Home

ଆଇପିଏଲ୍‌ର ଦ୍ୱିତୀୟ ପର୍ଯ୍ୟାୟରେ ବି କରୋନା ଏଣ୍ଟ୍ରି: ଜଣେ ଖେଳାଳି ପଜିଟିଭ୍‌ ଚିହ୍ନଟ

ୟୁଏଇ,୨୨।୯: ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷ ମ୍ୟାଚ ପୂର୍ବରୁ ସନରାଇଜର୍ସ ହାଇଦ୍ରାବାଦର ଜଣେ ଖେଳାଳି କରୋନା ପଜିଟିଭ ବୋଲି ଜଣାପଡିଛି। ଫଳରେ ତାଙ୍କ ସଂସ୍ପର୍ଶରେ ଆସିଥିବା ୬ ଖେଲାଳିଙ୍କୁ ଆସୋଲେସନରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ଆଜି ସନ୍ଧ୍ୟା ୭.୩୦ରୁ ଦୁବାଇରେ ଦିଲ୍ଲୀ ଏବଂ…

ଭାରତର ଚେତାବନୀ କାମ ଦେଲା, କୋଭିଶିଲ୍ଡକୁ ବ୍ରିଟେନର ମାନ୍ୟତା…

ଲଣ୍ଡନ,୨୨।୯: ଶେଷରେ ଭାରତର ଚେତାବନୀ କାମ ଦେଇଛି। କୋଭିଶିଲ୍ଡକୁ ବ୍ରିଟେନ୍‌ ମାନ୍ୟତା ପ୍ରଦାନ କରିଛି। ଚେତାବନୀ ପରେ ବ୍ରିଟେନ ନିଜର ଭ୍ୟାକତସିନ୍‌ ନୀତିରେ ପୁଣି ପରିବର୍ତ୍ତନ କରିଛି। ଏହା ଅନ୍ତର୍ଗତ ବ୍ରିଟେନ୍‌ ପୁଣେର ସିରମ୍‌ ଇନଷ୍ଟିଚ୍ୟୁଟ ଦ୍ୱାରା ପ୍ରସ୍ତୁତ ହୋଇଥିବା କରୋନା…

ମୁଖ୍ୟମନ୍ତ୍ରୀ ସାଇକେଲରେ ଗଲେ ସଚିବାଳୟ, ପ୍ରାଣ ବାୟୁ ଦେବତା ପେନସନ୍‌ ଯୋଜନା ଆରମ୍ଭ…

ଚଣ୍ଡିଗଡ଼,୨୨।୯: ହରିୟାନା ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟର ତାଙ୍କ କ୍ୟାବିନେଟ୍‌ ମନ୍ତ୍ରୀଙ୍କ ସହିତ ସାଇକେଲ ଚଳାଇ ସଚିବାଳୟରେ ପହଞ୍ଚିଛନ୍ତି। ବୁଧବାର ଓ୍ବାଲର୍‌ଡ କାର୍‌ ଫ୍ରି ଡେ ପାଳନ ଅବସରରେ ମୁଖ୍ୟମନ୍ତ୍ରୀ ଏଭଳି କରିଛନ୍ତି। ବାୟୁ ପ୍ରଦୂଷଣ ରୋକିବା ପାଇଁ ରାଜ୍ୟ ସରକାର…

ଡେଙ୍ଗୁ ବିରୋଧରେ ଲଢ଼େଇ, ସରକାର ଜାରି କଲେ ୧୦ ସପ୍ତାହ-୧୦ଟା-୧୦ମିନିଟ ଅଭିଯାନ…

ନୂଆଦିଲ୍ଲୀ,୨୨।୯: ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ ସରକାରଙ୍କର ଚିନ୍ତା ବଢ଼ିବାରେ ଲାଗିଛି। ସରକାରଙ୍କ ପକ୍ଷରୁ ଡେଙ୍ଗୁ ବିରୋଧୀ ଲଢେଇକୁ ଜୋରଦାର କରିବା ଲାଗି ନୂଆ ଅଭିଯାନ ଘୋଷଣା କରାଯାଇଛି। ବୁଧବାର ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ୍‌…

