Home

୧୩୦ କୋଟି ଭାରତୀୟଙ୍କୁ ନିରାଶ କଲା ନ୍ୟୁଜିଲାଣ୍ଡ

ଆବୁଧାବି,୭।୧୧: ଆଇସିସି ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲ ଭଳି ଚଳିତ ଟି୨୦ ବିଶ୍ୱକପ୍‌ରେ ମଧ୍ୟ ୧୩୦ କୋଟି ଭାରତୀୟ ନିରାଶ କରିଛି ନ୍ୟୁଜିଲାଣ୍ଡ। ରବିବାର ଅପରାହ୍ନରେ ଖେଳାଯାଇଥିବା ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ୮ ଉଇକେଟରେ ଆଫଗାନିସ୍ତାନକୁ ହରାଇ ଦେଇଛି। ଏହି ବିଜୟ ସହ ନ୍ୟୁଜିଲାଣ୍ଡ…

‘ମୋଦି ଜଣେ ଚତୁର ରାଜନେତା’

ନୂଆଦିଲ୍ଲୀ,୭।୧୧:କଂଗ୍ରେସ ଏମ୍‌ପି ଶଶି ଥରୁର ପୁଣି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କର ପ୍ରଶଂସା କରିଛନ୍ତି। ସେ ମୋଦିଙ୍କୁ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ସହ ତୁଳନା କରିଛନ୍ତି। ରବିବାର ସେ କହିଛନ୍ତି ସର୍ଦ୍ଦାର ସମଗ୍ର ରାଷ୍ଟ୍ର ତଥା ଗୁଜରାଟୀଙ୍କ ପ୍ରତିନିଧିତ୍ୱ କରୁଥିଲେ। ମୋଦି…

ବିଜୟର ମନ୍ତ୍ର ଦେଲେ ମୋଦି

ନୂଆଦିଲ୍ଲୀ,୭।୧୧: ଭାଜପାର ଜାତୀୟ କାର୍ଯ୍ୟକାରିଣୀ ବୈଠକରେ ରବିବାର ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପାଞ୍ଚଟି ରାଜ୍ୟରେ ହେବାକୁ ଥିବା ନିର୍ବଚନ ସମ୍ପର୍କରେ ଦଳର କର୍ମୀଙ୍କୁ ବିଜୟ ମନ୍ତ୍ର ଦେଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ଦଳ ସାଧାରଣ ଲୋକଙ୍କ ବିଶ୍ୱାସର…

ଦିନ ଥିଲା ତୃତୀୟ ଶ୍ରେଣୀ ପିଲାଙ୍କୁ ପାଠ ପଢ଼ାଉଥିଲେ, ଏବେ କୋଟିପତି ଅଭିନେତ୍ରୀ

ହାଇଦ୍ରାବାଦ: ଦକ୍ଷିଣ ଭାରତୀୟ ଲୋକପ୍ରିୟ ତଥା ସୁନ୍ଦରୀ ଅଭିନେତ୍ରୀଙ୍କ ମଧ୍ୟରୁ ଅନୁଷ୍କା ସେଟ୍ଟୀ ଜଣେ। ତାଙ୍କ ପ୍ରକୃତ ନାମ ସ୍ବିଟି ସେଟ୍ଟୀ। ‘ରୁଦ୍ରମାଦେବୀ, ମିର୍ଚ୍ଚି ଏବଂ ଅରୁନ୍ଧତି’ ଭଳି ହିଟ୍‌ ଫିଲ୍ମରେ କାମ କରି ବାହାବା ସାଉଁଟିଛନ୍ତି ସେ। ଅନୁଷ୍କା ୧୪୨…

ରାଜ୍ୟରେ ୩ କୋଟି ୮୮ ଲକ୍ଷ ୨୫ ହଜାର ୪୮୩ ଲୋକ ନେଲେଣି କରୋନା ଟିକା

ଭୁବନେଶ୍ୱର,୭ା୧୧(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ଚାଲିଥିବା ଟିକାକରଣ ଅଭିଯାନରେ ଶନିବାର ୨୮ ଲକ୍ଷ ୩୧ ହଜାର ୪୩୭ ଜଣ ଟିକା ନେଇସାରିଲେଣି। ଏହାକୁ ମିଶାଇ ରାଜ୍ୟର ଟିକାକରଣ ସଂଖ୍ୟା ୩ କୋଟି ୮୮ ଲକ୍ଷ ୨୫ ହଜାର ୪୮୩ରେ ପହଞ୍ଚିଛି। ଏ…

ଉମରଙ୍କୁ ଡେଟ୍‌ କରୁଛନ୍ତି ସବା !

ବମ୍ବେ: ବିଗ୍‌ବସ୍‌ ୧୫ର ପ୍ରତିଯୋଗୀ ଉମର ରିୟାଜ ଏବେ ଚର୍ଚ୍ଚାରେ। ସେ ବିଗ୍‌ବସ୍‌ର ପୂର୍ବ ପ୍ରତିଯୋଗୀ ସବା ଖାନ୍‌ଙ୍କୁ ଡେଟ୍‌ କରୁଥିବା କୁହାଯାଉଛି। ଉମରଙ୍କ ଭାଇ ଆସିମଙ୍କୁ ସବା ଜାଣନ୍ତି। ଉଭୟ ‘ଗୁନାହ୍‌ କର୍‌ଦେ’ ଗୀତରେ ଏକାଠି କାମ କରିଥିଲେ। ସେବେଠାରୁ…

୧୫ କୋଟି ବର୍ଷ ପୂର୍ବେ ଏମିତି ଦେଖାଯାଉଥିଲା ବିଶ୍ୱ, ସତ୍ୟ ଉନ୍ମୋଚନ କରିବ ଏହି ଟେଲିସ୍କୋପ୍‌

ଓ୍ବାଶିଂଟନ,୭ା୧୧: ଆଜି ବି ବୈଜ୍ଞାନିକମାନେ ବିଶ୍ୱର ରହସ୍ୟ ଉନ୍ମୋଚନ କରିବାରେ ସମ୍ପୂର୍ଣ୍ଣ ସକ୍ଷମ ହୋଇନାହାନ୍ତି। ବୈଜ୍ଞାନିକମାନଙ୍କ ପାଇଁ ବିଶ୍ୱ ଯେମିତି ଏକ ପଜଲ ହୋଇ ରହିଯାଇଛି। ବର୍ତ୍ତମାନ ଜେମ୍ସ ଓ୍ବେବ୍‌ ଟେଲିସ୍କୋପ ମାଧ୍ୟମରେ ଏହି ପଜଲ ସମାଧାନ କରିବାକୁ ଚେଷ୍ଟା କରାଯିବ।…

୬ ଭାରତୀୟ ମତ୍ସ୍ୟଜୀବୀଙ୍କୁ ଅପହରଣ କଲେ ପାକିସ୍ତାନୀ ତଟରକ୍ଷୀ…

ଗାନ୍ଧୀନଗର,୭।୧୧: ଜମ୍ମୁ-କଶ୍ମୀରର ଏଲ୍‌ଓସି ପରେ ଏବେ ପାକିସ୍ତାନ ଉପକୂଳବର୍ତ୍ତୀ ଅଞ୍ଚଳରେ ଭାରତ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଲାଗି ଷଡ଼ଯନ୍ତ୍ର ରଚିଛି। ରବିବାର ପାକିସ୍ତାନୀ ତଟରକ୍ଷୀ କର୍ମଚାରୀ ଭାରତୀୟ ବୋଟ ସହିତ ୬ ଜଣ ଭାରତୀୟ ମତ୍ସ୍ୟଜୀବୀଙ୍କୁ ଅପହରଣ କରି ନେଇଛନ୍ତି।…

ଖାଲି ପ୍ରେମରେ କଥା ଚଳେନା, ପୁରୁଷ ସାଥୀଙ୍କଠାରେ ଏସବୁ ଗୁଣକୁ ଖୋଜିଥାନ୍ତି ମହିଳା…

ଖାଲି ପ୍ରେମରେ କଥା ଚଳେନାହିଁ, ସମ୍ପର୍କକୁ ହୃଷ୍ଟପୃଷ୍ଟ କରିବା ଲାଗି ଅନେକ ଜିନିଷ ଲୋଡା। ବିଶେଷକରି ମହିଳାମାନେ ନିଜ ସାଥୀଙ୍କଠାରୁ ପ୍ରେମ ବ୍ୟତିତ ଅନ୍ୟ ଗୁଣକୁ ଦେଖନ୍ତି ବୋଲି ଏକ ସର୍ଭେରୁ ଜଣାପଡ଼ିଛି। ଯେପରିକି: ନମ୍ରତା: ମହିଳାମାନେ ସାଥୀଙ୍କ ଭିତରେ ନମ୍ରତା…

‘ମୁଁ ଦୁଃଖରେ ଥିଲେ ମୋ ପ୍ରେମିକା ମୋତେ ଖୁସି କରନ୍ତି’

ମୁମ୍ବାଇ: ବଲିଉଡ୍‌ ଅଭିନେତା ଅର୍ଜୁନ କପୁର ଏବଂ ମଲାଇକା ଆରୋରାଙ୍କ ସମ୍ପର୍କକୁ ନେଇ ଇଣ୍ଡଷ୍ଟ୍ରିରେ ଚର୍ଚ୍ଚା ଚାଲିଛି। ଦୁହେଁ ଅଧିକାଂଶ ସମୟ ଏକାଠି ନଜର ଆସିଥାନ୍ତି। ତେବେ ଅର୍ଜୁନ ଏବଂ ମଲାଇକା ସେମାନଙ୍କ ସମ୍ପର୍କକୁ ଦୀର୍ଘଦିନ ପର୍ଯ୍ୟନ୍ତ ଗୁପ୍ତ ରଖିଥିଲେ। କିନ୍ତୁ…

କେବଳ କନ୍ୟାର ସୁନ୍ଦରତା ଦେଖନ୍ତୁ ନାହିଁ, ଏଭଳି ଗୁଣ ଥିଲେ କରନ୍ତୁ ବିବାହ; ନଚେତ…

ବିବାହ ଜୀବନର ସବୁଠାରୁ ପବିତ୍ର ଅନୁଷ୍ଠାନ ବୋଲି ବିବେଚନା କରାଯାଏ। ବିବାହକୁ ନେଇ ନେଇଥିବା ନିଷ୍ପତ୍ତି ଭୁଲ ନ ହୋଇଯାଉ ତାହା ପ୍ରତ୍ୟେକ ବ୍ୟକ୍ତି ଚାହାନ୍ତି। ଆଚାର୍ଯ୍ୟ ଚାଣକ୍ୟ ନିଜର ନୀତିଶାସ୍ତ୍ରରେ ଘର, ବ୍ୟବସାୟ, ଧନ, ଜୀବନ ଏବଂ ମୋକ୍ଷ ସମ୍ବନ୍ଧୀୟ…

ଆନ୍ଧ୍ରପ୍ରଦେଶର ସାଂସ୍କୃତିକ ରାଜଧାନୀ ରାଜମହେନ୍ଦ୍ରୀ

ଆନ୍ଧ୍ରପ୍ରଦେଶର ପୂର୍ବ ଗୋଦାବରୀ ଜିଲାରେ ଅବସ୍ଥିତ ଏକ ପ୍ରାଚୀନ ସହର ହେଉଛି ରାଜମହେନ୍ଦ୍ରୀ; ଯାହାର ପ୍ରାଚୀନ ନାମ ହେଲା ରାଜା ମହେନ୍ଦ୍ର ବରମ୍‌ ବା ରାଜମହେନ୍ଦ୍ରବରମ୍‌। ଏବେ ବି ଏହି ନାମକୁ ଔପଚାରିକ ସରକାରୀ ନାମ ଭାବେ ଏଠାରେ ବ୍ୟବହାର କରାଯାଉଥିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?