ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନର ଚେତାବନୀ: ଫେବୃୟାରୀ ସୁଦ୍ଧା ୟୁରୋପରେ କରୋନା ନେଇପାରେ ଆଉ ୫ ଲକ୍ଷ ଲୋକଙ୍କ ଜୀବନ
ଜେନେଭା,୫ ।୧୧: ୟୁରୋପ ଓ ମଧ୍ୟ ଏସିଆର ୫୩ ଦେଶରେ କରୋନା ଭାଇରସର ଆଉ ଏକ ଲହର ଆସିବାର ସମ୍ଭାବନା ରହିଛି । ଏମାନେ ପ୍ରଥମରୁ ନୂଆ ମହାମାରୀର ସାମ୍ନା କରୁଛନ୍ତି । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର କ୍ଷେତ୍ର କାର୍ଯ୍ୟାଳୟର ମୁଖ୍ୟ…
ସ୍ପଷ୍ଟ କଲା ଆମେରିକା: ଅରୁଣାଞ୍ଚଳରେ ଗାଁ ନିର୍ମାଣ କରିଛି ଚାଇନା
ନୂଆଦିଲ୍ଲୀ,୪।୧୧: ଅରୁଣାଞ୍ଚଳ ସଂଲଗ୍ନ ଲାଇନ୍ ଅଫ୍ ଆକଚ୍ୟୁଆଲ କଣ୍ଟ୍ରୋଲ (ଏଲ୍ଏସି) ଭିତରେ ଗାଁ ନିର୍ମାଣ କରିଛି ଚାଇନା। ଏହା ଆମେରିକାର ବାର୍ଷିକ ପ୍ରତିରକ୍ଷା ବିଭାଗର ରିପୋର୍ଟରେ ଦର୍ଶାଯାଇଛି। ଗତ ଜାନୁୟାରୀରେ ସାମ୍ନାକୁ ଆସିଥିବା ଏକ ସାଟେଲାଇଟ୍ ଫଟୋରେ ଚାଇନିଜ ଭିଲେଜ ଉପସ୍ଥିତି…
ରାଜଧାନୀରୁ ୨୩ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ୨ ଗିରଫ
ଭୁବନେଶ୍ୱର,୪ା୧୧(ବ୍ୟୁରେ): ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ହାଇଟେକ୍ ଛକ ନିକଟରୁ ୨୭୩ ଗ୍ରାମ ବ୍ରାଉନସୁଗାର ଜବତ କରାଯାଇଛି। ଏଥିରେ ସମ୍ପୃକ୍ତ ଥିବା ୨ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିବା ବେଳେ ସେମାନଙ୍କ ଠାରୁ ଗୋଟିଏ ମୋବାଇଲ ଓ ଏକ ବାଇକ୍ ମଧ୍ୟ ଜବତ କରାଯାଇଛି।…
ଇଚ୍ଛା ଥିଲା କାର୍ କିଣିବାକୁ, ପାଖରେ ଅର୍ଥ ନ ଥିବାରୁ ମୁହଁରେ କାର୍ ଲୋଗୋ ଟାଟୁ କଲେ ଏହି ଯୁବକ
ଦୁନିଆରେ ବିଭିନ୍ନ ପ୍ରକାରର ଲୋକ ଅଛନ୍ତି। ସମସ୍ତଙ୍କ ରୁଚି ବି ଅଲଗା ଅଲଗା। କିଛି ଲୋକ ଗାଡ଼ି କିଣି ଚଢ଼ିବା ପାଇଁ ବହୁତ ପସନ୍ଦ କରିଥାନ୍ତି। କିନ୍ତୁ ପାଖରେ ଟଙ୍କାର ଅଭାବ ହେତୁ ତାଙ୍କ ଇଚ୍ଛା ପୂରଣ ହୋଇପାରେ ନାହିଁ। ଏହି…
ଭାରତର ଏହି ରାଜ୍ୟରେ ପାଳନ କରାଯାଏ ନାହିଁ ଦୀପାବଳି
ଭାରତର ଅନେକ ରାଜ୍ୟରେ ଆଲୋକର ପର୍ବ ଦୀପାବଳି ବେଶ୍ ଉତ୍ସାହ ଉଦ୍ଦୀପନା ସହ ପାଳନ କରାଯାଉଥିବା ବେଳେ ଏମିତି ଏକ ରାଜ୍ୟ ଅଛି ଯେଉଁଠି ଦୀପାବଳି ପାଳନ କରାଯାଏ ନାହିଁ। ଅନ୍ୟ ରାଜ୍ୟର ଲୋକମାନେ ଉତ୍ସାହର ସହିତ ଏହି ଆଲୋକର ପର୍ବକୁ…
କାମ ଦେଲାନି ଚାଲ୍, ବନ୍ଧା ହେଲେ ରୂପେଶ
ଭୁବନେଶ୍ୱର,୪ା୧୧(ବ୍ୟୁରୋ): ଘରେ ପଶି ମା-ଝିଅଙ୍କୁ ଛୁରାମାଡ଼ ଘଟଣାରେ ଅଭିଯୁକ୍ତ ରୂପେଶ ପଣ୍ଡା ଗୁରୁବାର ଗିରଫ ହୋଇଛନ୍ତି। ଲୁଟ୍ ପାଇଁ ରୂପେଶ ରଚିଥିବା ଚାଲ୍ କିଛି କାମ ଦେଲାନି। ଶେଷରେ ବନ୍ଧା ହେଲେ। ସୂଚନାଯୋଗ୍ୟ, ଚନ୍ଦ୍ରଶେଖରପୁର ଶୈଳଶ୍ରୀବିହର ଅଞ୍ଚଳରେ ରହୁଥିବା ଅବସରପ୍ରାପ୍ତ ପ୍ରଫେସରଙ୍କ…
ଚଳିତ ଶତାବ୍ଦୀରେ ଆସିବ ପ୍ରଳୟ, ଧ୍ୱଂସ ହେବ ପୃଥିବୀ, ୨୩୪ ବୈଜ୍ଞାନିକଙ୍କ ଚେତାବନୀ…
ଓ୍ବାଶିଂଟନ/ନୂଆଦିଲ୍ଲୀ,୪।୧୧: ବୈଜ୍ଞାନିକମାନେ ଚେତାବନୀ ଦେଇଛନ୍ତି। ଚଳିତ ଶତାବ୍ଦୀର ଶେଷ ସୁଦ୍ଧା ପ୍ରଳୟ ଆସିବ। ଏଥିରେ ପୃଥିବୀ ଧ୍ୱଂସ ପାଇଯିବ। ଏହାକୁ ନେଇ ବୈଜ୍ଞାନିକମାନେ ଚିନ୍ତିତ ଅଛନ୍ତି। ଏସମ୍ପର୍କିତ ତଥ୍ୟ ନେଚର ପତ୍ରିକାରେ ପ୍ରକାଶ ପାଇଛି। ଏହି ରିପୋର୍ଟକୁ ଆଇପିସିସିର ବୈଜ୍ଞାନିକମାନେ ପ୍ରସ୍ତୁତ…
ସଫଳତା ପାଇଁ କୋହଲିଙ୍କ ଭୋକ ଅବିଶ୍ୱାସନୀୟ: ହିଟ୍ମ୍ୟାନ୍
ଆବୁଧାବି,୪।୧୧: ଅନେକ ଥର ଭାରତୀୟ ଟିମ୍ର ଓପନର୍ ରୋହିତ ଶର୍ମା ଏବଂ ଅଧିନାୟକ ବିରାଟ କୋହଲିଙ୍କ ଭିତରେ ସବୁକିଛି ଠିକ୍ ଚାଲୁନାହିଁ ବୋଲି ଚର୍ଚ୍ଚା ହୋଇଥାଏ। ଏଯାବତ ତାହା ସ୍ପଷ୍ଟ ହୋଇ ନ ଥିବା ବେଳେ ଆଫଗାନିସ୍ତାନ ବିପକ୍ଷ ମ୍ୟାଚ୍ ପୂର୍ବରୁ…