ଏହି ୫ ରାଶିର ବ୍ୟକ୍ତିଙ୍କ ଥାଏ ବିଳମ୍ବରେ ବିବାହ ଯୋଗ: ଦେଖନ୍ତୁ ଆପଣଙ୍କ ରାଶି ଅଛି କି ଏହି ତାଲିକାରେ…

କୁହାଯାଏ ପ୍ରତ୍ୟେକ ବ୍ୟକ୍ତି ନିଜର ଭାଗ୍ୟ ନେଇ ଜନ୍ମ ହୋଇଥାନ୍ତି। କେତେବେଳେ ତା ଜୀବନରେ କ’ଣ ହେବ ତାହା ପୂର୍ବ ନିର୍ଦ୍ଧାରିତ ହୋଇଥାଏ। ଏହି କଥା ବିବାହ କ୍ଷେତ୍ରରେ ମଧ୍ୟ ପ୍ରଯୁଜ୍ୟ। କିଛି ଲୋକଙ୍କ ଠିକ୍‌ ସମୟରେ ବିବାହ ହେଉଥିବା ବେଳେ…

ଜନ୍ମଦିନ ପାଳନର ଫଟୋ ଶେୟାର କଲେ କରିନା…

ମୁମ୍ବାଇ,୨୨।୯: ବଲିଉଡ୍‌ ଅଭିନେତ୍ରୀ କରିନା କପୁର ଖାଁ ନିଜର ୪୧ତମ ଜନ୍ମଦିନ ପାଳନର ଫଟୋ ଇନଷ୍ଟାଗ୍ରାମ୍‌ରେ ଶେୟାର କରିଛନ୍ତି। ସେ ମାଳଦ୍ୱୀପରେ ଜନ୍ମଦିନ ଛୁଟି ବିତାଉଛନ୍ତି। ସମୁଦ୍ର କୂଳରେ ତାଙ୍କ ସହିତ ଶୈଫ୍‌ ଅଲ୍ଲୀ ଖାଁ ଏବଂ ଦୁଇପୁତ୍ର ତୈମୁର ଓ…

ଦ କପିଲ ଶର୍ମା ଶୋ’ରେ ନେହା କକ୍କର, ‘କାଣ୍ଟା ଲଗା’ ଗୀତରେ କଲେ ଜବରଦସ୍ତ ଡ୍ୟାନ୍ସ

ମୁମ୍ବାଇ: ବଲିଉଡ୍‌ ଗାୟିକା ନେହା କକ୍କର ନିଜ ଗୀତ ‘କାଣ୍ଟା ଲଗା’ର ପ୍ରମୋଶନ କରିବାରେ ଲାଗିଛନ୍ତି। ଏବେ ନେହା କପିଲ ଶର୍ମାଙ୍କ ଶୋ’ରେ ନଜର ଆସିଛନ୍ତି। କମେଡିଆନ କୃଷ୍ଣା ଅଭିଷେକ ନେହାଙ୍କ ସହିତ ଏକ ଭିଡିଓ ଶେୟାର କରିଛନ୍ତି। ଭିଡିଓରେ ନେହା…

ମୌଲାନା କଲିମ ସିଦ୍ଦିକି ଗିରଫ

ଲକ୍ଷ୍ନୌ,୨୨।୯: ଧର୍ମାନ୍ତରଣ ମାମଲାରେ ଉତ୍ତର ପ୍ରଦେଶ ଏଟିଏସ ମୌଲାନା କଲିମ ସିଦ୍ଦିକିଙ୍କୁ ମିରୁଟରୁ ଗିରଫ କରିଛି। ଧର୍ମାନ୍ତରଣ ମାମଲାରେ କଲିମଙ୍କ କାର୍ଯ୍ୟକଳାପ ସନ୍ଦେହଜନକ ଥିଲା। ବିଦେଶରୁ କୋଟି କୋଟି ଟଙ୍କା କଲିମଙ୍କ ଆକାଉଣ୍ଟକୁ ଆସିଥିଲା। ଏହି ମାମଲାରେ ପୂର୍ବରୁ ମୁଫତି କାଜୀ…

କାର୍ତ୍ତିକ ତ୍ୟାଗି, ‘ନାମ୍‌ ତୋ ସୁନା ହୋଗା’; କିଛି ଏଭଳି ଥିଲା ଫାର୍ମରେ କାମ କରିବାଠାରୁ ଚର୍ଚ୍ଚିତ ପେସରର ଯାତ୍ରା..

ନୂଆଦିଲ୍ଲୀ,୨୨।୯: ଆଇପିଏଲ୍‌ ୨୦୨୧ର ଦ୍ୱିତୀୟ ପର୍ଯ୍ୟାୟର ତୃତୀୟ ମୁକାବିଲାରେ ରାଜସ୍ଥାନ ରୟାଲ୍ସ ବାଜିମାତ କରିଥିଲା। ଏହି ବିଜୟ ପରେ ଚର୍ଚ୍ଚାରେ ଭାରତର ଯୁବ ପେସର କାର୍ତ୍ତିକ ତ୍ୟାଗି। ସେ ମ୍ୟାଚ୍‌ର ଶେଷ ଓଭରରେ ଦୁଇ ଉଇକେଟ ନେଇ ମ୍ୟାଚ୍‌ର ଭାଗ୍ୟ ବଦଳାଇ…

ବାଇକ୍‌ ମୁଣ୍ଡରେ ରଖି ବସ୍‌ ଉପରକୁ ଚଢ଼ିଗଲେ ବ୍ୟକ୍ତି, ଭିଡିଓ ଦେଖିଲେ…

ସୋସିଆଲ ମିଡିଆରେ ଅନେକ ସମୟରେ ଏମିତି କିଛି ଭିଡିଓ ଶେୟାର କରାଯାଇଥାଏ, ଯାହା ଦେଖିଲେ ଆଶ୍ଚର୍ଯ୍ୟ ଲାଗେ। ଏବେ ସେମିତି ଏକ ଭିଡିଓ ଭାଇରାଲ ହେଉଛି। ଯାହାକୁ ଦେଖି ଦର୍ଶକେ ଆଶ୍ଚର୍ଯ୍ୟ ଚକିତ ହୋଇଯାଇଛନ୍ତି। ଭିଡିଓରେ ଜଣେ ବ୍ୟକ୍ତି ନିଜ ମୁଣ୍ଡ…

ଭାଜପା ଛାଡିବାର କାରଣ କହିଲେ ବାବୁଲ ସୁପ୍ରିୟୋ

ନୂଆଦିଲ୍ଲୀ,୨୨।୯: ନିକଟରେ ଭାଜପାରୁ ତୃଣମୂଳ କଂଗ୍ରେସ (ଟିଏମସି) ଦଳରେ ଯୋଗ ଦେଇଥିବା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ବାବୁଲ ସୁପ୍ରିୟୋ ଦଳ ଛାଡିବାର କାରଣ କହିଛନ୍ତି। ମହାନ ଫୁଟବଲର ଲିଓନାଲ ମେସି ବାର୍ସିଲୋନା କ୍ଲବ ଛାଡିବାକୁ ଚାହୁଁ ନ ଥିଲେ, କିନ୍ତୁ ଦୁଃଖରେ…

ଚଳିତ ନଭେମ୍ବରରେ ଏନ୍‌ଡିଏ ପରୀକ୍ଷା ଦେବେ ଝିଅ…

ନୂଆଦିଲ୍ଲୀ,୨୨।୯: ଚଳିତ ବର୍ଷ ନଭେମ୍ବରରେ ଝିଅମାନେ ଏନ୍‌ଡିଏ ପରୀକ୍ଷା ଦେଇପାରିବେ। ଏନେଇ କେନ୍ଦ୍ର ସରକାରଙ୍କ ଟାଳଟୁଳ ନୀତିକୁ ସୁପ୍ରିମ୍‌ କୋର୍ଟ ନା ପସନ୍ଦ କରିଛନ୍ତି। ନଭେମ୍ବର ୧୪ରେ ଏନ୍‌ଡିଏ ପ୍ରବେଶିକା ପରୀକ୍ଷା ହେବ। ଏଥିରେ ଝିଅଙ୍କୁ ପରୀକ୍ଷା ଦେବାକୁ କୋର୍ଟ ଅନୁମତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri