Home

ଦୀପାବଳିରେ ଏହି ୪ ରାଶିର ବ୍ୟକ୍ତିଙ୍କ ଭାଗ୍ୟ ଚମକିବ

ଆଜି ଆଲୋକର ପର୍ବ ଦୀପାବଳି। ହିନ୍ଦୁ ଧର୍ମରେ ବିଶ୍ୱାସ ରହିଛି ଏହି ଦିନ ମା’ ଲକ୍ଷ୍ମୀ ଘରକୁ ଆସିଥାନ୍ତି। ଫଳରେ ପୂର୍ବ ଅପେକ୍ଷା ଆର୍ଥିକ ସ୍ଥିତି ଅଧିକ ଶକ୍ତିଶାଳୀ ହୁଏ। ଆପଣ କିଛି ଭଲ ଖବର ପାଇବାର ସମ୍ଭାବନା ରହିଥାଏ। ଆସନ୍ତୁ…

ଦୀପାବଳିର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୪।୧୧: ଆଜି ସାରା ଦେଶରେ ଆଲୋକର ପର୍ବ ଦୀପାବଳି ପାଳନ କରାଯାଉଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ କରି ଦେଶବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ ଟୁଇଟ୍‌ ଯୋଗେ କହିଚନ୍ତି, ଦୀପାବଳିର ଶୁଭ ଅବସରରେ ଦେଶବାସୀଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା। ମୁଁ…

ଏବେ ବି ଭାରତ ଯାଇପାରିବ ସେମିଫାଇନାଲ: ଜାଣନ୍ତୁ କ’ଣ ରହିଛି ସମୀକରଣ

ଦୁବାଇ,୪।୧୧: ଭାରତୀୟ ଦଳ ଟି-୨୦ ବିଶ୍ୱକପରେ ପ୍ରଥମ ବିଜୟ ହାସଲ କରିଛି। ତୃତୀୟ ମ୍ୟାଚରେ ଭାରତ ଆଫଗାନିସ୍ତାନକୁ ୬୬ ରନରେ ପରାସ୍ତ କରିଛି। ଏହା ସହ ସେମିଫାଇନାଲରେ ପ୍ରବେଶ କରିବାର ଭାରତର ଆଶା ରହିଛି। ଏବେ ଭାରତକୁ ଉଭୟ ଅବଶିଷ୍ଟ ମ୍ୟାଚକୁ…

ସେନାଙ୍କ ସହ ଦୀପାବଳି ପାଳିବେ ମୋଦି

ନୂଆଦିଲ୍ଲୀ,୪ ।୧୧: ପ୍ରଧାନମନ୍ତ୍ରୀ ଚଳିତ ବର୍ଷ ଦେଶର ବୀର ଯବାନଙ୍କ ସହ ଦୀପାବଳି ପାଳନ କରିବେ । ଏଥର ସେ ଜମ୍ମୁ-କଶ୍ୱୀର ରଜୌରି ଜିଲା ନୌସେରା ସେକ୍ଟରରେ ସେନାଙ୍କ ସହ ଦୀପାବଳି ପାଳନ କରିପାରନ୍ତି । ମୋଦିଙ୍କ ଗସ୍ତକୁ ଦେଖି ଲାଇନ…

୨୦ ବର୍ଷର ପରମ୍ପରା ଭାଙ୍ଗିଲେ ଶାହରୁଖ ଖାନ୍‌

ବଲିଉଡ୍‌ ବାଦ୍‌ଶାହା ଶାହରୁଖ ଖାନ ନିକଟରେ ୫୬ତମ ଜନ୍ମଦିନ ପାଳନ କରିଛନ୍ତି। ଜନ୍ମଦିନରେ ତାଙ୍କ ପ୍ରଶଂସକ ଶାହରୁଖଙ୍କ ଟିକେ ଝଲକ ପାଇବାକୁ ସାରା ଦିନ ଅପେକ୍ଷା କରିଥିଲେ, କିନ୍ତୁ ସେ ଶାହରୁଖ ସବୁଥର ପରି ମନ୍ନତର ଟେରେସ ବାଲକୋନିକୁ ଆସି ପ୍ରଶଂସକଙ୍କୁ…

ଘର ଭଡା ନେଲେ ମାଧୁରୀ: ମାସକୁ ଦେବାକୁ ଏତିକି ଟଙ୍କା

ବଲିଉଡ ଅଭିନେତ୍ରୀ ମାଧୁରୀ ଦୀକ୍ଷିତ କେବଳ ଅଭିନୟ ନୁହେଁ, ନୃତ୍ୟରେ ବି ଦର୍ଶକଙ୍କ ହୃଦୟରେ ଏକ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରିଛନ୍ତି। ୯୦ ଦଶକର ସୁପରହିଟ ଅଭିନେତ୍ରୀମାନଙ୍କ ମଧ୍ୟରେ ମାଧୁରୀ ଦୀକ୍ଷିତଙ୍କ ନାମ ଗଣାଯାଏ ଏବେ ଅନେକ ଡ୍ୟାନ୍ସ ରିୟଲିଟି ଶୋ’ରେ…