ରୋହିତଙ୍କ ବଡ଼ ବୟାନ
ଆବୁଧାବି,୪।୧୧: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍ ଆଫଗାନିସ୍ତାନ ବିପକ୍ଷ ମ୍ୟାଚ୍ରେ ବୁଧବାର ଭାରତ ବିଜେତା ହୋଇଛି। ଏହି ମ୍ୟାଚ୍ରେ ଭାରତର ଓପନର ରୋହତି ଶର୍ମା ଉଲ୍ଲେଖନୀୟ ପାଳି ଖେଳିଥିଲେ। ଏଥିପାଇଁ ତାଙ୍କୁ ମ୍ୟାନ୍ ଅଫ୍ ଦ ମ୍ୟାଚ୍ ଭାବେ ଚୟନ କରାଯାଇଥିଲା।…
‘ଛୁଟି ଚାହୁଁଥିଲେ ଏକା ଦେଖାକର’ ମନ୍ତବ୍ୟକୁ ନିର୍ଯାତନା ସୂଚକ ଭାବେ ଗ୍ରହଣ କରିହେବ ନାହିଁ, ହାଇକୋର୍ଟ…
ରାୟପୁର,୪।୧୧: ଜଣେ ସହକାରୀ ପ୍ରଫେସରଙ୍କ ବିରୋଧରେ ଅଣାଯାଇଥିବା ଯୌନ ନିର୍ଯାତନା ଏଫଆଇଆର୍କୁ ଖଣ୍ଡନ କରି ଛତିଶଗଡ ହାଇକୋର୍ଟ କହିଛନ୍ତି, ‘ଯଦି ଛୁଟି ଚାହୁଁଛ, ଏକୁଟିଆ ଦେଖା କର’ ମନ୍ତବ୍ୟକୁ ଯୌନ ନିର୍ଯାତନା ସୂଚକ ଭାବେ ଗ୍ରହଣ କରାଯାଇ ପାରିବ ନାହିଁ। ଭାରତୀୟ…
ଚର୍ଚ୍ଚାରେ ହାର୍ଦ୍ଦିକଙ୍କ ଏହି ଜବରଦସ୍ତ କ୍ୟାଚ୍; ଫିଟ୍ନେସ ପ୍ରଶ୍ନ ଉପରେ…
ଆବୁଧାବି,୪।୧୧: ଟିମ୍ ଇଣ୍ଡିଆ ବୁଧବାର ଖେଳିଥିବା ଟି୨୦ ବିଶ୍ୱକପ୍ର ତୃତୀୟ ମ୍ୟାଚ୍ରେ ପ୍ରଥମ ବିଜୟ ସ୍ବାଦ ଚାଖିଛି। ଆଫଗାନିସ୍ତାନକୁ ଦଳ ସୁପର-୧୨ ରାଉଣ୍ଡରେ ୬୬ ରନ୍ରେ ହରାଇଥିଲା। ଏହି ମ୍ୟାଚ୍କୁ ନେଇ ସବୁଠାରୁ ଅଧିକ ଚର୍ଚ୍ଚାରେ ଅଛନ୍ତି ହାର୍ଦ୍ଦିକ ପାଣ୍ଡ୍ୟା। କିଛି…
ଧାନଫସଲ ନଷ୍ଟ କଲେ ହାତୀପଲ
ଢେଙ୍କାନାଳ ଅଫିସ,୪ା୧: ଢେଙ୍କାନାଳ ସଦର ବ୍ଲକ ନୂଆଗାଁ ଏବଂ ଗୋଡ଼ି ସାହିରେ ଗୁରବାର ସକାଳେ ୪୦ ହାତୀ ପଶି ଉପଦ୍ରବ ଘଟାଇଛନ୍ତି। କ୍ଷେତରେ ପଶି ଦଳଚକଟି ଏକର ଏକର ଧାନଫସଲ ନଷ୍ଟ କରିଛନ୍ତି। ଖବର ପାଇ ବନ ବିଭାଗ କର୍ମଚାରୀ ଘଟଣାସ୍ଥଳରେ…

