Home

ପିପିଲି ଉପନିର୍ବାଚନ: ପୋଷ୍ଟାଲ ମତଦାନ ଆରମ୍ଭ

ଭୁବନେଶ୍ୱର,୨୩ା୯(ବ୍ୟୁରୋ): ପିପିଲି ଉପନିର୍ବାଚନ ନେଇ ଗୁରୁବାରଠାରୁ ପୋଷ୍ଟାଲ ମତଦାନ ଆରମ୍ଭ ହୋଇଛି। ଏହି ପୋଷ୍ଟାଲ ବାଲାଟରେ ୮୦ ବର୍ଷରୁ ଊର୍ଦ୍ଧ୍ୱ ବୟସର ଭୋଟର, ଦିବ୍ୟାଙ୍ଗ ଏବଂ କୋଭିଡ୍‌ ଆକ୍ରାନ୍ତଙ୍କ ମତ ଗ୍ରହଣ କରାଯାଉଛି। ଏହି ପ୍ରକିୟାରେ ମାଇକ୍ରୋ ଅବ୍‌ଜର୍ଭର, ପ୍ରିଜାଇଡିଂ ଅଫିସର,…

ହୀରାକୁଦ ଜଳଭଣ୍ଡାରର ଆଉ ୪ ଗେଟ୍‌ ଖୋଲିଲା

ସମ୍ବଲପୁର ଅଫିସ,୨୩ା୯: ଉପରମୁଣ୍ଡରେ ବର୍ଷା ହେଉଥିବାରୁ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ବଢ଼ିବାରେ ଲାଗିଛି। ଡ୍ୟାମର ଜଳଧାରଣ କ୍ଷମତା ୬୩୦ଫୁଟ ଥିବା ବେଳେ ଏବେ ଜଳସ୍ତର ରହିଛି ୬୨୯.୭୫ ଫୁଟ । ହୀରାକୁଦ ଜଳଭଣ୍ଡାରକୁ ୧ ଲକ୍ଷ ୬୭ ହଜାର ୮୫୬ କ୍ୟୁସେକ୍‌…

ବୁଲେଟ୍‌ ବେଗରେ ବୋଲିଂ କରୁଛନ୍ତି ଏହି ବୋଲର୍‌: ଆଇପିଏଲ୍‌ରେ ରଚିଲେ ଇତିହାସ

ୟୁଏଇ,୨୩।୯: ଆଇପିଏଲ ୨୦୨୧ରେ ଦିଲ୍ଲୀ କ୍ୟାପିଟାଲ ଫାଷ୍ଟ ବୋଲର ଅନରିଚ ନର୍ଟଜେ ପୁଣି ଚର୍ଚ୍ଚାରେ ଅଛନ୍ତି। ଦିଲ୍ଲୀ ବୋଲର ନର୍ଟଜେ ଆଇପିଏଲର ପ୍ରଥମ ପର୍ଯ୍ୟାୟରେ ଖେଳିବାକୁ ବଞ୍ଚିତ ହୋଇଥିଲେ। ୟୁଏଇର ଦ୍ୱିତୀୟ ପର୍ଯ୍ୟାୟରେ ପ୍ରତ୍ୟାବର୍ତ୍ତନ କରିଥିବା ନର୍ଟଜେ ବର୍ତ୍ତମାନ ବୁଲେଟ ବେଗରେ…

ଚାଇନାର ବଡ଼ଭାଇ ପଣିଆ, ତାଲିବାନ୍‌ ସରକାରକୁ ମାନ୍ୟତା ଦେବାକୁ ଜୋର୍‌ସୋର୍‌ ଉଦ୍ୟମ…

ବେଜିଂ,୨୩।୯: ଆଫଗାନିସ୍ତାନର ତାଲିବାନ୍‌ ସରକାରକୁ ଅର୍ନ୍ତଜାତୀୟ ମାନ୍ୟତା ଦେବାକୁ ଚାଇନା ବଡ଼ଭାଇ ପଣିଆ ଦେଖାଇବା ଆରମ୍ଭ କରିଛି। ଏନେଇ ଚାଇନା ପକ୍ଷରୁ ଜୋର୍‌ସୋର୍‌ ଉଦ୍ୟମ ଜାରି ରହିଛି। ଚାଇନାର ବିଦେଶ ମନ୍ତ୍ରୀ ଓ୍ବାଙ୍ଗ ୟି କହିଛନ୍ତି ଯେ, ଶୀଘ୍ର ତାଲିବାନ୍‌ ସରକାର…

ଏହି ଦୁଇଟି କାମ କଲେ ରାଗିଯାଆନ୍ତି ଲକ୍ଷ୍ମୀ; ମାଡିଆସେ ଦାରିଦ୍ରତା…

ଆଜିକାଲି ସମୟରେ ପଇସା ବିନା କିଛି ବି କରିବା ସମ୍ଭବ ନୁହେଁ। କାହିଁକିନା ପ୍ରତ୍ୟେକ ଛୋଟ ବଡ଼ ଆବଶ୍ୟକତା ପୂରଣ ଲାଗି ଧନ ଲୋଡା। ହିନ୍ଦୁ ଧର୍ମରେ ଲକ୍ଷ୍ମୀଙ୍କୁ ଧନର ଦେବୀ ବୋଲି କୁହାଯାଇଥାଏ। ସମସ୍ତେ ତାଙ୍କୁ ପ୍ରସନ୍ନ କରିବା ଲାଗି…

ଏହି ୩ ରାଶିର ଯୁବତୀ ବହୁତ ଭାଗ୍ୟଶାଳୀ; ବିବାହ ପରେ ଚମକେ ସ୍ବାମୀଙ୍କ ଭାଗ୍ୟ…

ଯେତେବେଳେ ବିବାହ କଥା ଉଠେ, ସମସ୍ତେ ଉତ୍ତମ ବୁଝାବଣା ଥିବା ଜୀବନସାଥୀଟିଏ ଖୋଜିଥାନ୍ତି। କୁହାଯାଏ ବିବାହ ପରେ ସ୍ବାମୀ ସହ ସ୍ତ୍ରୀର ଭାଗ୍ୟ ଯୋଡ଼ି ହୋଇଯାଏ। ଜ୍ୟୋତିଷଶାସ୍ତ୍ର ଅନୁସାରେ ବିବାହ ପରେ କିଛି ଲୋକଙ୍କ ଭାଗ୍ୟ ଚମକି ଯାଏ। ଆସନ୍ତୁ ଜାଣିବା:-…

ଧାଓ୍ବନଙ୍କ ଧମାଲ ଜାରି: ଅରେଞ୍ଜ କ୍ୟାପ୍‌ ରେସ୍‌ରେ ରାହୁଲଙ୍କୁ ପଛରେ ପକାଇଲେ

ୟୁଏଇ,୨୩।୯: ଆଇପିଏଲ ୨୦୨୧ରେ ଶିଖର ଧାୱନଙ୍କ ଶାସନ ପୁଣି ଥରେ ଜଲଓ୍ବା ଦେଖାଇଛନ୍ତି। ଦିଲ୍ଲୀ କ୍ୟାପିଟାଲ୍ସ ପକ୍ଷରୁ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ୪୨ ରନର ଇନିଂସ ଖେଳି ପୁଣିଥରେ ଅରେଞ୍ଜ୍‌ କ୍ୟାପକୁ ନିଜ କବ୍ଜାକୁ ନେଇଛନ୍ତି। ଧାୱନ ପଞ୍ଜାବ କିଙ୍ଗ୍ସର ଅଧିନାୟକ…

ସଲମାନଙ୍କ ଭାଇ ସୋହେଲଙ୍କ ଫିଲ୍ମି ଲଭ୍‌ଷ୍ଟୋରୀ: ଘରୁ ପଳାଇ ଯାଇ ଆର୍ଯ୍ୟ ସମାଜ ମନ୍ଦିରରେ..

ବମ୍ବେ: ବଲିଉଡ୍‌ ଅଭିନେତା ସୋହେଲ ଖାନ୍‌ ଏବଂ ତାଙ୍କ ସ୍ତ୍ରୀ ସୀମାଙ୍କ ଲଭ୍‌ଷ୍ଟୋରୀ କୌଣସି ଫିଲ୍ମକାହାଣୀଠାରୁ କମ୍‌ ନୁହେଁ। ସୀମାଙ୍କ ପ୍ରକୃତ ନାମ ସୀମା ସଚଦେବ। ସେ ପଞ୍ଜାବୀ ହିନ୍ଦୁ ପରିବାରର। କ୍ୟାରିୟର ପାଇଁ ମୁମ୍ବାଇ ଆସିଥିବା ସମୟରେ ଶୋହେଲଙ୍କୁ ଭେଟିଥିଲେ…

କୋଭିଶିଲ୍ଡ ଟିକାର ସମୟ ବ୍ୟବଧାନ ହେବନି କମ୍‌, ସରକାରଙ୍କ ସୂଚନା…

ନୂଆଦିଲ୍ଲୀ,୨୩।୯: ଦେଶରେ କରୋନା ମହାମାରୀ ବିରୋଧରେ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଏପରିସ୍ଥଳେ କୋଭିଶିଲ୍ଡ ଟିକାର ୨ ଡୋଜ୍‌ ମଧ୍ୟରେ ଥିବା ୧୨ ସପ୍ତାହ ଅର୍ଥାତ୍‌ ୮୪ ଦିନର ବ୍ୟବଧାନ କମାଇବା ପାଇଁ ବିଭିନ୍ନ ବର୍ଗରୁ ଦାବି କରାଯିବା ସହିତ…

ଏସବୁ କଥା ମାନିଲେ ଦାମ୍ପତ୍ୟ ଜୀବନ ହୋଇଥାଏ ସୁଖମୟ

ଦାମ୍ପତ୍ୟ ଜୀବନ ସୁଖମୟ କରିବା ପାଇଁ ଅନେକ ଉପାୟ ରହିଛି। ସେଗୁଡ଼ିକ ମାନି ଚଳିଲେ ବୈବାହିକ ଜୀବନ ସୁଖମୟ ହୋଇଥାଏ। ଜାଣନ୍ତୁ ଏହି ଉପାୟ ସମ୍ପର୍କରେ… ଦମ୍ପତିଙ୍କ ଶୟନ କକ୍ଷରେ କେବେ ବି ଦେବଦେବୀଙ୍କ ଫଟୋ ଲଗାନ୍ତୁ ନାହିଁ। ଶୋଇବା ସମୟରେ…

ଆଜି କରୋନା ନେଲା ୭ ଜୀବନ

ଭୁବନେଶ୍ୱର,୨୩।୯(ବ୍ୟୁରୋ):ରାଜ୍ୟରେ କରୋନାରେ ପ୍ରାଣ ହରାଇଥିବା ଆଉ ୭ ଜଣଙ୍କ ସଂପର୍କରେ ତଥ୍ୟ ଦେଇଛନ୍ତି ସରକାର। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଖ୍ୟା ୮,୧୫୭ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

ଆଜି ରାଜ୍ୟରେ ୬୪୪ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୩।୯(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୬୪୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ ବର୍ଗର ୭୨ ଜଣ ଅଛନ୍ତି। ଏହି ୬୪୪ ଜଣଙ୍କ ମଧ୍ୟରୁ ୩୭୫ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୨୬୯ଟି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri