୨୦୨୪ରେ ମମତା ପ୍ରଧାନମନ୍ତ୍ରୀ ହେବା ଆଶା ଅଧିକ, କହିଲେ ବାବୁଲ ସୁପ୍ରିୟୋ …
କୋଲକାତା,୨୦।୯: ୨୦୨୪ରେ ମମତା ପ୍ରଧାନମନ୍ତ୍ରୀ ହେବା ଆଶା ଅଧିକ, କହିଲେ ବାବୁଲ ସୁପ୍ରିୟୋ … କୋଲକାତା,୨୦।୯: ଆସନ୍ତା ୨୦୨୪ରେ ଦେଶର ପ୍ରଧାନମନ୍ତ୍ରୀ ହେବା ପାଇଁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କର ଆଶା ଅଧିକ ରହିଛି। ଏସମ୍ପର୍କରେ ତୃଣମୂଳ ନେତା ବାବୁଲ ସୁପ୍ରିୟୋ…
ଆଜି ରାଜ୍ୟରୁ ୫୧୦ କରୋନା ଆକ୍ରାନ୍ତ ଚିହ୍ନଟ, ଏମାନଙ୍କ ମଧ୍ୟରେ ଅଛନ୍ତି ୭୯ ପିଲା
ଭୁବନେଶ୍ୱର,୨୦ା୯(ବ୍ୟୁରୋ): ସୋମବାର ରାଜ୍ୟରୁ ୫୧୦ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୨୦,୫୭୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୨୯୭ ଜଣ ଚିହ୍ନଟ…
ପୁଣି ୪୦ ହଜାର ଟପିଲା ଦୈନିକ ସଂକ୍ରମଣ…
ନୂଆଦିଲ୍ଲୀ,୨୦।୯: କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାର ନା ଧରୁନି। ଫଳରେ ଲୋକେ ତୃତୀୟ ଲହର ନେଇ ଆତଙ୍କିତ ହେବାରେ ଲାଗିଛନ୍ତି। ଦୈନିକ ସଂକ୍ରମଣ ପୁଣି ଉପରମୁହାଁ ହୋଇଛି। କେରଳ କେରଳ ହଟ୍ସ୍ପଟ୍ ପାଲଟିବା ଯୋଗୁ ଦେଶରେ ଦୈନିକ ଆକ୍ରାନ୍ତଙ୍କ…
ଆଜିଠୁ ଆରମ୍ଭ ପିପିଲି ଉପନିର୍ବାଚନ ପ୍ରଚାର
ଭୁବନେଶ୍ୱର,୨୦।୯(ବ୍ୟୁରୋ): ଆସନ୍ତା ୩୦ରେ ହେବାକୁ ଥିବା ପିପିଲି ଉପନିର୍ବାଚନ ପାଇଁ ସୋମବାରଠାରୁ ବିଧିବଦ୍ଧ ଭାବେ ପ୍ରଚାର ଆରମ୍ଭ ହେବ। ପ୍ରଚାର ପୂର୍ବରୁ ସବୁ ଦଳ କର୍ମୀ ସମ୍ମିଳନୀ ଉପରେ ଜୋର୍ ଦେଇଛନ୍ତି। ସୋମବାରଠାରୁ ପ୍ରଚାର ପାଇଁ ୭ ଦିନ ମିଳିବ। ରୋଡ…
କୋଭିଡ କାଳରେ ଧନୀ ମାଲାମାଲ୍
ନୂଆଦିଲ୍ଲୀ,୨୦।୯: କୋଭିଡ-୧୯ ପାଇଁ ସାରା ବିଶ୍ୱର ଅର୍ଥ ବ୍ୟବସ୍ଥାର ଅଣ୍ଟା ଭାଙ୍ଗି ଯାଇଛି। ଏପଟେ ସଙ୍କଟ ସମୟରେ ମଧ୍ୟ ଅତିଧନୀଙ୍କ ସମ୍ପତ୍ତି ଲଗାତର ବଢ଼ିଚାଲିଛି। ଲୋକମାନେ କରୋନାରେ ନାହିଁ ନ ଥିବା ସମସ୍ୟା ସାମ୍ନା କରିଥିବା ବେଳେ ଅନେକେ ମହାମାରୀର କରାଳ…
ବାପାଙ୍କ ରାସ୍ତାରେ ଯିବେ କି ସାରା
ମାନିଲା, ୨୦ା୯: କାର୍ଯ୍ୟକାଳ ସରିଆସୁଥିଲେ ବି କ୍ଷମତା ଛାଡ଼ିବାକୁ ନାରାଜ ଫିଲିପାଇନ୍ସ ରାଷ୍ଟ୍ରପତି ରୋଡ୍ରିଗୋ ଦୁଟେର୍ଟେ। ଦ୍ୱିତୀୟ ପାଳି ପରେ ଜଣେ ଆଉଥରେ ଦେଶର ଶାସନ ମୁଖ୍ୟ ହେବା ପାଇଁ ନିୟମ ନ ଥିବାରୁ ଉପ-ରାଷ୍ଟ୍ରପତି ପଦରେ ରହିବାକୁ ଗୋଟି ଚଳାଇଛନ୍ତି…
୨୦୨୦ରେ ଯାଇଛି ୧.୨୦ ଲକ୍ଷ ଜୀବନ
ନୂଆଦିଲ୍ଲୀ, ୨୦।୯(ପି.ଟି.): ଗତବର୍ଷ କୋଭିଡ୍-୧୯ ଲକ୍ଡାଉନ ସତ୍ତ୍ୱେ ସଡ଼କ ଦୁର୍ଘଟଣା ଜନିତ କାରଣରୁ ଦେଶରେ ୧.୨୦ ଲକ୍ଷ ଲୋକଙ୍କ ଜୀବନ ଯାଇଛି, ଅର୍ଥାତ ଦିନକୁ ହାରାହାରି ୩୨୮ ଜଣଙ୍କ ମୃତ୍ୟୁ ଘଟିଛି। ସରକାରୀ ତଥ୍ୟ ଅନୁଯାୟୀ ଗତ ୩ ବର୍ଷରେ ମୋଟ…
କାନାଡ଼ାରେ ପୁଣି ସଂଖ୍ୟାଲଘୁ ସରକାର
ଓଟାଓ୍ବା, ୨୦।୯: କୋଭିଡ୍ ମହାମାରୀ ଭିତରେ କାନାଡାରେ ଶେଷ ହୋଇଛି ୩୬ ଦିନିଆ ନିର୍ବାଚନ ପ୍ରଚାର। ଆଗୁଆ ପାର୍ଲାମେଣ୍ଟ ଭଙ୍ଗ ପାଇଁ ପ୍ରଧାନମନ୍ତ୍ରୀ ଜଷ୍ଟିନ୍ ଟ୍ରୁଡୋ ସୁପାରିସ କରିବା ପରେ ହାଉସ୍ ଅଫ୍ କମନ୍ସର ୩୩୮ ସଦସ୍ୟଙ୍କୁ ବାଛିବା ଲାଗି ଭୋଟଗ୍ରହଣ…
କରୋନା, ବେକାରି ବଡ଼ ଚିନ୍ତା
ପ୍ୟାରିସ୍,୨୦ା୯: ଦେଢ଼ବର୍ଷରୁ ଊର୍ଦ୍ଧ୍ୱ ସମୟ ହେଲା ସାରା ବିଶ୍ୱର ସବୁଠୁ ବଡ଼ ଚିନ୍ତା ସାଜିଛି କରୋନା। ଅକାଳରେ ଅଗଣିତ ଜୀବନ ନେଇଛି ଏହି ମହାମାରୀ। କେବଳ ସରକାରୀ ତଥ୍ୟକୁ ଦେଖିଲେ ପ୍ରାୟ ୪୭ ଲକ୍ଷ ଲୋକଙ୍କ ମୃତ୍ୟୁ ଘଟିଛି। କାହିଁ କେତେଗୁଣା…
ବିବାହର ୩ ଦିନ ପୂର୍ବରୁ ମା’ ହେଲେ ମହିଳା, ଦେଲେ ଅଜବ ଉତ୍ତର
ବ୍ରିଟେନର ଜଣେ ମହିଳା ବିବାହର ଠିକ୍ ୩ ଦିନ ପୂର୍ବରୁ ମା’ ହେବା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ଅନ୍ୟପକ୍ଷରେ ମହିଳା ଜଣଙ୍କ ଏକ ଅଜବ ଉତ୍ତର ଦେଇଛନ୍ତି। ୪୦ ବର୍ଷୀୟା ଲିସା କହିଥିଲେ, ମୁଁ ମା ହେବା ମୋର ସ୍ବପ୍ନ ଥିଲା।…
ସେହ୍ବାଗଙ୍କ ବିସ୍ଫୋରକ ସଟ୍ ଦେଖି ଡରିଯାଉଥିଲେ ଏହି ଖେଳାଳି, କହୁଥିଲେ…
ଭାରତୀୟ ଦଳର ପୂର୍ବତନ ବିସ୍ଫୋରକ ଓପନର୍ ବୀରେନ୍ଦ୍ର ସେହ୍ବାଗ୍ ଯଦିଓ ଅନ୍ତର୍ଜାତୀୟ କ୍ରିକେଟକୁ ଅଲବିଦା କରିସାରିଛନ୍ତି କିନ୍ତୁ ଆଜି ବି ତାଙ୍କ ବ୍ୟାଟିଂକୁ ଦର୍ଶକ ଭୁଲି ପାରିନାହାନ୍ତି। ନିକଟରେ ସେ ଭାରତର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲିଙ୍କୁ ନେଇ ଏକ ରୋଚକ…
କିଛି ମିନିଟ୍ ମଧ୍ୟରେ ୧୮ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାରେ ବିକ୍ରି ହୋଇଗଲା ଏହି ଲଡୁ: ଜାଣନ୍ତୁ କ’ଣ ରହିଛି ବିଶେଷତ୍ୱ
ହାଇଦ୍ରାବାଦ,୨୦।୯: ତେଲେଙ୍ଗାନାରେ ବାଲାପୁର ଗଣେଶଙ୍କ ଠାରେ ଭୋଗ ଲାଗି କରାଯାଉଥିବା ସବୁଠାରୁ ପ୍ରସିଦ୍ଧ ୨୧ କିଲୋଗ୍ରାମ ଲଡୁ ନିଲାମ ହୋଇଛି। ଏହି ଲଡୁ ପ୍ରାୟ ୧୮ ଲକ୍ଷ ୯୦ ହଜାର ଟଙ୍କାରେ ନିଲାମ କରାଯାଇଥିଲା। ଆନ୍ଧ୍ରପ୍ରଦେଶ ବିଧାନ ପରିଷଦର ସଦସ୍ୟ ରମେଶ…
Archives