ନୂଆବର୍ଷ ସୁଦ୍ଧା ଖୋଲିଯିବ ସବୁ ଶ୍ରେଣୀ

ଭୁବନେଶ୍ୱର, ୩।୧୧(ବ୍ୟୁରୋ): ଦୀପାବଳି ପରେ ପ୍ରାଥମିକ ସ୍କୁଲ ଖୋଲିବା ପାଇଁ ରାଜ୍ୟ ସରକାର ଚିନ୍ତା କରିଛନ୍ତି। ତେବେ ପ୍ରଥମ ପର୍ଯ୍ୟାୟରେ ଷଷ୍ଠ ଓ ସପ୍ତମ ଶ୍ରେଣୀ ଖୋଲିବା ଉପରେ ବିଚାର କରାଯାଉଛି। ପରବର୍ତ୍ତୀ ପର୍ଯ୍ୟାୟରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ଖୋଲିବା ଉପରେ…

କମିଲା ପେଟ୍ରୋଲ ୫, ଡିଜେଲ ୧୦ ଟଙ୍କା

ନୂଆଦିଲ୍ଲୀ,୩।୧୧: ଲଗାତାର ୭ ଦିନ ଧରି ତୈଳ ଦର ବୃଦ୍ଧି ଘଟିବା ପରେ ବୁଧବାର ଦେଶବାସୀଙ୍କୁ କିଛିଟା ଆଶ୍ୱସ୍ତୀ ଦେଇଛନ୍ତି କେନ୍ଦ୍ର ସରକାର। ପେଟ୍ରୋଲ ଓ ଡିଜେଲ ଉପରେ ଲଗାଯାଉଥିବା ଏକ୍ସାଇଜ୍‌ ଡ୍ୟୁଟିକୁ ଯଥାକ୍ରମେ ୫ ଓ ୧୦ ଟଙ୍କା ହ୍ରାସ…

ଶେଷରେ କୋଭାକ୍ସିନକୁ ମିଳିଲା ‘ହୁ’ର ମାନ୍ୟତା

ନୂଆଦିଲ୍ଲୀ,୩।୧୧: ଭାରତ ବାୟୋଟେକ ପ୍ରସ୍ତୁତ କରିଥିବା କରୋନା ଟିକା ‘କୋଭାକ୍ସିନ’କୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ହୁ)ର ମଞ୍ଜୁରୀ ମିଳିଛି। ଜରୁରିକାଳୀନ ବ୍ୟବହାର ପାଇଁ ବୈଷୟିକ କମିଟି ଅନୁମତି ଦେଇଥିବା ନେଇ ବୁଧବାର ହୁ’ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି। ପୂର୍ବରୁ କୋଭାକ୍ସିନ…

ବିଜେଡିରୁ ସଞ୍ଜୀବ ସାହୁଙ୍କ ଇସ୍ତଫା

ଅନୁଗୋଳ ଅଫିସ,୩।୧୧: ବିଜୁ ଜନତା ଦଳ(ବିଜେଡି)ରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ତଥା ମନ୍ତ୍ରୀ ସଞ୍ଜୀବ ସାହୁ। ବୁଧବାର ସେ ନିଜର ଇସ୍ତଫା ପତ୍ର ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇଦେଇଛନ୍ତି। ବ୍ୟକ୍ତିଗତ ସମସ୍ୟା ଯୋଗୁ ସେ…

ପୁରୀ ଜିଲା ଚାଷୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା; ସିଧାସଳଖ…

ପୁରୀ ଅଫିସ,୩।୧୧: ୨୦୨୧-୨୨ ରବି ଋତୁ ପାଇଁ ପୁରୀ ଜିଲାର ଚାଷୀ ମାନେ କାଳିଆ ସହାୟତା ଭାବରେ ୨୦୦୦ ଟଙ୍କା ଲେଖାଏ ସହାୟତା ପାଇବେ। ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏନେଇ ଘୋଷଣା କରିଛନ୍ତି। ଜିଲାର ୧,୬୫,୧୩୧ ଜଣ କ୍ଷୁଦ୍ର ଓ…

ବ୍ରେକ୍‌ଅପ୍‌ ପରେ ପ୍ରସିଦ୍ଧ ହୋଇଥିଲେ ଏହି ଅଭିନେତା

ମୁମ୍ବାଇ: ଅଭିନେତା ହିମାଂଶ କୋହଲିଙ୍କ ଆଜି ହେଉଛି ୩୨ ତମ ଜନ୍ମଦିନ। ୧୯୮୯ ମସିହା ନଭେମ୍ବର ୩ରେ ସେ ଦିଲ୍ଲୀରେ ଜନ୍ମଗ୍ରହଣ କରିଥିଲେ। ଆଜିର ଏହି ଖାସ୍‌ ଦିନରେ ତାଙ୍କ ସହ ଜଡ଼ିତ କିଛି କଥା ବିଷୟରେ ଜାଣନ୍ତୁ… ଅଭିନୟ ଜଗତକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?