପ୍ରଧାନମନ୍ତ୍ରୀ ନିଜର ବାର୍ଷିକ ଆୟ, ବ୍ୟାଙ୍କ ଆକାଉଣ୍ଟରେ କେତେ ଟଙ୍କା ଜମା ହୋଇଛି ଏନେଇ ତଥ୍ୟ ସାର୍ବଜନୀନ କରିଛନ୍ତି। ସରକାରୀ ରିପୋର୍ଟ…
Archives


