Home

ପୋଲିସଙ୍କୁ ଆତଙ୍କବାଦୀ ଭାବି ଗୁଳି…

ଜମ୍ମୁ,୨୨।୯: ଜମ୍ମୁ-କଶ୍ମୀରରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ପୋଲିସ କର୍ମଚାରୀଙ୍କୁ ଆତଙ୍କବାଦୀ ଭାବି ମନ୍ଦିର ସୁରକ୍ଷାକର୍ମୀ ଗୁଳି ଚଳାଇବାରୁ ତାଙ୍କର ମୃତ୍ୟୁ ଘଟିଛି। କୁପଓ୍ବାରା ଜିଲାର ହନ୍ଦଓ୍ବାଡ଼ାରେ ଏଭଳି ଘଟିଛି। ପୋଲିସ କର୍ମଚାରୀ ଅଜୟ ଧର ଲଙ୍ଗେଟ୍‌ ହନ୍ଦଓ୍ବାଡ଼ାର ବାସିନ୍ଦା।…

ଆଇପିଏଲରେ କୋହଲିଙ୍କ ଉତ୍ତରାଧିକାରୀ କିଏ

ୟୁଏଇ,୨୨।୯: ୟୁଏଇରେ ଚାଲିଥିବା ଆଇପିଏଲ ୨୦୨୧ର ମଝିରେ ବିରାଟ କୋହଲିଙ୍କୁ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି)ର ଅଧିନାୟକ ପଦରୁ ହଟାଯାଇପାରେ। ଏନେଇ ଚର୍ଚ୍ଚା ଲାଗି ରହିଛି। ସୋମବାର ଆବୁଧାବିରେ କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଆରସିବି ବିରାଟ କୋହଲିଙ୍କ ଆତ୍ମସମର୍ପଣ ଦେଖିବା…

ସ୍କୁଲରେ କରୋନା ଆତଙ୍କ, ୭୯ ଛାତ୍ରୀଛାତ୍ର-୩ କର୍ମଚାରୀ ପଜିଟିଭ୍‌…

ଶିମଲା,୨୨।୯: ହିମାଚଳ ପ୍ରଦେଶର ଏକ ସ୍କୁଲରେ କରୋନା ଆତଙ୍କ ଦେଖାଦେଇଛି। ସ୍କୁଲର ୭୯ ଛାତ୍ରୀଛାତ୍ର ଏବଂ ୩ ଜଣ କର୍ମଚାରୀଙ୍କ ନମୁନା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ମଣ୍ଡି ଅଞ୍ଚଳରେ ଥିବା ଧରମପୁରସ୍ଥିତ ଏକ ସ୍କୁଲରେ ଏଭଳି ଆତଙ୍କ ସୃଷ୍ଟି ହୋଇଛି।…

୧୨ ଲକ୍ଷ ଟଙ୍କାର ଜରିମାନା ଦେବେ ଏହି କ୍ରିକେଟର୍‌

ୟୁଏଇ,୨୨।୯: ପଞ୍ଜାବ କିଙ୍ଗ୍ସ ବିପକ୍ଷରେ ରାଜସ୍ଥାନ ରୟାଲ୍ସ ଏକ ରୋମାଞ୍ଚକର ବିଜୟ ହାସଲ କରିଛି। ଏହି ସୁପର ରୋମାଞ୍ଚକର ମ୍ୟାଚର ଶେଷ ଓଭରରେ ଯୁବ ବୋଲର କାର୍ତ୍ତିକ ତ୍ୟାଗି ଚମତ୍କାର ବୋଲିଂ କରିଥିଲେ। କିନ୍ତୁ ଏହି ମ୍ୟାଚ ଜିତିବାରେ ରାଜସ୍ଥାନ ରୟାଲ୍ସ…

ରାସ୍ତା ମଝିରେ ଅହିରାଜ ସହ ଲଢ଼ିଲା ଗୋଧି; ଦେଖନ୍ତୁ ଲୋମଟାଙ୍କୁରା ଭିଡିଓ…

ଅହିରାଜ ସହ ଗୋଧିର ଲଢ଼େଇ। ଏକ ଏଭଳି ଭିଡିଓ ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେଉଛି। ଭିଡିଓଟି କେରଳର ମଲୟାଟୋରସ୍ଥିତ ଥୁଣ୍ଡମ ରେଞ୍ଜର ଏକ ଜଙ୍ଗଲର। ସେଥିରେ ଅହିରାଜ ସହ କିଭଳି ଗୋଧି ଲଢ଼େଇ କରୁଛି ତାହା ଦେଖିବାକୁ ମିଳୁଛି।…

ଶୋ’ ବନ୍ଦ କର, ନିର୍ମାତାଙ୍କୁ କାହିଁକି ଏମିତି କହିଲେ ଅମିତାଭ ବଚ୍ଚନ

କୌନ ବନେଗା କରୋଡ ପତି ୧୩ର ଏକ ନୂଆ ପ୍ରୋମୋ ସାମ୍ନାକୁ ଆସିଛି। ଏହି ଭିଡିଓରେ ଅମିତାଭ ବଚ୍ଚନ ନିର୍ମାତାଙ୍କୁ ଶୋ ବନ୍ଦ କରିବାକୁ କହୁଥିବା ନଜର ଆସିଛନ୍ତି। ଏହାର କାରଣ ହେଉଛି ଶୋ’ରେ ଆସିଥିବା ଜଣେ ପ୍ରତିଯୋଗୀ ଅମିତାଭଙ୍କୁ ତାଙ୍କ…

ଘରେ ଘରେ ନଳ ଜଳ ଯୋଜନା ଉପରେ ପ୍ରଶ୍ନ ଚିହ୍ନ, ଉପମୁଖ୍ୟମନ୍ତ୍ରୀଙ୍କ ସମ୍ପର୍କୀୟଙ୍କୁ ୩୬ ଠିକା…

ପାଟନା,୨୨।୯: ବିହାରରେ ଘରେ ଘରେ ନଳ ଜଳ ଯୋଜନା ନେଇ ସାଧାରଣରେ ପ୍ରଶ୍ନ ଚିହ୍ନ ଉଠିଛି। ଏହି ଯୋଜନାରେ ଉପମୁଖ୍ୟନ୍ତ୍ରୀ ତାରକିଶୋର ପ୍ରସାଦଙ୍କ ପରିବାର ଏବଂ ସମ୍ପର୍କୀୟଙ୍କକୁ ୩୬ ଠିକା ମିଳିଛି। ଏଥିରେ ଉପମୁଖ୍ୟନ୍ତ୍ରୀଙ୍କ ବୋହୂ ମଧ୍ୟ ଅଛନ୍ତି। ତେବେ ଏନେଇ…

ମନ୍ଦିରରେ ପ୍ରବେଶ କରିବାରୁ ୨ ବର୍ଷ ଶିଶୁଙ୍କ ମାତାପିତାଙ୍କୁ ଦଣ୍ଡ, ୨୩ ହଜାର ଜରିମାନା…

କୋପ୍ପଲ,୨୨।୯: ଭକ୍ତ ଏବଂ ଭଗବାନଙ୍କ ମଧ୍ୟରେ ଥିବା ସମ୍ପର୍କ ଅତି ନିଆରା। ଭଗବାନ ଭକ୍ତର ଭାବରେ ବନ୍ଧା। ଭଗବାନଙ୍କୁ ଦର୍ଶନ କରିବାରେ ଭକ୍ତଙ୍କ ଉପରେ ପହରା ଲଗାଇବା ଅନ୍ୟାୟ। ମାତ୍ର କର୍ନାଟକରେ ମନ୍ଦିରରେ ପ୍ରବେଶ କରିଥିବା ଜଣେ ୨ ବର୍ଷ ଶିଶୁଙ୍କ…

ଅକ୍ଟୋବରରୁ କରୋନା ଟିକା ରପ୍ତାନୀ କରିବ ଭାରତ, ଡବ୍ଲ୍ୟୁଏଚ୍‌ଓର ସ୍ବାଗତ…

ଜେନେଭା/ନୂଆଦିଲ୍ଲୀ, ୨୨।୯: ଭାରତ ଅକ୍ଟୋବରରୁ ପୁଣି କରୋନା ଟିକା ରପ୍ତାନୀ କରିବ। ଭାରତର ନିଷ୍ପତ୍ତିକୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ ସ୍ବାଗତ କରାଯାଇଛି। ଏନେଇ ଡବ୍ଲ୍ୟୁଏଚ୍‌ଓ ମହାନିର୍ଦ୍ଦେଶକ ଡା. ଟେଡ୍ରୋସ୍‌ ଅଧୋନୋମ୍‌ ଘେବ୍ରେୟେସସ୍‌ ଭାରତୀୟ କେନ୍ଦ୍ରୀୟ ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡବ୍ୟଙ୍କୁ ଧନ୍ୟବାଦ…

ଦୁର୍ଘଟଣାରେ ଚାଲିଗଲା ଅଭିନେତ୍ରୀଙ୍କ ଜୀବନ

ମରାଠୀ ଚଳଚ୍ଚିତ୍ର ଇଣ୍ଡଷ୍ଟ୍ରିର ଜଣାଶୁଣା ଅଭିନେତ୍ରୀ ଇଶ୍ୱରୀ ଦେଶପାଣ୍ଡେ ଏକ କାର ଦୁର୍ଘଟଣାରେ ପ୍ରାଣ ହରାଇଛନ୍ତି। ଗୋଆର ବାଗା-କାଲାଙ୍ଗୁଟରେ ସେ ଏକ କାର ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲା। ଏହି ସମୟରେ କାରରେ ଉପସ୍ଥିତ ଥିବା ତାଙ୍କ ବନ୍ଧୁ ଶୁଭମ ଦେଗଡେ ମଧ୍ୟ…

ଜନ୍ମଦିନରେ ମିଳିଲାନି ସୁଯୋଗ: ଉଠିଲା ପ୍ରଶ୍ନ

ୟୁଏଇ,୨୨।୯: ଆଇପିଏଲ୍‌ ୨୦୨୧ର ଦ୍ୱିତୀୟ ପର୍ଯ୍ୟାୟ ନିଜ ପ୍ରଥମ ମ୍ୟାଚରେ ପଞ୍ଜାବ କିଙ୍ଗ୍ସ ରାଜସ୍ଥାନ ରୟାଲ୍ସ ବିପକ୍ଷ ପ୍ଲେ -୧୧ରେ କ୍ରିସ ଗେଲଙ୍କୁ ଅନ୍ତର୍ଭୁକ୍ତ କରି ନ ଥିଲେ। କେବଳ ପ୍ରଶଂସକମାନେ ଏଥିରେ ରାଗି ନ ଥିଲେ, ପୂର୍ବତନ ଖେଳାଳି ସୁନୀଲ…

ଭାବମୂର୍ତ୍ତି ପରିବର୍ତ୍ତନ ପ୍ରୟାସ, ଜାତିସଂଘ ମହାସଭାରେ ଉଦ୍‌ବୋଧନ ଦେବାକୁ ତାଲିବାନ୍‌ର ଇଛା…

ଜେନେଭା/କାବୁଲ,୨୨।୯: ତାଲିବାନ୍‌ ଜାତିସଂଘ ମହାସଭାରେ ପୃଥିବୀକୁ ଉଦ୍‌ବୋଧନ ଦେବାର ଇଛା ପ୍ରକଟ କରିଛି। ଏନେଇ ତାଲିବାନ୍‌ ସରକାରଙ୍କର ବୈଦେଶିକ ମନ୍ତ୍ରୀ ଆମିର ଖାଁ ଜାତିସଂଘ ମହାସଚିବ ଆଣ୍ଟୋନିଓ ଗ୍ୟୁଟେରସ୍‌ଙ୍କୁ ଚିଠି ଲେଖିଛନ୍ତି। ତାଲିବାନ୍‌ ସରକାରଙ୍କୁ ଅନ୍ତର୍ଜାତୀୟସ୍ତରରେ ମାନ୍ୟତା ପ୍ରଦାନ କରାଯାଇ ନାହିଁ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri