କମଳା ନେହେରୁ ହସ୍ପିଟାଲରେ ଲାଗିଲା ନିଆଁ: ୪ ଶିଶୁ ମୃତ, ୩୬ ସୁରକ୍ଷିତ
ଭୋପାଳ,୯ ।୧୧: ମଧ୍ୟପ୍ରଦେଶ ଭୋପାଳର ହମିଦିୟା ହସ୍ପିଟାଲ କ୍ୟାମ୍ପସରେ ଥିବା କମଳା ନେହେରୁ ହସ୍ପିଟାଲରେ ସୋମବାର ରାତିରେ ନିଆଁ ଲାଗି ଯାଇଛି । ଏହା ବିଲଡିଂର ତୃତୀୟ ମହଲାରେ ଥିବା ପେଡିଆଟ୍ରିକ ବିଭାଗରେ ଲାଗିଯିବାରୁ ୱାର୍ଡରେ ଥିବା ୪ ଜଣ ଶିଶୁଙ୍କର…
ଓଡ଼ିଆ ସମାଜସେବୀଙ୍କୁ ପ୍ରଶଂସାରେ ପୋତି ପକାଇଲେ କ୍ରିକେଟର୍ ଭିଭିଏସ୍ ଲକ୍ଷ୍ମଣ
ନୂଆଦିଲ୍ଲୀ,୯।୧୧: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଖେଳାଳି ଭିଭିଏସ୍ ଲକ୍ଷ୍ମଣ ସୋସିଆଲ ମିଡିଆରେ ବେଶ୍ ସକ୍ରିୟ। ପ୍ରାୟତଃ ସେ ନିଃସ୍ବାର୍ଥପର ଭାବେ ଲୋକଙ୍କ ସେବା କରୁଥିବା କିଛି ଅସାଧାରଣ ବ୍ୟକ୍ତିଙ୍କ କାର୍ଯ୍ୟ ଦେଖି ସୋସିଆଲ ମିଡିଆରେ ସେମାନଙ୍କୁ ପ୍ରଶଂସା କରିବାକୁ ଆଦୌ…
ସମୁଦ୍ରକୁ ଡେଇଁ ଆତ୍ମହତ୍ୟା କରିବାକୁ ଚାହୁଁଥିଲେ କପିଲ ଶର୍ମା:ଏହି ଅଭିନେତା କରିଥିଲେ ରକ୍ଷା
କମେଡି କିଙ୍ଗ୍ କପିଲ ଶର୍ମାଙ୍କ ଲକ୍ଷ ଲକ୍ଷ ପ୍ରଶଂସକ ଅଛନ୍ତି। ତାଙ୍କ କମେଡି ଦେଖିବାକୁ ଦର୍ଶକ ଚାହଁ ବସିଥାନ୍ତି। ପ୍ରତ୍ୟେକ ବ୍ୟକ୍ତିଙ୍କ ଜୀବନରେ ଖରାପ ସମୟ ଆସେ, କପିଲଙ୍କ ଜୀବନରେ ମଧ୍ୟ ସେମିତି ଏକ ଖରାପ ଦିନ ଆସିଥିଲା। ପରିସ୍ଥିତି ଏପରି…
ଶେଷ ମ୍ୟାଚ ଜିତିଲା ଭାରତ
ଦୁବାଇ,୮।୧୧: ସେମିଫାଇନାଲରୁ ବାଦ୍ ପଡ଼ିଥିବା ଭାରତ ଚଳିତ ଟି୨୦ ବିଶ୍ୱକପର ଶେଷ ମ୍ୟାଚରେ ବିଜୟ ସହ ଅଭିଯାନ ଶେଷ କରିଛି। ସ୍ଥାନୀୟ ଇଣ୍ଟରନ୍ୟାସନାଲ କ୍ରିକେଟ ଷ୍ଟାଡିୟମରେ ସୋମବାର ଖେଳାଯାଇଥିବା ସୁପର-୧୨ର ଶେଷ ଲିଗ ମ୍ୟାଚରେ ଭାରତ ୯ ଉଇକେଟରେ ନାମ୍ବିଆକୁ ପରାସ୍ତ…
୨୯ରୁ ପାର୍ଲାମେଣ୍ଟ ଶୀତ ଅଧିବେଶନ
ନୂଆଦିଲ୍ଲୀ, ୮।୧୧: ନଭେମ୍ବର ୨୯ରୁ ପାର୍ଲାମେଣ୍ଟର ଶୀତ ଅଧିବେଶନ ଆରମ୍ଭ ହୋଇ ଡିସେମ୍ବର ୨୩ ପର୍ଯ୍ୟନ୍ତ ଚାଲିବ। ସଂସଦୀୟ ବ୍ୟାପାର ସମ୍ପର୍କିତ କ୍ୟାବିନେଟ କମିଟି (ସିସିପିଏ) ସୋମବାର ଏନେଇ ସୁପାରିସ କରିଛି। ପୂର୍ବ ଅଧିବେଶନ ଭଳି ଏଥର ମଧ୍ୟ କୋଭିଡ୍-୧୯ ନିୟମାବଳୀ…
ଟି-୨୦ ଓ୍ବାଲର୍ଡ କପ୍ରୁ ଭାରତ ବାହାର, ବିଜ୍ଞାପନ ଆୟରେ ୧ ହଜାର କୋଟି କ୍ଷତି ହେବା ଆଶଙ୍କା…
ନୂଆଦିଲ୍ଲୀ,୮।୧୧: ଯାହା ଆଶଙ୍କା କରାଯାଉଥିଲା ତାହା ଘଟିଲା। ଟିମ ଇଣ୍ଡିଆ ଟି -୨୦ ବିଶ୍ୱକପ୍ ସେମିଫାଇନାଲରେ ପ୍ରବେଶ କରିପାରି ନାହିଁ। ଭାରତୀୟ ପ୍ରଶଂସକମାନେ ଏହା ଦ୍ୱାରା କେବଳ ନିରାଶ ନୁହଁନ୍ତି, ମ୍ୟାଚର ବିଜ୍ଞାପନ ସ୍ଲଟ କିଣୁଥିବା ଏବଂ ବିକ୍ରୟ କରୁଥିବା ଏଜେନ୍ସିମାନେ…
୨୪ ବର୍ଷ ପରେ ପାକିସ୍ତାନ ଗସ୍ତରେ ଯିବ ଅଷ୍ଟ୍ରେଲିଆ
ନୂଆଦିଲ୍ଲୀ,୮।୧୧: ଆସନ୍ତା ବର୍ଷ ମାର୍ଚ୍ଚରେ ଅଷ୍ଟ୍ରେଲିଆ ଦଳ ପାକିସ୍ତାନ ଗସ୍ତ କରିବାକୁ ରାଜି ହୋଇଛି। ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ସୋମବାର ଏହା ନିଶ୍ଚିତ କରିଛି। ୧୯୯୮ ପରଠାରୁ ଏହା ଅଷ୍ଟ୍ରେଲିଆର ପାକିସ୍ତାନ ଗସ୍ତ ହେବ। ଏହି ଗସ୍ତରେ ଦୁଇ ଦଳ…
ପାକିସ୍ତାନରେ ରହିଛି ଏକ ଅଜବ ନିୟମ, ଯାହା ଆଗରୁ କେବେ ଶୁଣି ନ ଥିବେ
ପ୍ରତ୍ୟେକ ଦେଶରେ ଅନେକ ନିୟମ ରହିଛି। ସେଥିମଧ୍ୟରୁ କିଛି ଅଜବ ନିୟମ ଲୋକଙ୍କୁ ଆଶ୍ଚର୍ଯ୍ୟ କରେ। ଆମ ପଡ଼ୋଶୀ ଦେଶ ପାକିସ୍ତାନରେ ମଧ୍ୟ ଅନେକ ଅଜବ ନିୟମ ରହିଛି। ଏହି ନିୟମ ପାଇଁ ପାକିସ୍ତାନକୁ ସମଗ୍ର ବିଶ୍ୱରେ ସମାଲୋଚନାର ଶିକାର ମଧ୍ୟ…
ଭାରତୀୟ ପ୍ରଶଂସକଙ୍କ ମଜା ଉଡାଇଲା କ୍ରିକେଟ ପାକିସ୍ତାନ, ଟୁଇଟ୍ କରି ପଚାରିଲା ଏମିତି ପ୍ରଶ୍ନ
ନୂଆଦିଲ୍ଲୀ,୮।୧୧: ଟି -୨୦ ବିଶ୍ୱକପ ୨୦୨୧ରେ ସେମିଫାଇନାଲରୁ ବାଦ୍ ପଡିଛି ଭାରତ। ଆଫଗାନିସ୍ତାନ ବିପକ୍ଷରେ ନ୍ୟୁଜିଲାଣ୍ଡ ଜିତିବା ମାତ୍ରେ ଭାରତ ସେମିଫାଇନାଲ ଖେଳିବା ଆଶା ଭାଙ୍ଗିଯାଇଛି। ଯଦି ଆଫଗାନିସ୍ତାନ ନ୍ୟୁଜିଲାଣ୍ଡକୁ ପରାସ୍ତ କରିଥାନ୍ତା, ତା’ହେଲେ ଭାରତୀୟ ଦଳ ନାମ୍ବିଆକୁ ପରାସ୍ତ ଥିଲେ…
ଏହି ଗୀତରେ ଡ୍ୟାନ୍ସ କରି ଦର୍ଶକଙ୍କ ହୃଦୟରେ ନିଆଁ ଲଗାଇଲେ କାଟ୍ରିନା
ମୁମ୍ବାଇ: ଆଜିକାଲି ବଲିଉଡ୍ ଅଭିନେତା ଅକ୍ଷୟ କୁମାର ଏବଂ କାଟ୍ରିନା କୈଫ୍ଙ୍କ ଫିଲ୍ମ ‘ସୂର୍ଯ୍ୟବଂଶୀ’କୁ ନେଇ ଅନେକ ଚର୍ଚ୍ଚା ଚାଲିଛି। ଫିଲ୍ମ ଅପେକ୍ଷା ଏହାର ଗୀତ ସୋସିଆଲ ମିଡିଆରେ ଏବେ ନିଆଁ ଲଗାଇ ଦେଇଛି। ଯଦିଓ ଏହି ଗୀତଟି ପୁରୁଣା, କିନ୍ତୁ…
ମହାକାଶରେ ପାଦ ଥାପିଲେ ଚାଇନାର ଏହି ମହିଳା
ବେଜିଂ,୮ା୧୧: ସୋମବାର ଚାଇନାର ମହିଳା ମହାକାଶଚାରୀ ଓ୍ବାଙ୍ଗ୍ ୟାପିଙ୍ଗ ଇତିହାସ ଚରିଛନ୍ତି। ଓ୍ବାଙ୍ଗ୍୍ ତାଙ୍କ ପୁରୁଷ ସହକର୍ମୀ ଝାଇ ଜିଗାଙ୍ଗଙ୍କ ସହିତ ନିର୍ମାଣାଧୀନ ସ୍ପେସ ଷ୍ଟେଶନ ବାହାରେ ୬ଘଣ୍ଟାରୁ ଅଧିକ ସମୟ ଅତିବାହିତ କରିଥିଲେ। ଏକ ରିପୋର୍ଟ ଅନୁଯାୟୀ, ସୋମବାର ସକାଳେ…
ଅକ୍ଷୟଙ୍କ ପାଦ ଛୁଇଁଲେ କାଟ୍ରିନା
ବଲିଉଡ୍ ଅଭିନେତା ଅକ୍ଷୟ କୁମାର ଏବଂ କାଟ୍ରିନା କୈଫ୍ ଅଭିନୀତ ଫିଲ୍ମ ‘ସୂର୍ଯ୍ୟବଂଶୀ’ ନିକଟରେ ରିଲିଜ୍ ହୋଇଛି। ଫିଲ୍ମକୁ ଦର୍ଶକ ବେଶ୍ ପସନ୍ଦ କରିଛନ୍ତି। ଏପର୍ଯ୍ୟନ୍ତ ଫିଲ୍ଟଟି ୫୦ କୋଟି ଟଙ୍କାରୁ ଊର୍ଦ୍ଧ୍ୱ ରୋଜଗାର କଲାଣି। ଅକ୍ଷୟ ଏବଂ କାଟ୍ରିନା ଫିଲ୍ମର…

